Home

ଆର୍ମି ପୋଷାକରେ ବର୍ଡରରେ ପହଞ୍ଚିଲେ ରାଷ୍ଟ୍ରପତି…

କୟିଭ୍‌,୧୩।୪: ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ରୁଷିଆ ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ ଏକ ଚ୍ୟାନେଲରେ ଯୁଦ୍ଧର ଧମକ ଦେଇଛନ୍ତି। ଏପରିସ୍ଥଳେ ୟୁକ୍ରେନ୍‌ ରାଷ୍ଟ୍ରପତି ବୋଲୋଦୟମୟର ଜେଲେନକ୍ସି ଆର୍ମି ପୋଷାକ ପିନ୍ଧି ବର୍ଡରରେ ପହଞ୍ଚିଛନ୍ତି। ସେ ସୈନ୍ୟ ବାହିନୀଙ୍କ…

ଗ୍ୟାଙ୍ଗଷ୍ଟର୍‌ ହାଇଦର ସହଯୋଗୀ ୟାକୁବ ଗିରଫ: ପୋଲିସର ଗେମ୍‌ ପ୍ଲାନ୍‌ ଆରମ୍ଭ

କଟକ ଅଫିସ, ୧୩।୪: କୁଖ୍ୟାତ ଗ୍ୟାଙ୍ଗଷ୍ଟର୍‌ ହାଇଦର କଟକ ଏସସିବି ମେଡିକାଲକୁ ଚିକିତ୍ସା ଲାଗି ଯାଇ ଗତ ଶନିବାରଠାରୁ ଫେରାର୍‌ ହୋଇଯାଇଥିଲେ। ତାଙ୍କୁ ଧରିବା ପାଇଁ ଓଡିଶା ପୁଲିସ ‘ଅପରେସନ ହାଇଦର’ ଜାରି କରି ବିଭିନ୍ନ ସ୍ଥାନରେ ଯାଞ୍ଚ କରୁଥିଲେ ମଧ୍ୟ…

ପିପିଇ କିଟ୍‌ ପିନ୍ଧି ଅଭିଯୁକ୍ତଙ୍କୁ ବାନ୍ଧି ନେଲେ ପୋଲିସ ବାବୁ…

ଜବଲପୁର,୧୩।୪: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। କରୋନା ପଜିଟିିଭ୍‌ ଏବଂ କରୋନା ନେଗେଟିଭ୍‌ ଦୁଇ ଅଭିଯୁକ୍ତଙ୍କୁ ଜଣେ ପୋଲିସ ବାବୁ ପିପିଇ କିଟ୍‌ ପିନ୍ଧି ବାନ୍ଧି ନେଉଥିବାର ଦୃଶ୍ୟ ଭିଡ଼ିଓରେ ରହିଛି। ସେମାନଙ୍କ ବିରୋଧରେ ଚୋରି…

ଏହି ଖେଳାଳିଙ୍କ ସହ ମସ୍ତିକଲେ ବଲିଉଡ୍‌ର ବାଜିରାଓ: ଫଟୋ ଶେୟାର କରି କହିଲେ…

ଗୋଟିଏ ପଟେ ଆଇପିଏଲ୍‌ ୨୦୨୧ କୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସୁକତା ଭରିରହିଥିବା ବେଳେ ଅନ୍ୟପଟେ ବଲିଉଡ୍‌ କଳାକାରମାନେ ନିଜର ଫିଲ୍ମ ମାଧ୍ୟମରେ ପ୍ରଶଂସକଙ୍କ ମନୋରଞ୍ଜନ କରୁଛନ୍ତି। ତେବେ ଯେତେବେଳେ ବଲିଉଡ୍‌ କଳାକାର ଏବଂ କ୍ରିକେଟର ଏକାସହ ମିଶିଯାଉଛନ୍ତି କମାଲ କରୁଛନ୍ତି…

ହସ୍ପିଟାଲରେ ବେଡ୍‌ ଫୁଲ୍‌: ବାହାରେ ଆମ୍ବୁଲାନ୍ସ୍‌ରେ ଆକ୍ରାନ୍ତ…

ଅହମଦାବାଦ୍‌,୧୩।୪: ଗୁଜରାଟ ଅହମଦାବାଦରେ ପ୍ରତିଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ବେକାବୁ ହେବାରେ ଲାଗିଛି। ସହରର ବଡ଼ ହସ୍ପିଟାଲ କୁହାଯାଉଥିବା ସ୍ଥାନୀୟ ସିଭିଲ୍‌ ହସ୍ପିଟାଲରେ ଥିବା ୧୨୦୦ ବେଡ୍‌ ଏବେ ଫୁଲ୍‌ ହୋଇ ଯାଇଛି। ବେଡ୍‌ ଖାଲି…

ଗୋଟିଏ ଘରେ ସପରିବାର ରହୁଛନ୍ତି ଆଇପିଏଲ୍‌ର ଏହି ଖେଳାଳି, ବାପା ଚଲାଉଥିଲେ ଅଟୋ, ଆତ୍ମହତ୍ୟା କରିଥିଲେ ଭାଇ

ଆଇପିଏଲ୍‌ ୧୪ତମ ସଂସ୍କରଣର ଚତୁର୍ଥ ମ୍ୟାଚ୍‌ ପ୍ରୀତି ଜିଣ୍ଟାଙ୍କ କିଙ୍ଗ୍ସ ଏକାଦଶ ପଞ୍ଜାବ ୪ ରନ୍‌ରେ ରାଜସ୍ଥାନ ରୟାଲକୁ ପରାସ୍ତ କରିଛି। ତେବେ ଏହି ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ସମସ୍ତଙ୍କ ହୃଦୟ ଜିତିଛି। ବିଶେଷକରି ଚେତନ ସକରିୟା ନିଜର ଡେବ୍ୟୁ ମ୍ୟାଚ୍‌ରେ…

ନଈକୁ ଖସିଲା ମିନି ବସ୍‌: ଭାସିଗଲେ ଯାତ୍ରୀ…

ଶ୍ରୀନଗର,୧୩।୪: ଜମ୍ମୁ-କଶ୍ମୀରର ଡୋଡା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ିଆ ରାସ୍ତାରେ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ମିନି ବସ୍‌ ନିୟନ୍ତ୍ରଣ ହରାଇ ନଈକୁ ଖସିପଡ଼ିଛି। ଏଥିରେ ୬ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।…

ମାତ୍ର ୧୪ ଓଭରରେ ପାକିସ୍ତାନକୁ ଧୋଇଦେଲା ଦକ୍ଷିଣ ଆଫ୍ରିକା

ଜୋହାନ୍ସବର୍ଗ,୧୪।୪: ଦକ୍ଷିଣ ଆଫ୍ରିକା ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି -୨୦ ମ୍ୟାଚରେ ଭ୍ରମଣକାରୀ ଦଳ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ଜୋହାନ୍ସବର୍ଗରେ ଖେଳାଯାଇଥିବା ଏହି ମ୍ୟାଚରେ ଆୟୋଜକ ଦକ୍ଷିଣ ଆଫ୍ରିକା ୧୪ ଓଭରରେ ପାକିସ୍ତାନକୁ ଧୋଇ ଦେଇଥିଲା। ଏହି…

ଚନ୍ଦ୍ରାବାବୁଙ୍କୁ ପଥର ମାଡ଼

ହାଇଦ୍ରାବାଦ, ୧୩।୪: ଜେଡ୍‌ ପ୍ଲସ ସୁରକ୍ଷା ସତ୍ତ୍ୱେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ଅଧ୍ୟକ୍ଷ ଚନ୍ଦ୍ରାବାବୁ ନାଇଡ଼ୁଙ୍କ ଉପରେ ସୋମବାର ପଥର ମାଡ଼ ହୋଇଛି। ତିରୁପତିଠାରେ ଏକ ସଭାରେ ଉଦ୍‌ବୋଧନ ଦେଉଥିବାବେଳେ ତାଙ୍କ ଉପରକୁ କେହି ପଥର ଫିଙ୍ଗିଥିଲେ। ଜଣେ…

ବାଫ୍‌ଟାରେ ‘ନୋମାଡ୍‌ଲାଣ୍ଡ’ର ଯାଦୁ

ଲଣ୍ଡନ, ୧୩।୪: ନିର୍ଦ୍ଦେଶକ କ୍ଲୋ ଜାଓଙ୍କ ଫିଲ୍କ ‘ନୋମାଡଲାଣ୍ଡ’ ସର୍ବଶ୍ରେଷ୍ଟ ଫିଲ୍ମ ସମେତ ୪ ପୁରସ୍କାର ଜିତି ବିଏଏଫ୍‌ଟିଏ ବା ବାଫ୍‌ଟା ଫିଲ୍ମ ପୁରସ୍କାର-୨୦୨୧ରେ ଶୀର୍ଷ ସ୍ଥାନ ହାସଲ କରିଛି। ଫିଲ୍ମର ମୁଖ୍ୟ କଳାକାର ଫ୍ରାନ୍‌ସେସ୍‌ ମାକ୍‌ଡରମାଣ୍ଡ ସର୍ବଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର…

ମାତ୍ର ୨୦ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ ହାସଲ କଲେ ଏହି କ୍ରିକେଟର୍‌: ଭାଙ୍ଗିଲେ ଅନେକ ରେକର୍ଡ

ମୁମ୍ବାଇ,୧୩।୪: ଆଇପିଏଲର ୧୪ ତମ ସିଜନରେ କିଙ୍ଗସ ଏକାଦଶ ପଞ୍ଜାବ ବିଜୟର ସହିତ ଖାତା ଖୋଲିଛି। ଏକ ରୋମାଞ୍ଚକର ମ୍ୟାଚରେ ପୂର୍ବତନ ଚାମ୍ପିୟନ ରାଜସ୍ଥାନ ରୟାଲ୍ସକୁ ମାତ୍ର ୪ ରନ୍‌ରେ ପରାସ୍ତ କରିଛି। ଏହି ବିଜୟରେ କେଏଲ ରାହୁଲ ଏବଂ ଦୀପକ…

ଶୀଘ୍ର ତରଳିବ ଆଣ୍ଟାର୍କଟିକା ବରଫ

ଲଣ୍ଡନ, ୧୩।୪(ଆଇଏଏନ୍‌ଏସ): ଆଣ୍ଟାର୍କଟିକାର ଥ୍ବାଇଟ୍ସ ଗ୍ଲେସିୟର ବା ଡୁମ୍ସଡେ ଗ୍ଲେସିୟର ଯେତେବଡ଼ ବୋଲି ପୂର୍ବରୁ ଆକଳନ କରାଯାଉଥିଲା, ତାହା ତୁଳନାରେ ଯଥେଷ୍ଟ ଅଧିକ ବିଶାଳ ବୋଲି ଜଣାପଡ଼ିଛି। ତେବେ ଏହାର ନିମ୍ନ ଭାଗରେ ଉଷ୍ମ ତଥା ଲବଣ ଜଳସ୍ରୋତ ପ୍ରବାହିତ ହେଉଥିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri