ଏମିତି ଟାଟୁ କରି ଚର୍ଚ୍ଚାରେ ଏହି ଯୁବତୀ, ହାତରେ ଲେଖିଛନ୍ତି…
ସାଧାରଣତଃ ଯୁବପିଢ଼ିଙ୍କୁ ବର୍ତ୍ତମାନ ଟାଟୁ ମାନିଆ ଘାରିଛି। ସବୁଦିନେ କିଛି ନା କିଛି ଅଜବ ଟାଟୁକୁ ନେଇ ଚର୍ଚ୍ଚା ହୋଇଥାଏ। କେଉଁଠି ଟାଟୁର ସ୍ଥାନକୁ ନେଇ ତ ଆଉ କେଉଁଠି ଟାଟୁର ରଙ୍ଗକୁ ନେଇ। ଏହି ସମୟରେ ଏମିତି ଟାଟୁ ଚର୍ଚ୍ଚାକୁ…
ଖାଦ୍ୟ ଅଭାବରୁ ରାଜରାସ୍ତାରେ ମାଙ୍କଡ଼
କେନ୍ଦୁଝର,୨୭।୨(ସ୍ବ.ପ୍ର.): ଏକଦା କେନ୍ଦୁଝର ଜିଲା ବଣପାହାଡ଼ ଘେରରେ ପରିପୂର୍ଣ୍ଣ ଥିଲା। କିଛି ବର୍ଷ ହେଲା ବିଭିନ୍ନ କାରଣରୁ ଜଙ୍ଗଲ ନଷ୍ଟ ହେବା ଫଳରେ ଜଙ୍ଗଲ ମଧ୍ୟରେ ରହୁଥିବା ମାଙ୍କଡ଼ଙ୍କ ମଧ୍ୟରେ ଖାଦ୍ୟାଭାବ ଦେଖାଦେଇଛି। ଫଳରେ ମାଙ୍କଡ଼ମାନେ ଏବେ ରାଜରାସ୍ତାରେ ବୁଲୁଛନ୍ତି। ରାସ୍ତାରେ…
ଜୋର୍ ଧରିଲା ସବ୍ଜଜ୍ କୋର୍ଟ ପ୍ରତିଷ୍ଠା ଦାବି
ପୁରୁଷୋତ୍ତମପୁର,୨୭।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ବୈଠକ ଶନିବାର ସଭାପତି କେଦାରନାଥ ପଟ୍ଟନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂପାଦକ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ବିବରଣୀ ପାଠ କରି ଓକିଲ ସଂଘର ବିକାଶ ନେଇ ବିଭିନ୍ନ ପ୍ରସ୍ତାବ ଦେଇଥିଲେ। ରାଜ୍ୟ…
ବିବାହ ବନ୍ଧନରେ ବାନ୍ଧି ହେଲେ ଦୁଇ ଏଚ୍ଆଇଭି ସଂକ୍ରମିତ, ଗଞ୍ଜାମ ଜିଲାପାଳ କଲେ କନ୍ୟାଦାନ; ମୁଖ୍ୟମନ୍ତ୍ରୀ ଦେଲେ ଆଶୀର୍ବାଦ
ବ୍ରହ୍ମପୁର ଅଫିସ,୨୭।୨: ଗଞ୍ଜାମ ଜିଲା ଗୋପାଳପୁରସ୍ଥିତ ଶ୍ରଦ୍ଧାସଞ୍ଜିବନୀ ନାମକ ଶିଶୁଗୃହରେ ଶନିବାର ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ଏହି ବିବାହ କାର୍ଯ୍ୟରେ ସହଯୋଗର ହାତ ବଢ଼ାଇଛି ଜିଲା ପ୍ରଶାସନ। ଖାଲି ସେତିକି ନୁହେଁ, ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କନ୍ୟାପିତା…
ଭୁବନେଶ୍ୱରର ୨୨ଟି ହସ୍ପିଟାଲରେ ମିଳିବ କରୋନା ଟିକା: ଜାଣନ୍ତୁ ପାଇବେ କେଉଁଠି
ଭୁବନେଶ୍ୱର, ୨୭।୨(ବ୍ୟୁରୋ): ମାର୍ଚ୍ଚ ୧ରୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ କରୋନା ଟିକାକରଣ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ୬୦ ବର୍ଷ ବୟସ୍କରୁ ଅଧିକ ଓ ବହୁବିଦ୍ଧ ରୋଗାକ୍ରାନ୍ତ ଥିବା ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକା ଦିଆଯିବ। ଏଥିପାଇଁ ଭୁବନେଶ୍ୱରରେ ମୋଟ…
ଐତିହାସିକ ପୋତାଗଡ଼ ମୁଖ୍ୟ ଫାଟକରେ ତାଲା, ପର୍ଯ୍ୟଟକ ନିରାଶ
ଗଞ୍ଜାମ,୨୭।୨(ଡି.ଏନ୍.ଏ.) ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ମୁଖ୍ୟ ଗେଟରେ ତାଲା ପଡ଼ିଥିବା ଶନିବାର ଦେଖିବାକୁ ମିଳିଛି । ଯାହା ଫଳରେ ପୋତାଗଡ଼ ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନେ ନିରାଶ ହେଉଛନ୍ତି । ଏଥିସହିତ ସକାଳ ଓ ସନ୍ଧ୍ୟାରେ ସ୍ଥାନୀୟ ଅଞ୍ଚଳ ଛାତ୍ରମାନେ ଖେଳକୁଦ,…
କଂଗ୍ରେସ ସବୁ ଧର୍ମକୁ ସମ୍ମାନ ଦିଏ: ଆଜାଦ୍
ଜମ୍ମୁ,୨୭।୨: ଦେଶର ସମସ୍ତ ଲୋକଙ୍କ ହିତ ପାଇଁ କାମ କରିବାକୁ କଂଗ୍ରେସ ସର୍ବଦା ତତ୍ପର। ଦଳ ସବୁ ଧର୍ମକୁ ସମ୍ମାନ ଦେଇଥାଏ। କଂଗ୍ରେସ ସମ୍ମୁଖରେ ସଭିଏଁ ସମାନ ବୋଲି ଜମ୍ମୁରେ ଆୟୋଜିତ ହୋଇଥିବା ୨ ଦିନିଆ ଶାନ୍ତି ସମ୍ମିଳନୀରେ କଂଗ୍ରେସର ବରିଷ୍ଠ…
କୃଷକ କରିବେ ସାଇକେଲ ରାଲି: କନ୍ୟାକୁମାରୀରୁ କଶ୍ମୀର
ନୂଆଦିଲ୍ଲୀ,୨୭।୨: କୃଷି ଆଇନ ବିରୋଧରେ କୃଷକ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ଦେଶର ପ୍ରତି ଲୋକଙ୍କୁ ଆନ୍ଦୋଳନ ସମ୍ପର୍କରେ ଅବଗତ କରାଇବା ପାଇଁ କୃଷକମାନଙ୍କ ପକ୍ଷରୁ କନ୍ୟାକୁମାରୀଠାରୁ କଶ୍ମୀର ପର୍ଯ୍ୟନ୍ତ ଦୀର୍ଘ ୮,୩୦୮ କିଲୋମିଟରର ସାଇକେଲ ରାଲି କରାଯିବା…
ଦିଶାଙ୍କ ସହ ବୁଲିବାକୁ ବାହାରିଲେରାହୁଲ: ବୁକ୍ କଲେ ପ୍ରାଇଭେଟ ହେଲିକପ୍ଟର
ରିଆଲିଟି ଶୋ’ ‘ବିଗ ବସ୍-୧୪’ର ରନର୍ ଅପ୍ ହୋଇଥିବା ରାହୁଲ ବୈଦ୍ୟ ବିଗ ବସ୍ ଘର ଉକ୍ତ ସମୟରେ ନିଜର ଭଲ ଇମେଜ୍ ସୃଷ୍ଟି କରିପାରିଥିଲେ। ରାହୁଲ ହୁଏତ ଟାଇଟଲ ଜିତି ନ ଥିଲେ, କିନ୍ତୁ ସେ ଲୋକଙ୍କ ହୃଦୟ ଜିତିପାରିଥିଲେ।…
ବଡ଼ ଝିଅର ଜୀବନ ବଞ୍ଚାଇବାକୁ ସାନକୁ ୧୦ ହଜାରରେ ବିକିଲେ ମା’ବାପା
ପ୍ରତ୍ୟେକ ମଣିଷ ପାଇଁ ତାର ସମସ୍ତ ସନ୍ତାନ ସମାନ ହୋଇଥାନ୍ତି। କିନ୍ତୁ ଦରିଦ୍ର ଆଗରେ ବ୍ୟକ୍ତି ଅସହାୟ ହୋଇପଡ଼ନ୍ତି। ଏମିତି କିଛି ଦେଖିବାକୁ ମିଳିଛି ଆନ୍ଧ୍ରପ୍ରଦେଶର ନେଲ୍ଲୋରରେ। ଏକ ଦମ୍ପତ୍ତି ସେମାନଙ୍କର ବଡ଼ ବର୍ଷ (୧୬ ବର୍ଷ)ର ଚିକିତ୍ସା ପାଇଁ ସାନ…
ଆମାଜୋନିଆ-୧ ଉତ୍କ୍ଷେପଣ ପାଇଁ କାଉଣ୍ଟଡାଉନ୍ ଆରମ୍ଭ
ଶ୍ରୀହରିକୋଟା,୨୭।୨: ଆନ୍ଧ୍ରପ୍ରଦେଶର ନେଲୋର ଜିଲାର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ରବିବାର ପୂର୍ବାହ୍ନ ୧୦ଟା ୨୪ରେ ଉପଗ୍ରହ ଆମାଜୋନିଆ-୧ର ଉତ୍କ୍ଷେପଣ କରାଯିବ। ଏନେଇ ଶନିବାର ୮ଟା ୫୪ରୁ ସାଢ଼େ ୨୫ ଘଣ୍ଟିଆ କାଉଣ୍ଟଡାଉନ୍ ଆରମ୍ଭ ହୋଇଛି। ପିଏସ୍ଏଲଭି-ସି-୫୧ ରକେଟ ସହାୟତାରେ…
ବାଇକ ଉପରେ ପଡ଼ିଲା ଗଛ: ଶିଶୁପୁତ୍ର ମୃତ
ଯାଜପୁର ଅଫିସ,୨୭।୨: ଯାଜପୁର ଟାଉନ ଥାନା ଅନ୍ତର୍ଗତ ଯୋଡିକୁଅ ଛକ ନିକଟରେ ଶନିବାର ପୂର୍ବାହ୍ନରେ ଗଛ ଡାଳପଡି ଜଣେ ୩ ବର୍ଷର ଶିଶୁଙ୍କ ମୃତ୍ୟୁ ଘଟିଛି। ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଦର୍ଶନ ସାରି ଭଦ୍ରକ ଜିଲା ଆଗରପଡ଼ାର ଆଡ଼ିଆ…
Archives


