Home

ମାଲେସିଆ ପହଞ୍ଚିଲେ ମୋଦି, ଗୋଟିଏ କାରରେ ଏକାଠି ଗଲେ ଦୁଇ ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୭।୨: ମାଲେସିଆ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ମାଲେସିଆର ପ୍ରତିପକ୍ଷ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ X ହ୍ୟାଣ୍ଡେଲରେ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ଇବ୍ରାହିମଙ୍କ ସହ ଏକ ଫଟୋ ମଧ୍ୟ ରହିଛି,…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା ଅଳଙ୍କାର ଜବତ କରିଛି । ଗିରଫ ୩ଜଣ ହେଲେ ଗଜପତି ଜିଲା ସେରଙ୍ଗ…

ଶ୍ରୀଲଙ୍କା ମୁହଁ ଖୋଲିବାରୁ ସରକାରଙ୍କ ସହ ପୁଣି କଥା ହେବ PCB, ଭାରତ ସହ ଖେଳିବାକୁ ନେଇ ନେବ ପରାମର୍ଶ

ନୂଆଦିଲ୍ଲୀ,୭।୨: ୨୦୨୬ ଟି୨୦ ବିଶ୍ୱକପ ଆରମ୍ଭ ହୋଇଛି। ତଥାପି, କ୍ରିକେଟର ସବୁଠାରୁ ଛୋଟ ଫର୍ମାଟର ସବୁଠାରୁ ବଡ଼ ଟୁର୍ଣ୍ଣାମେଣ୍ଟ ପୂର୍ବରୁ, ଚର୍ଚ୍ଚା ଖେଳାଳି କିମ୍ବା ଖେଳ ଉପରେ ନୁହେଁ, ବରଂ ପଡ଼ିଆ ବାହାରେ କାର୍ଯ୍ୟକଳାପ ଉପରେ କେନ୍ଦ୍ରିତ ହୋଇଛି। ହୁଏତ ପୂର୍ବରୁ…

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ ଚାଷୀଙ୍କ ୯ ହଜାର ୫୨୦ କ୍ୱିଣ୍ଟାଲ ଧାନ ମଣ୍ଡିରେ ଦୀର୍ଘ ଦୁଇ ମାସ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି ଆତଙ୍କ ଖେଳାଇଛନ୍ତି । ତେବେ ଉକ୍ତ ବ୍ୟକ୍ତିଙ୍କ ଉନ୍ମତ୍ତ କାଣ୍ଡର ଭିଡ଼ିଓ ସୋସିଆଲ…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଏହାକୁ ଉଭୟ ଦେଶର ସ୍ବାର୍ଥ ପାଇଁ ଏକ ପ୍ରମୁଖ ଚୁକ୍ତି ବୋଲି ବର୍ଣ୍ଣନା…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ ଗାଁ ରାଜସ୍ଥାନରେ ଅବସ୍ଥିତ। ଏହା ଏକ ବିଶେଷ କାହାଣୀ ପାଇଁ ସମଗ୍ର ଭାରତରେ…

ଏହି କଥା ଶୁଣି କାନ୍ଦିଲେ ଭୂମିକା

ବଲିଉଡ ଅଭିନେତ୍ରୀ ଭୂମିକା ଚାୱଲା ଜଣେ ଜଣାଶୁଣା ଅଭିନେତ୍ରୀ। ଯଦିଓ ଆଜିକାଲି ସେ ଫିଲ୍ମରେ କମ୍‌ ସକ୍ରିୟ ଅଛନ୍ତି, କିନ୍ତୁ ସେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ସେ ସୁପରଷ୍ଟାର ସଲମାନ ଖାନଙ୍କ ‘ତେରେ ନାମ’ରେ ନିର୍ଜାରା ଭୂମିକା ପାଇଁ ଏବେ ବି…

କଂଗ୍ରେସ ଛାଡିବାରୁ ଚମକିଲା ଭାଗ୍ୟ! ୪୦ ବର୍ଷ ପରେ ଭାଜପାକୁ ମିଳିବ ମେୟର ପଦ, ଋତୁ ହେବେ BMC ମେୟର

ମୁମ୍ବାଇ,୭।୨: BMC ନିର୍ବାଚନରେ ବିଜୟ ପରେ, ମେୟର ନିର୍ବାଚନକୁ ନେଇ ସସପେନ୍ସ ଶେଷ ହୋଇଛି। ଭାଜପାର ଋତୁ ତାୱଡେ ମୁମ୍ବାଇର ମେୟର ହେବେ, ସେହିପରି ଶିବସେନାର ସଞ୍ଜୟ ଘାଡି ଡେପୁଟି ମେୟର ହେବେ। ମୁମ୍ବାଇ ମେୟର ନିର୍ବାଚନ ପାଇଁ ଭାଜପା କାଉନସିଲର…

କମାଲ କଲେ ବୈଜ୍ଞାନିକ, ମାଟିରେ ନୁହେଁ ପବନରେ ଫଳିଲା ଆଳୁ

ନୂଆଦିଲ୍ଲୀ,୭।୨: ଗ୍ୱାଲିୟରର ରାଜମାତା ବିଜୟା ରାଜେ ସିନ୍ଧିଆ କୃଷି ବିଶ୍ୱବିଦ୍ୟାଳୟରେ, କୃଷି ବୈଜ୍ଞାନିକମାନେ ଏରୋପୋନିକ୍ସ ପଦ୍ଧତି ବ୍ୟବହାର କରି ଆଳୁ ବିହନ ଚାଷ କରୁଛନ୍ତି । ଏହି ଗଛଗୁଡ଼ିକୁ ବାୟୁରେ ଲଗାଯାଉଛି। ଏହାର ମୂଳରୁ ୧,୦୦୦ ଛୋଟ ଆଳୁ ଗଜା ହୋଇସାରିଛି।…

ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି: ଯିବା ପୂର୍ବରୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ମାଲେସିଆ ଗସ୍ତ ଗସ୍ତରେ ଯାଇଛନ୍ତି। ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଭାରତ ଏବେ ପ୍ରତିରକ୍ଷା, ସୁରକ୍ଷା, ଅର୍ଥନୀତି ଏବଂ ନବସୃଜନ ଭଳି ପ୍ରମୁଖ କ୍ଷେତ୍ରରେ ମାଲେସିଆ ସହିତ ସହଯୋଗକୁ…

ଆଉ ନିର୍ବାଚନ ଲଢ଼ିବେନି ଖଣି ମନ୍ତ୍ରୀ, କହିଲେ ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ

ଭୁବନେଶ୍ବର,୭।୨: ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ ଆହକୁ ଆଉ ନିର୍ବାଚନ ନଲଢ଼ି ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?