Home

ମୋ ଓଡ଼ିଆ ଭାରି ବଢ଼ିଆ

ଯେଉଁ ଜାତିର ଭାଷାପ୍ରୀତି ଯେତେ ଅଧିକ, ସେ ଜାତି ସେତିକି ସମୃଦ୍ଧ। ଆଉ ଯେଉଁ ରାଜ୍ୟର ମାତୃଭାଷା ଯେତେ ପ୍ରଗତି କରିଛି, ସେ ରାଜ୍ୟ ସେତେ ଉନ୍ନତ। ଆଜି ଅନ୍ତର୍ଜାତୀୟ ମାତୃଭାଷା ଦିବସ ଅବସରରେ ଆମ ମାତୃଭାଷା ଓଡ଼ିଆର ପ୍ରଚାର ପ୍ରସାରକୁ…

ଭାରତକୁ ପ୍ରଶଂସା କଲା ଜାତିସଂଘ

ଜେନେଭା,୨୧।୨: ଜାତିସଂଘ ପକ୍ଷରୁ ଭାରତକୁ ପ୍ରଶଂସା କରାଯାଇଛି। ଭାରତ ଉଲ୍ଲେଖନୀୟ ଅବଦାନ ପାଇଁ ଜାତିସଂଘର ମହାନିର୍ଦ୍ଦେଶକ ଆଣ୍ଟୋନିଓ ଗ୍ୟୁଟେରେସ୍‌ ଏଭଳି କରିଛନ୍ତି। ଭାରତ ଜାତିସଂଘ ଶାନ୍ତି ବାହିନୀଙ୍କ ପାଇଁ ୨ ଲକ୍ଷ୨୯ ହଜାରରୁ ଅଧିକ କରୋନା ପ୍ରତିଷେଧକ ଟିକା ପଠାଇଛି। ଏସମ୍ପର୍କରେ…

ରାଜଧାନୀରେ କଡ଼ାକଡ଼ି ହେବ କରୋନା କଟକଣା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଆଉ କିଛିଦିନ ପରେ କରୋନା ମହାମାରୀକୁ ବର୍ଷେ ପୂରିବାକୁ ଯାଉଛି। ଦୀର୍ଘଦିନର ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ ଯନ୍ତ୍ରଣା ପରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବାବେଳେ କୋଭିଡ୍‌ ଟିକା ଆଶ୍ୱସ୍ତି ଦେଇଛି। ଲୋକେ ସ୍ବାଭାବିକ ଜୀବନ ଆରମ୍ଭ କରୁଥିବାବେଳେ ଏହି ମହାମାରୀ…

ଆତଙ୍କବାଦୀ ଶିବିରରେ ଚାଇନା ପିସ୍ତଲ-ଗ୍ରେନେଡ୍‌

ଶ୍ରୀନଗର,୨୧।୨: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ଥିବା ଜଙ୍ଗଲରେ ସର୍ଚ୍ଚ ଅପରେଶନ୍‌ ସମୟରେ ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ଜଙ୍ଗଲ ମଧ୍ୟରେ ଥିବା ଏକ ଆତଙ୍କବାଦୀ ଶିବିରରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି ସେଥିମଧ୍ୟରେ ୩ଟି ଏକେ-୫୬, ୨ ଟି ଚାଇନା…

ଜଲେଶପଟ୍ଟା ଆଶ୍ରମ ସ୍ବାମିଜୀଙ୍କୁ ହତ୍ୟା ଧମକ

ଫୁଲବାଣୀ ଅଫିସ/ତୁମୁଡ଼ିବନ୍ଧ,୨୧।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଜଲେଶପଟ୍ଟା ସଂସ୍କୃତ କନ୍ୟାଶ୍ରମ ମୁଖ୍ୟ ସ୍ବାମିଜୀଙ୍କୁ ଏକ ଅଜଣା ଫୋନ ନମ୍ବରରୁ ଶନିବାର ହତ୍ୟା ଧମକ ମିଳିଛି। ସ୍ବାମୀ ଜୀବନ ମୁକ୍ତାନନ୍ଦଙ୍କ ମୋବାଇଲ ନଂ.୯୪୩୯୨୨୩୮୪୧କୁ କେହି ଅଜଣା ଦୁର୍ବୃତ୍ତ ଅପରାହ୍ନ ୪ଟାରେ ୯୧୭୮୨୪୬୬୬୩…

ଚାଲୁନି ପାସେଞ୍ଜର ଟ୍ରେନ୍‌, ବାଧୁଛି ବସ୍‌ ଭଡ଼ା

ପୁରୀ ଅଫିସ,୨୧।୨: କୋଭିଡ୍‌-୧୯ ସ୍ଥିତିରେ ସୁଧାର ଆସିବା ପରଠାରୁ ଦେଶର ବିଭିନ୍ନ ସ୍ଥାନରେ ପାସେଞ୍ଜର ରେଳସେବା ଆରମ୍ଭ ହେଲାଣି। ହେଲେ ଓଡ଼ିଶା ଦେଇ ଚାଲୁଥିବା ପୂର୍ବତଟ ରେଳପଥ ଅନ୍ତର୍ଗତ ରେଳସେବାରେ ପାସେଞ୍ଜର ସେବା ଏଯାବତ୍‌ ଆରମ୍ଭ ହୋଇପାରିନି। ଅଳ୍ପ କେତେକ ଏକ୍ସପ୍ରେସ୍‌…

କମିଲା ମୁଣ୍ଡ ପିଛା ଆୟ

ଭୁବନେଶ୍ୱର,୨୧।୨(ବ୍ୟୁରୋ): କରୋନା ମହାମାରୀ ଯୋଗୁ ରାଜ୍ୟର ମୁଣ୍ଡ ପିଛା ଆୟ ହ୍ରାସ ପାଇଛି। ୨୦୧୯ -୨୦ରେ ମୁଣ୍ଡ ପିଛା ଆୟ ୧ ଲକ୍ଷ ୪ ହଜାର ୫୬୬ ଟଙ୍କା ଥିବାବେଳେ ୨୦୨୦-୨୧ରେ ଏହା ୧ ଲକ୍ଷ ୨ ହଜାର ୧୫୬ ଟଙ୍କାକୁ…

ପୁଣି କରୋନା ଆତଙ୍କ: ମୁମ୍ବାଇରେ ୧୩୦୫ ବିଲ୍ଡିଂ ସିଲ୍‌

ନୂଆଦିଲ୍ଲୀ,୨୧।୨: ଦେଶରେ ପୁଣି କରୋନା ସଂକ୍ରମଣକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦେଶର ମହାରାଷ୍ଟ୍ର, କେରଳ, ତାମିଲନାଡୁ କର୍ନାଟକ, ପଞ୍ଜାବ, ମଧ୍ୟପ୍ରଦେଶ ଆଦି ୬ଟି ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମୁମ୍ବାଇରେ ସର୍ବାଧିକ ନୂଆ ଆକ୍ରାନ୍ତଙ୍କ ଚିହ୍ନଟ କରାଯାଇଛି।…

ନାଗାଲାଣ୍ଡ ବିଧାନସଭାରେ ପ୍ରଥମ ଥର ଜାତୀୟ ସଙ୍ଗୀତ ଗାନ

ନୂଆଦିଲ୍ଲୀ, ୨୧।୨: ନାଗାଲାଣ୍ଡ ରାଜ୍ୟ ମାନ୍ୟତା ପାଇବାର ପ୍ରାୟ ୬୦ ବର୍ଷ ପରେ ପ୍ରଥମ ଥର ଲାଗି ଏହାର ବିଧାନସଭାରେ ଜାତୀୟ ସଙ୍ଗୀତ ଗାନ କରାଯାଇଛି। ରାଜ୍ୟ ପାଇଁ ଏହା ଏକ ଐତିହାସିକ ଘଟଣା। ୧୯୬୩ ଡିସେମ୍ବର ୧ରେ ନାଗାଲାଣ୍ଡକୁ ରାଜ୍ୟ…

ଆର୍ଥିକ ସଙ୍କଟରେ କଂଗ୍ରେସ

ନୂଆଦିଲ୍ଲୀ, ୨୧।୨: ୨୦୧୪ ସାଧାରଣ ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଏହି ଦଳରେ ଆର୍ଥିକ ସମସ୍ୟା ଦେଖାଦେଇଥିଲା। ଏବେ ଦେଶର ଏହି ସର୍ବପୁରାତନ ଦଳ ଗୁରୁତର ଆର୍ଥତ୍କ ସଙ୍କଟର ସମ୍ମୁଖୀନ ହୋଇଛି। ସଙ୍କଟରୁ ମୁକୁଳିବା ଲାଗି ଭଲ ଦଳୀୟ ସ୍ଥିତି…

ଡ୍ରଗ୍ସ ସହ ଭାଜପା ନେତ୍ରୀ ଗିରଫ

କୋଲକାତା, ୨୧ା୨ ଯୁବ ଭାଜପା ନେତ୍ରୀ ପାମେଲା ଗୋସ୍ବାମୀ ଓ ତାଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କୁ ପଶ୍ଚିମବଙ୍ଗ ସାଉଥ୍‌ କୋଲକାତାର ନୂଆ ଆଲିପୋର ଅଞ୍ଚଳରୁ ଶୁକ୍ରବାର ଗିରଫ କରାଯାଇଛି। ତାଙ୍କ ନିକଟରୁ ପ୍ରାୟ ୧୦ ଲକ୍ଷ ଟଙ୍କାର ଶହେ ଗ୍ରାମର କୋକେନ ଜବତ…

‘ଟିକସ ଛାଡ଼ କରୁ କେନ୍ଦ୍ର’

ନୂଆଦିଲ୍ଲୀ, ୨୧।୨: କ୍ରମାଗତ ତୈଳ ଦର ବୃଦ୍ଧି ପ୍ରତିବାଦରେ ଶନିବାର ବିରୋଧୀ ଦଳ କଂଗ୍ରେସ ବିଭିନ୍ନ ରାଜ୍ୟରେ ରାସ୍ତାକୁ ଓହ୍ଲାଇଛି। ମଧ୍ୟପ୍ରଦେଶରେ ଦଳ ପକ୍ଷରୁ ରାଜ୍ୟବ୍ୟାପୀ ଅଧାଦିନ ବନ୍ଦ ପାଳନ କରାଯାଇଥିବାବେଳେ ରାଜସ୍ଥାନ ଓ ଦିଲ୍ଲୀରେ ବିକ୍ଷୋଭ କରାଯାଇଛି। ବନ୍ଦ ପାଳନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri