ସ୍ଫୁଟନିକ୍-ଭି ଟିକାକୁ ମିଳିଲା ମଞ୍ଜୁରୀ
ନୂଆଦିଲ୍ଲୀ,୧୨।୪: ରୁଷିଆର କରୋନା ଟିକା ‘ସ୍ପୁଟନିକ ଭି’କୁ ଦେଶରେ ଜରୁରୀକାଳୀନ ବ୍ୟବହାର ପାଇଁ ବିଶେଷଜ୍ଞ କମିଟି ଅନୁମୋଦନ କରିଛି। ଏହା ସହ ଦେଶକୁ କରୋନା ସହ ମୁକାବିଲା କରିବା ପାଇଁ ତୃତୀୟ ଟିକା ମିଳିଯାଇଛି। ଦେଶରେ ପୂର୍ବରୁ କୋଭିଶିଲ୍ଡ ଏବଂ କୋଭାକ୍ସିନ…
ବାପାଙ୍କ ଏହି କଥା ଶୁଣି ବଲିଉଡ ଛାଡିବା ନିଷ୍ପତ୍ତି ବଦଳାଇଥିଲେ ଅଭିଷେକ
ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ତାଙ୍କ କ୍ୟାରିୟରରେ କିଛି ସ୍ମରଣୀୟ ଭୂମିକାରେ ଅଭିନୟ କରିଛନ୍ତି। କିନ୍ତୁ ଏହା ପରେ ମଧ୍ୟ ତାଙ୍କୁ ଅନେକ ସମୟରେ ସୋସିଆଲ ମିଡିଆରେ ଟ୍ରୋଲ କରାଯାଇଥାଏ। ଅନେକ ଥର ତାଙ୍କୁ ବିଫଳତାର ମଧ୍ୟ ସାମ୍ନା କରିବାକୁ ପଡିଛି।…
ବଳାତ୍କାର ପରେ ବିବାହ ନ କରି କଲେ ଏପରି…
ବିଶକେକ୍,୧୨।୪: ବିବାହ ଏକ ସାମାଜିକ ଉତ୍ସବ। ଏହାଦ୍ୱାରା ଜଣେ ସ୍ତ୍ରୀ ଓ ପୁରୁଷଙ୍କୁ ନେଇ ଦାମ୍ପତ୍ୟ ଜୀବନ ଆରମ୍ଭ ହୋଇଥାଏ। ତେବେ ପୃଥିବୀର ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ ହୋଇଥାଏ। ଏଭଳି କେତେକ ପରମ୍ପରାକୁ ସାମ୍ପ୍ରତିକ ସମାଜରେ ଘୃଣ୍ୟ…
ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଜରୁରୀ ନ ଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟର ସମସ୍ତ ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍ଲାଇନ ଜାରି କରାଯାଇଛି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ଗାଇଡ୍ଲାଇନ ଜାରି ହୋଇଛି । ଗାଇଡ୍ ଲାଇନ ଅନୁସାରେ ସେଣ୍ଟ୍ରାଲ ରେଜିଷ୍ଟ୍ରେଶନ ବଦଳରେ ମାନୁଆଲ ରେଜିଷ୍ଟ୍ରେଶନ ହେବ। ଆବଶ୍ୟକତା ନ…
ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ
ମୁମ୍ବାଇ,୧୨।୪: ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ଶିକ୍ଷା ବିଭାଗ ପକ୍ଷରୁ ସୋମବାର ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ ନିର୍ଦ୍ଧାରିତ ସମୟରେ ହେବାକୁ ଥିବା ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ମହାରାଷ୍ଟ୍ରରେ ବର୍ତ୍ତମାନର କରୋନା ସ୍ଥିତି ଅସମ୍ଭାଳ ହୋଇଥିବା…
ଅସରପା ଭୟରେ ୧୮ଥର ଘର ବଦଳାଇଲେଣି ଏହି ମହିଳା
ସାଧାରଣତଃ କୌଣସି ଘର କିମ୍ବା ଘରର ପାଖ ପରିବେଶ ଭଲ ନ ଥିଲେ ଲୋକମାନେ ଭଡା ଘର ବଦଳାଇ ଥା’ନ୍ତି। କିନ୍ତୁ ଆପଣ କେବେ ଶୁଣିଛନ୍ତି କି ଅସରପା ଭୟରେ କେହି ୧୮ଥର ବଦଳାଇ ଦେଇପାରିବେ। କିନ୍ତୁ ଏହା ସତ, ମଧ୍ୟପ୍ରଦେଶର…
ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଭୁବନେଶ୍ୱରରେ ହେବ କ୍ୟାନ୍ସର ହସ୍ପିଟାଲ
ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଅନୁଷ୍ଠିତ ଏହି ବୈଠକରେ ୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ସେଗୁଡିକ ହେଉଛି- ଭୁବନେଶ୍ୱରରେ ହେବ ବାଗ୍ଚୀ ଶଙ୍କର…
ରୋଷେଇ କରୁଛନ୍ତି ଚେନ୍ନାଇ କ୍ରିକେଟର୍
ମୁମ୍ବାଇ,୧୨।୪: ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସର ଆଇପିଏଲ ୨୦୨୧ ଆରମ୍ଭ ବହୁତ ଭଲ ନ ଥିଲା। ଦଳ ପ୍ରଥମ ମ୍ୟାଚରେ ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସଠାରୁ ୭ ଉଇକେଟ୍ରେ ପରାସ୍ତ ହୋଇଛି। କିନ୍ତୁ, ଏହି ପରାଜୟକୁ…
ଦୃଷ୍ଟି ଶକ୍ତି ବଢ଼ାଇବ ଡିଭାଇସ
ଆମେ ଯଦି କୌଣସି ଦୃଷ୍ଟିଶକ୍ତିଜନିତ ସମସ୍ୟାର ସମ୍ମୁଖୀନ ହେଉ, ତେବେ ବିଳମ୍ବ ନ କରି ଡାକ୍ତରଙ୍କ ସହ ପରାମର୍ଶ କରିଥାଉ। ହେଲେ ଏପରି ସମସ୍ୟାର ସମାଧାନ କରିବା ଲାଗି ଏକ ନୂଆ ଉପାୟ ଉଦ୍ଭାବନ ହୋଇଛି। ଚାଇନାର ବୈଜ୍ଞାନିକମାନେ ଦୀର୍ଘ ତିନିବର୍ଷ…
ସଡ଼କରେ ଅନ୍ତିମ ସଂସ୍କାର…
ରାଞ୍ଚି,୧୨।୪: କରୋନା ସଂକ୍ରମଣ ଦେଶରେ ଲଗାତାର ବଢ଼ି ଚାଲିଛି। ପ୍ରତି ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଝାଡ଼ଖଣ୍ଡରେ କରୋନା ଆକ୍ରାନ୍ତ ମୃତକଙ୍କ ସଂଖ୍ୟା ଅଧିକ ହେଉଥ୍ତ୍ବାରୁ ଶ୍ମଶାନରେ ଲମ୍ବା ଧାଡ଼ି ଲାଗି…
ଆମେ ଫିଙ୍ଗୁଥିବା ପୋଷାକକୁ ଆମେରିକାରେ କରାଯାଉଛି ବିକ୍ରି: ଅର୍ଚ୍ଚନା
ବଲିଉଡ୍ ଅଭିନେତ୍ରୀ ତଥା ‘ଦ କପିଲ ଶର୍ମା’ ଶୋ’ ଜଜ୍ ଅର୍ଚ୍ଚନା ପୁରୁଣ ସିଂହ ଏବେ ପରିବାର ସହ ଆମେରିକାରେ ଛୁଟିି କାଟୁଛନ୍ତି। ଏହି ସମୟର ଫଟୋ ଏବଂ ଭିଡିଓ ସେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ନ୍ୟୁୟର୍କ ରାସ୍ତା କଡରୁ…
ପାହାଡ଼ ଚଢ଼ିବାକୁ ଉଲଗ୍ନ ହେଲେ ଯୁବତୀ, କହିଲେ ଆଶ୍ଚର୍ଯ୍ୟକର କଥା
ପର୍ବତ ଏବଂ ପାହାଡ଼ ଚଢ଼ିବା ଲୋକଙ୍କର ଏକ ନିଶା ହୋଇଥାଏ। ମାତ୍ର ଜଣେ ଯୁବତୀ ଏମିତି ପାହାଡ଼ ଚଢ଼ିବାରେ ସଉକ ରଖିଛନ୍ତି ଯାହା ଜାଣିଲେ ଆଶ୍ଚର୍ଯ୍ୟ ଲାଗେ। ଏବେ ଏମିତି ଜଣେ ଯୁବତୀଙ୍କ ଫଟୋ ଭାଇରାଲ ହେଉଛି। ପରେ ଯୁବତୀ କହିଛନ୍ତି…
Archives


