Home

ଆନ୍ଧ୍ରପ୍ରଦେଶ ପଞ୍ଚାୟତ ନିର୍ବାଚନ ଉପରେ ରୋକ

ହାଇଦ୍ରାବାଦ,୬।୪: ଆନ୍ଧ୍ରପ୍ରଦେଶରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ସ୍ଥଗିତ କରିଦିଆଯାଇଛି। ବିଜ୍ଞପ୍ତିର ୮ ଦିନ ମଧ୍ୟରେ ଭୋଟିଂ ହେଉଥିବାରୁ ଆନ୍ଧ୍ର ହାଇକୋର୍ଟ ମଙ୍ଗଳବାର ଏହା ଉପରେ ରୋକ ଲଗାଇଛନ୍ତି। ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଲାଗି ଗତ ୧ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା।…

ରାଜଧାନୀରେ ଏକ ଆପାର୍ଟମେଣ୍ଟକୁ ସିଲ୍‌ କଲା ବିଏମ୍‌ସି, ୧୦ ଦିନ ଯାଏ ପ୍ରବେଶ-ପ୍ରସ୍ଥାନ ମନା

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏଭଳି ସ୍ଥିତିରେ ବିଏମ୍‌ସି ପକ୍ଷରୁ ରାଜଧାନୀର ଏକ ଆପାଟମେଣ୍ଟକୁ ସିଲ୍‌ କରିଦିଆଯାଇଛି। ଏକାଧିକ କରୋନା ଆକ୍ରାନ୍ତି ଚିହ୍ନଟ ପରେ ଟଙ୍କପାଣି ରୋଡ୍‌ର ତରୁ…

ହାତ ଛାଡ଼ିଲେ ସ୍ମୃତିରେଖା

ଭୁବନେଶ୍ୱର,୬।୪(ବ୍ୟୁରୋ): କଂଗ୍ରେସ ଛାଡ଼ିଲେ ସ୍ମୃତିରେଖା ପହି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଥିବା ନେଇ ମଙ୍ଗଳବାର ଏକ ସାମ୍ବାଦିକ ସମ୍ମିଳନୀରେ ସେ ସୂଚନା ଦେଇଛନ୍ତି। ତେବେ ସେ ଗତ ସାଧାରଣ ନିର୍ବାଚନରେ ଧର୍ମଶାଳାରୁ କଂଗ୍ରେସ ପ୍ରାର୍ଥୀ ହୋଇଥିଲେ। ଏବେ…

ନା ଧୋନୀ, ନା କୋହଲି; କେକେଆର୍‌ର ଏହି ମହଙ୍ଗା ଖେଳାଳିଙ୍କ ପସନ୍ଦର ଅଧିନାୟକ ହେଲେ…

ନୂଆଦିଲ୍ଲୀ,୬।୪: ଅଷ୍ଟ୍ରେଲିୟ ଦ୍ରୁତ ବୋଲର ପ୍ୟାଟ୍‌ କୁମିନ୍ସଙ୍କୁ କୋଲକାତା ନାଇଟ୍‌ ରାଇଡର୍ସ ସାଢ଼େ ୧୫ କୋଟି ଟଙ୍କାରେ କିଣିଥିଲା। ଏବେ କୁମିନ୍ସ ଆଗାମୀ ଆଇପିଏଲ୍‌ରେ କେକେଆର୍‌ ପକ୍ଷରୁ ଖେଳିବା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ସମୟରେ ହାଇଦ୍ରାବାଦ ହୋଟେଲରେ…

ରାତ୍ରୀକାଳୀନ କର୍ଫ୍ୟୁ ସମୟରେ କାହାକୁ ମିଳିବ ଇ-ପାସ୍‌

ନୂଆଦିଲ୍ଲୀ,୬।୪: ରାଜଧାନୀ ଦିଲ୍ଲୀରେ ବର୍ଦ୍ଧିତ କରୋନା ମାମଲାକୁ ଦେଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ମଙ୍ଗଳବାରଠୁଁ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ କରାଯାଇଛି। ଏପ୍ରିଲ ୩୦ ପର୍ଯ୍ୟନ୍ତ ରାତ୍ର ୧୦ଟାରୁ ସକାଳ ୫ଟା ଯାଏଁ ଏହି କର୍ଫ୍ୟୁ…

ସତ ହେଲା ସ୍ବପ୍ନ: ପ୍ରଥମ ଥର ଅମିତାଭଙ୍କ ସହ ସ୍କ୍ରିନ୍‌ ଶେୟାର କରିବେ ନୀନା ଗୁପ୍ତା

ମୁମ୍ବାଇ: ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ବଲିଉଡ୍‌ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ବହୁ ଦିନର ସ୍ବପ୍ନ ଏବେ ପୂରା ହେବାକୁ ଯାଉଛି। ‘ବଧାଇ ହୋ’ କିମ୍ବା ‘ଶୁଭ ମଙ୍ଗଲ ଜ୍ୟାଦା ସାବଧାନ’ ଭଳି ଫିଲ୍ମ ଗୁଡ଼ିକରେ ନିଜ ଅଭିନୟର ଯାଦୁ…

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଶାନ୍ତ: ଭଙ୍ଗାରୁଜା, ଲାଠିଚାର୍ଜ

ସମ୍ବଲପୁର, ୬।୪ (ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ମଙ୍ଗଳବାର ଅଶାନ୍ତ ହୋଇ ପଡିଛି । ଯୁକ୍ତ ୩ ଥାର୍ଡ ସେମିଷ୍ଟାରର ପରୀକ୍ଷାକୁ ଅନ୍‌ଲାଇନ ପ୍ରକ୍ରିୟାରେ କରିବାକୁ ଛାତ୍ରୀଛାତ୍ରମାନେ ଦାବି କରିଥିଲେ। ଏହାପରେ କୁଳପତିଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ । ଏହି ସମୟରେ…

ପ୍ରାର୍ଥୀ ଶେୟାର କଲେ ଛିଣ୍ଡା ଚପଲ: କହିଲେ, ସରିଲା ନିର୍ବାଚନ ପ୍ରଚାର

ଚେନ୍ନାଇ,୬।୪: ତାମିଲନାଡୁରେ ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। କରୋନା ନିୟମ ପାଳନ କରି ସକାଳୁ ମତଦାତାମାନେ ଲାଇନ୍‌ରେ ଠିଆ ହୋଇ ମତଦାନ କରିଛନ୍ତି। ତାମିଲନାଡ଼ୁରେ ବିଧାନସଭା ନିର୍ବାଚନ ପାଇଁ ଗତ କିଛି ଦିନରୁ ରାଜନୈତିକ…

ଆର୍କଟିକ୍‌ ଅଞ୍ଚଳରେ ମହାବିନାଶକ ଅସ୍ତ୍ରଶସ୍ତ୍ର ଠୁଳ କରୁଛି ରୁଷିଆ

ମସ୍କୋ,୬।୪: ଆମେରିକା ସହିତ ବୃଦ୍ଧି ପାଉଥିବା ବିବାଦକୁ ଦୃଷ୍ଟିରେ ରଖି ରୁଷିଆ ଆର୍କଟିକ୍‌ ଅଞ୍ଚଳରେ ମହାବିନାଶକ ଅସ୍ତ୍ରଶସ୍ତ୍ର ଠୁଳ କରୁଛି । ସାଟେଲାଇଟ୍‌ ଦ୍ୱାରା ଉତ୍ତୋଳିତ ହୋଇଥିବା ଫଟୋରୁ ଏହା ଜଣାପଡ଼ିଛି। ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ଙ୍କ ନିର୍ଦ୍ଦେଶରେ ଆର୍କଟିକ୍‌ର ବରଫ ତଳେ…

ପ୍ରତ୍ୟେକ ମିନିଟ୍‌ରେ ୨ଜଣ ସଂକ୍ରମିତ: କର୍ଫ୍ୟୁ ଲାଗି ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ଅହମଦାବାଦ,୬।୪: ଭାରତରେ ପୁଣି ଥରେ କରୋନା କାୟା ମେଲାଇ ଚାଲିଛି। କରୋନାର ନୂଆ ଷ୍ଟ୍ରେନ୍‌ ଏବେ ଭୟଙ୍କର ରୂପ ଧାରଣ କରିଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହିକ୍ରମରେ ଗୁଜରାଟରେ ପ୍ରତିଦିନ ପ୍ରାୟ ୩ହଜାର ଆକ୍ରାନ୍ତ…

କୋଭିଡ୍‌ ଟିକା ପାଇଁ ଲୋକଙ୍କ ଭିଡ଼

ଗଞ୍ଜାମ,୬।୪(ଡି.ଏନ୍‌.ଏ.): ଗତ ୧ ତାରିଖରୁ ୪୫ ବର୍ଷରୁ ଊର୍ଦ୍ଧ୍ୱଙ୍କୁ କରୋନା ଟିକା ନେବା ପାଇଁ ସରକାର ଘୋଷଣା କରିଥିଲେ। ଏହା ପରଠାରୁ ଦୈନଦିନ ସରକାରୀ ମେଡିକାଲ ଗୁଡିକରେ ଭିଡ଼ ଜମୁଥିବା ଦେଖିବାକୁ ମିଳୁଛି । ମଙ୍ଗଳବାର ଗଞ୍ଜାମ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ସକାଳ…

ଚାଇନାର ବିସ୍ତାରବାଦୀ ନୀତିକୁ ବାଧା ଦେବ ଜାପାନ: ମୁତୟନ କରିବ ଏଫ୍‌-୩୫-ବି ଯୁଦ୍ଧ ବିମାନ

ଟୋକିଓ,୬।୪: ପୂର୍ବ ଚାଇନା ସାଗରରେ ଥିବା ଦ୍ୱୀପ ସମୁହକୁ ନେଇ ବିବାଦ ଦେଖାଦେଇଛି। ନିଜର ବିସ୍ତାରବାଦୀ ନୀତି ପ୍ରୟୋଗ କରି ଏସବୁ ଦ୍ୱୀପ ଉପରେ ଚାଇନା ଅଧିକାର ସାବ୍ୟସ୍ତ କରିବାକୁ ଚାହୁଁଛି। ତେବେ ଜାପାନ ଏଥିରେ ବାଧା ଦେବାକୁ ଯୋଜନା କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri