Home

ମେ’ ଶେଷ ପର୍ଯ୍ୟନ୍ତ ୪ ଯୋଡ଼ା ସ୍ପେଶାଲ ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୧୪।୫ (ବ୍ୟୁରୋ) : କରୋନା ପରିସ୍ଥିତି ପାଇଁ ଟ୍ରେନ୍‌ରେ ଯାତ୍ରୀ ସଂଖ୍ୟା ଧିରେ ଧିରେ କମିବାକୁ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସଂକ୍ରମଣ ଶୃଙ୍ଖଳକୁ ଭାଙ୍ଗିବା ପାଇଁ ପୂର୍ବତଟ ରେଳପଥ ପରିସୀମାରୁ ଛାଡୁଥିବା ୪ ଯୋଡା ସ୍ପେଶାଲ ଏକ୍ସପ୍ରେସ୍‌କୁ ବାତିଲ କରାଯାଇଛି।…

ଅନ୍ୟକୁ ବଞ୍ଚିବା ଶିଖାଉଥିବା ଯୁବତୀ ନିଜେ ଜୀବନ ଯୁଦ୍ଧରେ ହାରିଗଲେ

ସାରା ଦେଶରେ କରୋନା ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ ଲକ୍ଷ ଲକ୍ଷ ରୋଗୀ କରୋନାରେ ସଂକ୍ରମିତ ହେଉଛନ୍ତି। ହଜାର ହଜାର ଲୋକ ମୃତ୍ୟୁବରଣ କରୁଛନ୍ତି। ଅନେକ ଲୋକ ଡାକ୍ତରଖାନାରେ ଜୀବନ ଓ ମୃତ୍ୟୁ ପାଇଁ ସଂଗ୍ରାମ କରୁଛନ୍ତି। ନିକଟରେ ହସ୍ପିଟାଲରେ ଅକ୍ସିଜେନ୍‌…

‘କରୋନା ଏକ ଜୀବ, ତା’ର ବି ବଞ୍ଚିବାର ଅଧିକାର ରହିଛି’

ଲକ୍ଷ୍ନୌ,୧୪।୫: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ଏବେ ଚର୍ଚ୍ଚାରେ ଅଛନ୍ତି। କରୋନା ଜୀବାଣୁ ଏକ ଜୀବ, ତାର ମଧ୍ୟ ବଞ୍ଚିବାର ମଧ୍ୟ ଅଧିକାର ରହିଛି ବୋଲି ରାଓ୍ବତ କହିଛନ୍ତି। ସୋସିଆଲ ମିଡିଆରେ ତାଙ୍କ ମନ୍ତବ୍ୟ ଭାଇରାଲ ହୋଇଛି। ମୁଁ…

ନିମ୍ନମାନର କାର୍ଯ୍ୟ, ଅର୍ଥ ହରିଲୁଟ୍‌ ମସୁଧା

ନିମାପଡ଼ା,୧୪।୫(ଡି.ଏନ.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ କଳାପାଞ୍ଚଣ ପଞ୍ଚାୟତରେ ବିଭିନ୍ନ ଉନ୍ନୟନମୂଳକ ଓ ନୂତନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ନିର୍ମାଣ କାର୍ଯ୍ୟରେ ଚଞ୍ଚକତା କରାଯାଇ ଅତି ନିମ୍ନମାନର କାର୍ଯ୍ୟ କରି ଲକ୍ଷ ଲକ୍ଷ ଟଙ୍କା…

ବେକାବୁ ସ୍ଥିତିରେ କରୋନା: ଦିନକରେ ୩.୪୩ ଲକ୍ଷ ସଂକ୍ରମିତ, ୪୦୦୦ ମୃତ

ନୂଆଦିଲ୍ଲୀ,୭।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର…

ଡରାଉଛି ମୃତ୍ୟୁସଂଖ୍ୟା: ରାଜ୍ୟରେ କରୋନା ନେଲା ସର୍ବାଧିକ ୨୨ ଜୀବନ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୭୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪…

ଆଜି ଚାଷୀଙ୍କ ପାଇଁ ସହାୟତା ଘୋଷଣା

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଅକ୍ଷୟ ତୃତୀୟ ଏବଂ କୃଷକ ଦିବସ ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସାରେ କୃଷମାନଙ୍କ ଲାଗି ସହାୟତା ରାଶି ପ୍ରଦାନ କରିବେ। କାଳିଆ ଯୋଜନାରେ ଚଳିତ ବର୍ଷର ଦ୍ୱିତୀୟ କିସ୍ତି ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ। ଶନିବାର ଅକ୍ଷୟ…

ଜଙ୍ଗଲ ବିଭାଗ, ବ୍ୟାଙ୍କ, ବୀମା କର୍ମଚାରୀ ସମ୍ମୁଖ ଯୋଦ୍ଧା

ଭୁବନେଶ୍ୱର, ୧୪।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ଜଙ୍ଗଲ ବିଭାଗ ଅଧିକାରୀ ଓ ଫରେଷ୍ଟ ଗାର୍ଡ, ବ୍ୟାଙ୍କ, ବୀମା କର୍ମଚାରୀ, ଏନ୍‌ସିପିଆଇ, ପେମେଣ୍ଟ ସିଷ୍ଟମ୍‌ ପ୍ରୋଭାଇଡର, ଭେଣ୍ଡର, କ୍ୟାଶ ଇନ୍‌ ଟ୍ରାନ୍‌ଜିଶନ କମ୍ପାନୀ, ଏଟିଏମ୍‌ ରକ୍ଷଣାବେକ୍ଷଣ କରୁଥିବା କର୍ମଚାରୀ, ବ୍ୟାଙ୍କିଙ୍ଗ୍‌ କରେସ୍‌ପଣ୍ଡେନ୍ସ ଏବଂ…

୨ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କୁ ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ୱର,୧୪।୫(ବ୍ୟୁରୋ): କୋଭିଡ୍‌-୧୯ ଦ୍ୱିତୀୟ ଲହର ଭୟାବହତାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶିଶୁ, କିଶୋରୀ କିଶୋର, ଗର୍ଭବତୀ ଓ ପ୍ରସବ କରିଥିବା ମହିଳାମାନଙ୍କ ପାଇଁ ଗାଇଡ୍‌ଲାଇନ ଜାରି କରାଯାଇଛି। ଘରୁ ପଦାକୁ ଆସିଲେ ୨ ବର୍ଷରୁ…

ଘରେ ପହଞ୍ଚିବ ମଦ: ଜିଲାପାଳଙ୍କୁ କ୍ଷମତା ଦେଲେ ସରକାର

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଲକ୍‌ଡାଉନ ଜାରି ରହିଛି। ଏହି ସମୟରେ ଦୋକାନବଜାର ସହ ମଦ ଦୋକାନ ମଧ୍ୟ ବନ୍ଦ ରହିଛି। ତେବେ ଲକ୍‌ଡାଉନ ବେଳେ ମଦ ହୋମ୍‌ ଡେଲିଭରି କରିବାକୁ ରାଜ୍ୟ ସରକାର ଜିଲାପାଳଙ୍କୁ କ୍ଷମତା ଦେଇଛନ୍ତି।…

କାହିଁକି ଦିଆଯାଉଛି କରୋନା ଟିକାର ଦୁଇ ଡୋଜ୍‌, ଜାଣନ୍ତୁ ଏହା ପଛରେ ଥିବା ରୋଚକ ତଥ୍ୟ

ଭୂତାଣୁ ରୋକିବା ପାଇଁ ଭାରତରେ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବର୍ତ୍ତମାନ ୧୮ରୁ ଅଧିକ ବୟସ୍କମାନଙ୍କୁ ଟିକାକରଣ କରାଯାଉଛି। ଭାରତରେ ଦୁଇଟି ଟିକା ଯଥା ପ୍ରଥମ କୋଭାକ୍ସିନ ଏବଂ ଦ୍ୱିତୀୟ କୋଭିଶିଲ୍ଡ ବ୍ୟାପକ ଭାବରେ ପ୍ରୟୋଗ କରାଯାଉଛି। ଲୋକଙ୍କୁ କରୋନା ସଂକ୍ରମଣକୁ…

ଏହି କ୍ରିକେଟର୍‌ଙ୍କୁ ସରକାରଙ୍କଠାରୁ ମିଳିଥିଲା ହତ୍ୟା ଧମକ: ଏବେ କରୁଛନ୍ତି ଭଗବାନ ସେବା

ଜିମ୍ବାୱେର ପୂର୍ବତନ ଅଧିନାୟକ ଟାତେନ୍ଦା ତାଇବୁ ଆଜି ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ମେ ୧୪, ୧୯୮୩ରେ ହରାରେ ଜନ୍ମଗ୍ରହଣ କରିଥିବା ତାଇବୁ ମାତ୍ର ୨୦ ବର୍ଷ, ୩୫୮ ଦିନ ବୟସରେ ଟେଷ୍ଟ ଅଧିନାୟକତ୍ୱ ହୋଇଥିଲେ, ଯାହାକି ବିଶ୍ୱ ରେକର୍ଡ ଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?