Home

ପୁଣି ବିଶ୍ୱରେକର୍ଡ କଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ଓ୍ବେଷ୍ଟଇଣ୍ଡିଜର ଭେଟେରାନ କ୍ରିସ ଗେଲ ବିଶ୍ୱର ସମସ୍ତ ଟି -୨୦ ଲିଗରେ ନିଜର ଧମାକା ଦେଖାଇସାରିଛନ୍ତି। ନିକଟରେ ସେ ପାକିସ୍ତାନ ସୁପର ଲିଗ (ପିଏସଏଲ)ରେ ଅର୍ଦ୍ଧଶତକ ହାସ କରି ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ପାକିସ୍ତାନରେ ଟି -୨୦ରେ ଏହା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗୋଟିଏ ପରିବାରର ୭ ଜଣଙ୍କ ମୃତ୍ୟୁ

ନୋଏଡା,୨୪।୨: ଯମୁନା ଏକ୍ସପ୍ରେସ୍‌ଓ୍ବେରେ ମଙ୍ଗଳବାର-ବୁଧବାର ମଧ୍ୟରାତ୍ରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ୭ଜଣଙ୍କର ମୃତ୍ୟୁ ଘଟିଛି। ସେମାନେ ବୃନ୍ଦାବନ ଦର୍ଶନ ସାରି ଇନୋଭାରେ ଘରକୁ ଫେରୁଥିଲେ। ତେବେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ୟାଙ୍କର ନିୟନ୍ତ୍ରଣ ହରାଇ ଇନୋଭା…

ଅନ୍ୟ ରାଜ୍ୟକୁ ଚାଲାଣ ହେଉଥିଲା ଗୋରୁ: ପୋଲିସର ଜିମା ଦେଲେ ସ୍ଥାନୀୟ ଲୋକେ

ଭଦ୍ରକ ଅଫିସ, ୨୪।୨: ବେଆଇନ୍‌ ଭାବେ ବାହର ରାଜ୍ୟକୁ ଚାଲାଣ ହେଉଥିବା ବେଳେ ଏକ ଗୋରୁ ବୋଝେଇ ପିକଅପ ଭ୍ୟାନ୍‌କୁ ଜବତ କରାଯାଇଛି। ୨୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ ଉଦ୍ଧାର କରାଯାଇଛି । ବଜରଙ୍ଗ ଦଳର କର୍ମୀ ଓ ସ୍ଥାନୀୟ ଲୋକେ ଏହି…

ଚାଟ୍‌ ଦୋକାନୀଙ୍କ ‘ମହାଭାରତ’: ହାତରେ ଯାହା ମିଳିଲା କଲେ ଆକ୍ରମଣ; ଭିଡିଓ ଭାଇରାଲ ପରେ..

ବାଗପତ: ଉତ୍ତରପ୍ରଦେଶର ବାଗପତରେ ଚାଟ୍‌ ଦୋକାନୀଙ୍କ ମଧ୍ୟରେ ମାର୍‌ପିଟ୍‌ର ଏକ ୫ ମିନିଟ୍‌ର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଦୋକାନୀମାନେ ପରସ୍ପରକୁ ଲାଠିରେ ଆକ୍ରମଣ କରୁଥିବା ଦେଖାଯାଇଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ହେଲେ ନିର୍ଦ୍ଦିଷ୍ଟ ଗ୍ରାହକଙ୍କୁ…

ଆଜିର ଦିନରେ ଇତିହାସ ରଚିଥିଲେ ସଚିନ ତେନ୍ଦୁଲକର

ମୁମ୍ବାଇ,୨୪।୨: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ନିଜ କ୍ୟାରିୟର୍‌ରେ ଅନେକ ବଡ ବଡ ରେକର୍ଡ ହାସଲ କରିଥିଲେ। ତାଙ୍କୁ କ୍ରିକେଟର୍‌ ଭଗବାନ ଆଖ୍ୟା ମଧ୍ୟ ଦିଆଯାଇଛି। ଫେବୃୟାରୀ ୨୪, ୨୦୨୧ରେ ଗ୍ବାଲିଅରର କ୍ୟାପଟେନ ରୂପ ସିଂ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ…

୧୨ ଆଇକନିକ୍‌ ସ୍ଥାନ ମଧ୍ୟରେ ସୂର୍ଯ୍ୟମନ୍ଦିର

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ସ୍ବଚ୍ଛ ଭାରତ ସ୍ବତନ୍ତ୍ର ସଫେଇ ଅଭିଯାନର ଚତୁର୍ଥ ପର୍ଯ୍ୟାୟରେ କୋଣାର୍କ ସୂର୍ଯ୍ୟମନ୍ଦିର ସ୍ଥାନ ପାଇଛି। ମଙ୍ଗଳବାର କେନ୍ଦ୍ର ସରକାର ଦେଶର ୧୨ଟି ଆଇକନିକ ସ୍ଥାନର ନାମ ପ୍ରକାଶ କରିଛି। ଏଥିମଧ୍ୟରେ ଓଡ଼ିଶାର ସୂର୍ଯ୍ୟମନ୍ଦିର ରହିଥିବାବେଳେ ମହାରାଷ୍ଟ୍ରର ଅଜନ୍ତା ଗୁମ୍ଫା,…

ଫୋକସ୍‌ରେ ଗାଁ ବିକାଶ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପାଳନ କରାଯାଇଛି। ମାର୍ଚ୍ଚ ୨୩ ତାରିଖ ୧୯୨୧ରେ ଗାନ୍ଧିଜୀ ପ୍ରଥମେ ଓଡ଼ିଶା ଆସିଥିଲେ। ୧୯୩୮ରେ ସେ ଡେଲାଙ୍ଗର ବେରବୋଇ ଯାଇଥିଲେ। ଏଠାରେ କୃଷି ଓ ଗ୍ରାମଦ୍ୟୋଗ ପ୍ରଦର୍ଶନୀରେ ଭାଗ…

ଦୁଃଖରେ ଭାଙ୍ଗିପଡ଼ିଛନ୍ତି ଈଶାନ୍ତ, କହିଲେ-‘ଏହି ଅଭିଶାପକୁ ଆଶୀର୍ବାଦ ଭଳି ଗ୍ରହଣ କରିଛି’..

ନୂଆଦିଲ୍ଲୀ,୨୪ା୨: ଭାରତ-ଇଲଂଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ତୃତୀୟ ଟେଷ୍ଟ ମ୍ୟାଚ୍‌ କ୍ରିକେଟର ଇଶାନ୍ତ ଶର୍ମାଙ୍କ କ୍ୟାରିୟରର ୧୦୦ତମ ମୁକାବିଲା ହେବ। କୌଣସି ଖେଳାଳି ପାଇଁ ଏହା ବେଶ ଗୌରବର ସମୟ। ଏହାସତ୍ତ୍ୱେ ବେଶ୍‌ ଖୁସି ନାହାନ୍ତି ଈଶାନ୍ତ। ଜୀବନର ବଡ଼ ମୁକାବିଲା…

ଟିକା ନ ନେଲେ ମିଳିବନି ସରକାରୀ ସୁବିଧା

ଭୁବନେଶ୍ୱର, ୨୪।୨ (ବ୍ୟୁରୋ): ପଞ୍ଜୀକୃତ ହୋଇ ଟିକା ନେଉ ନ ଥିବା ସ୍ବାସ୍ଥ୍ୟକର୍ମୀ ଓ ସମ୍ମୁଖ ଯୋଦ୍ଧାଙ୍କୁ ପୁଣି ତାଗିଦ କରିଛନ୍ତି ରାଜ୍ୟ ସରକାର। ଟିକା ନ ନେଲେ ସରକାରୀ ସୁବିଧାସୁଯୋଗରୁ ବଞ୍ଚତ୍ତ ହେବେ ବୋଲି ଚେତାଇ ଦେଇଛନ୍ତି। ଏ ନେଇ…

ମାଓବାଦୀଙ୍କ ବ୍ୟାଗ୍‌ରୁ ମିଳିଲା ଲ୍ୟାଣ୍ଡମାଇନ, ଟିଫିନ ବୋମା

ଚିତ୍ରକୋଣ୍ଡା,୨୪ା୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳର ହାନ୍ତାଳଗୁଡ଼ା ୯ ବାଟାଲିୟନ ବିଏସ୍‌ଏଫ୍‌ ଯବାନମାନେ ପୁଣିଥରେ ମାଓବାଦୀଙ୍କ ଯୋଜନାକୁ ପଣ୍ଡ କରିଛନ୍ତି। ଯବାନଙ୍କ ଉଦ୍ଦେଶ୍ୟରେ ସେମାନେ ଜଙ୍ଗଲ ରାସ୍ତାରେ ଖଞ୍ଜିଥିବା ଲ୍ୟାଣ୍ଡମାଇନ ଓ ଟିଫିନ ବୋମାକୁ ଠାବ କରାଯାଇଛି। ଏଥିସହ…

ଟାଇଗର ଉଡସ୍‌ ଗୁରୁତର ଆହତ

ଲସ୍‌ ଏଞ୍ଜେଲସ୍‌,୨୪।୨: ଗଲ୍ଫର ଟାଇଗର ଉଡସ୍‌ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ଗୋଡରେ ଆଘାତ ଲାଗିଛି। ଚିକିତ୍ସା ଲାଗି ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏୟାର ବ୍ୟାଗ୍‌ ଯୋଗୁ ତାଙ୍କର ବିଶେଷ କ୍ଷତି ହୋଇ ନ ଥିବା…

୫ ରାଜ୍ୟବାସୀଙ୍କୁ ଦିଲ୍ଲୀ ମନା

ନୂଆଦିଲ୍ଳୀ,୨୪।୨: ଦେଶର କରୋନା ସଂକ୍ରମଣ ପୁଣି ଫେରିଛି। ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ, ଛତିଶଗଡ଼ ଆଦି ୫ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏସବୁ ରାଜ୍ୟବାସୀଙ୍କୁ ଦିଲ୍ଲୀରେ ପ୍ରବେଶ ଉପରେ କଟକଣା ଜାରି ହୋଇଛି। ସେମାନଙ୍କ ନମୁନା ପରୀକ୍ଷା ରିପୋର୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri