ହଁ ଶୁଣିବାକୁ ଲାଗିଥିଲା ବର୍ଷେ
ଧର୍ମଶାଳା ମହାବିଦ୍ୟାଳୟରେ ମୁଁ ଯୁକ୍ତ ତିନି ପଢିବା ବେଳେ ଯୁକ୍ତ ୨ରେ ପଢୁଥିଲେ ତନୁଜା। ପ୍ରଥମ ଦେଖାରୁ କେଜାଣି କାହିଁକି ସେ ଖୁବ୍ ଭଲ ଲାଗିଥିଲେ ମୋତେ। ଯଦିଓ କଲେଜରେ ପଢିବା ସମୟରେ ଆମେ ହାତ ଗଣତି ମାତ୍ର ୪-୫ ଥର…
ଘରେ ପଶି ୮ ଦିନର ଯାଆଁଳା ଶିଶୁଙ୍କୁ ଟେକିନେଲା ମାଙ୍କଡ଼, ଆଉ ତା’ ପରେ…
ଚେନ୍ନାଇ,୧୪।୨ : ତାମିଲନାଡୁର ତଞ୍ଜାପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଯେଉଁଠାରେ ଗୋଟିଏ ମାଙ୍କଡ଼ ଘରେ ପଶି ୮ ଦିନର ଯାଆଁଳା ଶିଶୁଙ୍କୁ ଟେକି ନେଇଥିଲା। ସେଥିମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣଙ୍କୁ ଉଦ୍ଧାର କରାଯାଇଛି। ଭୁବନେଶ୍ୱରୀ ନାମକ…
ସ୍ବୟଂ-ଇପ୍ସିତାଙ୍କ ଲଭ୍ଷ୍ଟୋରୀ
ଆପେକ୍ସ ଇଞ୍ଜିନିୟରିଂ କଲେଜରେ ପଢିବା ବେଳେ ମୋ କ୍ଲାସ୍ମେଟ୍ ଥିଲେ ଇପ୍ସିତା ପାଣିଗ୍ରାହୀ। ଖୁବ୍ ମିଶାଣିଆ ଏବଂ ସ୍ନେହି ସ୍ବଭାବର ଝିଅ ବୋଲି ବୋଧହୁଏ ଧିରେ ଧିରେ ତାଙ୍କ ପ୍ରତି ଭଲପାଇବା ଆସିଯାଇଥିଲା ମନଭିତରେ। ସବୁଠୁ ବଡ଼ କଥା ଥିଲା ମୋତେ…
ଫାରୁକ୍-ଉମର ନଜରବନ୍ଦ, ମେହବୁବାଙ୍କ ଉପରେ କଟକଣା
ଶ୍ରୀନଗର,୧୪।୨: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ୍ କନଫରେନ୍ସ୍ର ନେତା ଫାରୁକ୍ ଅବଦୁଲ୍ଲା ଏବଂ ତାଙ୍କ ପୁଅ ଉମର ଅବଦୁଲ୍ଲାଙ୍କୁ ନଜରବନ୍ଦ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଉମର ଟୁଇଟ୍ କରି ସୂଚନା ଦେଇଛନ୍ତି। ସେହିପରି ପିଡ଼ିପି ଅଧ୍ୟକ୍ଷା ମେହବୁବା ମୁଫ୍ତିଙ୍କ…
ଜେଲ୍ରେ ଥିବା ଆନ୍ଦୋଳନକାରୀଙ୍କୁ ମିଳିବ ୨ ହଜାର ଟଙ୍କା ସହାୟତା: ମିଳିତ କିଷାନ ମୋର୍ଚ୍ଚା
ନୂଆଦିଲ୍ଲୀ,୧୪।୨: ଜାନୁୟାରୀ ୨୬ରେ ଦିଲ୍ଲୀର ଟ୍ରାକ୍ଟର ରାଲି ସମୟରେ ଘଟିଥିବା ହିଂସା ଘଟଣାରେ କେତେକ ଆନ୍ଦୋଳନକାରୀଙ୍କୁ ଗିରଫ କରାଯାଇ ଜେଲ୍ରେ ରଖାଯାଇଛି। ସେମାନଙ୍କ ଆର୍ଥିକ ସହାୟତା ସ୍ବରୂପ ମିଳିତ କିଷାନ ମୋର୍ଚ୍ଚା ପକ୍ଷରୁ ୨ ହଜାର ଟଙ୍କା ପ୍ରଦାନ କରାଯିବାକୁ ଘୋଷଣା…
ରାଜ୍ୟରେ ୭୫୯ ଜଳ ଯୋଗାଣ ପ୍ରକଳ୍ପ ଅସମ୍ପୂର୍ଣ୍ଣ
ଯାଜପୁର ଅଫିସ,୧୪ା୨: ଜାନୁୟାରୀ ୨୦୨୧ ସୁଦ୍ଧା ରାଜ୍ୟରେ ୭୫୯ ପାଇପ୍ ଜଳ ଯୋଗାଣ (ପିଡବ୍ଲ୍ୟୁଏସ୍) ପ୍ରକଳ୍ପ ନିର୍ମାଣ ଅସମ୍ପୂର୍ଣ୍ଣ ରହିଛି । ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆର୍ଡବ୍ଲ୍ୟୁଏସ୍ଏସ୍) ବିଭାଗର ୩୨ଟି ଡିଭିଜନରେ ଏପରି ଅବ୍ୟବସ୍ଥା ସୃଷ୍ଟି ହୋଇଛି ।…
ଟୁଲ୍କିଟ୍ ମାମଲା: ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବି ଗିରଫ
ବେଙ୍ଗାଲୁରୁ,୧୪।୨: ପରିବେଶକର୍ମୀ ଗ୍ରେଟା ଥନବର୍ଗ ଟୁଲକିଟ୍ ମାମଲାରେ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ବେଙ୍ଗାଲୁରୁରୁ ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବିଙ୍କୁ ଗିରଫ କରିଛନ୍ତି। ଫେବୃୟାରୀ ୪ରେ ଏନେଇ ଦିଲ୍ଲୀ ପୋଲିସ ପକ୍ଷରୁ ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ଏକ ମାମଲା ରୁଜୁ କରାଯାଇଥିଲା।…
ଆଜି ଭାଲେଣ୍ଟାଇନ୍ସ ଡେ: ରାଜଧାନୀରେ ୩୦୦ ବାହାଘର
ଭୁବନେଶ୍ୱର, ୧୪।୨(ବ୍ୟୁରୋ): ପ୍ରେମର ପରିଭାଷାକୁ ପରିପ୍ରକାଶ କରିବା ପାଇଁ ପାଳନ ହେଉଛି ଭାଲେଣ୍ଟାଇନ୍ସ ଡେ। ଫେବୃୟାରୀ ୭ ରୋଜ୍ ଡେରୁ ଆରମ୍ଭ ହୋଇଥିବା ସପ୍ତାହର ଅନ୍ତିମ ଦିନ ପ୍ରେମ ଦିବସ। ରବିବାର ଏହାକୁ ସ୍ବତନ୍ତ୍ରଭାବେ ପାଳନ କରିବା ପାଇଁ ପ୍ରେମୀଯୁଗଳ ପୁରା…
ସରକାରୀ ସ୍କୁଲରେ ପ୍ରଥମ ଶ୍ରେଣୀରୁ ଇଂଲିଶ
ଭୁବନେଶ୍ୱର, ୧୪।୨(ବ୍ୟୁରୋ): ଏଣିକି ସରକାରୀ ସ୍କୁଲରେ ପିଲାମାନେ ପ୍ରଥମ ଶ୍ରେଣୀରୁ ଇଂଲିଶ ପାଠ ପଢ଼ିବେ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଥିବା ୧୦୦ଟି ସେଣ୍ଟର ଅଫ୍ ଏକ୍ସିଲେନ୍ସ ସ୍କୁଲରେ ଇଂଲିଶ ବିଷୟକୁ ସାମିଲ କରାଯିବ। ଶନିବାର ଏ ସଂକ୍ରାନ୍ତରେ ବିଦ୍ୟାଳୟ ଓ ଗଣଶିକ୍ଷା…
ତୀର୍ଥଯାତ୍ରା ହେଲା ମହାଯାତ୍ରା: ସଡ଼କ ଦୁର୍ଘଟଣାରେ ୧୪ ମୃତ
କୁରନୋଲ,୧୪।୨: ତୀର୍ଥଯାତ୍ରା ପାଲଟିଛି ମହାଯାତ୍ରା। ଆନ୍ଧ୍ରପ୍ରଦେଶର କୁରନୋଲ ଜିଲାର ଭେଲଡୁରୁଟି ଗାଁଠାରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ମିନି ବସ୍ ଏବଂ ଟ୍ରକ୍ ମଧ୍ୟରେ ଧକ୍କା ଘଟିଛି। ଜାତୀୟ ରାଜପଥରେ ରବିବାର ଭୋର୍ ୪ଟା ସମୟରେ ଘଟିଥିବା ଏହି ସଡ଼କ ଦୁର୍ଘଟଣାରେ…
ଥରେ ନୁହେଁ ଚାରି ଥର ପଡ଼ିଥିଲେ ପ୍ରେମରେ, ହେଲେ ଆଜି ବି ଅବିବାହିତ ରତନ ଟାଟା; କାରଣ ଜାଣିଲେ…
ଟାଟା ଗ୍ରୁପର ପୂର୍ବ ଅଧ୍ୟକ୍ଷ ରତନ ଟାଟା ବିବାହ କରିନାହାନ୍ତି। ହେଲେ ତାଙ୍କ ଜୀବନରେ କୌଣସି ଯୁବତୀ ଆସି ନାହାନ୍ତି ତାହା ଭାବିବା ଭୁଲ। ଥରେ କିମ୍ବା ଦୁଇଥର ନୁହେଁ ବରଂ ଚାରିଥର ସେ ପ୍ରେମରେ ପଡ଼ିଥିଲେ। ହେଲେ ସମୟ ଖରାପ…
ଉପଯୋଗ ନ କଲେ ଜରିମାନା
ଭୁବନେଶ୍ୱର,୧୪।୨(ବ୍ୟୁରୋ): ଶିଳ୍ପାଞ୍ଚଳରୁ ବାହାରୁଥିବା ଗଦା ଗଦା ଫ୍ଲାଏ ଆଶ୍ (ଉଡ଼ନ୍ତା ପାଉଁଶ) ପରିବେଶ ପାଇଁ ଭୟଙ୍କର ବିପଦ ସୃଷ୍ଟି କରି ଚାଲିଛି। ଶିଳ୍ପାୟନ ବଢୁଥିବାରୁ ଏହା ଜଳ, ଭୂପୃଷ୍ଠ ଓ ବାୟୁମଣ୍ଡଳକୁ ବିପଜ୍ଜନକ ଭାବେ ଆକ୍ରାନ୍ତ କଲାଣି। ଏହାକୁ ଦୃଷ୍ଟିରେ ରଖି…
Archives


