Home

ଏସ୍‌ସିବିରୁ ପୁଣି ୩ ଦଲାଲ ଗିରଫ

କଟକ ଅଫିସ,୫।୪: କଟକ ଏସ୍‌ସିବି ମେଡିକାଲରୁ ରବିବାର ପୁଣି ୩ ଜଣ ଦଲାଲଙ୍କୁ ମଙ୍ଗଳାବାଗ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଏସ୍‌ସିବି କ୍ୱାର୍ଟର୍ସ ନଂ.୩ ଧୋବିଲେନ ଅଞ୍ଚଳର ମୁକେଶ ନାୟକ(୩୩), ମଙ୍ଗଳାବାଗ ଥାନା ସଗଡିଆ ସାହି ଅଞ୍ଚଳର…

ପିପିଲି ଉପନିର୍ବାଚନ: ଜୋର ଧରୁଛି ପ୍ରଚାର ତାତି

ଭୁବନେଶ୍ୱର,୫।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି ଆଉ ୧୨ ଦିନ ବାକି। ଏଥିରେ ୧୦ ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣ ହେବ । ହେଲେ ୩ ପ୍ରମୁଖ ଦଳ ବିଜେଡିର ରୁଦ୍ରପ୍ରତାପ ମହାରଥି, ଭାଜପାର ଆଶ୍ରିତ ପଟ୍ଟନାୟକ ଏବଂ କଂଗ୍ରେସର ଅଜିତ ମଙ୍ଗରାଜଙ୍କ…

ହସ୍ପିଟାଲରେ ଭର୍ତ୍ତି ହେଲେ ଅକ୍ଷୟ କୁମାର

ମୁମ୍ବାଇ,୫।୪: ବଲିଉଡ୍‌ ଅଭିନେତା ଖିଲାଡି ବୟ ଅକ୍ଷୟ କୁମାରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ଏହାପରେ ସେ ନିଜକୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରଖିଥିଲେ। ତେବେ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଏବେ ହସ୍ପିଟାଲରେ…

୪ ରାଜ୍ୟରେ ପ୍ରଚାର ଶେଷ

ନୂଆଦିଲ୍ଲୀ, ୫।୪: ମଙ୍ଗଳବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ତାମିଲନାଡୁ, କେରଳ ଏବଂ ପୁଡୁଚେରୀରେ ରବିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ସେହିପରି ଆସାମରେ ତୃତୀୟ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ସରିଥିବାବେଳେ ପଶ୍ଚିମବଙ୍ଗରେ…

ପୁଟିନ୍‌ ସବୁଠାରୁ ‘ସେକ୍ସି’

ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ଦେଶର ସବୁଠାରୁ ‘ସେକ୍ସି’ ଓ ‘ହ୍ୟାଣ୍ଡସମ୍‌’ ପୁରୁଷ ଘୋଷଣା କରାଯାଇଛି। ୨୨ ମାର୍ଚ୍ଚରୁ ୧ ଏପ୍ରିଲ ପର୍ଯ୍ୟନ୍ତ ଦେଶର ୩ ଶହରୁ ଅଧିକ ସହରର ୨ ହଜାର ଜଣଙ୍କ ଉପରେ ଏକ ସର୍ଭେ କରାଯାଇଥିଲା। ଦେଶର…

ଆଉଟ୍‌ ହୋଇଯିବାରୁ ଫିଲ୍ଡରଙ୍କୁ ବ୍ୟାଟ୍‌ରେ ପିଟିଦେଲେ ବ୍ୟାଟ୍ସମ୍ୟାନ୍‌, ଆଉ ତା’ପରେ

ଗ୍ବାଲିୟର୍‌,୫।୪: କ୍ରିକେଟ ପଡ଼ିଆରେ ଖେଳାଳିଙ୍କ ମଧ୍ୟରେ ଝଗଡା ସାଧାରଣ ଅଟେ। ସ୍ଲେଜିଂ ଠାରୁ ଆରମ୍ଭ କରି ଖେଳାଳିଙ୍କ ମଧ୍ୟରେ ବାକ୍‌ଯୁଦ୍ଧ କ୍ରିକେଟ ପଡ଼ିଆରେ ଦେଖାଯାଏ। ଯଦି ଶତକ, ଅର୍ଦ୍ଧଶତକ କିମ୍ବା କୌଣସି ନିର୍ଦ୍ଦିଷ୍ଟ ରେକର୍ଡକୁ ମିସ କରନ୍ତି, ତେବେ ବ୍ୟାଟ୍ସମ୍ୟାନଙ୍କ ଭିତରେ…

ଜୋର୍ଡାନ ଯୁବରାଜ ଗୃହବନ୍ଦୀ

ଅମନ, ୫।୪: ଜୋର୍ଡାନ ରାଜା ଅବଦୁଲ୍ଲା ଦ୍ୱିତୀୟଙ୍କୁ କ୍ଷମତାଚ୍ୟୁତ କରିବା ଲାଗି ଷଡ଼ଯନ୍ତ୍ର ଚଳାଇଥିବା ଅଭିଯୋଗରେ ତାଙ୍କ ସାବତ ଭାଇ ଯୁବରାଜ ହାମ୍‌ଜା ବିନ୍‌ ହୁସେନଙ୍କୁ ଗୃହବନ୍ଦୀ କରାଯାଇଛି। ଷଡ଼ଯନ୍ତ୍ର ଅଭିଯୋଗର ତଦନ୍ତ ଶେଷ ହେବା ପର୍ଯ୍ୟନ୍ତ ସେ ତାଙ୍କ ରାଜପ୍ରାସାଦରେ…

୫୦ ବର୍ଷ ପରେ ମିଳିଲା ପ୍ରଥମ ପ୍ରେମ

ଜୟପୁର, ୫।୪: ପ୍ରେମ ପାଇଁ ଫରକ୍‌ ପକାଇପାରେନି ବୟସ, ଯାହାର ପ୍ରମାଣ ଦେଖିବାକୁ ମିଳିଛି ରାଜସ୍ଥାନ ଜୈସାଲମୈରସ୍ଥିତ କୁଲଧାରା ଗ୍ରାମର ଚୌକିଦାର ଦରଓ୍ବାନ ସିଂଙ୍କ କ୍ଷେତ୍ରରେ। ୫୦ ବର୍ଷ ପରେ ଜୀବନର ପ୍ରଥମ ପ୍ରେମ ତାଙ୍କୁ ମିଳିବା ପରେ ଏବେ ତାହା…

୯ ପାସେଞ୍ଜର ଟ୍ରେନ ପାଇଁ ଏକ୍ସପ୍ରେସ୍‌ ଟିକେଟ୍‌

ଯାଜପୁର ଅଫିସ,୫।୪: ଇଷ୍ଟକୋଷ୍ଟ ରେଲୱେ ଅନ୍ତର୍ଗତ ୯ ପାସେଞ୍ଜର ଓ ମେମୁ ଟ୍ରେନ୍‌କୁ ସ୍ପେଶାଲ ଟ୍ରେନ ଭାବେ ଘୋଷଣା କରାଯାଇଛି। ଏହାସହ ଏହି ଟ୍ରେନ୍‌ଗୁଡ଼ିକ ନିମନ୍ତେ ଅଣସଂରକ୍ଷିତ ମେଲ୍‌ କିମ୍ବା ଏକ୍ସପ୍ରେସ୍‌ ଟିକେଟ୍‌ ବ୍ୟବସ୍ଥା କରାଯାଇଛି। ୩୧ା୩ା୨୦୨୧ରେ ରେଲୱେ ବୋର୍ଡର ନିଷ୍ପତ୍ତିକ୍ରମେ…

କିଲ୍‌ ଦି ବିଲ୍‌ ସଂଘର୍ଷ: ୧୦୭ ଗିରଫ

ଲଣ୍ଡନ, ୫।୪(ପି.ଟି.): କେନ୍ଦ୍ରୀୟ ଲଣ୍ଡନରେ ଶନିବାର ‘କିଲ୍‌ ଦି ବିଲ୍‌’ ବିକ୍ଷୋଭବେଳେ ପୋଲିସ ସହ ଆନ୍ଦୋଳନକାରୀଙ୍କର ସଂଘର୍ଷ ହୋଇଥିଲା। ଏହି ଘଟଣାରେ ୧୦୭ ଜଣଙ୍କୁ ଗିରଫ କରାଯାଇଛି। ମେଟ୍ରୋପଲିଟାନ ପୋଲିସ ଅଧିକାରୀମାନେ ବିକ୍ଷୋଭକାରୀଙ୍କୁ ଘଉଡ଼ାଇବା ପାଇଁ ଉଦ୍ୟମ କରୁଥିତ୍ବାବେଳେ ସେମାନଙ୍କ ଉପରକୁ…

ଜାତିର ଗୌରବମୟ ଐତିହ୍ୟକୁ ଛଡ଼ାଇ ନେବାର ଉପକ୍ରମ

କୋଣାର୍କ ମନ୍ଦିର ଉପରେ କଲମଚାଳନା କରିବାକୁ ଧାଇଁ ଆସିଥିବା ପଣ୍ଡିତମାନେ ମୂଳ ମନ୍ଦିରର ନାମକୁ ଏଡ଼େଇଗଲେ। ମୂଳ ମନ୍ଦିରର ଶବ୍ଦ ଭିତରେ ଥିବା ରହସ୍ୟ ବୁଝିବା ତ ଦୂରକଥା, ଶିଳ୍ପୀଙ୍କର ଦକ୍ଷତା ଉପରେ ସନ୍ଦେହ ପ୍ରକାଶ କରି କୁହେଳିକା ସୃଷ୍ଟି କଲେ।…

ସାମ୍ପ୍ରଦାୟିକ ରାଜନୀତି କରୁଛନ୍ତି ମମତା: ଧର୍ମେନ୍ଦ୍ର

ଭୁବନେଶ୍ୱର,୫।୪(ବ୍ୟୁରୋ): ଜୟ ଶ୍ରୀରାମ ନାରାକୁ ଶୁଣି ଚିହିଁକି ଉଠୁଥିବା ମମତା ଦିଦି ସାମ୍ପ୍ରଦାୟିକ ରାଜନୀତି କରୁଛନ୍ତି ବୋଲି ରବିବାର ପଶ୍ଚିମବଙ୍ଗର କମାରହାଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri