ଏଇ ଭାରତରେ
ଅଜିମ ପ୍ରେମଜୀ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଏକ ଟିମର ବର୍ଜ୍ୟପରିଚାଳନା ଅତ୍ୟନ୍ତ ପ୍ରଶଂସନୀୟ। କର୍ନାଟକ ବେଙ୍ଗାଲୁରୁ ନିକଟରେ ଥିବା ବିଲାପୁରା ଗାଁକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରାଯାଇପାରିଛି। ଦେଖିବାକୁ ଗଲେ ଏହି ଗୋଟିଏ ଗାଁକୁ ନେଇ ବିଲାପୁରା ପଞ୍ଚାୟତ ଗଠନ କରାଯାଇଛି ଏବଂ ଏହାର…
୬ ବର୍ଷୀୟା ବାଳିକାଙ୍କୁ ବଳାତ୍କାର ପରେ ହତ୍ୟା
ପାଟନା,୯ା୨: ବିହାର ଦରଭଙ୍ଗା ସହରର ୟୁନିଭର୍ସିଟି ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ବାଳିକାଙ୍କୁ ରବିବାର ବଳାତ୍କାର ପରେ ହତ୍ୟା କରାଯାଇଛି। ସୂତ୍ର ଅନୁଯାୟୀ, ବାଳିକା ଜଣକ ଅନ୍ୟ ୨ ଜଣଙ୍କ ସହ ଖେଳିବା ପାଇଁ ଶନିବାର ସନ୍ଧ୍ୟାରେ ଘରୁ ବାହାରି…
ଦୁଃଖ ଖୋଜୁଥିବା ମଣିଷ
କିଛି ଏମିତି ଅଜବ ଲୋକ ଅଛନ୍ତି, ଆପଣ ବି ଭେଟିଥିବେ କେଉଁଠି କେତେବେଳେ। ଜଞ୍ଜାଳମୁକ୍ତ ହୋଇ ପରିବାରକୁ ନେଇ ନିଜ ଭିତରେ ସୁଖୀ ଥିବା ମଣିଷଟି ସମସ୍ତଙ୍କୁ ଦେଖେଇ ହେଲା ଭଳି ଅନେକ କଥା କହେ। ବିଶେଷକରି ଦୁଃଖୀ ମଣିଷ ନିକଟରେ…
ଉଠିବା ଦରକାର, ଉଡ଼ିବା ପଛକଥା
ପ୍ରଥମ ବିଶ୍ୱଯୁଦ୍ଧ ସମୟର ଇଟାଲୀୟ ଆମ୍ବୁଲାନ୍ସ ଚାଳକ, ପରବର୍ତ୍ତୀ ସମୟରେ ଗୁରୁତର ଆହତ ଅର୍ନେଷ୍ଟ ହେମିଂୱେଙ୍କ କଥା ଆଜି ବି ପାସୋରି ପାରି ନାହାନ୍ତି ଅର୍ଥନୈତିକ ବିଶାରଦଗଣ। ୧୯୫୪ରେ ନିଜ ପୁସ୍ତକ ‘ଫାରୱେଲ ଟୁ ଆର୍ମସ’ ପାଇଁ ନୋବେଲ ପୁରସ୍କାର ନେଉଥିବା…
ବଡ଼ ଯୋଜନାରେ ଖର୍ଚ୍ଚ ହୋଇଛି ବଜେଟର ୪୦%
ନୂଆଦିଲ୍ଲୀ,୯ା୨: ଚଳିତ ଆର୍ଥତ୍କ ବର୍ଷ ପାଇଁ କେନ୍ଦ୍ର ବଜେଟରେ ସର୍ବବୃହତ୍ ଯୋଜନାଗୁଡ଼ିକ ନିମନ୍ତେ ଯେଉଁ ଅର୍ଥ ବ୍ୟୟବରାଦ ହୋଇଥିଲା, ସରକାର ୯ ମାସ ମଧ୍ୟରେ ତାହାର ମାତ୍ର ୪୦ ପ୍ରତିଶତରୁ ସାମାନ୍ୟ ଅଧିକ ବ୍ୟୟ କରିଥିବା ବଜେଟ୍ ଦସ୍ତାବିଜ୍ରୁ ଜଣାପଡ଼ିଥିବା ଏକ…
ଜାପାନ ନିର୍ବାଚନ: ପ୍ରଧାନମନ୍ତ୍ରୀଙ୍କ ଦଳ ବିଜୟୀ
ଟୋକିଓ,୯ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଅବସରରେ ଜାପାନ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ଟାକାଇଚିଙ୍କ…
ପାକ୍ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ
ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ରବିବାର ଅଭିଯୋଗ କରିଛନ୍ତି। ଉକ୍ତ ଦମ୍ପତି ଓ ପାକିସ୍ତାନୀ ନାଗରିକ…
ଶତ୍ରୁ ସାଟେଲାଇଟ୍ ଉପରେ ନଜର ରଖିବ ଭାରତ
ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍ ପ୍ରା.ଲିଃ ଏହାର ଏରୋସ୍ପେସ୍ ବିଭାଗ ଜରିଆରେ ଏକ ନୂଆ ସାମର୍ଥ୍ୟର ପ୍ରଦର୍ଶନ କରିଛି। ଏହା କକ୍ଷପଥରେ ଅନ୍ୟ ସାଟେଲାଇଟ୍ରେ ଥିବା ବସ୍ତୁର ଫଟୋ…
ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ
କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ ତେନ୍ଦୁଲକର ଫିଡ଼ର ସେଣ୍ଟର ନେଟ୍ସ ଖେଳିବା ପାଇଁ ମନୋନୀତ ହୋଇଛନ୍ତି। ସେ ବାରବାଟୀ…
ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍ କିଣିବାକୁ ଥିଲେ…
ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍ ନେବେ ନା ସିଏନଜି (CNG) କାର୍? ବିଶେଷକରି ଯେତେବେଳେ ବଜେଟ ୧୦ ଲକ୍ଷ ଟଙ୍କାରୁ କମ ଥାଏ, ଏହି ନିଷ୍ପତ୍ତି…
ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା
ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ପରେ ଉଦ୍ଧାର ହୋଇଥିବା ପୋଲିସ କହିଛି। ତାଙ୍କୁ ଶନିବାର ବିଳମ୍ବିତ ରାତିରେ ବିଦ୍ୟାଳୟର…
ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…
ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ ନିର୍ଯାତନା ସହି ନ ପାରି ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଥିବା ଅଭିଯୋଗ…

