ଶ୍ରଦ୍ଧାଳୁଙ୍କୁ ଆଖଣ୍ଡଳମଣି ମନା
ଭଦ୍ରକ ଅଫିସ,୧୫।୪: ରାଜ୍ୟରେ କରୋନା ଆତଙ୍କ ଖେଳାଇବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଗୁରୁବାର ଭଦ୍ରକ ଆରଡି ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ମନ୍ଦିରକୁ ୩ ଦିନ…
ଜଣାପଡ଼ିଲା ସତକଥା: ୪ ବର୍ଷ ତଳେ ଚାଇନାରେ ହୋଇଥିଲା କରୋନା ସଂକ୍ରମଣ…
ବେଜିଂ,୧୫।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ୨୦୧୯ରେ ଚାଇନାର ଉହାନ ସହରରୁ କରୋନା ସଂକ୍ରମଣ ଆରମ୍ଭ ହୋଇଥିବା କୁହାଯାଉଥିଲେ ମଧ୍ୟ ଏବେ ଏହାର ପର୍ଦ୍ଦାଫାଶ୍ ହୋଇଛି। ଏକ ରିପୋର୍ଟ ଅନୁସାରେ ଚାଇନାରେ ୪ ବର୍ଷ ତଳେ ୨୦୧୬-୧୭ରେ…
ଗଞ୍ଜାମ ଥାନା ପୋଲିସ ପକ୍ଷରୁ ମାସ୍କ, ହେଲ୍ମେଟ ଯାଞ୍ଚ
ଗଞ୍ଜାମ,୧୫।୪(ଡି.ଏନ୍.ଏ.): ମହାମାରୀ କରୋନାର ଦ୍ୱିତୀୟ ଷ୍ଟ୍ରେନ୍ ଆସିବା ପରଠାରୁ ପ୍ରଶାସନର ନିଦ ହଜିଯାଇଛି। ଏହାର ମୁକାବିଲା ନିମନ୍ତେ ଏବେ ଲୋକଙ୍କୁ ସଚେତନତା ହେବା ଜରୁରୀ ହୋଇପଡ଼ିଛି। ଜିଲା ଉଚ୍ଚ ପ୍ରଶାସନର ନିଦ୍ଦେର୍ର୍ଶକ୍ରମେ ମାକ୍ସ ଓ ହେଲିମେଟ ଯାଞ୍ଚକୁ କଡ଼ାକଡ଼ି କରିଛି ଗଞ୍ଜାମ…
ସାମ୍ପୁଲ ନ ଦେଇ ଏମ୍ପିଙ୍କ ମୋବାଇଲ୍ରେ ଆସିଲା ମେସେଜ…
ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ଏପରିସ୍ଥଳେ କରୋନା ଟେଷ୍ଟ ପାଇଁ ସଂଗ୍ରହ ହେଉଥିବା ସାମ୍ପୁଲ ସମ୍ପର୍କିତ ମେସେଜ ନେଇ ସନ୍ଦେହ ସୃଷ୍ଟି ହେବାରେ ଲାଗିଛି। କଂଗ୍ରେସ ରାଜ୍ୟସଭା ଏମ୍ପି ଦିଗ୍ ବିଜୟ ସିଂଙ୍କ…
ଏହି କ୍ରିକେଟର୍ଙ୍କୁ ଅଷ୍ଟ୍ରେଲିଆରେ ଅଫର୍ ଦେଇଥିଲେ କୋହଲି
ଚେନ୍ନାଇ,୧୫।୪: ଆଇପିଏଲର ଗତ ସିଜନରେ ଫ୍ଲପ ହୋଇଥିବା ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଚଳିତ ସିଜନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ପାଇଁ ଖେଳୁଛନ୍ତି। ଆରସିବି ତାଙ୍କୁ ଏହି ସିଜିନ ପାଇଁ ନିଲାମରେ ବହୁ ପରିମାଣର ଅର୍ଥ ଦେଇ କିଣିଥିଲା ଏବଂ…
ଖୁବ୍ଶୀଘ୍ର ସ୍ପୁଟ୍ନିକ ଭି
ନୂଆଦିଲ୍ଲୀ, ୧୫।୪: ଭାରତରେ କୋଭିଡ୍ ଟିକାକରଣରେ ତୃତୀୟ ଟିକା ଭାବେ ସାମିଲ ହେବାକୁ ଯାଉଥିବା ସ୍ପୁଟ୍ନିକ ଭି ଖୁବ୍ଶୀଘ୍ର ଭାରତରେ ପହଞ୍ଚତ୍ବ। ଭାରତରେ ଏହାର ପାର୍ଟନର ଥିବା ଡ. ରେଡିସ୍ ଲାବରେଟୋରିଜ୍ ଚଳିତ ତ୍ରୟମାସିକ ସୁଦ୍ଧା ଏହାର ଯୋଗାଣ ଆରମ୍ଭ କରିବାକୁ…
କରୋନା ମୁକାବିଲାରେ ଜନଭାଗିଦାରୀକୁ ଗୁରୁତ୍ୱ
ନୂଆଦିଲ୍ଲୀ, ୧୫।୪: ଦେଶରେ ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ସ୍ଥିତି ଏବଂ ଟିକାକରଣ ସମ୍ପର୍କରେ ବୁଧବାର ସମସ୍ତ ରାଜ୍ୟର ରାଜ୍ୟପାଳ ଓ ଉପରାଜ୍ୟପାଳମାନଙ୍କ ସହ ଆଲୋଚନା କରିଛନ୍ତି। ମହାମାରୀ ବିରୋଧରେ ଲଢ଼େଇ ପାଇଁ…
ବ୍ୟାଟିଂ କରୁଥିବା ସମୟରେ ଏହି କଥାକୁ ନେଇ ଏବି.ଡି ଭିଲିୟର୍ସଙ୍କୁ ଲାଗେ ଭୟ
ଚେନ୍ନାଇ,୧୫।୪: ବିସ୍ଫୋରକ ବ୍ୟାଟସମ୍ୟାନ୍ ଏବି ଡି ଭିଲିୟର୍ସ ପଡିଆକୁ ଓହ୍ଲାଇବା ମାତ୍ରେ ବୋଲରଙ୍କ ଚିନ୍ତା ବଢିଯାଏ। କିନ୍ତୁ ଜାଣିଛନ୍ତି ବ୍ୟାଟିଂ କରୁଥିବାବେଳେ ଡି ଭିଲିୟର୍ସଙ୍କୁ ଡର ଲାଗିଥାଏ। ଅବଶ୍ୟ ଏହା ଆଶ୍ଚର୍ଯ୍ୟର କଥା ହୋିପାରେ କିନ୍ତୁ ସତ, ଏକଥା ନିଜେ ସ୍ବୀକାର…
ବେକାର ଯାଇନି ଜୀବନ
ଓ୍ବାଶିଂଟନ,୧୫ା୪: ୧୯୭୭ ଫେବୃୟାରୀ ୨୦ରେ ଜର୍ମାନୀର ଅଗ୍ସବର୍ଗରେ କ୍ରିଷ୍ଟିନ୍ ଡେନାଇସ୍ ସ୍ମାର୍ଟଙ୍କ ଜନ୍ମ। ବଞ୍ଚତ୍ଥିଲେ ଏବେ ତାଙ୍କୁ ୪୪ ବର୍ଷ ହୋଇଥାଆନ୍ତା। ହେଲେ ୨୫ ବର୍ଷ ତଳେ ଆମେରିକାର କାଲିଫର୍ନିଆରେ ରହସ୍ୟମୟ ଭାବେ ହଠାତ୍ ନିଖୋଜ ହୋଇଯାଇଥିଲେ ଷ୍ଟକ୍ଟନର ଏଇ ୧୯…
ଆଇଏନ୍ସି ଟିଭି ଲଞ୍ଚ୍ କଲା କଂଗ୍ରେସ
ନୂଆଦିଲ୍ଲୀ, ୧୫।୪: ଡ. ଭୀମରାଓ ଆମ୍ବେଡ୍କରଙ୍କ ଜନ୍ମବାର୍ଷିକୀ ଅବସରରେ ବୁଧବାର କଂଗ୍ରେସ ଦଳ ପକ୍ଷରୁ ଆଇଏନ୍ସି ଟିଭି ନାମରେ ଏକ ଡିଜିଟାଲ ମିଡିଆ ପ୍ଲାଟ୍ଫର୍ମର ଶୁଭାରମ୍ଭ ହୋଇଛି। କଂଗ୍ରେସର ସ୍ବର ଅଧିକରୁ ଅଧିକ ଲୋକଙ୍କ ପାଖରେ ପହଞ୍ଚାଇବା ଏହି ଡିଜିଟାଲ ମିଡିଆ…
କଟକଣାରେ ପାଳନ ହେଲା ଓଡ଼ିଆ ନବବର୍ଷ
ଭୁବନେଶ୍ୱର, ୧୫ା୪(ବ୍ୟୁରୋ): କରୋନା କଟକଣା ମଧ୍ୟରେ ବୁଧବାର ରାଜଧାନୀରେ ପାଳନ ହୋଇଛି ଓଡ଼ିଆ ନବବର୍ଷ ତଥା ପଣା ସଂକ୍ରାନ୍ତି। ଘରେ ଘରେ ଲୋକେ ପଣା ସଂକ୍ରାନ୍ତି ସହ ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ପାଳନ କରିଛନ୍ତି। ତେବେ କରୋନା ସଂକ୍ରମଣ…
କାଟଛାଣ୍ଟ ହେବ ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ
ନୂଆଦିଲ୍ଲୀ/ଲଣ୍ଡନ, ୧୫।୪(ଆଇଏଏନ୍ଏସ୍): ଭାରତରେ କରୋନା ସଂକ୍ରମଣର ଦ୍ୱିତୀୟ ଲହରର ଭୟାବହତାକୁ ଦୃଷ୍ଟିରେ ରଖି ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନ୍ସନ ତାଙ୍କ ନୂଆଦିଲ୍ଲୀ ଗସ୍ତକୁ କାଟଛାଣ୍ଟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୨୬ରେ ଜନ୍ସନ ଭାରତ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ୟୁରୋପୀୟ…
Archives


