Home

କରୋନା: ଆଜିଠୁ ଘରକୁ ଘର ବୁଲି ସର୍ଭେ

ଭୁବନେଶ୍ୱର, ୨୪।୫(ବ୍ୟୁରୋ): କରୋନା ସଂକ୍ରମଣର ଚେନ୍‌ରେ ବ୍ରେକ୍‌ ଲଗାଇବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାରଠାରୁ ଘରକୁ ଘର ବୁଲି ସର୍ଭେ ଆରମ୍ଭ ହେବ। ଅଗଷ୍ଟ ୨୩ ତାରିଖ ପର୍ଯ୍ୟନ୍ତ ୩ ମାସ ପାଇଁ ସାରା…

‘ଓଡିସିଏଲ୍‌ ୟୁନିଟ୍‌ ବିକ୍ରି କରା ନ ଯାଉ’

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ମହାମାରୀ ସମୟରେ ଓଡ଼ିଶାରେ ଥିବା ଏକମାତ୍ର ଔଷଧ ବିନିର୍ମାଣ ୟୁନିଟ୍‌ ଓଡ଼ିଶା ଡ୍ରଗ୍ସ ଆଣ୍ଡ୍‌ କେମିକାଲ୍ସ ଲିମିଟେଡ୍‌ (ଓଡିସିଏଲ୍‌)କୁ ବିକ୍ରି କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଉଭୟ କେନ୍ଦ୍ର ଏବଂ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ରହିଥିବା ଏହି…

୮ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ଅନୁମୋଦନ

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ପିଏମ୍‌ କେୟାର୍ସ ଫଣ୍ଡରୁ ଓଡ଼ିଶାର ୮ ଜିଲାରେ ପ୍ରେସର ସ୍ବିଙ୍ଗ ଆଡଜର୍ପଶନ (ପିଏସ୍‌ଏ) ମେଡିକାଲ ଅକ୍ସିଜେନ୍‌ ପ୍ଲାଣ୍ଟ ପ୍ରତିଷ୍ଠା କରିବା ପାଇଁ ଅନୁମୋଦନ ମିଳିଛି। ଏଥିଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଟୁଇଟ୍‌ ଯୋଗେ କେନ୍ଦ୍ରମନ୍ତ୍ରୀ…

କରୋନା କିଟ୍‌ ବାଣ୍ଟିଲେ ବିଧାୟକ

ଟାଙ୍ଗୀ(କଟକ)୨୪।୫(ଡି.ଏନ୍‌.ଏ): କରୋନାକୁ ସାମ୍ନା କରିବାକୁ ରବିବାର ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଆଶା, ଅଙ୍ଗନଓ୍ବାଡି କର୍ମୀମାନଙ୍କୁ କରୋନା ସୁରକ୍ଷା ଉପକରଣ ବାଣ୍ଟିଛନ୍ତି। ଟାଙ୍ଗୀ-ଚୌଦ୍ୱାର ବ୍ଲକ ଗରୁଡଗାଁ, ସଫା, କରଞ୍ଜି ପଞ୍ଚାୟତରେ ଅନୁଷ୍ଠିତ ଉକ୍ତ କିଟ୍‌ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେଇ ବିଧାୟକ କରୋନା…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ଅଢ଼େଇ ବର୍ଷ ଶିଶୁପୁତ୍ର

ରସୁଲପୁର,୨୪ା୫(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବାମଦେବପୁର ଗ୍ରାମର ଅଢ଼େଇ ବର୍ଷର ଶିଶୁପୁତ୍ର ଡି.ଏନ. କ୍ରିଷ୍ଣା ଦେବାଶିଷ ନିଜର ସ୍ମରଣଶକ୍ତି ଓ ବୁଦ୍ଧିମତ୍ତା ପାଇଁ ଇଣ୍ଡିଆ ବୁକ୍‌ ଅଫ ରେକର୍ଡସ୍‌ରେ ସ୍ଥାନ ଅଧିକାର କରିପାରିଛନ୍ତି। ସେ ଦେଶର ୨୮ ରାଜ୍ୟର…

ସ୍ବାମୀଙ୍କୁ ଚାପୁଡା ମାରିଲେ ଏହି ଅଭିନେତ୍ରୀ

ଟିଭି ଅଭିନେତ୍ରୀ ଅନୀତା ହାସନନ୍ଦାନୀ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ମା’ ହେବା ପରଠାରୁ ସେ ନିଜ ପୁଅ ସହ ଏବେ ସମୟ ବିତାଉଛନ୍ତି। ସେ ପ୍ରାୟତଃ ପୁଅ ଏବଂ ସ୍ବାମୀ ରୋହିତ ରେଡ୍ଡୀଙ୍କ ସହ ଫଟୋ ଏବଂ ଭିଡିଓ ଶେୟାର…

ନକଲି ନର୍ସିଂହୋମରେ ୭ ଶିଶୁଙ୍କୁ ଜୀବନ ଗଲା: ଡାକ୍ତରଙ୍କ ନାହିଁ ଡିଗ୍ରୀ, ନର୍ସ ୧୦ମ ଫେଲ୍‌

ଭୋପାଳ,୨୩।୫: ମଧ୍ୟପ୍ରଦେଶ ରାଜଗଡ଼ରେ କରୋନା ସମୟରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ନକଲି ନର୍ସିଂହୋମ ଏବଂ ଡାକ୍ତରଙ୍କ ଯୋଗୁ ୭ ଶିଶୁ ପ୍ରାଣ ହରାଇଛନ୍ତି। ଏହି ମାମଲା ସାମ୍ନାକୁ ଆସିବା ପରେ ନର୍ସିଂହୋମ ର ୨୨ ଜଣଙ୍କ…

ରାମଦେବଙ୍କ ଉପରେ ରାଗିଗଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୩।୫: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ରବିବାର ଯୋଗ ଗୁରୁ ରାମଦେବଙ୍କୁ ଏକ ଚିଠି ଲେଖିଛନ୍ତି। କରୋନା ଯୋଦ୍ଧାମାନଙ୍କ ବିରୋଧରେ ଦେଇଥିବା ‘ଆପତ୍ତିଜନକ ମନ୍ତବ୍ୟ’କୁ ପ୍ରତ୍ୟାହାର କରିବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଲେଖିଛନ୍ତି ଯେ, ଯୋଗ ଗୁରୁ…

ପ୍ରଥମ ଫିଲ୍ମ ପାଇଁ ଅଡିସନ୍‌ ଦେଇ ନ ଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ତାପସୀ ପନ୍ନୁ ମଧ୍ୟ ଫିଲ୍ମ ଦୁନିଆରେ ନିଜର ସ୍ଥିତିକୁ ମଜବୁତ କରିଛନ୍ତି। ସେ ୨୦୧୦ରେ ରାଘବେନ୍ଦ୍ର ରାଓଙ୍କ ନିର୍ଦ୍ଦେଶିତ ତେଲୁଗୁ ଚଳଚ୍ଚିତ୍ର ଝୁମ୍ମାଣ୍ଡି ନାନ୍ଦା ସହିତ ଅଭିନୟ କ୍ୟାରିୟର୍‌ ଆରମ୍ଭ କରିଥିଲେ। ‘ଚଷମେ ବଦ୍ଦୁର’ ଜରିଆରେ ବଲିଉଡରେ ଡେବ୍ୟୁ…

ଚର୍ଚ୍ଚାରେ ଫଳ ଦୋକାନୀ: କଦଳୀ ଝୁଲାଇ ବୋର୍ଡରେ ଲେଖିଲେ ଏମିତି

ଚେନ୍ନାଇ,୨୩।୫: ଦେଶରେ କରୋନାର ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ନାହିଁ ନ ଥିବା ଅସୁବିଧାର ସାମ୍ନା କରିବାକୁ ପଡୁଛି। କରୋନା ଯୋଗୁ ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବ ଶ୍ରମିକମାନଙ୍କ ଉପରେ ପଡିଛି। ଏହି ସବୁ ଅସୁବିଧା ମଧ୍ୟରେ…

୮ ବର୍ଷର ଝିଅକୁ ଅପହରଣ କଲେ ମା’

ଲକ୍ଷ୍ନୌ,୨୩।୫: ଉତ୍ତର ପ୍ରଦେଶର ଫତେହପୁର ଜିଲାରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ନିଜ ୮ ବର୍ଷର ଝିଅକୁ ଅପହରଣ କରିନେଇଥିବା ଜଣାପଡିଛି। କିନ୍ତୁ ପଡୋଶୀ ଦୁଇ ଭାଇଙ୍କ ନାଁରେ ଝିଅ ଅପହରଣ ଅଭିଯୋଗ ଆଣି ମହିଳା…

ବାତିଲ ହେବ ନାହିଁ ସିବିଏସ୍‌ଇ ଦ୍ୱାଦଶ ବୋର୍ଡ ପରୀକ୍ଷା: ଜୁନ୍‌ ୧ରେ ତାରିଖ ଘୋଷଣା

ନୂଆଦିଲ୍ଲୀ,୨୩।୫: କରୋନା ଯୋଗୁ ସ୍ଥଗିତ ଥିବା ସିବିଏସ୍‌ସି-ଆଇସିଏସ୍‌ଇ ବୋର୍ଡ ପରୀକ୍ଷା ଉପରେ ନିଷ୍ପତ୍ତି ନେବାକୁ ରବିବାର କେନ୍ଦ୍ର ମନ୍ତ୍ରୀମାନଙ୍କର ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ରମେଶ ପୋଖରିଆଲ ନିଶଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?