Home

ଛତିଶଗଡ଼ ପରେ ଏବେ ଏହି ରାଜ୍ୟରେ ଲକ୍‌ଡାଉନ ଘୋଷଣା

ଭୋପାଳ,୮।୪: ଦେଶରେ ଲଗାତର ଭାବେ କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ରାଜ୍ୟରେ ବଢ଼ିଚାଲିଥିବା କରୋନା ସଂକ୍ରମଣ ଉପରେ ରୋକୋ ଲଗାଇବା ପାଇଁ ଏବେ ସବୁ ରାଜ୍ୟସରକାର କଡ଼ା ପଦକ୍ଷେପ ଗ୍ରହଣ କରୁଛନ୍ତି। ଛତିଶଗଡ଼ ପରେ ଏବେ ମଧ୍ୟପ୍ରଦେଶରେ…

ସ୍କାଏ ଲାଇଟ୍‌ ତାଡ଼ି ଲକ୍ଷାଧିକ ଟଙ୍କା,ସୁନା-ରୂପା ଲୁଟ: ଥାନାରେ ଅଭିଯୋଗ

ମହାକାଳପଡ଼ା,୮।୪(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନସ୍ଥ ସୁନିତି ପଞ୍ଚାୟତର ସୁଗଲ ଦତ୍ତପୂର ଗ୍ରାମରେ ଲୁଟ୍‌ ହୋଇଛି। ବୁଧବାର ବିଳମ୍ବିତ ରାତ୍ରିିରେ କେହି ଦୁର୍ବୃତ୍ତ ଉକ୍ତ ଗାଁର ନିରଞ୍ଜନ ପାତ୍ରଙ୍କ ସ୍କାଏ ଲାଇଟ ତାଡ଼ି ଘର ଭିତରକୁ ପ୍ରବେଶ କରି ଲୁଟ୍‌…

ପାକିସ୍ତାନ ଯୁବକଙ୍କ ପ୍ରେମରେ ଓଡ଼ିଶାର ଏହି ମହିଳା, ଭେଟିବା ପାଇଁ ପହଞ୍ଚିଲେ ସୀମାରେ; ଆଉ ତା’ ପରେ…

ଇସଲାମାବାଦ,୮।୪: ସୋସିଆଲ ମିଡିଆ ଜରିଆରେ ଭାରତର ଜଣେ ମହିଳା ପାକିସ୍ତାନର ଯୁବକଙ୍କ ପ୍ରେମରେ ପଡ଼ିଛନ୍ତି। ଏଥିପାଇଁ ଘର ଛାଡ଼ି ପଞ୍ଜାବର ଡେରା ବାବା ନାନକସ୍ଥିତ କରତାପୁର ସୀମାରେ ପହଞ୍ଚିଛନ୍ତି। ଏହି ମହିଳା ଜଣକ ବିବାହିତ ହୋଇଥିବା ବେଳେ ତାଙ୍କର ୫ ବର୍ଷର…

ଦେହସାରା ବ୍ୟାଣ୍ଡେଜ୍‌ ବାନ୍ଧି ବିବାହ କଲେ ଯୁବକ

ଜାକର୍ତ୍ତା,୮।୪: ବିବାହରେ ବର କନ୍ୟା ବିଳାସପୂର୍ଣ୍ଣ ଦାମିକା ପୋଷାକ ପିନ୍ଧିଥାନ୍ତି। ଦେହସାରା ବ୍ୟାଣ୍ଡେଜ୍‌ ବାନ୍ଧି ବିବାହ କରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏଭଳି ଏକ ଘଟଣା ଇଣ୍ଡୋନେସିଆରେ ଘଟିଛି। ଜଣେ ଯୁବକ ବିବାହରେ ଦେହରେ ବ୍ୟାଣ୍ଡେଜ୍‌ ଗୁଡ଼ାଇ…

ବିନା ଭକ୍ତରେ ଗଡ଼ିବ ରୁକୁଣା ରଥଯାତ୍ରା!

ଭୁବନେଶ୍ୱର,୮।୪(ବ୍ୟୁରୋ): ଚଳିତ ବର୍ଷ ପ୍ରଭୁ ଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥଯାତ୍ରାକୁ ନେଇ ଲାଗିରହିଛି ଅନିଶ୍ଚିତତା। ଗୁରୁବାର ବିଡିଏ କାର୍ଯ୍ୟାଳୟରେ ୪ ନିଯୋଗ ଓ ବିଏମ୍‌ସି କମିଶନରଙ୍କୁ ନେଇ ଏକ ଗୁରୁତ୍ୱପୂବର୍ଣ୍ଣ ବୈଠକ ବସିଥିଲା। ଏହି ବୈଠକରେ ଲିଙ୍ଗରାଜ ରୁକୁଣା ରଥଯାତ୍ରା ଆୟୋଜନ…

ଏମ୍‌ଆଇ ବନାମ ଆର୍‌ସିବି: ଆଇପିଏଲ୍‌ର ଏହି ରୋମାଞ୍ଚକର ପ୍ରଥମ ମୁକାବିଲାକୁ କେବେ, କେଉଁଠି ଦେଖିବେ; ଜାଣନ୍ତୁ…

ନୂଆଦିଲ୍ଲୀ,୮।୪: ଆଉ ଗୋଟିଏ ଦିନର ଅପେକ୍ଷା। ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତିକ୍ଷିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧। ଶୁକ୍ରବାର ପ୍ରଥମ ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଭେଟିବ। ସିଜିନ-୧୪ର ପ୍ରଥମ ମ୍ୟାଚ୍‌ରେ ବିରାଟ କୋହଲି ଏବଂ ରୋହିତ…

ଗ୍ରାମକୁ ବିସ୍ଥାପିତ କରିବା ଦାବିରେ ବେଦାନ୍ତ ପ୍ରକଳ୍ପ ସମ୍ମୁଖରେ କାତିକେଲାବାସୀଙ୍କ ଆନ୍ଦୋଳନ

ଝାରସୁଗୁଡା ଅଫିସ, ୮।୪: ଝାରସୁଗୁଡା ଭୂର୍କାମୁଣ୍ଡା ସ୍ଥିତ ବେଦାନ୍ତ ପ୍ରକଳ୍ପ ଫାଟକ ସମ୍ମୁଖରେ କାତିକେଲାବାସୀ ଗୁରୁବାର ସକାଳ ୬ଟାରୁ ଧାରଣା ଦେଇଛନ୍ତି। ପାଉଁଶ ପୋଖରୀ ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା କାତିକେଲାବାସୀ ଗ୍ରାମକୁ ବିସ୍ଥାପିତ କରିବା ଦାବିରେ ଏହି ଆନ୍ଦୋଳନ କରିତିବା ଜଣାପଡ଼ିଛି।…

ଶୁକ୍ରବାର ଭାରତ-ଚାଇନା ଆଲୋଚନା

ନୂଆଦିଲ୍ଲୀ,୮।୪: ଭାରତ ଚାଇନା ମଧ୍ୟରେ ୧୧ତମ ରାଉଣ୍ଡ କମାଣ୍ଡର ସ୍ତରୀୟ ଆଲୋଚନା ଶୁକ୍ରବାର ଅନୁଷ୍ଠିତ ହେବ। ଲଦାଖର ଗୋଗ୍ରା, ହଟ୍‌ ସ୍ପ୍ରିଙ୍ଗ୍‌ ଏବଂ ଦେପସାଙ୍ଗ୍‌ ସମତଳ ଅଞ୍ଚଳ ନେଇ ବିସ୍ତୃତ ଚର୍ଚ୍ଚା କରାଯିବ। ପୂର୍ବ ଲଦାଖର ଚୁଶୁଲଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟା…

ଆଇପିଏଲ୍‌ର ପ୍ରଥମ ମ୍ୟାଚ୍‌ ପୂର୍ବରୁ ପ୍ରବଳ ନାଚିଲେ ଆରସିବି ଖେଳାଳି: ଜାଣନ୍ତୁ କାହିଁକି

ଚେନ୍ନାଇ,୮।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୪ ତମ ସିଜନରେ ପ୍ରଥମ ଟାଇଟଲ ହାସଲ କରିବାକୁ ପ୍ରସ୍ତୁତ ହେଉଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳ। ଆଇପିଏଲ୍‌ ୨୦୨୧ରେ ସେମାନଙ୍କର ଅଭିଯାନ ଆରମ୍ଭ କରିବା ପୂର୍ବରୁ, କିଛି ଆରସିବି ଖେଳାଳି ଫଟୋଶୁଟରେ ଅଂଶଗ୍ରହଣ କରିଥିଲେ।…

ଶ୍ରଦ୍ଧାଳୁଙ୍କ ପାଇଁ ହେବ ପ୍ରାଥମିକ ଚିକିତ୍ସା କେନ୍ଦ୍ର

ପୁରୀ ଅଫିସ, ୮ା୪: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁ, ସେବାୟତ ଓ କର୍ମକର୍ତ୍ତାଙ୍କ ନିମନ୍ତେ ଶ୍ରୀମନ୍ଦିର ନିକଟରେ ଏକ ଶୀତତାପ ନିୟନ୍ତ୍ରିତ ପ୍ରାଥମିକ ଚିକିତ୍ସା କେନ୍ଦ୍ର ନିର୍ମାଣ ହେବ। ଆସନ୍ତା ୧୪ ତାରିଖ ମହାବିଷୁବ ସଂକ୍ରାନ୍ତି ଅବସରରେ ଏହାକୁ ଲୋକାର୍ପଣ କରାଯିବ। ଜରୁରିକାଳୀନ…

ନଗ୍‌ମା କରୋନା ପଜିଟିଭ୍‌: ନେଇ ସାରିଛନ୍ତି ପ୍ରଥମ ଡୋଜ୍‌

ମୁମ୍ବାଇ,୮।୪: ବଲିଉଡ୍‌ ଅଭିନେତ୍ରୀ ନଗ୍‌ମାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ ଘରେ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା ଲୋକେ ନିଜ ନିଜର ନମୁନା ପରୀକ୍ଷା କରାଇନେବା…

ମରାମତି ହେବ ହିରଣ୍ୟକଶିପୁ ମୂର୍ତ୍ତି

ପୁରୀ ଅଫିସ,୮ା୪: ସମ୍ପ୍ରତି ପ୍ରତ୍ନତତ୍ତ୍ବ ବିଭାଗ ପକ୍ଷରୁ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଛି। ବୁଧବାର ପ୍ରତ୍ନତତ୍ତ୍ବ ବିଭାଗର ଯୁଗ୍ମ ମହାନିର୍ଦ୍ଦେଶକ ଅରୁଣେନ୍ଦ୍ର କୁମାର ଏହି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ତାଙ୍କ ସହିତ ରାଜ୍ୟ ପ୍ରତ୍ନତତ୍ତ୍ବ ବିଭାଗର ଅଧୀକ୍ଷକ ଅରୁଣ ମଲ୍ଲିକ୍‌ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri