Home

ଏହି ରାଜ୍ୟରେ ମେ’୨୫ ଯାଏ ବଢ଼ିଲା ଲକ୍‌ଡାଉନ

ପାଟନା,୧୩।୫: ବିହାରରେ ବର୍ଦ୍ଧିତ କରୋନା ପ୍ରକୋପକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଲକ୍‌ଡାଉନ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ମେ’ ୨୫ ପର୍ଯ୍ୟନ୍ତ ଲକ୍‌ଡାଉନ ବୃଦ୍ଧି କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି। ଗୁରୁବାର…

ଆକାଶରୁ ମୂଷା ବର୍ଷା: ଭିଡ଼ିଓ ଭାଇରାଲ…

ମେଲବୋର୍ନ,୧୩।୫: ଏବେ ସୋସିଆଲ୍‌ ମିଡ଼ିଆରେ ଆକାଶରୁ ମୂଷା ବର୍ଷା ହେଉଥିବାର ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓଟି ଅଷ୍ଟ୍ରେଲିଆର। ଏକ ଖାଦ୍ୟଶସ୍ୟ ଗୋଦାମ ସଫା ସମୟରେ ଏଭଳି ଘଟିଥିବା ଭିଡ଼ିଓରେ ଦେଖିବାକୁ ମିଳୁଛି। ଗୋଦାମରେ ଥିବା ପମ୍ପ୍‌ ଭିତରୁ ମୂଷା…

କରୋନା ସଙ୍କଟ ମଧ୍ୟରେ ସାମୁହିକ ଇସ୍ତଫା ଦେଲେ ୧୬ ଡାକ୍ତର

ଉନ୍ନାଓ,୧୩।୫: କରୋନା ସଙ୍କଟ ମଧ୍ୟରେ ଉତ୍ତରପ୍ରଦେଶ ଉନ୍ନାଓର ୧୬ଜଣ ସରକାରୀ ଡାକ୍ତର ସାମୁହିକ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେଇଥିବା ଡାକ୍ତରମାନେ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚ୍‌ସି) ଓ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର(ପିଏଚ୍‌ସି)ର ଦାୟିତ୍ୱରେ ରହିଥିଲେ। ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର ଅଧିକାରୀମାନେ…

ଯାଞ୍ଚ କଡ଼ାକଡ଼ି: ଅମାନିଆ ଗଣିଲେ ତଣ୍ଡ

ପଦ୍ମପୁର,୧୩।୫(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଆଦର୍ଶ ଥାନା ପୋଲିସ ପକ୍ଷରୁ ପଦ୍ମପୁର ଭେଉରିଆ ଛକଠାରେ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବା ଅମାନିଆଙ୍କଠାରୁ ୧୧ହଜାର ୯୦୦ ଟଙ୍କା ଆଦାୟ କରାଯିବା ସହିତ ଅନେକ ଅମାନିଆଙ୍କ ବାଇକ୍‌ ଥାନାରେ ରଖାଯାଇଛି।…

ସଂସଦୀୟ କମିଟି ରିପୋର୍ଟକୁ ଅଣଦେଖା: ଦେଶରେ କରୋନା ସଙ୍କଟ ସୃଷ୍ଟି କରିଛନ୍ତି ମୋଦି ସରକାର…

ନୂଆଦିଲ୍ଲୀ,୧୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ତେବେ ଏଭଳି ସ୍ଥିତି ସୃଷ୍ଟି ହେବ ବୋଲି ସଂସଦୀୟ କମିଟି ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଚେତାବନୀ ଦିଆଯାଇଥିଲା। ୨୦୨୧ ମାର୍ଚ୍ଚରେ କମିଟି ପକ୍ଷରୁ ରିପୋର୍ଟ ଉପସ୍ଥାପନା କରାଯାଇଥିଲା।…

୧୯ ବର୍ଷରେ ପର୍ନଷ୍ଟାର ହେବାକୁ ମନସ୍ଥ କରିଥିଲେ ବେବି ଗର୍ଲ; ଉଲଗ୍ନ ଫଟୋ ଦେଖି ଚମକି ପଡ଼ିଥିଲେ ପରିବାରଲୋକେ; ପରେ…

ବମ୍ବେ: ଆଜି ନିଜର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି ବେବି ଗର୍ଲ ସନ୍ନି ଲିଓନି। ୧୯୮୧ ମେ’ ୧୩ରେ କାନାଡ଼ାରେ ଜନ୍ମଗ୍ରହଣ କରିଥିଲେ ସେ। ତାଙ୍କ ପ୍ରକୃତ ନାମ କିରନ୍‌ଜିତ କୌର ବୋହରା। ପଞ୍ଜାବୀ ପରିବାରରେ ଜନ୍ମିତ ସନ୍ନି ୧୯ ବର୍ଷ…

ଅଧିକ ଶିଶୁ ହେଉଛନ୍ତି କରୋନାରେ ଆକ୍ରାନ୍ତ …

ଓ୍ବାଶିଂଟନ,୧୩।୫: ଆମେରିକାରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ଏବେ ଶିଶୁମାନେ ବହୁ ସଂଖ୍ୟାରେ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଏହା ଯୋଗୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ବୟସ୍କ ଲୋକଙ୍କ ମଧ୍ୟରେ ଆକ୍ରାନ୍ତଙ୍କ…

‘ରାଧେ’ ପାଇଁ ପ୍ରଶଂସକ ପାଗଳ: ରିଲିଜ୍‌ ହେଉ ହେଉ କ୍ରାସ୍‌ ହେଲା ସର୍ଭର

ବମ୍ବେ: ଶେଷ ହୋଇଛି ଦୀର୍ଘଦିନର ଅପେକ୍ଷା। ରିଲିଜ ହୋଇଛି ବହୁ ପ୍ରତିକ୍ଷୀତ ଦବଙ୍ଗ ଖାନ ସଲମାନଙ୍କ ଫିଲ୍ମ ‘ରାଧେ’। ଟ୍ରେଲର ରିଲିଜ ପରଠାରୁ ପ୍ରଶଂସକଙ୍କ ମନରେ ଫିଲ୍ମକୁ ନେଇ ଉତ୍କଣ୍ଠା ବଢ଼ିଯାଇଥିଲା। ଇଦ୍‌ ଅବସରରେ ଏହା ପରଦାକୁ ଆସିବା ପରେ ସର୍ଭର…

ନମ୍ବର-୧ ହେଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ, ୧୩।୫: ଆଇସିସି ପକ୍ଷରୁ ଗୁରୁବାର ତାଜା ଟେଷ୍ଟ ଟିମ୍‌ ର଼୍ୟାଙ୍କିଂ ଜାରି କରାଯାଇଛି। ଏଥିରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲିଷ୍ଟ ଭାରତ ଓ ନ୍ୟୁଜିଲାଣ୍ଡ ଯଥାକ୍ରମେ ପ୍ରଥମ ଏବଂ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଭାରତୀୟ ଟିମ୍‌କୁ ଗୋଟିଏ ରେଟିଂ…

ଆଇପିଏଲ୍‌ ସ୍ଥଗିତ ହେବାପରେ ବି ଏହିସବୁ ଖେଳାଳିଙ୍କୁ ମିଳିବ ପୂରା ଟଙ୍କା

ନୂଆଦିଲ୍ଲୀ, ୧୩।୫: କରୋନା ଯୋଗୁ ଆଇପିଏଲ ୨୦୨୧କୁ ସ୍ଥଗିତ ରଖିବାକୁ ପଡିଛି। ଏହା ସତ୍ତ୍ୱେ ଡେଭିଡ ୱାର୍ଣ୍ଣର, ପ୍ୟାଟ କମିନ୍ସ ଏବଂ ଷ୍ଟିଭନ ସ୍ମିଥ୍‌ଙ୍କ ପରି ଅଷ୍ଟ୍ରେଲୀୟ ଖେଳାଳିଙ୍କୁ ସମ୍ପୂର୍ଣ୍ଣ ଦରମା ମିଳିବ। ଟୁର୍ନାମେଣ୍ଟ ବାତିଲ ହେବା ସ୍ଥିତିରେ ବିଭିନ୍ନ ବୀମା…

ଏହି ଅଭିନେତ୍ରୀଙ୍କ ଆବ୍ସ ଦେଖି ଏମିତି କହିଦେଲେ ଅର୍ଜୁନ

‘ଖତ୍‌ରୋଂ କେ ଖିଲାଡି ୧୧’ ଶୁଟିଂ ପାଇଁ ଏବେ କିଛି ଟେଲି ଅଭିନେତା/ଅଭିନେତ୍ରୀ କେପଟାଉନରେ ଅଛନ୍ତି। ସେଠାରେ ସେମାନେ ନେ ଅନେକ ଫଟୋସୁଟ ମଧ୍ୟ କରୁଛନ୍ତି। ସେଲିବ୍ରିଟିଙ୍କ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ନିକଟରେ ଟିଭି…

ସୋସିଆଲ ମିଡିଆରେ ରିୟାଙ୍କ ଲମ୍ବାଚଉଡ଼ା ପୋଷ୍ଟ, ଏଥିରେ ଲେଖାଅଛି ଏମିତି କିଛି…

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ନିଧନ ପରେ ତାଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ନିଜକୁ ସୋସିଆଲ ମିଡିଆଠାରୁ ଦୂରେଇ ରଖିଥିଲେ। ମାତ୍ର ଏହି କିଛିଦିନ ହେବ ସେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ୍‌ ହୋଇଯାଇଛନ୍ତି। ରିୟା ଧୀରେ ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?