Home

ତୃତୀୟ ଲହର ପୂର୍ବରୁ ଶିଶୁଙ୍କ ମଧ୍ୟରେ ବଢୁଛି କରୋନା ସଂକ୍ରମଣ: ୧୫ ଦିନରେ ୧୯ ହଜାରରୁ ଅଧିକ ଆକ୍ରାନ୍ତ…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତୃତୀୟ ଲହରରେ ଶିଶୁମାନେ ଆକ୍ରାନ୍ତ ହେବାର ଆଶଙ୍କା ରହିଥିବା ନେଇ ବିଶେଷଜ୍ଞମାନେ ଚେତାବନୀ ଦେଇଥିଲେ। ଏବେ ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ତେବେ ତୃତୀୟ ଲହର ପୂର୍ବରୁ…

ରାଜ୍ୟରେ ବଢ଼ିଲା ଲକ୍‌ଡାଉନ୍‌: ଜାଣନ୍ତୁ କମିଲା କ’ଣ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ ଅବଧି ବଢ଼ିଛି। ଜୁନ ୧ ପର୍ଯ୍ୟନ୍ତ ସରକାର ଲକ୍‌ଡାଉନ ବଢ଼ାଇ ଦେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି। ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବିଢ଼ି ଚାଲିଥିବାରୁ ମେ’ ୫ରୁ…

ବାଇଡେନ୍‌ଙ୍କ ଆୟଠାରୁ ଅଧିକ ଆୟକର ପୈଠ କରୁଛନ୍ତି କମଲା ହାରିସ୍‌…

ଓ୍ବାଶିଂଟନ,୧୮।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ ଉପରାଷ୍ଟ୍ରପତି କମଲା ହାରିସ୍‌ ସେମାନଙ୍କର ଆୟକର ସମ୍ପର୍କିତ ରିପୋର୍ଟ ସାର୍ବଜନୀକ କରିଛନ୍ତି। ଏଥିରୁ ଜଣାପଡ଼ିଛି ଯେ, ବାଇଡେନ୍‌ ଏବଂ ତାଙ୍କ ସ୍ତ୍ରୀ ୨୦୨୦ ବର୍ଷରେ ଯେତିକି ଆୟ କରିଛନ୍ତି ତାହାଠାରୁ ଅଧିକ କମଲା…

ମାସ୍କ ପିନ୍ଧି ନ ଥିବା ମହିଳାଙ୍କୁ ତାଗିଦ୍‌: ପୋଲିସକୁ ମିଳିଲା ଶକ୍ତ ଚଟକଣା

ଭୋପାଳ,୧୮।୫: ଦେଶରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଦେଶରେ ଆତଙ୍କ ଖେଳାଇଥିବା ବେଳେ ଏବେ ବି ଲୋକେ ଚେତୁନାହାନ୍ତି। କରୋନା ବିରୋଧରେ ଲଢ଼େଇ ପାଇଁ ଯେଉଁଠି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ସହ ମାସ୍କ…

ଜିଲାପାଳମାନେ କରୋନା ଲଢ଼େଇର ଫିଲ୍ଡ୍‌ କମାଣ୍ଡର: ମୋଦି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୯ ରାଜ୍ୟର ୪୬ ଜିଲାପାଳ ଏବଂ ଚଣ୍ଡିଗଡ଼ ପ୍ରଶାସନଙ୍କ ସହିତ ଭିଡ଼ିଓ କନଫରେନ୍ସିଂ କରିଛନ୍ତି। ଜିଲାପାଳମାନେ କରୋନା…

ଆଇସିୟୁ ଛାତରୁ ପଡ଼ୁଛି ପାଣି: ରୋଗୀ ହନ୍ତସନ୍ତ

ଭୋପାଳ,୧୮।୫: କରୋନା ସମୟରେ ହସ୍ପିଟାଲରେ ରୋଗୀଙ୍କୁ ଭଲ ସ୍ବାସ୍ଥ୍ୟସେବା ଯୋଗାଇଦିଆଯାଉଛି ବୋଲି ସରକାର ଡିଣ୍ଡିମ ପିଟୁଛନ୍ତି। ହେଲେ ମଧ୍ୟପ୍ରଦେଶ ରାଜଗଡ଼ ଜିଲାରୁ ଆସିଥିବା ଏକ ଭିଡିଓ ଏହାର ବାସ୍ତବିକ ଚିତ୍ର ସାମ୍ନାକୁ ଆଣିଛି। ସୂଚନାଯୋଗ୍ୟ, ଗତବର୍ଷ ରାଜଗଡ଼ ଜିଲାର ଏକ ସରକାରୀ…

ଏହି ସିକ୍ରେଟ୍‌ ଅସ୍ତ୍ର ନେଇ ଇଂଲଣ୍ଡ ଗସ୍ତରେ ଯିବେ ବିରାଟ କୋହଲି…

ନୂଆଦିଲ୍ଲୀ,୧୮।୫: ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ଜୁନ୍‌ ୧୮ରୁ ୨୨ ପର୍ଯ୍ୟନ୍ତ ସାଉଥେମ୍ପଟନ୍‌ ଓ୍ବାଲର୍‌ଡ ଟେଷ୍ଟ୍‌ ଚାମ୍ପିୟନଶିପ୍‌ ଖେଳିବ। ଟିମ୍‌ ଇଣ୍ଡିଆର ବ୍ୟାଟ୍ସମ୍ୟାନଙ୍କ ପାଇଁ ଇଂଲଣ୍ଡର ବୋଲର ଟ୍ରେଣ୍ଟ୍‌ ବୋଲ୍ଟ, ଟିମ୍‌ ସାଉଦି ଏବଂ ନିଲ୍‌ ଓ୍ବେଗନର ସମସ୍ୟା ସୃଷ୍ଟି…

ପୁଣି ବଦଳିପାରେ ନିୟମ: କରୋନାରୁ ସୁସ୍ଥ ହେବା ପରେ ଭାକ୍ସିନ ପାଇଁ ଅପେକ୍ଷା କରିବାକୁ ପଡ଼ିବ ୯ମାସ

ନୂଆଦିଲ୍ଲୀ,୧୮।୫: କରୋନା ଭାଇରସ୍‌କୁ ହରାଇବା ପାଇଁ ଭାକ୍ସିନକୁ ଏକମାତ୍ର ଅସ୍ତ୍ର ରୂପେ ବ୍ୟବହାର କରାଯାଉଛି। ଏଥିପାଇଁ ସାରା ଦେଶରେ ଟିକାକରଣ କାମ ଜାରି ରହିଛି। ଇତିମଧ୍ୟରେ ଗତ କିଛି ଦିନ ହେଲା ଭାକ୍ସିନ ନୀତିରେ ପରିବର୍ତ୍ତନ କରାଯାଉଥିବା ଦେଖିବାକୁ ମିଳିଛି। ଏଣିକି…

୨୦୧୧ ବିଶ୍ୱକପ୍‌ ଜିତିବା ପରେ କୋହଲିଙ୍କୁ ଏକ ନିବେଦନ କରିଥିଲେ ସଚିନ: ଜାଣନ୍ତୁ କ’ଣ

ଟିମ ଇଣ୍ଡିଆର ୨୦୧୧ ବିଶ୍ୱକପ ବିଜୟ ପ୍ରଶଂସକଙ୍କ ମନରେ ଏବେ ବି ସତେଜ। ୨୮ବର୍ଷ ପରେ ଭାରତ ୨୦୧୧ରେ ଶ୍ରାଲଙ୍କାକୁ ହରାଇ ବିଶ୍ୱ ଚାମ୍ପିୟନ ହୋଇଥିଲା। ଏହି ମୁହୂର୍ତ୍ତ ଅନେକ ଖେଳାଳିଙ୍କ ପାଇଁ ଆହୁରି ସ୍ବତନ୍ତ୍ର ଥିଲା। କାରଣ ସେମାନଙ୍କ ପାଇଁ…

କରୋନା ଚିକିତ୍ସାରୁ ହଟିଲା ପ୍ଲାଜ୍‌ମା ଥେରାପି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ଚିକିତ୍ସା ମାର୍ଗଦର୍ଶିକାରୁ କନଭାଲସେଣ୍ଟ୍‌ ପ୍ଲାଜ୍‌ମା ଥେରାପିକୁ ହଟାଇ ଦିଆଯାଇଛି। ଆଇସିଏମ୍‌ଆର ପକ୍ଷରୁ ଏହି ନିଷ୍ପତ୍ତିି ଗ୍ରହଣ କରାଯାଇଛି। ଏଥିରୁ ସୁଫଳ ମିଳୁ ନ ଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି। ଗତବର୍ଷ ୪୦୦ଜଣଙ୍କ ଠାରେ ଆଇସିଏମ୍‌ଆର୍‌ ପକ୍ଷରୁ ପରୀକ୍ଷା…

ବିବାହ ପୂର୍ବରୁ କରୀନାଙ୍କୁ ଏହି ନାଁରେ ଡାକୁଥିଲେ ସୈଫ୍‌

ବଲିଉଡ ଅଭିନେତା ସୈଫ୍‌ ଅଲି ଖାନ ଏବଂ କରୀନା କପୁର ଇଣ୍ଡଷ୍ଟ୍ରିର ଚର୍ଚ୍ଚିତ ଦମ୍ପତି। ଉଭୟଙ୍କ ପ୍ରେମ କାହାଣୀ ମଧ୍ୟ ବହୁତ ଲୋକପ୍ରିୟ। ଦୀର୍ଘ ସମୟ ଧରି ଉଭୟ ପରସ୍ପରକୁ ଡେଟ କରିଥିଲେ, ଯାହା ପରେ ଦୁହେଁ ବିବାହ କରିଥିଲେ। ଉଭୟ…

ଭଉଣୀ ସହ କ୍ୱାରାଣ୍ଟାଇନ୍‌ର ମଜା ନେଉଛନ୍ତି ବିଗ୍‌ବସ୍‌-୧୪ ଓ୍ବିନର

ଶିମଲା: ଦେଶରେ କରୋନା ସଙ୍କଟ ଜାରି ରହିଥିବା ବେଳେ ଏଥିରୁ କେହି ବର୍ତ୍ତି ପାରୁନାହାନ୍ତି। ସାଧାରଣଜନତାଙ୍କଠାରୁ ଆରମ୍ଭ କରି ରାଜନେତା, ଖେଳାଳି ଓ ଅନେକ ସେଲିିବ୍ରିଟି ମଧ୍ୟ କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି। ଇତିମଧ୍ୟରେ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହୁଥିବା ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?