Home

ବାଲେଶ୍ୱର ସହର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୫୫ କୋଟିର ପ୍ୟାକେଜ୍‌ ଘୋଷଣା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ବାଲେଶ୍ୱର ସହରର ବିକାଶ ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫୫ କୋଟିର ପ୍ୟାକେଜ୍‌ ଘୋଷଣା କରିଛନ୍ତି। ତଦନୁଯାୟୀ ସହଦେବଖୁଣ୍ଟାରେ ଥିବା ବସ୍‌ଷ୍ଟାଣ୍ଡର ବିକାଶ କରାଯିବ। ଏଥିପାଇଁ ୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିଭଳି ତୁମୁଳିଆ ଗେଟ୍‌ ଫ୍ଲାଇଓଭରରୁ…

ଯୋଗୀଙ୍କୁ ଭର୍ତ୍ସନା କଲେ ଅଖିଳେଶ

ଲକ୍ଷ୍ନୌ,୧୩।୪: ଦେଶରେ କରୋନା ପ୍ରକୋପ ଜାରି ରହିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ମଙ୍ଗଳବାର କରୋନା ପରୀକ୍ଷା କରାଇଛନ୍ତି।…

ଲୋକେ ଭାବିଲେ କରିସ୍ମା କପୁର, ହେଲେ…

ବମ୍ବେ: ବିଗତ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି କ୍ରିକେଟର ବିରାଟ କୋହଲିଙ୍କ ଭଳି ଅବିକଳ ଦିଶୁଥିବା ଲୋକଙ୍କ ଫଟୋ ତଥା ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। କେବଳ ସେତିକି ନୁହେଁ ବଲିଉଡ୍‌ କଳାକାରଙ୍କ ଅବିକଳ ଚେହେରାଧାରୀଙ୍କୁ ମଧ୍ୟ…

ସନ୍ଧ୍ୟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୧୩।୪: ମହାରାଷ୍ଟ୍ରରେ କରୋନା ପ୍ରକୋପ ଜାରି ରହିଛି। ରାଜ୍ୟରେ ମଙ୍ଗଳବାର ୫୧,୭୫୧ କରାନାର ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ୨୫୮ଲୋକଙ୍କ ମୃତ୍ୟୁ ହୋଇଛି। କରୋନା ଦାଉରୁ ଲୋକଙ୍କୁ ରକ୍ଷା କରିବା ପାଇଁ ମଙ୍ଗଳବାର ରାଜ୍ୟସରକାର ଏକ…

ମା’ଙ୍କ ଗୀତର ତାଳେ ତାଳେ ଝୁମିଲେ ଝିଅ

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍ସରେ ଶାହରୁଖ ଖାଁଙ୍କ ଲଳନା ସୁହାନା ଖାଁ, ସୈଫ ଅଲ୍ଲୀ ଖାଁଙ୍କ ଝିଅ ସାରା ଅଲ୍ଲୀ ଖାଁ ଓ ଆମିର ଖାଁଙ୍କ ଝିଅ ଇରା ଖାଁ ପ୍ରାୟତଃ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ ରହିଥାନ୍ତି। ବଲିଉଡ୍‌ରେ ସାରା…

ରୋଜା ରଖୁ ନ ଥିବା ଲୋକଙ୍କ ପାଇଁ ବଡ଼ ଘୋଷଣା

ଦୁବାଇ,୧୩।୪: ମୁସଲିମ୍‌ ସମ୍ପ୍ରଦାୟର ବଡ଼ ପର୍ବ ରମଜାନ ଏପ୍ରିଲ ୧୪ରୁ ଆରମ୍ଭ ହେବାକୁ ଯାଉଛି। ରମଜାନର ପବିତ୍ର ମାସରେ ଲୋକମାନେ ପରସ୍ପରଙ୍କୁ ଆଲିଙ୍ଗନ କରି ଅଭିବାଦନ ସହ ଶୁଭେଚ୍ଛା ଜଣାଇଥାନ୍ତି। ଏହି ପରିପ୍ରେକ୍ଷୀରେ ଏମିତି କେତେକ ଦେଶ ଅଛି ଯେଉଁଠାରେ ରମଜାନ…

ପ୍ରଭାସଙ୍କ ‘ରାଧେ ଶ୍ୟାମ’ର ନୂଆ ପୋଷ୍ଟର ରିଲିଜ୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ରାଧେ ଶ୍ୟାମ’ ରିଲିଜ୍‌ ଅପେକ୍ଷାରେ ରହିଛି। ଇତିମଧ୍ୟରେ ଫିଲ୍ମର ନୂଆ ପୋଷ୍ଟର ରିଲିଜ୍‌ ହୋଇଛି। ପ୍ରଭାସ ନିଜେ ଏହି ପୋଷ୍ଟରକୁ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିରେ ତାଙ୍କୁ ଧୂସର ରଙ୍ଗର ସାର୍ଟ…

କୁକୁଡା-ଛେଳି ବିକ୍ରି ହେବ ବନ୍ଦ !

ଜେନେଭା/ନୂଆଦିଲ୍ଲୀ,୧୩।୪: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଧୀରେଧୀରେ ଅଧିକ ଶକ୍ତିଶାଳୀ ହେବାରେ ଲାଗିଛି। କେତେକ କ୍ଷେତ୍ରରେ ଆର୍‌ଟି-ପିସିଆର୍‌ ପରୀକ୍ଷାରେ କରୋନା ଭୁତାଣୁକୁ ଚିହ୍ନବା ସମ୍ଭବ ହେଉନାହିଁ। କରୋନା ଲଢ଼େଇ ଦୀର୍ଘଦିନ ଧରି ଜାରି ରହିବ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ଟ୍ରେଡୋସ୍‌…

ଜୀବନରେ ଖରାପ ସମୟ ଚାଲିଛି କି.. ଆପଣାନ୍ତୁ ଚାଣକ୍ୟଙ୍କ ଏହି ୫ ଉପାୟ; ହେବେ ସଫଳ

ଆଚାର୍ଯ୍ୟ ଚାଣକ୍ୟଙ୍କ ମତରେ ଖରାପ ସମୟ ଆସିଲେ ବ୍ୟକ୍ତିକୁ ପ୍ରଥମେ ନିଜର ଭୟକୁ ଦୂର କରିବାକୁ ପଡିବ। କାରଣ ଭୟ ଆମକୁ ଦୁର୍ବଳ କରିଦିଏ ଏବଂ ଏହା ଧୀରେ ଧୀରେ ଆମ ଜୀବନରେ ପ୍ରାଧାନ୍ୟ ଦେବା ଆରମ୍ଭ କରିଥାଏ। କେବଳ ଜଣେ…

ଜାତୀୟ ପୁରସ୍କାର ବିଜେତା ଅଭିନେତାଙ୍କ ପରଲୋକ: କରୋନାରେ ଥିଲେ ଆକ୍ରାନ୍ତ

ଜାତୀୟ ପୁରସ୍କାର ପାଇଥିବା ଫିଲ୍ମ ‘କୋର୍ଟ’ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଲେଖକ, ଗାୟକ ତଥା ଅଭିନେତା ଭୀରା ସାଥିଦାରଙ୍କର ୬୧ ବର୍ଷରେ ପରଲୋକ ଘଟିଛି। ସୋମବାର ରାତିରେ ନାଗପୁରର ଏମ୍ସ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଭୀରା…

୨୪ତମ ସିଇସି ହେଲେ ସୁଶୀଲ ଚନ୍ଦ୍ରା: ୫ ରାଜ୍ୟରେ କରିବେ ନିର୍ବାଚନ

ନୂଆଦିଲ୍ଲୀ,୧୩।୪: ଦେଶର ୨୪ତମ ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଭାବେ ସୁଶୀଲ ଚନ୍ଦ୍ରା ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ୨୦୨୨ ମେ ୧୪ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଗୋଆ, ମଣିପୁର, ଉତ୍ତରାଖଣ୍ଡ, ପଞ୍ଜାବ ଏବଂ ଉତ୍ତରପ୍ରଦେଶ ଆଦି…

ଅକ୍ସିଜେନ ଅଭାବରୁ ୭କରୋନା ଆକ୍ରାନ୍ତ ମୃତ

ମୁମ୍ବାଇ,୧୩।୪: ମହାରାଷ୍ଟ୍ରରେ କରୋନା କରୋନା ସ୍ଥିତି ଦିନକୁ ଦିନ ବେକାବୁ ହେବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ହସ୍ପିଟାଲରୁ ଏକ ଅବହେଳାରେ ଚିତ୍ର ସାମ୍ନାକୁ ଆସିଛି। ଯେଉଁଥିପାଇଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri