ଉତ୍କଟ ଦାରିଦ୍ର୍ୟ ମଧ୍ୟକୁ ଯିବେ ବିଶ୍ୱର ଆଉ ୯.୫ କୋଟି
ନୂଆଦିଲ୍ଲୀ,୭।୪: କରୋନାର ଦ୍ୱିତୀୟ ଲହର ବିଶ୍ୱକୁ ସଙ୍କଟ ଆଡ଼କୁ ନେଲାଣି। ବିଭିନ୍ନ ଦେଶର ଅର୍ଥ ବ୍ୟବସ୍ଥା ବିପର୍ଯ୍ୟସ୍ତ। ଲୋକଙ୍କ ଜୀବନଜୀବିକା ଉପରେ ମହାମାରୀ ଗଭୀର ପ୍ରଭାବ ପକାଇଥିବା ବେଳେ ୨୦୨୦ରେ ଅଧିକ ୯.୫ କୋଟି ଲୋକ ଉତ୍କଟ ଦାରିଦ୍ର୍ୟ ମଧ୍ୟକୁ ଠେଲି…
୧୧୨ର ପରିଚାଳନା, ଏନ୍ଏଚ୍ ପାଟ୍ରୋଲିଂ ଉପରେ ଗୁରୁତ୍ୱ
କଟକ ଅଫିସ, ୭ା୪: କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଭିଡିଓ କନଫରେନ୍ସ ଜରିଆରେ ଏକ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଡିଜିପି ଅଭୟ ଯୋଗଦେଇ ଆପରାଧିକ ଘଟଣାଗୁଡ଼ିକର ତଦାରଖ କରିବା ସହ କରୋନା ଟିମ୍ ସ୍ବାସ୍ଥ୍ୟ ପରୀକ୍ଷା ଓ…
ଧରାପଡ଼ିଲା ଆଉ ଏକ ଆନ୍ତଃରାଜ୍ୟ ସାଇବର କ୍ରାଇମ୍
ଝାରସୁଗୁଡ଼ା ଅଫିସ,୭ା୪: କିଛିଦିନର ବ୍ୟବଧାନ ପରେ ଝାରସୁଗୁଡା ଜିଲା ପୋଲିସ ପୁଣି ଏକ ଆନ୍ତଃରାଜ୍ୟ ସାଇବର କ୍ରାଇମ୍ର ପର୍ଦ୍ଦାଫାଶ କରି ୩ଜଣଙ୍କୁ ଗିରଫ କରିଛି। ଗତ ଫେବୃୟାରୀ ମାସରେ ବେଲପାହାଡର ଯୁବତୀ ନୀତା ଛତରଙ୍କୁ କୌନ ବେନେଗା କରୋଡପତିରେ ୩୫ଲକ୍ଷ ଟଙ୍କା…
ଚିତ୍ରକଳାରେ ଓଡ଼ିଶାର କଳା, ଭାସ୍କର୍ଯ୍ୟ
ଭୁବନେଶ୍ୱର, ୭।୪ (ବ୍ୟୁରୋ): ମଧ୍ୟପ୍ରଦେଶର ଭୋପାଳରେ ‘ଫାଉଣ୍ଡେଶନ ଅଫ ଆର୍ଟ ଆଣ୍ଡ କଲ୍ଚର’ ଦ୍ୱାରା ଓଡ଼ିଶାର ଚିତ୍ର ଓ ଭାସ୍କର୍ଯ୍ୟଶିଳ୍ପୀଙ୍କ କଳାକୃତିକୁ ନେଇ ମଙ୍ଗଳବାର ‘ଅନୱାର୍ଡ଼ ଓଡ଼ିଶା’ ଶୀର୍ଷକ ଅନଲାଇନ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। କ୍ୟୁରେଟର ଅନୁପ କୁମାର ଚାନ୍ଦ…
ଜମି ବିବାଦରୁ ଗୁଳି, ବୋମାମାଡ଼
ବଡ଼ମ୍ବା,୭ା୪(ଡି.ଏନ୍.ଏ.): ସରକାରୀ ଜମି ଦଖଲକୁ ନେଇ ବଡ଼ମ୍ବା ଥାନା ଅନ୍ତର୍ଗତ ବୁଢ଼ାପଙ୍କ ଓ ଭଗବତପୁର ଗ୍ରାମବାସୀଙ୍କ ମଧ୍ୟରେ ମଙ୍ଗଳବାର ସକାଳେ ଗୋଷ୍ଠୀସଂଘର୍ଷ ଘଟି ଉଗ୍ରରୂପ ଧାରଣ କରିଛି। ଉଭୟ ଗ୍ରାମର ସୀମାରେ ଗୁଳି ଫୁଟିବା ସହ ବୋମା ମାଡ଼ ହୋଇଛି। ଏଥିରେ…
ଜଳ ଯୋଗାସନରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି
ଖୋର୍ଦ୍ଧା ଅଫିସ,୭ା୪: ଛତିଶଗଡ଼ର ବିଜାପୁର ଜିଲା ତଥା ମାଲକାନଗିରି ଜିଲା ସୀମାନ୍ତରେ ମାଓବାଦୀଙ୍କ ଆକ୍ରମଣରେ ୨୨ଜଣ ଯବାନ ଶହୀଦ ହୋଇଛନ୍ତି। ଶହୀଦ ଯବାନଙ୍କ ସ୍ମୃତିରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ଟାଙ୍ଗୀ ବ୍ଲକ ଅନ୍ତର୍ଗତ ସରାପାରି ଗ୍ରାମର ସୁଦାମ ଚରଣ…
ଟ୍ରକ୍ ଧକ୍କାରେ ଯୁବକ ମୃତ, ଉତ୍ତେଜନା
ଖୋର୍ଦ୍ଧା ଅଫିସ,୭ା୪: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟ ଭୁବନେଶ୍ୱର-ଚେନ୍ନାଇ ୧୬ନଂ. ଜାତୀୟ ରାଜପଥରେ ମଙ୍ଗଳବାର ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତେବେ ମୃତକଙ୍କ ପରିଚୟ ମିଳିପାରି ନ ଥିବା ବେଳେ ଦୁର୍ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା।…
୫କୋଟି ବ୍ୟୟରେ ହେବ ବ୍ୟାଖ୍ୟାକରଣ କେନ୍ଦ୍ର
ଭୁବନେଶ୍ୱର,୭।୪(ବ୍ୟୁରୋ): ବିଶ୍ୱର ଏକ ପ୍ରମୁଖ ଐତିହାସିକ ସ୍ଥଳ ଭାବେ ଧଉଳି ଶାନ୍ତି ସ୍ତୁପ ସ୍ବତନ୍ତ୍ର ସ୍ଥାନ ବଜାୟ ରଖିଛି। ଏହି ଠାରୁ ହିଁ ଶାନ୍ତି, ଅହିଂସା ଓ ସତ୍ୟର ମନ୍ତ୍ର ସମଗ୍ର ବିଶ୍ୱକୁ ଉଦ୍ବୁଦ୍ଧ କରିଥିଲା। ଏହି ଶାନ୍ତିସ୍ତୁପର ସାମଗ୍ରିକ ବିକାଶ…
ସ୍ବାସ୍ଥ୍ୟଗତ ସଙ୍କଟ ଓ ଭାରତୀୟଙ୍କ ସୁସ୍ଥତା
ବିଶ୍ବ ଆଜି କରୋନା ଭୂତାଣୁଜନିତ ସଂକ୍ରାମକ ରୋଗକୁ ନେଇ ଶଙ୍କାଗ୍ରସ୍ତ। କେବଳ ଟିକିଏ ସତର୍କତା, ସଚେତନତା ତଥା ସାବଧାନତା ହିଁ ଏହି ମହାମାରୀଠାରୁ ଆମକୁ ଦୂରେଇ ରଖିବ। ସରକାରୀ ନିର୍ଦ୍ଦେଶକୁ ମାନି ଆମକୁ ଆଗକୁ ବଢ଼ିବାକୁ ହେବ। ଏପରି ଏକ ସମୟର…
ନୀରୋଗ ରହିବାର ସୂତ୍ର
ନିଜର ଓଜନକୁ ସନ୍ତୁଳିତ ରଖିବାକୁ ଚେଷ୍ଟା କରନ୍ତୁ। ଦୈନନ୍ଦିନ ଜୀବନ ତାଲିକାରେ ବ୍ୟାୟାମ ସାମିଲ କରନ୍ତୁ। ସବୁବେଳେ ନିଜର ମାନସିକତାକୁ ସକାରାତ୍ମକ ରଖିବାକୁ ଚେଷ୍ଟା କରନ୍ତୁ। ଏହାଦ୍ୱାରା ଆପଣ ଚାପର ବଶବର୍ତ୍ତୀ ହେବାର ଆଶଙ୍କା କମ୍ ଥାଏ। କୌଣସି ରୋଗର କାରଣକୁ…
କରୋନା: କିପରି ରହିବେ ସଜାଗ
ଏବେ ପୁଣି କରୋନା ତାହାର କାୟା ବିସ୍ତାର କଲାଣି। ଯଦିଓ ଆମ ଦେଶରେ ଏଥିରୁ ରକ୍ଷା ପାଇବା ପାଇଁ ଟିକାଦାନ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ତଥାପି ଏବେ କରୋନାର ଦ୍ୱିତୀୟ ଲହର ପୁଣି ଥରେ ସତର୍କ ହେବାକୁ ବାଧ୍ୟ କରିଛି। ତେଣୁ…
ବିଶ୍ୱ ସ୍ବାସ୍ଥ୍ୟ ଦିବସ: ସତର୍କତା ଜରୁରୀ
ପୃଥିବୀରେ ପ୍ରାୟତଃ ୧୯୦ରୁ ଊର୍ଦ୍ଧ୍ୱ ଦେଶର ସାମୂହିକ ଏକତାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍ଓ) ଗଠିତ ହୋଇଛି। ୧୯୪୮ ଏପ୍ରିଲ ୭ ତାରିଖ ଦିନ ସୁଇଜରଲାଣ୍ଡର ଜେନେଭାଠାରେ ଡବ୍ଲୁଏଚ୍ଓ ଅବସ୍ଥାପିତ ହୋଇଥିଲା। ତେବେ ୧୯୫୦ ଠାରୁ ପ୍ରତି ବର୍ଷ ଏପ୍ରିଲ ୭…
Archives


