Home

ଶିଶୁର ତାଳୁରେ ଛିଦ୍ର ଦେଖି ହସ୍ପିଟାଲ ନେଲେ ମା’, ସତକଥା ଜଣାପଡ଼ିବା ପରେ ନିଜେ ଲାଜେଇ ଗଲେ

ଲଣ୍ଡନ,୧୫।୫: ଜଣେ ମା’ ତା ପିଲା ପ୍ରତି କେତେ ଗୁରୁତ୍ୱପୂର୍ଣ୍ଣ ତାହା ସମଗ୍ର ଦୁନିଆ ଜାଣିଛି। ପିଲା ପ୍ରତି ସାମାନ୍ୟ କ୍ଷତି ପହଞ୍ଚିଲେ ସତେ ଯେମିତି ମା’ର ଜୀବନ ଛାଡ଼ିଯାଏ। ସେମିତି ଏକ ଘଟଣା ଘଟିଛି ବ୍ରିଟେନ୍‌ରେ। ୨୪ ବର୍ଷୀୟା ମହିଳା…

ଲକ୍‌ଡାଉନ୍‌କୁ ଉଲ୍ଲଂଘନ ପଡ଼ିଲା ମହଙ୍ଗା: ୫୧,୮୭୮ ଅମାନିଆଙ୍କୁ ଜରିମାନା, ୫୧୭୪ଜଣଙ୍କ ନାଁରେ ମାମଲା ରୁଜୁ

ନୂଆଦିଲ୍ଲୀ,୧୫।୫: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ପରିସ୍ଥିତି ଏଭଳି ଉପୁଜିଛି ଯେ, କରୋନାରେ ମୃତ୍ୟୁ…

୯ ମାସରେ ୧୪ ଥର ପ୍ଲାଜମା ଦାନ କରିସାରିଲେଣି ଏହି ବ୍ୟକ୍ତି; ବନ୍ଧୁମାନେ ଡାକୁଛନ୍ତି ‘ପ୍ଲାଜମା ବ୍ୟାଙ୍କ’

ନୂଆଦିଲ୍ଲୀ,୧୫।୫: ଦେଶରେ ମହାମାରୀ କରୋନାର ଦ୍ୱିତୀୟ ଲହର ଯୋଗୁ ସଂକ୍ରମଣ ନିୟନ୍ତ୍ରଣକୁ ଆସିବାର ନାଁ ଧରୁନାହିଁ। ଦୈନିକ ହଜାର ହଜାର ସଂଖ୍ୟାରେ ଲୋକ ସଂକ୍ରମିତ ହେଉଥିବା ବେଳେ କିଛି ଜୀବନ ବଞ୍ଚାଇବାକୁ ସଂଘର୍ଷ କରୁଛନ୍ତି। ସେହିଭଳି କିଛି ଅନ୍ୟଙ୍କ ଜୀବନ ବଞ୍ଚାଇବା…

ରବିବାର ଡିଆର୍‌ଡିଓ ଯୋଗାଇବ ୧୦ ହଜାର ଡୋଜ୍‌ ୨-ଡିଜି…

ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍‌ ଅଭାବ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ସରକାର ଜରୁରୀକାଳୀନ ସ୍ଥିତିରେ ପ୍ରୟୋଗ କରିବା ଲାଗି ଡିଆର୍‌ଡିଓ ପକ୍ଷରୁ ବିକଶିତ କରାଯାଇଥିବା ନୂଆ ଔଷଧ…

କେନାଲରେ ପାଣି ଛଡ଼ା ଯାଇଥିବାରୁ ତଳିଆ ଅଞ୍ଚଳରେ କୃତ୍ରିିମ ବନ୍ୟା

ମାଲକାନଗିରି,୧୫।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସତୀଗୁଡ଼ା ମଧ୍ୟମ ଜଳସେଚନ ବିଭାଗର ବାମପାର୍ଶ୍ୱ କେନାଲ ମାଲକାନଗିରି ପୌର ପରିଷଦ ମଧ୍ୟ ଦେଇ ଚାଷୀଙ୍କ ପାଇଁ ଜଳ ପ୍ରବାହିତ ହେଉଛି। ଝାଟିମାଟି କଲୋନୀଠାରୁ ରିକ୍ଲାମେଶନ କଲୋନୀ ଦେଇ ଏମ୍‌.ଭି-୨ ଗ୍ରାମକୁ ଯାଇଛିା। ବର୍ତ୍ତମାନ କେନାଲରେ ପାଣି…

କରୋନାରେ ମୁଖ୍ୟମନ୍ତ୍ରୀଙ୍କ ଭାଇଙ୍କର ମୃତ୍ୟୁ…

କୋଲକାତା,୧୫।୫: କରୋନାରେ ଆକ୍ରାନ୍ତ ହୋଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସାନ ଭାଇ ଅସିମ ବନ୍ଦୋପାଧ୍ୟାୟଙ୍କ ମୃତ୍ୟୁ ଘଟିଛି। ଗତ ଏକମାସ ଧରି ସେ କରୋନାରେ ଆକ୍ରାନ୍ତ ହୋଇ ମେଡ଼ିକୋ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଶନିବାର ସକାଳେ ତାଙ୍କର…

୧୭୫ କିଲୋମିଟର ବେଗରେ ମାଡ଼ି ଆସୁଛି ବାତ୍ୟା ‘ତଉକତେ’…

ମୁମ୍ବାଇ,୧୫।୫: ଲାକ୍ଷାଦ୍ୱୀପ ଏବଂ ଆରବ ସାଗର ଉପର ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୁତ ହୋଇ ଡିପ୍‌ ଡିପ୍ରେସନ୍‌ରେ ପରିଣତ ହୋଇଛି। ଏହି ବାତ୍ୟାକୁ ଏକ ଛିଟିପିଟି ପ୍ରଜାତି ଅନୁସାରେ ‘ତଉକତେ’ ନାମ ଦିଆଯାଇଛି। ବାତ୍ୟା ଘଣ୍ଟାପ୍ରତି ୧୭୫ କିଲୋମିଟର ବେଗରେ ଉପକୂଳ…

ଅକ୍ଷୟ ତୃତୀୟା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ସାରା ରାଜ୍ୟରେ ପବିତ୍ର ଅକ୍ଷୟ ତୃତୀୟା ପାଳନ କରାଯାଉଛି। ଆଜି ଚଷା ପୁଅ ଅକ୍ଷିମୁଠି ଅନୁକୂଳ କରିଛି। ଜମିରେ ବିହନ ବୁଣି ଚାଷୀ ଚାଷ କାର୍ଯ୍ୟ ଆରମ୍ଭ କରିଛି। ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନକୁ ମୁଣ୍ଡରେ ଥୋଇ…

ଦୁଇ ପ୍ରକାର ଭାକ୍ସିନ୍‌ ଡୋଜ୍‌ ନେଲେ ସ୍ବାସ୍ଥ୍ୟ ଉପରେ କିପରି ପଡ଼ିବ ପ୍ରଭାବ, ଏଭଳି ମତ ଦେଲେ ବୈଜ୍ଞାନିକ…

ଲଣ୍ଡନ/ନୂଆଦିଲ୍ଲୀ,୧୫।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଟିକା କରଣ ଅଭିଯାନ ଜାରି ରହିଛି। ତେବେ ବି କରୋନା ଥମିବାର ନାଁ ଧରୁନି। ଭାରତ ଭଳି କେତେକ ଦେଶରେ ଦ୍ୱିତୀୟ ଲହର ଯୋଗୁ ଆତଙ୍କ…

ସାଢ଼େ ୪ଟାରେ ମୁଖ୍ୟ ସଚିବଙ୍କ ପ୍ରେସମିଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନା ମୁକାବିଲା ପାଇଁ ସରକାର ରାଜ୍ୟ୧୪ଦିନିଆ ଲକ୍‌ଡାଉନ ଘୋଷଣା କରିଛନ୍ତି। ହେଲେ ବି ପରିସ୍ଥିତିରେ ସଙ୍ଗୀନ ହେବାରେ ଲାଗିଛି। ଯାହାକୁ ନେଇ ଶନିବାର ଅପରାହ୍ନ ସାଢ଼େ ୪ଟାରେ ମୁଖ୍ୟ ଶାସନ ସଚିବ…

ସାହିତି୍ୟକ ନରେନ୍ଦ୍ର ବେହେରାଙ୍କ ପରଲୋକ

କଟକ ଅଫିସ, ୧୫ା୫: ସାହିତି୍ୟକ, ନାଟ୍ୟକାର, ଗୀତିକାର ତଥା ଅନୁବାଦକ ନରେନ୍ଦ୍ର ବେହେରାଙ୍କ ଗତ ୧୨ ତାରିଖରେ ଜାମସେଦପୁରଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ସେ କିଛିଦିନ ହେବ କରୋନାରେ ଆକ୍ରାନ୍ତ ହୋଇ ଜାମସେଦପୁରସ୍ଥିତ ଏକ ଘରୋଇ…

ଭାକ୍ସିନ୍‌ କିଣା-ଅକ୍ସିଜେନ୍‌ ପ୍ଲାଣ୍ଟ୍‌ ସ୍ଥାପନରେ ଖର୍ଚ୍ଚ ହେଉ ପିଏମ୍‌ କେୟାର୍ସ ଫଣ୍ଡ୍‌: ସୁପ୍ରିମ୍‌କୋର୍ଟରେ ଆବେଦନ…

ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଭାକ୍ସିନ୍‌ କିଣାଯାଇ ସମସ୍ତଙ୍କୁ ଟିକା ଦେବା ସହିତ ଦେଖାଦେଇଥିବା ଅକ୍ସିଜେନ ଅଭାବ ପୂରଣ ଲାଗି ପିଏମ୍‌ କେୟାର୍ସ ଫଣ୍ଡକୁ ଖର୍ଚ୍ଚ କରାଯାଉ ବୋଲି ସୁପ୍ରିମ୍‌କୋର୍ଟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?