Home

ଯୁଦ୍ଧ ପରେ ଅସ୍ତ୍ରବିରତି

ଗାଜା ସିଟି/ଜେରୁଜେଲମ୍‌,୨୨ା୫ :ଅନ୍ତର୍ଜାତୀୟ ଚାପରେ ମୁଣ୍ଡ ନୁଆଇଛନ୍ତି ଇସ୍ରାଏଲ୍‌ ଏବଂ ପାଲେଷ୍ଟାଇନ୍‌ର ହମାସ୍‌ କଠୋରପନ୍ଥୀ। ଉଭୟ ପକ୍ଷଙ୍କ ମଧ୍ୟରେ ୧୧ ଦିନ ଧରି ଚାଲିଥିବା ସଂଘର୍ଷରେ ଶୁକ୍ରବାର ବିରାମ ଲାଗିଛି। ୨୫୨ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ପରେ ପରସ୍ପରକୁ ଆକ୍ରମଣ ନ…

କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୨୬ ଜୀବନ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୨୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୪୫୬କୁ ବୃଦ୍ଧି ପାଇଛି। ଏନେଇ…

ଦିନେ ବଢ଼ୁଛି ଦିନେ କମୁଛି: ରାଜ୍ୟରେ ପୁଣି ୧୧,୧୦୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ଶୁକବ୍ରାର କରୋନା ମିଟର ଉପରମୁହାଁ ହୋଇଥିବା ବେଳେ ଶନିବାର ଏଥିରେ ସାମାନ୍ୟ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧୧,୧୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶନିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୨୧୯ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା…

ଅଲିମ୍ପିକ୍ସ ସୁରକ୍ଷିତ: ଆୟୋଜକ, ଜନସାଧାରଣ ନାରାଜ

ଟୋକିଓ,୨୨।୫(ଏପି)-ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ମାତ୍ର ୨ ମାସ ବାକି ରହିଛି। ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ଆୟୋଜକମାନଙ୍କ ସହ ମିଶି ଶୁକ୍ରବାର ଅଲିମ୍ପିକ୍ସ ଆୟୋଜନ ନେଇ ତା’ର ଅନ୍ତିମ ପ୍ଲାନିଂ ସେସନ ସ୍ଥିର କରିଛି। କିଭଳି ଅଲିମ୍ପିକ ସଫଳତାର…

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ଆୟୋଜନ: ହରିୟାଣାକୁ ୨୦.୬୭ କୋଟି ଟଙ୍କା ଦେଲା କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୨।୫(ପି.ଟି.): ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ (କେଆଇଓ୍ବାଇଜି)ର ୧୪ତମ ସଂସ୍କରଣ ଚଳିତ ବର୍ଷ ନଭେମ୍ବରରେ ହରିୟାଣାରେ ଆୟୋଜନ ହେବ। ଏଥିପାଇଁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ହରିୟାଣାକୁ ୨୦.୬୭ କୋଟି ଟଙ୍କା ପ୍ରଦାନ କରିଛି। ଶୁକ୍ରବାର ମନ୍ତ୍ରଣାଳୟ ଏହି ଅର୍ଥ ଅନୁମୋଦନ କରିଛି।…

ବକ୍ସିଂ କୋଚ୍‌ ଓ.ପି. ଭରଦ୍ୱାଜଙ୍କ ପରଲୋକ

ନୂଆଦିଲ୍ଲୀ,୨୨।୫(ପି.ଟି.): ଜଣାଶୁଣା ବକ୍ସିଂ କୋଚ୍‌ ଓ.ପି. ଭରଦ୍ୱାଜ ୮୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ବକ୍ସିଂରେ ସେ ଭାରତର ପ୍ରଥମ ଦ୍ରୋଣାଚାର୍ଯ୍ୟ ପୁରସ୍କାର ଜିତିଥିଲେ। ବୟସାଧିକ୍ୟ କାରଣରୁ ସେ ଦୀର୍ଘ ଦିନ ଧରି ଅସୁସ୍ଥ ରହି ଆସୁଥିଲେ। ୧୦ ଦିନ…

ଏଣିକି କଳାବଜାରକାରୀଙ୍କ ଉପରେ କଡ଼ା ନଜର

ଭୁବନେଶ୍ୱର, ୨୨ା୫(ବ୍ୟୁରୋ): କୋଭିଡ୍‌-୧୯ର ତାଲା ବନ୍ଦ ସ୍ଥିତିରେ ଏବଂ ସମ୍ଭାବ୍ୟ ବାତ୍ୟା ଆଶଙ୍କା ଦୃଷ୍ଟିରୁ ଅତ୍ୟାବଶ୍ୟକ ସାମଗ୍ରୀର କଳାବଜାରକାରୀ ଓ ବେଆଇନ ମହଜୁଦକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ…

ଭାଜପାର ‘ଓ୍ବାନ୍‌ ଡିଷ୍ଟ୍ରିକ୍ଟ ଓ୍ବାନ୍‌ କୋଭିଡ୍‌-୧୯ ହେଲ୍ପଡେସ୍କ’ ଆରମ୍ଭ

ଭୁବନେଶ୍ୱର, ୨୨ା୫(ବ୍ୟୁରୋ): କରୋନାକୁ ମୁକାବିଲା ପାଇଁ ଶୁକ୍ରବାର ଭାଜପା କୃଷକ ମୋର୍ଚ୍ଚା ରାଷ୍ଟ୍ରୀୟ ସ୍ତରରେ ଆଉ ଏକ ପାଦ ଆଗେଇଛି। ‘ୱାନ୍‌ ଡିଷ୍ଟ୍‌ରକ୍ଟ ୱାନ୍‌ କୋଭିଡ୍‌-୧୯ ହେଲ୍ପଡେସ୍କ’ ଆଧାରରେ ଦେଶର ସବୁ ଜିଲାରେ ୮୨୪ଟି ହେଲ୍ପଡେସ୍କ ଆରମ୍ଭ ହୋଇଛି। ଭାଜପା ରାଷ୍ଟ୍ରୀୟ…

ଟିକା ଟେଣ୍ଡର ସର୍ତ୍ତାବଳୀ କୋହଳ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ମହାମାରୀ କୋଭିଡ୍‌-୧୯ର ମୁକାବିଲା ପାଇଁ ୧୮ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କୁ ମାଗଣାରେ ଟିକା ଯୋଗାଇ ଦିଆଯିବ। ଏହି ଲକ୍ଷ୍ୟ ହାସଲ କରିବାକୁ ରାଜ୍ୟ ସରକାର ବିଶ୍ୱ ବଜାରରୁ ଟିକା କ୍ରୟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଡକାଯାଇଥିବା ଟେଣ୍ଡର…

ଆନ୍ଧ୍ର ପଞ୍ଚାୟତ ନିର୍ବାଚନ ଅସିଦ୍ଧ

ପଟ୍ଟାଙ୍ଗୀ,୨୨ା୫(ଡି.ଏନ.ଏ.): ପଡ଼ୋଶୀ ଆନ୍ଧ୍ରପ୍ରଦେଶକୁ ପୁଣି ଲାଗିଛି ଝଟକା। ଆନ୍ଧ୍ର ସରକାର ବିଗତ ଦିନରେ କରିଥିବା ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନକୁ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଅସିଦ୍ଧ ଘୋଷଣା କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନ ପାଇଁ…

ଭିମ୍‌ସାରରେ ୩ ହ୍ବାଇଟ୍‌ ଫଙ୍ଗସ୍‌ ରୋଗୀ

ସମ୍ବଲପୁର,୨୨ା୫(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାରରେ ଶୁକ୍ରବାର ୩ ଜଣ ହ୍ବାଇଟ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ବରଗଡ ଜିଲାର ଜଣେ ୫୫ ବର୍ଷର ମହିଳା ଓ ଜଣେ ୫୦ ବର୍ଷର ପୁରୁଷ ଅଛନ୍ତି। ସେହିପରି ଆଉ ଜଣେ…

ବଳ ଗୋଟାଉଛି ୟାସ୍‌

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଶନିବାର ଏହା ଲଘୁଚାପରେ ପରିଣତ ହେବ। ଧୀରେ ଧୀରେ ଘନୀଭୂତ ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହା ଉତ୍ତର-ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?