Home

ମହାରାଷ୍ଟ୍ର ରାସ୍ତାରେ ୟୁପି, ଛତିଶଗଡ଼

ମୁମ୍ବାଇ/ନୂଆଦିଲ୍ଲୀ,୧୫ା୪: କରୋନା ଭାଇରସ୍‌ ପୁଣି ଭାଙ୍ଗିଛି ନୂଆ ମାମଲାର ଦୈନିକ ରେକର୍ଡ। ଭାରତରେ ଦୈନିକ ସଂକ୍ରମଣ ୧,୮୪,୩୭୨ ଛୁଇଁଛି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୩୮,୭୩,୮୨୫ରେ ପହଞ୍ଚିଛି। ଏହାସହ ସକ୍ରିୟ ମାମଲା ୧୩ ଲକ୍ଷ ଟପିଛି। ବୁଧବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ…

୪୭ ଆମ୍ବୁଲାନ୍ସ ସେବା ଶୁଭାରମ୍ଭ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭର୍ଚୁଆଲ ମୋଡରେ ଗୁରୁତର ରୋଗୀଙ୍କ ପରିବହନ ପାଇଁ ୪୭ଟି ଲାଇଫ ସପୋର୍ଟ ଆମ୍ବୁଲାନ୍ସର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉନ୍ନତମାନର ଜୀବନ ସୁରକ୍ଷା…

ପୁଣି କୋକୁଆ ଭୟ: ୨ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନାର ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ଟପିିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ…

କରୋନା ନେଲା ଆଉ ୨ ଜୀବନ: ରାଜ୍ୟରେ ୧୯୩୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏହି ମହାମାରୀ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୯୩୫ରେ…

ରାଜ୍ୟରେ କରୋନା ୩ହଜାର ମୁହାଁ: ସର୍ବାଧିକ ସୁନ୍ଦରଗଡ଼ରୁ , ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧିରେ ଧିରେ ଅସମ୍ଭାଳ ହେବାରେ ଲାଗିଛି। ଗୁରୁବାର ରାଜ୍ୟରେ ଏହି ସଂଖ୍ୟା ୩ହଜାର ମୁହାଁ ହୋଇଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟାରେ ୨୯୮୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ…

କ୍ୟାନ୍‌ସର ହସ୍ପିଟାଲ ପାଇଁ ଏମ୍‌ଓୟୁ ସ୍ବାକ୍ଷରିତ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ରାଜ୍ୟ ସରକାର ଦୁଇଟି କର୍କଟ ରୋଗ ଚିକିତ୍ସା କେନ୍ଦ୍ର ପାଇଁ ବୁଝାମଣାପତ୍ର(ଏମ୍‌ଓୟୁ) ସ୍ବାକ୍ଷର କରିଛନ୍ତି। ପ୍ରଥମ ଏମ୍‌ଓୟୁ ବାଗ୍‌ଚୀ ଶ୍ରୀ ଶଙ୍କର କ୍ୟାନ୍‌ସର ହସ୍ପିଟାଲ ଓ ଗବେଷଣା ପ୍ରତିଷ୍ଠାନ ପାଇଁ ରାଜ୍ୟ ସରକାର, ସୁସ୍ମିତା ବାଗ୍‌ଚୀ ଏବଂ ଶଙ୍କର କ୍ୟାନ୍‌ସର…

ହାଇଦର ଖସିଲେ, ଅଯୋଗ୍ୟ ବସିଛନ୍ତି ମୁଣ୍ଡରେ

ଭୁବନେଶ୍ୱର,୧୫ା୪: ମହାରାଷ୍ଟ୍ର, ତାମିଲ୍‌ନାଡ଼ୁ, ବିହାର ଭଳି ଓଡ଼ିଶାରେ ବହୁ କୁଖ୍ୟାତ ଅପରାଧୀ ନାହାନ୍ତି। ଆମ ରାଜ୍ୟରେ ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ ମାତ୍ର ହାତଗଣତି ୮ରୁ ୧୦ଜଣ କୁଖ୍ୟାତ ଅପରାଧୀ ଅଛନ୍ତି। ସେମାନଙ୍କ ଆପରାଧିକ କାର୍ଯ୍ୟକଳାପ ରୋକିବାକୁ ରାଜ୍ୟରେ ୨୦୧୨ରେ ସ୍ବତନ୍ତ୍ର ଟାସ୍କ…

ଇଡ୍‌କୋର ଟାଟା ପ୍ରୀତି

ଭୁବନେଶ୍ୱର, ୧୫ା୪: ଓଡ଼ିଶାରେ ଶିଳ୍ପାୟନ କରାଯାଇ ନିଯୁକ୍ତି ପରିମାଣରେ ବୃ୍‌ଦ୍ଧି କରାଯିବ ବୋଲି ସରକାର ଅନେକ ବର୍ଷ ଧରି କହି ଆସୁଛନ୍ତି । ସେହି ଲକ୍ଷ୍ୟକୁ ହାସଲ କରିବା ପାଇଁ ରାଜ୍ୟର ପାଣିଠାରୁ ଖଣି ପର୍ଯ୍ୟନ୍ତ ସବୁକିଛି ଶିଳ୍ପପତିଙ୍କୁ ଭେଟି ସ୍ବରୂପ…

ପ୍ରଥମ ଫିଲ୍ମରେ ଏହି ଅଭିନେତାଙ୍କ ସହ ରୋମାନ୍ସ କରିବେ ଶିଳ୍ପା

ରିଆଲିଟି ଶୋ’ ‘ବିଗ୍‌ ବସ୍‌’-୧୧ ର ବିଜେତା ଶିଳ୍ପା ଶିନ୍ଦେ ଅନେକ ଦିନ ହେବ ଛୋଟ ପରଦାରୁ ଦୂରେଇ ଯାଇଛନ୍ତି। କିଛି ଦିନ ପୂର୍ବେ ତାଙ୍କୁ କମେଡି ଶୋ’ ‘ଗ୍ୟାଙ୍ଗସ୍‌ ଅଫ୍‌ ଫିଲ୍ମସ୍ତାନ’ରେ ଦେଖିବାକୁ ମିଳିଥିଲା। କେତୋଟି ଏପିିସୋଡ୍‌ରେ କାମ କରିବା…

ଚିକିତ୍ସା ଅଭାବରୁ ପ୍ରାଣ ହରାଇଲେ କରୋନା ସଂକ୍ରମିତ

ପାଟନା,୧୪।୪: କରୋନା କାଳରେ ସରକାର ଭଲ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଉଛନ୍ତି ବୋଲି ଡିଣ୍ଡିମ ପିଟୁଛନ୍ତି। ହେଲେ ଏହାର ନଗ୍ନ ଉଦାହରଣ ଦେଖିବାକୁ ମିଳିଛି ବିହାରର ପାଟନାରେ। ସରକାରୀ ହସ୍ପିଟାଲର ଅବ୍ୟବସ୍ଥା ଯୋଗୁ ଅନେକ ରୋଗୀ ଚିକିତ୍ସା ଅଭାବରୁ ନିଜର ପ୍ରାଣ…

ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ

ପୁରୀ ଅଫିସ୍‌,୧୪।୪: ପିପିଲି ଉପନିର୍ବାଚନ ପୂର୍ବରୁ ଏକ ଦୁଃଖଦ ଖବର ଆସିଛି। ଏହି ନିର୍ବାଚନରେ ଲଢୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବୁଧବାର ପରଲୋକ ଘଟିଛି। ଗତ କିଛିଦିନ ହେବ ସେ କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ…

ତିହାର ଜେଲ୍‌ରେ କରୋନା ବୋମା: ୧୯୦କଏଦୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୧୪।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀର ସବୁଠାରୁ ବଡ଼ ତିହାର ଜେଲ୍‌ରେ ଏଯାଏଁ ୧୯୦ କଏଦୀ କରୋନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri