Home

ରାସ୍ତାରେ କରୋନା ଟେଷ୍ଟ: ବିରୋଧ କରିବାରୁ ମାଡ଼ ମାରିଲେ ସ୍ବାସ୍ଥ୍ୟ ଅଧିକାରୀ

ବେଙ୍ଗାଲୁରୁ,୨୫।୫: ଛତିଶଗଡ଼ ଓ ମଧ୍ୟପ୍ରଦେଶରେ ଲକ୍‌ଡାଉନ୍‌ ସମୟରେ ନିୟମ ଉଲ୍ଲଂଘନ କରୁଥିବା ଲୋକଙ୍କ ସହ ର୍ଦୁବ୍ୟବହାର କରାଯାଇଥିବା ଘଟଣା ଅନେକ ଥର ସାମ୍ନାକୁ ଆସିଛି। ହେଲେ ଏବେ କର୍ନାଟକର ନଗରଥପେଟରୁ ଏକ ଅମାନବୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଯାହାର ଏକ ଭିଡିଓ…

କରୋନାକୁ ହରାଇ ପାରିବନି ଗୋଟିଏ ଦେଶ, ମିଳିତ ଲଢ଼େଇ ଆବଶ୍ୟକ: ଜାତିସଂଘ…

ଜୋନେଭା/ନୂଆଦିଲ୍ଲୀ,୨୫।୫: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ବିରୋଧରେ ଲଢ଼େଇ କରିବା କୌଣସି ଗୋଟିଏ ଦେଶ ପକ୍ଷେ ସମ୍ଭବ ନୁହେଁ। ଏହାଦ୍ୱାରା କରୋନାକୁ ହରାଇ ହେବନି। ଏକ୍ଷେତ୍ରରେ ପୃଥିବୀର ସମସ୍ତ ଦେଶ ପକ୍ଷରୁ ମିଳିତ…

ଅନୁଭୂତି ବଖାଣି ପ୍ରବଳ କାନ୍ଦିଲେ ଏହି କ୍ରିକେଟର୍‌: ଜାଣନ୍ତୁ କାହିଁକି

ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନର କରୋନା ଯୋଗୁ ଅଧାରୁ ସ୍ଥଗିତ ହୋଇଥିଲା। ଅନେକ ଖେଳାଳି ଏବଂ କର୍ମଚାରୀ କରୋନା ପଜିଟିଭ ଆସିବା ପରେ ଏହି ଟୁର୍ନାମେଣ୍ଟ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଥିଲା। ଏବେ କ୍ରିକେଟର୍‌ ମାନେ ନିଜ ଘରେ…

କୋଭିଡ ଚିକିତ୍ସାରେ ଏବେ ସାମିଲ ହେବ ଆୟୁର୍ବେଦିକ ଚିକିତ୍ସା: ମାଗଣାରେ ରୋଗୀଙ୍କୁ ବଣ୍ଟାଯିବ ୧ଲକ୍ଷ କରୋନିଲ୍‌ କିଟ୍‌

ଚଣ୍ଡିଗଡ଼,୨୫।୫: ଗୋଟିଏ ପଟେ ଯୋଗ ଗୁରୁ ବାବା ରାମଦେବ କ୍ରମାଗତ ଭାବେ ନିଜ ବୟାନକୁ ନେଇ ଚର୍ଚ୍ଚାରେ ରହୁଥିବା ବେଳେ ଏବେ ହରିଆଣାରେ କରୋନା ରୋଗୀଙ୍କୁ ନେଇ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। କରୋନା ରୋଗୀଙ୍କ ଶୀଘ୍ର ଆଶୁ ଆରୋଗ୍ୟ ପାଇଁ…

ଫଟୋରେ କ୍ଷୀର ଢାଳିବାକୁ ନେଇ ପ୍ରଶଂସକଙ୍କୁ ଏମିତି ଜବାବ ଦେଲେ ସୋନୁ ସୁଦ: ସମସ୍ତେ କଲେ ବାଃ ବାଃ

ଦେଶରେ କରୋନା ଭଳି କଠିନ ପରିସ୍ଥିତିରେ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି ଅନେକ ସେଲିବ୍ରିଟି। ଏଥିରେ ବଲିଉଡ୍‌ ଅଭିନେତା ସୋନୁ ସୁଦ ମଧ୍ୟ ସାମିଲ ଅଛନ୍ତି। ସେ କରୋନା ଆରମ୍ଭରୁ ଲୋକଙ୍କୁ ସହାୟତା କରି ଚର୍ଚ୍ଚାରେ ରହିଛନ୍ତି। ଲୋକେ ମଧ୍ୟ ସୋନୁଙ୍କୁ…

୨୬ ମେ’ରୁ ଭାରତରେ ବନ୍ଦ ହେବ କି ଫେସବୁକ୍‌-ଟୁଇଟର-ଇନଷ୍ଟାଗ୍ରାମ୍‌ …

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତରେ କାରବାର କରୁଥିବା ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ପାଇଁ କେତେକ ନିୟମ ପାଳନ କରିବା ଲାଗି ମାର୍ଗଦର୍ଶିକା ଜାରି ହୋଇଥିଲା। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ୩ ମାସର ସମୟ ମଧ୍ୟ ଦିଆଯାଇଥିଲା।…

ଏହି ଅଭିନେତ୍ରୀ ଘରକୁ ଖୁବ୍‌ଶୀଘ୍ର ଆସିବେ ନୂଆ ଅତିଥି

ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନ୍‌ଙ୍କ ଘରକୁ ଖୁବ୍‌ଶୀଘ୍ର ନୂଆ ଅତିଥିତ୍ ଆସିବେ। ସୁସ୍ମିତା ଭାଉଜ ଚାରୁ ସେନ୍‌ ଖୁବ୍‌ଶୀଘ୍ର ପ୍ରଥମ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଏନେଇ ସେ ନିଜେ ଇନ୍‌ଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି। ଏଥିପାଇଁ ପୂରା ପରିବାର ବେଶ୍‌ ଖୁସି ଅଛନ୍ତି।…

ଭୟଙ୍କର ହେଉଛି ‘ୟାସ୍‌’: ମୁକାବିଲା ପାଇଁ ଶକ୍ତିମନ୍ତ୍ରୀଙ୍କୁ ବାଲେଶ୍ୱର ପଠାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଭୟଙ୍କର ବେଗରେ ସ୍ଥଳ ଭାଗକୁ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ୟାସ୍‌’। ଆଜି ଅପରାହ୍ନରେ ଅତି ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ଅଛି। ଏହା ଧାମରା ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ବାତ୍ୟା ମୁକାବିଲା ପାଇଁ…

ଲିଭ୍‌ଇନ୍‌ରେ ଲଢ଼େଇ, ବୃଦ୍ଧଙ୍କୁ ରାସ୍ତାରେ ନିସ୍ତୁକ ପିଟିଲେ ମହିଳା…

ମୁଜାଫରପୁର,୨୫।୫: ଜଣେ ବୃଦ୍ଧଙ୍କ ପାଇଁ ଲିଭ୍‌ଇନ୍‌ ରିଲେଶନଶିପ୍‌ରେ ରହିବା ମହଙ୍ଗା ପଡ଼ିଛି। କୌଣସି କାରଣରୁ ବୃଦ୍ଧ ଏବଂ ତାଙ୍କ ସହିତ ଲିଭ୍‌ଇନ୍‌ରେ ରହୁଥିବା ମହିଳାଙ୍କ ମଧ୍ୟରେ ପାଟିତୁଣ୍ଡ ହେବାରୁ ପରିସ୍ଥିତି ଭୟଙ୍କର ହୋଇଥିଲା। ଶେଷରେ ଘର କଥା ଦାଣ୍ଡକୁ ଆସିଛି। ମହିଳା…

ଗର୍ଲଫ୍ରେଣ୍ଡଙ୍କ ପାଇଁ ପାହାଡ ଉପରୁ ଡେଇଁ ପଡିଥିଲେ ଏହି ପ୍ରସିଦ୍ଧ ନିର୍ଦ୍ଦେଶକ

ଆଜି ବଲିଉଡର ଜଣାଶୁଣା ନିର୍ମାତା-ନିର୍ଦ୍ଦେଶକ କରଣ ଜୋହର ତାଙ୍କର ୪୯ ତମ ଜନ୍ମଦିନ ପାଳନ କରୁଛନ୍ତି। କରଣ ଜୋହର ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତାଙ୍କ ନାମ ୟଶ ଜୋହର, ଯିଏ ବଲିଉଡ ଚଳଚ୍ଚିତ୍ରର ନିର୍ମାତା ତଥା ଧର୍ମ ପ୍ରଡକ୍ସନ୍ସର ପ୍ରତିଷ୍ଠାତା…

କୋଭାକ୍ସିନ୍‌ ସମ୍ପର୍କିତ ୯୦ ପ୍ରତିଶତ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଡବ୍ଲ୍ୟୁଏଚ୍‌ଓରେ ଦାଖଲ ହୋଇଛି: ଭାରତ ବାୟୋଟେକ୍‌…

ନୂଆଦିଲ୍ଲୀ,୨୫।୫: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁ ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ଦେଶରେ ସେରମ୍‌ ଇନଷ୍ଟିଚ୍ୟୁଟ୍‌ର କୋଭିଶିଲ୍ଡ ଏବଂ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌ ଟିକାକୁ ସାର୍ବଜନୀକ ଟିକାକରଣ ଅଭିଯାନରେ ସାମିଲ କରାଯାଇଛି। ତେବେ ଭାରତ ବାୟୋଟେକ୍‌…

୪୭ ବର୍ଷରେ ମା’ ହେବାକୁ ଇଚ୍ଛା କଲେ ଅଭିନେତ୍ରୀ ମଲାଇକା: ଏଥର ପୁଅ ନା ଝିଅ ଚାହୁଁଛନ୍ତି ଜାଣନ୍ତୁ

ଆଜିକାଲି ରିଅଲିଟି ଡ୍ୟାନ୍ସ ଶୋ ‘ସୁପର ଡାନ୍ସର୍‌ ୪’ରେ ଅଭିନେତ୍ରୀ ମଲାଇକା ଆରୋରା ଜଣେ ଜଜ୍‌ ଭାବରେ ନଜର ଆସିଛନ୍ତି। ଏହି ଶୋ’ର ଅନ୍ୟତମ ପ୍ରତିଯୋଗୀଙ୍କ ନୃତ୍ୟ ଦ୍ୱାରା ମଲାଇକା ଏତେ ପ୍ରଭାବିତ ହୋଇଥିଲେ ଯେ ସେ ଏବେ ମଧ୍ୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?