୩ ଦିନ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୭ା୪(ବ୍ୟୁରୋ): ରାଜ୍ୟର ଉପକୂଳ ଓଡ଼ିଶାରେ ତାତିର ପ୍ରକୋପ ହ୍ରାସପାଇଛି। ସମୁଦ୍ର ଆଡୁ ପବନ ବହୁଥିବାରୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପାରଦ ୪୦ଡିଗ୍ରୀ ସେଲ୍ସିୟସ ତଳେ ରହିଛି। ଆସନ୍ତା ୮ ତାରିଖରୁ ୧୧ ତାରିଖ ମଧ୍ୟରେ ରାଜ୍ୟର ଅନେକ ଭାଗରେ ଘଡ଼ଘଡ଼ି ସହ ଝଡ଼ବର୍ଷା…
ଥାନା ଭିତରେ ପୋଲିସର ନାଗିନ ଡ୍ୟାନ୍ସ
ଯାଜପୁର ଅଫିସ,୭ା୪: ଯାଜପୁର ଜିଲା ପାଣିକୋଇଲି ଥାନା ଭିତରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ନାଗିନ ଡ୍ୟାନ୍ସ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ନିଜ ୟୁନିଫର୍ମ(ଖାକି)କୁ ନେଇ ଗର୍ବ ଅନୁଭବ କରୁଥିବା ପୋଲିସ ଅଧିକାରୀମାନେ ସେଥିରେ ଅବିର ଢାଳିହୋଇ…
ଅଧିକ ଟିକା ପାଇଁ କେନ୍ଦ୍ରକୁ ଚିଠି
ଭୁବନେଶ୍ୱର, ୭।୪(ବ୍ୟୁରୋ): କୋଭିଡ୍ ଟିକା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ରାଜ୍ୟ ସରକାର ଚିଠି ଲେଖିଛନ୍ତି। ଅତି କମ୍ରେ ୧୫ରୁ ୨୦ଲକ୍ଷ ଡୋଜ୍ କୋଭିଶିଲ୍ଡ ଟିକା ଯୋଗାଇଦେବା ପାଇଁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର…
ଚିଟ୍ଫଣ୍ଡ ଠକେଇ ମାମଲା: କମ୍ପାନୀ ଏମ୍ଡି, ମ୍ୟାନେଜରଙ୍କୁ ୭ ବର୍ଷ ଜେଲଦଣ୍ଡ
ବ୍ରହ୍ମପୁର ଅଫିସ,୭ା୪: ବ୍ରହ୍ମପୁର ସ୍ବତନ୍ତ୍ର ଚିଟଫଣ୍ଡ୍ କୋର୍ଟ ଜଜ୍ ଏକ ଟଙ୍କା ଠକେଇ ମାମଲାର ଶୁଣାଣି କରି ରାମକ୍ରିଷ୍ଣା ଇଲେକ୍ଟ୍ରୋ କଣ୍ଟ୍ରୋଲ୍ ଲିମିଟେଡ୍ ନାମକ ଅର୍ଥଲଗାଣକାରୀ ସଂସ୍ଥା ପରିଚାଳନା ନିର୍ଦ୍ଦେଶକ ଓ ମ୍ୟାନେଜରଙ୍କୁ ୭ବର୍ଷ ଲେଖାଏ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ…
୧ରୁ ଝାରସୁଗୁଡ଼ାରୁ ଗୁଆହାଟିକୁ ଉଡ଼ିବ ବିମାନ
ଝାରସୁଗୁଡ଼ା ଅଫିସ,୭ା୪: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍ଏସ୍) ବିମାନ ବନ୍ଦରରୁ ପର୍ଯ୍ୟାୟକ୍ରମେ ଦେଶର ପ୍ରମୁଖ ସହର ଦିଲ୍ଲୀ, ବେଙ୍ଗାଲୁରୁ, ଚେନ୍ନାଇ, କଲିକତା, ହାଇଦ୍ରାବାଦ୍, ରାୟପୁର ଆଦିକୁ ଆକାଶମାର୍ଗରେ ସଂଯୋଗୀକରଣ ହୋଇସାରିଛି। ଏଥିରେ ଆଉ ଏକ ସହର ଯୋଡି ହୋଇଛି ା…
ଓଇଆର୍ସି ଅଫିସ ଘେରିଲା କଂଗ୍ରେସ
ଭୁବନେଶ୍ୱର, ୭ା୪(ବ୍ୟୁରୋ): ଓଡିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ବିଦ୍ୟୁତ୍ ଦର ବୃଦ୍ଧି ପ୍ରତିବାଦରେ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇଆର୍ସି) କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ କଂଗ୍ରେସ କର୍ମୀମାନେ ଓଇଆର୍ସି କାର୍ଯ୍ୟାଳୟର ଗେଟ୍ ଖୋଲି ଜୋର ଜବରଦସ୍ତ…
ପରିବା ଢାଳି ରାସ୍ତା ଅବରୋଧ
ଝାରସୁଗୁଡ଼ା ଅଫିସ,୭ା୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ୩ ସପ୍ତାହ ପାଇଁ ଜିଲାର ୭୭ ସାପ୍ତାହିକ ବଜାର ବନ୍ଦ ଘୋଷଣା କରିଛନ୍ତି। ଏହାକୁ ନେଇ ବ୍ୟବସାୟୀ ଓ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଝାରସୁଗୁଡା ବଜାରରେ ଏହାର ପ୍ରତିଫଳନ…
୧୦ଦିନରେ ମିଳିବ ଆବାସିକ, ଆୟ ପ୍ରମାଣପତ୍ର; ୧୫ଦିନ ମଧ୍ୟରେ ଜାତି ପ୍ରମାଣପତ୍ର
ଭୁବନେଶ୍ୱର, ୬।୪(ବ୍ୟୁରୋ)- ଜାତିଗତ, ଆବାସିକ, ଆୟ ଆଦି ବିଭିନ୍ନ ମିସ୍ଲାନିୟସ୍ ପ୍ରମାଣପତ୍ର ଯେପରି ଲୋକମାନଙ୍କୁ ଶୀଘ୍ର ମିଳିପାରିବ ସେନେଇ ରାଜ୍ୟ ସରକାର ମଙ୍ଗଳବାର ଏକ ପରିବର୍ତ୍ତିତ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜନକୈନ୍ଦ୍ରିକ ଏବଂ ପ୍ରଶାସନିକ ପ୍ରତିବଦ୍ଧତାକୁ ନିଶ୍ଚିତ କରିବା ଉଦ୍ଦେଶ୍ୟରେ ରାଜସ୍ବ…
କଠୋର ହେବ କରୋନା ଗାଇଡ୍ଲାଇନ୍; ୧୦ ଦିନିଆ ସ୍ବତନ୍ତ୍ର ଡ୍ରାଇଭ୍ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬।୪(ବ୍ୟୁରୋ): ଛତିଶଗଡ ସୀମାକୁ ଲାଗିଥିବା ଜିଲାଗୁଡିକରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ବଢିବାରେ ଲାଗିଛି। କୋଭିଡ୍ ପଜିଟିଭ୍ ମାମଲା ବଢୁଥିବା ପଶ୍ଚିମ ଓଡିଶା ଜିଲାଗୁଡିକୁ ନିୟମିତ ପରିଦର୍ଶନ କରି ତୃଣମୂଳ ସ୍ତରରେ ସ୍ଥିତିକୁ ଦେଖି ଜରୁରୀ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନବୀନ…
ରାଜଧାନୀରେ ମାଡିଲା କରୋନା: ଆଜି ଚିହ୍ନଟ ହେଲେ ୧୦୧ ଆକ୍ରାନ୍ତ; ଖଣ୍ଡଗିରିରୁ ସର୍ବାଧିକ
ଭୁବନେଶ୍ୱର,୬।୪(ବ୍ୟୁରୋ): ବେଳକୁ ବେଳ ଅସମ୍ଭାଳ ହେଲାଣି କରୋନା ସ୍ଥିତି। ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚିନ୍ତା ବଢ଼ିବାରେ ଲାଗିଛି। ଏହି କ୍ରମରେ ରାଜ୍ୟରେ ମୋଟ ସଂକ୍ରମଣରୁ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମଙ୍ଗଳବାର ରାଜଧାନୀରୁ ଚିହ୍ନଟ ହୋଇଛନ୍ତି…
ଧୋନୀଙ୍କ ବିପକ୍ଷରେ ଏଭଳି ରଣନୀତି ଆପଣାଇବେ ବୋଲି କହିଲେ ପନ୍ତ; ହରାଇବାକୁ…
ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୧ର ଦ୍ୱିତୀୟ ଟି୨୦ ମ୍ୟାଚ୍ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ଚେନ୍ନାଇ ସୁପରକିଙ୍ଗ୍ସ ମଧ୍ୟରେ ଅନୁଷ୍ଠିତ ହେବ। ଏହା ପୂର୍ବରୁ ସିଏସ୍କେକୁ ହରାଇବା ଲାଗି ନିଜର ଯୋଜନା ବିଷୟରେ ମୁହଁ ଖୋଲିଛନ୍ତି ନୂତନ ଭାବେ ଡିସିର ଅଧିନାୟକ…
ଅକ୍ଷୟଙ୍କ ପରେ କଟ୍ରିନାଙ୍କୁ କରୋନା, ବାର୍ତ୍ତା ଲେଖି କହିଲେ…
ବମ୍ବେ: କରୋନା କବଳରେ ବଲିଉଡ୍। ଗୋଟିଏ ପରେ ଗୋଟିଏ କଳାକାର ଏବେ କୋଭିଡ୍ରେ ସଂକ୍ରମିତ ହେଉଛନ୍ତି। ଖିଲାଡି କିଙ୍ଗ ଅକ୍ଷୟ କୁମାରଙ୍କ ପରେ ଏବେ ଅଭିନେତ୍ରୀ କଟ୍ରିନା କୈଫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ଏବେ ହୋମ୍ କ୍ୱାରାଣ୍ଟାଇନ୍ରେ ଅଛନ୍ତି। ଅଭିନେତ୍ରୀ…
Archives


