ହିମାଳୟର ନାଗପୁଷ୍ପ
କିଛିଦିନ ପୂର୍ବରୁ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଗୋଟିଏ ଆଲୋକଚିତ୍ର ବିଦ୍ୟୁତ ବେଗରେ ପ୍ରସାରିତ କରାଯାଇ ଦାବି କରାଯାଉଥିଲା ଯେ ସେହି ଚିତ୍ରଟି ହିମାଳୟର ମାନସ ସରୋବରରେ ପ୍ରତି ୩୬ ବର୍ଷରେ ଫୁଟୁଥିବା ବିରଳ ନାଗପୁଷ୍ପ ଅଟେ। ଚିତ୍ରଟି ଶେୟାର କରିବା ସଙ୍ଗେ…
ଡକାୟତି ଯୋଜନା ବେଳେ ୪ ଧରାପଡ଼ିଲେ
ଖୋର୍ଦ୍ଧା ଅଫିସ,୨୨।୨: ଦୁଇଦିନ ତଳେ ଖୋର୍ଦ୍ଧା ସବ୍ଜେଲରୁ ଜାମିନରେ ଆସି ୪ ଅଭିଯୁକ୍ତ ଧଉଳିମୁହଁ ରେଲୱେ କ୍ରସିଂ ନିକଟରେ ଡକାୟତି ଯୋଜନା କରୁଥିବା ବେଳେ ପୋଲିସ ହାତରେ ଧରାପଡ଼ିଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ଦେଉଳିଟାଙ୍ଗୀର ସୁନୀଲ…
୩୦ ଏକର ଜଙ୍ଗଲ ପୋଡ଼ିଗଲା
କୋଣାର୍କ,୨୨।୨(ଡି.ଏନ୍.ଏ): କୋଣାର୍କ ବାଲୁଖଣ୍ଡ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ କରମଙ୍ଗା ଇଡିସିରେ ରବିବାର ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୩୦ ଏକର ଜଙ୍ଗଲରେ ଥିବା ବହୁ ଝାଉଁ, ଆକାଶିଆ, କାଜୁଗଛ ପୋଡ଼ିଯାଇଛି। ତେବେ ନିଅଁା ଲାଗିବାର କାରଣ ସ୍ପଷ୍ଟ ହୋଇପାରିନାହିଁ। ସୂଚନା ଅନୁଯାୟୀ, ଅପରାହ୍ନରେ…
ପେଟ୍ରୋଲରେ ପାଣି ମିଶାକୁ ନେଇ ଉତ୍ତେଜନା
ଗୋପ,୨୨।୨(ଡି.ଏନ୍.ଏ.): ଗୋପ-ନିମାପଡ଼ା ରାସ୍ତାରେ ଥିବା ଏକ ପେଟ୍ରୋଲ ପମ୍ପରେ ପେଟ୍ରୋଲରେ ପାଣି ମିଶିବାକୁ ନେଇ ରବିବାର ଉତ୍ତେଜନା ଦେଖାଯାଇଥିଲା। ବହୁ ଯୁକ୍ତିତର୍କ ପରେ ଟାଙ୍କି ମାଲିକ ବାଇକ୍ ଆରୋହୀଙ୍କୁ ଟଙ୍କା ଫେରାଇବାରୁ ପରିସ୍ଥିତି ଶାନ୍ତ ପଡ଼ିଥିଲା। ସୂଚନାଯୋଗ୍ୟ, ଗୋପ ହାପି କଲୋନୀର…
ଅବାଧରେ ଚାଲିଛି ବେଆଇନ ଇଟାଭାଟି
ନିମାପଡ଼ା,୨୨।୨(ଡି.ଏନ୍.ଏ.): ନିମାପଡ଼ା ବ୍ଲକର ଡେଣୁଅଁ, ମିଟେଇପୁର, ଭୋଗ୍ରଶାଳଦା, ଭିଲିଗ୍ରାମ, ସଲଙ୍ଗ, ବାମନାଳ, ହରିପୁର, ତମାଳୋ, ତୁଳସୀପୁର, ବାହାରେଣା, ଭୋଦର, କଳାପାଞ୍ଚଣ, ଛଣିଜଙ୍ଗ, ଅରିଷଣ୍ଢ ସମେତ ୩୨ ପଞ୍ଚାୟତ ଓ ଏନ୍ଏସିର ପାଟପୁର, ହାଟସାହି, ନୂଆରକରି, ଦିପିରେଣ୍ଟା, ଅଳନ୍ଧା, ଭୁବନପୁର, ତଳଅଣ୍ଢିଆ, ଅଣ୍ଡିଆସାହି…
କର୍ଲାପାଟ ହାତୀ ମୃତ୍ୟୁ ଘଟଣା: ନିଲମ୍ବିତ ହେଲେ ପ୍ରାଣୀଧନ ନିରୀକ୍ଷକ
ଭବାନୀପାଟଣା,୨୨।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାପାଟ ହାତୀ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପ୍ରାଣୀ ସମ୍ପଦ ବିଭାଗ। କାର୍ଯ୍ୟରେ ଅବହେଳା ନେଇ କର୍ଲାପାଟ ପ୍ରାଣୀଧନ ନିରୀକ୍ଷକ ଗଣେଶ ପୂଜାରୀଙ୍କୁ ନିଲମ୍ବନ କରାଯାଇଛି। ଏହି ଅଭୟାରଣ୍ୟରେ ୭ ହାତୀଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷରେ…
ଛଗନ ଭୁଜବଳ କରୋନା ପଜିଟିଭ୍
ମୁମ୍ବାଇ,୨୨।୨: କରୋନା ସଂକ୍ରମଣ ଯୋଗୁ ମହାରାଷ୍ଟ୍ରରେ ସଙ୍କଟ ଦେଖାଦେଇଛି। ରାଜ୍ୟ ସରକାର ପ୍ରଭାବିତ ଅଞ୍ଚଳରେ କଟକଣାକୁ କଡ଼ାକଡ଼ି କରିଛନ୍ତି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ସରକାରରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଥିବା ଏନ୍ସିପି ନେତା ଛଗ୍ ଭୁଜବଳଙ୍କ ନମୁନା ପରୀକ୍ଷା ରିପୋର୍ଟ…
ପୁଣି ଫେରିଲା କରୋନା: ୨୪ ଘଣ୍ଟାରେ ୮୩ ମୃତ
ନୂଆଦିଲ୍ଲୀ,୨୨।୨: ପୁଣି କରୋନା ଫେରିଛି। ଏବେ ସଂକ୍ରମଣକୁ ନେଇ ଦେଶରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, କେରଳ, ତାମିଲନାଡୁ କର୍ନାଟକ, ପଞ୍ଜାବ, ମଧ୍ୟପ୍ରଦେଶ ଆଦି ୬ଟି ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ନୂଆ…
ଛଟପଟ କରୁଛି ବେଆଇନ ପାର୍କିଂ, ଓଭରବ୍ରିଜ୍ କାମ
ଭୁବନେଶ୍ୱର,୨୨।୨(ବ୍ୟୁରୋ): ଭୁବନେଶ୍ୱର ମଧ୍ୟଦେଇ ଯାଇଥିବା ୧୬ ନଂ. ଜାତୀୟ ରାଜପଥ ସହରବାସୀଙ୍କ ପାଇଁ ଏବେ ବଡ଼ ସମସ୍ୟା ପାଲଟିଛି। ବାରମ୍ବାର ଦୁର୍ଘଟଣା ଜୀବନ ନେଉଥିବାବେଳେ ଏବେ ବିଭିନ୍ନ ସ୍ଥାନରେ ଟ୍ରାଫିକ ଜାମ୍ ଅଣନିଃଶ୍ୱାସୀ କରିଦେଉଛି। ଖଣ୍ଡଗିରିଠାରୁ ଖୋର୍ଦ୍ଧା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନର…
ଆସ୍ଥାଭୋଟ ପୂର୍ବରୁ ୨ ବିଧାୟକଙ୍କ ଇସ୍ତଫା
ପୁଡୁଚେରୀ, ୨୨।୨: ଆସ୍ଥା ଭୋଟ୍ର ଦିନକ ପୂର୍ବରୁ ପୁଡ଼ୁଚେରୀର ଆଉ ଦୁଇଜଣ ବିଧାୟକ ଇସ୍ତଫା ଦେଇଛନ୍ତି। ୪ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା କଂଗ୍ରେସ ବିଧାୟକ ଲକ୍ଷ୍ମୀନାରାୟଣନ ଇସ୍ତଫା ଦେବା ସହ ଦଳ ଛାଡ଼ିବେ ବୋଲି କହିଛନ୍ତି। ଏଥିସହିତ ସହଯୋଗୀ ଦଳ…
ବିବାହ ଭୋଜି ଖାଇ ୫୪ ଅସୁସ୍ଥ, ୩ ଗୁରୁତର
ପଟ୍ଟାମୁଣ୍ଡାଇ,୨୨।୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ନିମପୁର ଗାଁର ଏକ ବରଯାତ୍ରୀ ଦଳ ଶନିବାର ରାତିରେ ରାଜନଗର କେରାଡାଗଡ ଗାଁକୁ ଯାଇଥିଲେ। ସେଠାରେ ଭୋଜିଖାଇ ରାତିରେ ଘରକୁ ଫେରିଥିଲେ। ହେଲେ ରବିବାର ସକାଳୁ ଖାଦ୍ୟ ବିଷକ୍ରିୟା ଯୋଗୁ ଅଧିକାଂଶ ବରଯାତ୍ରୀ ଝାଡାବାନ୍ତିରେ…
୨୩ରୁ ଜୋର୍ଦାର ହେବ ଚାଷୀ ଆନ୍ଦୋଳନ
ନୂଆଦିଲ୍ଲୀ, ୨୨।୨(ପି.ଟି.): ନୂଆ କୃଷି ଆଇନ ବିରୋଧରେ ଜାରି ରହିଥିବା ଚାଷୀ ଆନ୍ଦୋଳନକୁ ଆହୁରି ଜୋର୍ଦାର କରାଯିବ। ଏଥିପାଇଁ ୨୩ରୁ ୨୭ ତାରିଖ ପର୍ଯ୍ୟନ୍ତ ଏକାଧିକ କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ସରକାର ଆନ୍ଦୋଳନକୁ ଚପାଇ ଦେବାକୁ ଉଦ୍ୟମ କରୁଥିବା ଅଭିଯୋଗ କରି…
Archives


