ହସ୍ପିଟାଲରେ କରୋନା ରୋଗୀଙ୍କ ପାଇଁ ଶଯ୍ୟା ଅଭାବ: ବିଶ୍ରାମାଗାରରେ ଅମ୍ଳଜାନ ଲାଗି ହେଉଛି ଚିକିତ୍ସା
ପୁଣେ,୭।୪: ମହାରାଷ୍ଟ୍ରରେ କରୋନା ସ୍ଥିତି ସଙ୍ଗିନ ହୋଇପଡିଛି। ରାଜ୍ୟର ଅଧିକାଂଶ ଜିଲାରେ ପରିସ୍ଥିତି ଅନିୟନ୍ତ୍ରିତ ହେବାରେ ଲାଗିଛି। ପୁଣେରେ ଏହାର ଦୃଶ୍ୟ ଦେଖିବାକୁ ମିଳିଛି। ବାସ୍ତବରେ ପୁଣେର ପିମ୍ପ୍ରି ଅଞ୍ଚଳରେ ଥିବା ଡାକ୍ତରଖାନା ଗୁଡ଼ିକରେ କୋଭିଡ ଶଯ୍ୟା ଅଭାବ ରହିଛି। ଏଠାରେ…
ନାଚୁ ନାଚୁ ହଠାତ୍ ବଦଳିଗଲା ଯୁବତୀଙ୍କ ଡ୍ରେସ୍, ଆଉ ତା’ ପରେ…
ସୋସିଆଲ ମିଡିଆରେ ଏବେ ଏକ ଡ୍ୟାନ୍ସର ଭିଡିଓ ଭାଇରାଲ ହେଉଛି। ଏଥିରେ ଦେଖିବାକୁ ମିଳିଛି, ଜଣେ ମହିଳା ଡ୍ୟାନ୍ସରଙ୍କ ଡ୍ରେସ୍ ହଠାତ୍ ବଦଳି ଯାଉଛି। ଏହା ଦେଖି ଉପସ୍ଥିତ ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଭିଡିଓ ଆରମ୍ଭରେ ଦେଖିବାକୁ ମିଳିଛି ଜଣେ ଯୁବତୀ…
କାର୍ରେ ଏକା ଥିଲେ ବି ମାସ୍କ୍ ପିନ୍ଧିବା ବାଧ୍ୟତାମୂଳକ
ନୂଆଦିଲ୍ଲୀ,୭।୪: ଦେଶରେ କରୋନାର ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ରାଜଧାନୀ ଦିଲ୍ଲୀର ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପ୍ରଶାସନ ପକ୍ଷରୁ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କଡ଼ାକଡ଼ି କରାଯାଇଛି। କାର୍ରେ ଏକା ଥିଲେ…
ଉତ୍ତର ପ୍ରଦେଶ ଅପେକ୍ଷା ପଶ୍ଚିମବଙ୍ଗରେ ବଡ଼ ବିଜୟ ହାସଲ କରିବୁ: ଅମିତ ଶାହା
କୋଲକତା,୭।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ମତଦାନ ସରିଛି। ଭାରତୀୟ ଜନତା ପାର୍ଟି କ୍ରମାଗତ ଭାବରେ ରାଜ୍ୟରେ ବଡ ବିଜୟ ଦାବି କରୁଛି। ଏଥି ସହ ରାଜ୍ୟ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପାକୁ ଟାର୍ଗେଟ କରୁଛନ୍ତି। ସେପଟେ କେନ୍ଦ୍ର ସ୍ବରାଷ୍ଟ୍ର…
ଆର୍ସିବିକୁ ଡବଲ୍ ଝଟ୍କା
ଆଇପିଏଲ ୨୦୨୧ ଆରମ୍ଭ ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଆଉ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। ଓପନର୍ ଦେବଦତ୍ତ ପଡିକ୍କଲଙ୍କ ପରେ ଏବେ ଡାନିଏଲ ସାମ୍ସ କରୋନା ରିପୋର୍ଟ ପଜିଟିଭ ଆସିଛନ୍ତି। ସାମ୍ସଙ୍କଠାରେ ଏବେ କୋଭିଡ-୧୯ର କୌଣସି ଲକ୍ଷଣ…
ବିଏସ୍ଏଫ୍ ଗୁଳିରେ ପାକିସ୍ତାନୀ ଅନୁପ୍ରବେଶକାରୀ ନିହତ
ଅମୃତସର,୭।୪: ପଞ୍ଜାବର ଅମୃତସରରେ ଥିବା ଭାରତ-ପାକିସ୍ତାନ ସୀମାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ବିଏସ୍ଏଫ୍ ଗୁଳିରେ ପାକିସ୍ତାନୀ ଅନୁପ୍ରବେଶକାରୀ ନିହତ ହୋଇଛନ୍ତି। ସ୍ଥାନୀୟ ଲୋପୋକେ ଥାନା ଅଞ୍ଚଳରେ କାକ୍କାର ଫରଓ୍ବାର୍ଡ ପୋଷ୍ଟ ନିକଟରେ ମଙ୍ଗଳବାର-ବୁଧବାର ରାତ୍ରରେ ପାଟ୍ରୋଲିଂ ସମୟରେ ସମ୍ପୃକ୍ତ…
୫୪ ବର୍ଷରେ ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା: ବ୍ରେନ୍ ଟ୍ୟୁମରରେ ଥିଲେ ପୀଡିତ
ହଲିଉଡ୍ର ଲୋକପ୍ରିୟ ଅଭିନେତା ପଲ ରିଟରଙ୍କର ପରଲୋକ ଘଟିଛି। ବ୍ରେନ୍ ଟ୍ୟୁମର ଯୋଗୁ ୫୪ ବର୍ଷରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପଲ ‘ହ୍ୟାରୀ ପୋଟର’ ପରି ସୁପରହିଟ୍ ଫିଲ୍ମରେ କାମ କରିଥିଲେ। ଫିଲ୍ମ ‘ଫ୍ରାଇଡେ ନାଇଟ୍ ଡିନର’ରେ ତାଙ୍କ ଚରିତ୍ରକୁ…
ଆଇପିଏଲ୍ରେ ସବୁଠୁ ରୋମାଞ୍ଚକ ମ୍ୟାଚ୍ କେଉଁ ଦଳଗୁଡିକ ମଧ୍ୟରେ ହୋଇଥାଏ ଜାଣନ୍ତି
ଆଇପିଏଲ ଆରମ୍ଭ ହେବାକୁ ଆଉ କିଛି ଦିନ ବାକି ଅଛି। ସମସ୍ତ କ୍ରିକେଟ ପ୍ରଶଂସକମାନେ ଉତ୍ସାହର ସହିତ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜିନକୁ ଅପେକ୍ଷା କରିଛନ୍ତ। ଦୁନିଆର ସବୁଠାରୁ ପ୍ରସିଦ୍ଧ ଏହି ଲିଗ୍ ଚଳିତବର୍ଷ ଏପ୍ରିଲ ୯ରୁ ଆରମ୍ଭ ହେବ।…
ତାଙ୍କ ପରିଶ୍ରମର ଫଳ ଆଜି ଆମେ ଖାଉଛୁ: କାହିଁକି ଏମିତି କହିଲେ ପାଣ୍ଡ୍ୟା
ମୁମ୍ବାଇ,୭।୪: ଆଇପିଏଲ୍ ୨୦୨୧ ଆରମ୍ଭ ପାଇଁ ଆଉ ୨ ଦିନ ବାକି ଅଛି । ଏଥର ଉଦଘାଟନୀ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ହେବ। ଏଥିପାଇଁ ଉଭୟ ଦଳ ଅଭ୍ୟାସ କରୁଛନ୍ତି। ଏହି ସମୟରେ ମୁମ୍ବାଇ…
ବିନା ମାସ୍କରେ ଘରୁ ବାହାରିଲେ ପୋଲିସ ନେବ ଏହି କଡ଼ା ପଦକ୍ଷେପ, ଜାଣିଲେ…
ବର୍ତ୍ତମାନ ସମଗ୍ର ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥିରୁ ନିସ୍ତାର ପାଇବା ପାଇଁ ନାନା ପଦଦେକ୍ଷ ଗ୍ରହଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ପୋଲିସ ପ୍ରଶାସନ ସହରରେ କରୋନା ସଂକ୍ରମଣ ରୋକିବା ପାଇଁ ଭିନ୍ନ ଏକ ପଦକ୍ଷେପ ଆପଣାଇଛି। ଯଦି…
ଥାନା ଭିତରେ ଦୁଇ ଗୋଷ୍ଠୀ ମୁହାଁମୁହିଁ: ୨ ଗୁରୁତର
ବାଲେଶ୍ୱର ଅଫିସ, ୬।୪: ବାଲେଶ୍ୱର ଜିଲା ରେମୁଣା ଥାନା ଭିତରେ ମଙ୍ଗଳବାର ସନ୍ଧ୍ୟାରେ ଦୁଇଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଥିଲା। ଥାନା ଭଙ୍ଗାରୁଜା ସହ ଗୋଟିଏ ଗୋଷ୍ଠୀର ୨ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ରାତି ତମାମ ଥାନାରେ ଉତ୍ତେଜନା ଲାଗି ରହିଥିଲା। ଘଟଣାକୁ…
କରୋନାର ତୃତୀୟ ଲହର: ସମସ୍ତ ସ୍କୁଲ କଲେଜ ବନ୍ଦ
ଟୋରଣ୍ଟୋ,୭।୪: କାନାଡ଼ାରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଟୋରଣ୍ଟୋରେ ଥିବା ସମସ୍ତ ସ୍କୁଲ କଲେଜକୁ ବନ୍ଦ କରାଯାଇଛି। ବୁଧବାରଠାରୁ ଟୋରଣ୍ଟୋ ବିଶ୍ୱବିଦ୍ୟାଳୟ ବନ୍ଦ ହୋଇଛି। ଚିକିତ୍ସା ଅଧିକାରୀ ଡାକ୍ତର ଏଲିନ୍ ଡେ ବିଲା କହିଛନ୍ତି ଯେ, କରୋନା…
Archives


