ଅଶ୍ୱିନ୍ଙ୍କ ଜବରଦସ୍ତ ବୋଲିଂ, ଇଂଲଣ୍ଡ ଟିମ୍ ଘାଇଲା
ଚେନ୍ନାଇ,୧୪।୨: ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଦିନର ଖେଳ ଜାରି ରହିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଭାରତୀୟ ଦଳ ପ୍ରଥମ ଇନିଂସରେ ୩୨୯ରନ୍ କରି ଅଲଆଉଟ୍ ହୋଇଛି। ଏହାପରେ ଇଂଲଣ୍ଡ ଦଳ ପ୍ରଥମ ପାଳିରେ…
ଦିୟାଙ୍କ ପୁରୁଣା ଲଭ୍ଷ୍ଟୋରୀ, କାଲି ଧରିବେ ଆଉ ଜଣଙ୍କ ହାତ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଦିୟା ମିର୍ଜାଙ୍କ କଥା ବର୍ତ୍ତମାନ ଚର୍ଚ୍ଚା ହେଉଛି। ସେ ଆସନ୍ତାକାଲି ଅର୍ଥାତ୍ ସୋମବାର ବିବାହ ବନ୍ଧନରେ ବାନ୍ଧି ହେବେ। ଏହାକୁ ନେଇ ପ୍ରଶଂସକମାନେ ବେଶ୍ ଉତ୍ସୁକ ଅଛନ୍ତି। ବିବାହକୁ ନେଇ ଯେତିକି ଚର୍ଚ୍ଚା ହେଉନି ବର୍ତ୍ତମାନ ଅଧିକ…
ପୁଲୱାମା ଆକ୍ରମଣ: ୧୨ ଦିନରେ ଭାରତ ନେଇଥିଲା ୪୦ ଶହୀଦ ଯବାନଙ୍କ ପ୍ରତିଶୋଧ
ନୂଆଦିଲ୍ଲୀ,୧୪ ।୨: ସାରା ବିଶ୍ୱ ଫେବୃୟାରୀ ୧୪କୁ ଭାଲେଣ୍ଟାଇନ ଡେ’ ଭାବେ ପାଳନ କରୁଥିବା ବେଳେ ଭାରତ ପାଇଁ କିନ୍ତୁ ଏହା ଏକ କଳା ଦିବସ । ଏହିଦିନ ପାକିସ୍ତାନ ଆତଙ୍କବାଦୀଙ୍କ ଅକ୍ରମଣରେ ଶହୀଦ ହୋଇଥିଲେ ୪୦ ଭାରତୀୟ ବୀର ଯବାନ…
ସେନାକୁ ଅର୍ଜୁନ ଟ୍ୟାଙ୍କ ପ୍ରଦାନ କଲେ ମୋଦି
କୋଚି/ଚେନ୍ନାଇ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭାରତୀୟ ସେନାକୁ ଅର୍ଜୁନ ଟ୍ୟାଙ୍କ ଏମ୍-୧ଏ ପ୍ରଦାନ କରିଛନ୍ତି। ତାମିଲନାଡୁର ଚେନ୍ନାଇ ସ୍ଥିତ ଜବାହର ଲାଲ ନେହେରୁ ଷ୍ଟାଡ଼ିୟମ୍ରେ ଏକ ଉତ୍ସବରେ ଯୋଗଦେଇ ସେ ଏଭଳି କରିଛନ୍ତି। ମୋଦି ତାମିଲନାଡୁ ଏବଂ କେରଳ ଗସ୍ତରେ…
ଗାଁ ଦାଣ୍ଡରେ ଯୁବକଙ୍କୁ ବାନ୍ଧି ନିର୍ଧୂମ ଛେଚିଲେ
ପାଟଣା,୧୪।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳର ଜଣେ ୧୩ ବର୍ଷର ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କରିବା ଅଭିଯୋଗରେ ରବିବାର ଗ୍ରାମବାସୀ ଜଣେ ୨୭ ବର୍ଷର ଯୁବକଙ୍କୁ ଗାଁ ମଝିରେ ବାନ୍ଧି ମାଡ଼ ମାରିଛନ୍ତି। ଖବର ପାଇ ତୁରୁମୁଙ୍ଗା ଥାନା ଏଏସ୍ଆଇ…
ହଁ ଶୁଣିବାକୁ ଲାଗିଥିଲା ବର୍ଷେ
ଧର୍ମଶାଳା ମହାବିଦ୍ୟାଳୟରେ ମୁଁ ଯୁକ୍ତ ତିନି ପଢିବା ବେଳେ ଯୁକ୍ତ ୨ରେ ପଢୁଥିଲେ ତନୁଜା। ପ୍ରଥମ ଦେଖାରୁ କେଜାଣି କାହିଁକି ସେ ଖୁବ୍ ଭଲ ଲାଗିଥିଲେ ମୋତେ। ଯଦିଓ କଲେଜରେ ପଢିବା ସମୟରେ ଆମେ ହାତ ଗଣତି ମାତ୍ର ୪-୫ ଥର…
ଘରେ ପଶି ୮ ଦିନର ଯାଆଁଳା ଶିଶୁଙ୍କୁ ଟେକିନେଲା ମାଙ୍କଡ଼, ଆଉ ତା’ ପରେ…
ଚେନ୍ନାଇ,୧୪।୨ : ତାମିଲନାଡୁର ତଞ୍ଜାପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଯେଉଁଠାରେ ଗୋଟିଏ ମାଙ୍କଡ଼ ଘରେ ପଶି ୮ ଦିନର ଯାଆଁଳା ଶିଶୁଙ୍କୁ ଟେକି ନେଇଥିଲା। ସେଥିମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣଙ୍କୁ ଉଦ୍ଧାର କରାଯାଇଛି। ଭୁବନେଶ୍ୱରୀ ନାମକ…
ସ୍ବୟଂ-ଇପ୍ସିତାଙ୍କ ଲଭ୍ଷ୍ଟୋରୀ
ଆପେକ୍ସ ଇଞ୍ଜିନିୟରିଂ କଲେଜରେ ପଢିବା ବେଳେ ମୋ କ୍ଲାସ୍ମେଟ୍ ଥିଲେ ଇପ୍ସିତା ପାଣିଗ୍ରାହୀ। ଖୁବ୍ ମିଶାଣିଆ ଏବଂ ସ୍ନେହି ସ୍ବଭାବର ଝିଅ ବୋଲି ବୋଧହୁଏ ଧିରେ ଧିରେ ତାଙ୍କ ପ୍ରତି ଭଲପାଇବା ଆସିଯାଇଥିଲା ମନଭିତରେ। ସବୁଠୁ ବଡ଼ କଥା ଥିଲା ମୋତେ…
ଫାରୁକ୍-ଉମର ନଜରବନ୍ଦ, ମେହବୁବାଙ୍କ ଉପରେ କଟକଣା
ଶ୍ରୀନଗର,୧୪।୨: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ୍ କନଫରେନ୍ସ୍ର ନେତା ଫାରୁକ୍ ଅବଦୁଲ୍ଲା ଏବଂ ତାଙ୍କ ପୁଅ ଉମର ଅବଦୁଲ୍ଲାଙ୍କୁ ନଜରବନ୍ଦ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଉମର ଟୁଇଟ୍ କରି ସୂଚନା ଦେଇଛନ୍ତି। ସେହିପରି ପିଡ଼ିପି ଅଧ୍ୟକ୍ଷା ମେହବୁବା ମୁଫ୍ତିଙ୍କ…
ଜେଲ୍ରେ ଥିବା ଆନ୍ଦୋଳନକାରୀଙ୍କୁ ମିଳିବ ୨ ହଜାର ଟଙ୍କା ସହାୟତା: ମିଳିତ କିଷାନ ମୋର୍ଚ୍ଚା
ନୂଆଦିଲ୍ଲୀ,୧୪।୨: ଜାନୁୟାରୀ ୨୬ରେ ଦିଲ୍ଲୀର ଟ୍ରାକ୍ଟର ରାଲି ସମୟରେ ଘଟିଥିବା ହିଂସା ଘଟଣାରେ କେତେକ ଆନ୍ଦୋଳନକାରୀଙ୍କୁ ଗିରଫ କରାଯାଇ ଜେଲ୍ରେ ରଖାଯାଇଛି। ସେମାନଙ୍କ ଆର୍ଥିକ ସହାୟତା ସ୍ବରୂପ ମିଳିତ କିଷାନ ମୋର୍ଚ୍ଚା ପକ୍ଷରୁ ୨ ହଜାର ଟଙ୍କା ପ୍ରଦାନ କରାଯିବାକୁ ଘୋଷଣା…
ରାଜ୍ୟରେ ୭୫୯ ଜଳ ଯୋଗାଣ ପ୍ରକଳ୍ପ ଅସମ୍ପୂର୍ଣ୍ଣ
ଯାଜପୁର ଅଫିସ,୧୪ା୨: ଜାନୁୟାରୀ ୨୦୨୧ ସୁଦ୍ଧା ରାଜ୍ୟରେ ୭୫୯ ପାଇପ୍ ଜଳ ଯୋଗାଣ (ପିଡବ୍ଲ୍ୟୁଏସ୍) ପ୍ରକଳ୍ପ ନିର୍ମାଣ ଅସମ୍ପୂର୍ଣ୍ଣ ରହିଛି । ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆର୍ଡବ୍ଲ୍ୟୁଏସ୍ଏସ୍) ବିଭାଗର ୩୨ଟି ଡିଭିଜନରେ ଏପରି ଅବ୍ୟବସ୍ଥା ସୃଷ୍ଟି ହୋଇଛି ।…
ଟୁଲ୍କିଟ୍ ମାମଲା: ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବି ଗିରଫ
ବେଙ୍ଗାଲୁରୁ,୧୪।୨: ପରିବେଶକର୍ମୀ ଗ୍ରେଟା ଥନବର୍ଗ ଟୁଲକିଟ୍ ମାମଲାରେ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ବେଙ୍ଗାଲୁରୁରୁ ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବିଙ୍କୁ ଗିରଫ କରିଛନ୍ତି। ଫେବୃୟାରୀ ୪ରେ ଏନେଇ ଦିଲ୍ଲୀ ପୋଲିସ ପକ୍ଷରୁ ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ଏକ ମାମଲା ରୁଜୁ କରାଯାଇଥିଲା।…
Archives


