Home

ସାଇକେଲ୍‌ରେ ବୁଲୁଥିବା ଜିଲାପାଳଙ୍କୁ ଅଟକାଇଲେ ମହିଳା କନଷ୍ଟେବଳ

ଭିଲଓ୍ବାଡା,୧୯।୫: କରୋନା ପ୍ରକୋପ ଯୋଗୁ ରାଜସ୍ଥାନ ଭିଲଓ୍ବାଡାରେ ଲକ୍‌ଡାଉନ ଜାରି ରହିଛି। କଟକଣା ସତ୍ତ୍ୱେ ବି କେତେକ ଅମାନିଆ ବାହାରେ ବୁଲୁଥିବାର ନଜିର ରହିଛି। ଫଳରେ ଲକ୍‌ଡାଉନ ସ୍ଥିତି ସମୀକ୍ଷା ପାଇଁ ସହର ପରିକ୍ରମାରେ ବାହାରିଥିଲେ ନିଜେ ଜିଲାପାଳ। ଏହି ସମୟରେ…

କରୋନାର ଚମତ୍କାରୀ ଆୟୁର୍ବେଦ ଔଷଧ ନେବାକୁ ଲମ୍ବା ଲାଇନ୍‌…

ବିଶାଖାପଟ୍ଟନମ୍‌,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଆନ୍ଧ୍ରପ୍ରଦେଶର ନେଲୋର ଜିଲାର କୃଷ୍ଣାପଟ୍ଟନମ୍‌ ଗାଁରେ କରୋନାର ଚମତ୍କାରୀ ଆୟୁର୍ବେଦ ଔଷଧ ନେବାକୁ ଲମ୍ବା…

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩ ପ୍ରତିଶତ କମିଛି: ଡବ୍ଲ୍ୟୁଏଚ୍‌ଓ

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନାର ଦ୍ୱିତୀୟ ଲହର ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି। ତେବେ କରୋନା ପିକ୍‌ ବିଷୟରେ କୌଣସି ସରକାରୀସ୍ତରରେ ନିଶ୍ଚିତକରଣ ହୋଇନାହିଁ। କିନ୍ତୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ରିପୋର୍ଟ କରିଛି ଯେ, ଗତ ସପ୍ତାହରେ କରୋନା ଭୂତାଣୁ…

‘ଦ ଫ୍ୟାମିଲି ମ୍ୟାନ-୨’ର ଟ୍ରେଲର ରିଲିଜ୍‌: ଏଥିରେ ଦେଖିବାକୁ ମିଳିବ ଏହି ଅଭିନେତାଙ୍କ ଶେଷ ଅଭିନୟ

ମୁମ୍ବାଇ: ଆମାଜନ ପ୍ରାଇମ୍‌ ଭିଡିଓର ସବୁଠାରୁ ପପୁଲାର ଓ୍ବେବ୍‌ ସିରିଜ୍‌ ‘ଦ ଫ୍ୟାମିଲି ମ୍ୟାନ-୨’ର ଟ୍ରେଲର ରିଲିଜ୍‌ ହୋଇଛି। ଏହି ଟ୍ରେଲରଟି ୨ ମିନିଟ୍‌ ୪୯ ସେକେଣ୍ଡର ରହିଥିବା ବେଳେ ଏଥିରେ ବହୁ ଷ୍ଟାରରଙ୍କ ଦମ୍‌ଦାର ଅଭିନୟ ଦେଖିବାକୁ ମିଳିଛି। ଏହି…

ଟୋଲ୍‌ ଟ୍ୟାକ୍ସ ଛାଡ଼ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୯।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟ ସରକାର ଟୋଲ୍‌ ଟ୍ୟାକ୍ସ ଛାଡ଼ କରିଛନ୍ତି। ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର। ଏଣିକି ମେଡିକାଲ ଅକ୍ସିଜେନ ଟ୍ୟାଙ୍କର, ସିଲିଣ୍ଡର ପରିବହନ ଗାଡ଼ିଗୁଡ଼ିକୁ ରାଜ୍ୟରେ ଥିବା କୌଣସି ଟୋଲ୍‌ ଗେଟ୍‌ରେ…

କରୋନା ଟିକା ନେଲେ ନପୁଂସକ ହେବା ଭୟ: ଟିକାକେନ୍ଦ୍ର ପଡ଼ିଛି ଖାଲି..

ମୁମ୍ବାଇ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ଜାରି ରହିଥିବା ସାର୍ବଜନୀକ ଟିକାକରଣ ଅଭିଯାନ କେତେକ ରାଜ୍ୟରେ ଲୋକଙ୍କ ମଧ୍ୟରେ ସଚେତନତା ଅଭାବରୁ ସଫଳ ହୋଇ ପାରୁନାହିଁ। ମହାରାଷ୍ଟ୍ରର ଧାନେରା ତହସିଲ୍‌ର…

ତୃତୀୟ ଲହର କବଳରୁ ଶିଶୁଙ୍କୁ ସୁରକ୍ଷିତ ରଖିବା ଲାଗି ଗଠନ ହେବ ସ୍ବତନ୍ତ୍ର ଟାସ୍କ୍‌ ଫୋର୍ସ..

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ତାଣ୍ଡବ ରଚିଛି। ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ତୃତୀୟ ଲହରରେ ଶିଶୁଙ୍କ…

ଏହି ରାଜ୍ୟରେ ଦେଖାଗଲା ବ୍ଲାକ୍‌ଫଙ୍ଗସ୍‌ର ପ୍ରଥମ ମାମଲା: ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୯।୫: କରୋନା ଭାଇରସ୍‌ର ଦ୍ୱିତୀୟ ଲହରର ସାମ୍ନା କରୁଥିବା ଦିଲ୍ଲୀରେ ଏବେ ବ୍ଲାକ୍‌ ଫଙ୍ଗସ୍‌ର ପ୍ରଥମ ମାମଲା ସାମ୍ନାକୁ ଆସିଛି। ଏଥିଯୋଗୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମେ’ ୧୬ରେ ଦିଲ୍ଲୀର ବେଶ୍‌ ଜଣାଶୁଣା ମୁଲଚନ୍ଦ ହସ୍ପିଟାଲରେ ଏହି ମାମାଲା ଦେଖିବାକୁ…

ମୋତେ ଶୀଘ୍ର ବାହା କର, ଏମିତି ଜିଦ୍‌ ଧରିଲେ ଯୁବତୀ; ଆଉ ତା’ ପରେ…

ଭୋପାଳ,୧୯।୫: ସମଗ୍ର ଦେଶରେ କରୋନା ମହାମାରୀ ଚାଲିଥିବାରୁ କେତେକ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଲୋକଙ୍କୁ କିଛି ଜରୁରୀ କାମରେ ଅସୁବିଧାର ସାମ୍ନା କରିବାକୁ ପଡୁଛି। ମଧ୍ୟପ୍ରଦେଶର ବେତୁଲରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି। ଏଠାରେ ଲକ୍‌ଡାଉନ୍‌ ହୋଇଥିବାରୁ…

ମା’ଙ୍କୁ ହରାଇବା ପରେ ହୃଦୟସ୍ପର୍ଶୀ ବାର୍ତ୍ତା ଲେଖିଲେ ଏହି କ୍ରିକେଟର୍‌

ଅନ୍ତର୍ଜାତୀୟ କ୍ରିକେଟର ପ୍ରିୟା ପୁନିଆଙ୍କ ମା’ କରୋନାରେ ମୃତ୍ୟ ବରଣ କରିଛନ୍ତି। ୨୪ ବର୍ଷୀୟା ଏହି କ୍ରିକେଟର ସୋସିଆଲ ମିଡିଆରେ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଲେଖିଛନ୍ତି। ପୁନିଆ ଇନଷ୍ଟାଗ୍ରାମରେ ଲେଖିଛନ୍ତି, ଆଜି ମୁଁ ଅନୁଭବ କଲି ଯେ ତୁମେ ମୋତେ ସବୁବେଳେ…

ଭାକ୍ସିନ୍‌ ଅଭାବ ପୂରଣ ପାଇଁ ଗଡ଼କରୀଙ୍କ ନୂଆ ପରାମର୍ଶ: ୧୫-୨୦ ଦିନରେ ହେବ ସମସ୍ୟାର ସମାଧାନ…

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ରଚିଛି। ଏପରିସ୍ଥଳେ ଭାକ୍ସିନ୍‌ ଏବଂ କରୋନା ଔଷଧର ଅଭାବ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଏହି ସମସ୍ୟାର ସମାଧାନ ପାଇଁ କେନ୍ଦ୍ରୀୟ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ପରାମର୍ଶ ଦେଇଛନ୍ତି।…

ପ୍ରିୟଙ୍କା-ନିକ୍‌ଙ୍କ ବାର୍ଷିକ ରୋଜଗାର କେତେ ଜାଣନ୍ତି

ବଲିଉଡରେ ଏକ ସଫଳ ଇନିଂସ ଖେଳିବା ପରେ ପ୍ରିୟଙ୍କା ଏବେ ହଲିଉଡରେ ମଧ୍ୟ ନିଜ ଜଲଓ୍ବା ଦେଖିଛନ୍ତି। ଚମତ୍କାର କାର୍ଯ୍ୟ କରୁଛନ୍ତି। ଏଥିରୁ ସ୍ପଷ୍ଟ ଯେ ଏଭଳି ପରିସ୍ଥିତିରେ ଅଭିନେତ୍ରୀଙ୍କ ଆୟରେ ମଧ୍ୟ ବହୁତ ଅଭିବୃଦ୍ଧି ଘଟିଛି। ଏହା ସହିତ ପ୍ରିୟଙ୍କାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?