Home

ଆଜି ସନ୍ଧ୍ୟାରେ କରୋନା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ: ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର, ୬।୪(ବ୍ୟୁରୋ): ଆଜି ସଂଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସ୍ଥିତିର ସମୀକ୍ଷା କରିବେ। ବରିଷ୍ଠ ଅଧିକାରୀ ଓ ଜିଲାପାଳମାନଙ୍କ ସହ ସେ ଆଲୋଚନା କରିବେ। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଏସଂକ୍ରାନ୍ତରେ ବଡ଼ ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି…

ଆଗ୍ନେୟଗିରି ହେବ ଥଣ୍ଡା: ନଳ ଲଗାଇ ଭୂଗର୍ଭକୁ ଛଡ଼ାଯିବ ଥଣ୍ଡାପାଣି

ଓ୍ବାଶିଂଟନ,୬।୪: ଆମେରିକାରେ ଥିବା ୟେଲୋଷ୍ଟୋନ ଆଗ୍ନେୟଗିରିକୁ ଥଣ୍ଡା କରାଯିବା ଲାଗି ନାସାର ବୈଜ୍ଞାନିକମାନେ ଯୋଜନା ପ୍ରସ୍ତୁତ କରିଛନ୍ତି। ପ୍ରତିବର୍ଷ ଆଗ୍ନେୟଗିରି ରହିଥିବା ଅଞ୍ଚଳରେ ୩୦୦୦ରୁ ଅଧିକ ଥର ଭୂକମ୍ପ ହୋଇଥାଏ। ଏହା ମୁଖ୍ୟତଃ ହାଇଡ୍ରୋଥର୍ମାଲ ପ୍ରତିକ୍ରିୟା ଯୋଗୁ ହେଉଥିବା ବୈଜ୍ଞାନିକମାନେ ଅନୁମାନ…

କରୀନାଙ୍କ ସାନ ପୁଅର ଫଟୋ ଭୁଲ୍‌ରେ ଶେୟାର କରିଦେଲେ ଅଜା

ବଲିଉଡ ଅଭିନେତ୍ରୀ କରୀନା କପୁର ଚଳିତ ବର୍ଷ ଫେବୃଆରୀରେ ଦ୍ୱିତୀୟ ପୁତ୍ର ଜନ୍ମ ଦେଇଛନ୍ତି। ସୈଫ ଏବଂ କରୀନା ସେମାନଙ୍କର ନବଜାତକ ପାଇଁ ବେଶ୍‌ ସତର୍କ ଅଛନ୍ତି। କରୀନା ତାଙ୍କ ସାନ ପୁଅକୁ ଗଣମାଧ୍ୟମଠାରୁ ସମ୍ପୂର୍ଣ୍ଣ ଦୂରରେ ରଖିଛନ୍ତି। ସୋସିଆଲ ପ୍ଲାଟଫର୍ମରେ…

ଆଇପିଏଲ୍‌ ପୂର୍ବରୁ କରୋନା ମାଡ: ପୁଣି ୩ ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ କରୋନା

ଆଇପିଏଲର ୧୪ ତମ ସିଜିନ ଅନୁଷ୍ଠିତ ହେବାକୁ ଆଉ ଅଳ୍ପ ଦିନ ବାକି ଅଛି। ଏହି ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ କରୋନା ଆକ୍ରାନ୍ତ ଦିନକୁ ଦିନ ବୃଦ୍ଧି ପାଉଛି। ଏବେ ମୁମ୍ବାଇ ୱାଙ୍ଖେଡେ ଷ୍ଟାଡିୟମର ୩ଜଣ ଗ୍ରାଉଣ୍ଡ ଷ୍ଟାଫ୍‌ କରୋନା…

ଅଚେତ ମହିଳାଙ୍କ ପାଇଁ ଅଧାରୁ ଭାଷଣ ବନ୍ଦ କଲେ ମୋଦି

କୋଲକାତା,୬।୪: ପଶ୍ଚିମବଙ୍ଗ କୁଚବିହାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗସ୍ତ କରିଛନ୍ତି। କୁଚବିହାରରେ ପହଞ୍ଚି ମୋଦି ସେଠାରେ ଆୟୋଜିତ ଏକ ଜନସଭାକୁ ସମ୍ଭୋଧିତ କରିଥିଲେ। ଏହି ସମୟରେ ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଥିଲେ। ମୋଦିଙ୍କ ଭାଷଣ ସମୟରେ ଭୀଷଣ…

କରୋନାରୁ ସୁସ୍ଥ ହେବାପରେ ନିଜକୁ ଏହି ଉପହାର ଦେଲେ କାର୍ତ୍ତିକ

ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ନିକଟରେ କରୋନାରୁ ସୁସ୍ଥ ହୋଇଛନ୍ତି। ଏହି ମହାମାରୀରୁ ସୁସ୍ଥ ହେବା ପରେ ସେ ତାଙ୍କର ଅଧା ରହିଯାଇଥିବା କାମକୁ ଶେଷ କରିଛନ୍ତି। ଅର୍ଥାତ୍‌ ଅଭିନେତା ନିଜ ପାଇଁ ଏକ ନୂଆ କାର ଏବଂ ବାଇକ୍‌ କିଣିଛନ୍ତି…

କୋଭିଡ୍‌ କଟକଣା ଉଲ୍ଲଂଘନ: ଭୁବନେଶ୍ୱରର ଘରୋଇ ଶିକ୍ଷାନୁଷ୍ଠାନକୁ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର,୬।୪(ବ୍ୟୁରୋ): ଭୁବନେଶ୍ୱର ଏକ ଘରୋଇ ଶିକ୍ଷାନୁଷ୍ଠାନକୁ ମଙ୍ଗଳବାର ବିଏମ୍‌ସି ପକ୍ଷରୁ ସିଲ୍‌ କରାଯାଇଛି। କୋଭିଡ୍‌ କଟକଣା ଉଲ୍ଲଂଘନ ଅଭିଯୋଗରେ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ତେବେ ପୂର୍ବରୁ ଏହି ଶିକ୍ଷାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଥିଲା । ହେଲେ ସନ୍ତୋଷଜନକ…

କୁକୁରର ନାମ ଏମିତି ରଖିଲେ ଓ୍ବାଶିଂଟନ୍‌ ସୁନ୍ଦର: ଏବେ ହେଉଛି ଚର୍ଚ୍ଚା

ଭାରତୀୟ କ୍ରିକେଟର୍‌ ୱାଶିଂଟନ ସୁନ୍ଦରଙ୍କ ପାଇଁ ଏବେ ଏକ ସୁବର୍ଣ୍ଣ ସମୟ ଚାଳିଛି। ଅଷ୍ଟ୍ରେଲିଆରେ ଅଭିଜ୍ଞ ଖେଳାଳିଙ୍କ ଅନୁପସ୍ଥିତିରେ ତାଙ୍କୁ ଡେବ୍ୟୁ କରିବାର ସୁଯୋଗ ମିଳିଥିଲା। ଏହାର ଚମତ୍କାର ଫାଇଦା ଉଠା ସେ ସମtସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପ୍ରଥମ ମ୍ୟାଚ୍‌ରେ…

୯ ବର୍ଷର ପୁଅକୁ ପାଇଲଟ ହେବାର ଟିପ୍ସ ଦେଲେ ରାହୁଲ ଗାନ୍ଧୀ

ନୂଆ ଦିଲ୍ଲୀ, ୬।୪: ରାହୁଲ ଗାନ୍ଧୀ ବର୍ତ୍ତମାନ ପ୍ରଚାର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ନିଜର ବ୍ୟସ୍ତ ସମୟ ମଧ୍ୟରୁ ସେ କିଛି ସମୟ ବାହାର କରି ଯୁବକଙ୍କ ସହ ବିତାଇଥାନ୍ତି। ନିକଟରେ ଏମିତି କିଛି ଦେଖିବାକୁ ମିଳିଛି। ଜଣେ ୯ ବର୍ଷର…

ଏହି ଷ୍ଟାଡିୟମରେ ଖେଳାଯାଇପାରେ ଟି-୨୦ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ

ନୂଆଦିଲ୍ଲୀ,୬।୪: ଭାରତରେ ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ ଧର୍ମଶାଳା କ୍ରିକେଟ ଷ୍ଟାଡିୟମରୁ ଆରମ୍ଭ ହେବାର ସମ୍ଭାବନା ରହିଛି। ବିସିସିଆଇର କୋଷାଧ୍ୟକ୍ଷ ଅରୁଣ ଧୁମାଲ ଏହା କହିଛନ୍ତି। ବିଶ୍ୱକପ୍‌ରସମସ୍ତ ମ୍ୟାଚ କେବଳ ଭାରତରେ ଅନୁଷ୍ଠିତ ହେବ।…

କରୋନା ସଂକ୍ରମଣ ନେଇ ପ୍ରଚାର ହୋଇଛି ମିଥ୍ୟା ଖବର: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ

ଜେନେଭା,୬।୪: ଭାରତରେ କରୋନା ସଂକ୍ରମଣ ଜାରି ରହିଛି। ତେବେ ଏହାକୁ ନେଇ ମିଥ୍ୟା ଖବର ସୋସିଆଲ୍‌ ମିଡ଼ିଆରେ ପ୍ରଚାର ହୋଇଥିବା ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ସୋସିଆଲ୍‌ ମିଡ଼ିଆରେ ପ୍ରଚାର ହୋଇଥିଲା ଯେ, ଏପ୍ରିଲ୍‌ ୧୫ ସୁଦ୍ଧା ଭାରତରେ କରୋନାରେ…

ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ୪୩ ଲକ୍ଷରୁ ଅଧିକ ଲୋକେ ନେଇଛନ୍ତି କରୋନା ଟିକା

ନୂଆଦିଲ୍ଲୀ,୬।୪: ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଲକ୍ଷରୁ ଅଧିକ ଲୋକଙ୍କୁ ଆଣ୍ଟି-କୋଭିଡ ଟିକା ଦିଆଯାଇଛି। ଏହି ଗୋଟିଏ ଏହା ସର୍ବାଧିକ ବୋଲି ଜଣାପଡିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଏପର୍ଯ୍ୟନ୍ତ ସମୁଦାୟ ୮,୩୧,୧୦,୯୨୬ ଡୋଜ ଟିକା ଦିଆଯାଇଛି। ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri