Home

ଛତିଶଗଡ଼ରେ ୫ ଯବାନ ସହିଦ

ରାୟପୁର,୩।୪: ଛତିଶଗଡ଼ରେ ଶନିବାର ଅପରାହ୍ନରେ ମାଓବାଦୀମାନଙ୍କ ସହ ହୋଇଥିବା ଏନ୍‌କାଉଣ୍ଟରରେ ୫ ଯବାନ ସହିଦ ହୋଇଥିବା ବେଳେ ପ୍ରାୟ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ସିଲଗେର ଗ୍ରାମ ନିକଟ…

ଏହିସବୁ ଜିଲାରେ ବଜ୍ରପାତ ସହ କୁଆପଥର ବର୍ଷା ଆଶଙ୍କା

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟର ୮ଟି ଜିଲାରେ ବଜ୍ରପାତ ସହ କୁଆପଥର ବର୍ଷା ହେବା ନେଇ ଶନିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସନ୍ଧ୍ୟା ୬ରୁ କୋରାପୁଟ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ମୟୂରଭଞ୍ଜ, ରାୟଗଡ଼ା, ଗଜପତି ଜିଲାରେ କୁଆପଥର ବର୍ଷାର ସମ୍ଭାବନା ରହିଛି।…

ପ୍ରଶଂସକଙ୍କୁ ଏଭଳି ପ୍ରଶ୍ନ ପଚାରିବା ପଡ଼ିଲା ମହଙ୍ଗା; ଓ୍ବାର୍ନରଙ୍କୁ ଟ୍ରୋଲ କଲେ ହିଟ୍‌ମ୍ୟାନ୍‌

ନୂଆଦିଲ୍ଲୀ,୩।୪: ଏପ୍ରିଲ ୯ରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୧। ଏହାପୂର୍ବରୁ ଖେଳାଳିମାନେ ନିଜ ନିଜ ଫ୍ରାଞ୍ଚାଇଜ ସହ ଯୋଡ଼ି ହେଉଛନ୍ତି। ସନରାଇଜର୍ସ ହାଇଦ୍ରାବାଦର ଅଧିନାୟକ ଡେଭିଡ୍‌ ଓ୍ବାର୍ନର ଶନିବାର ନିଜ ହୋଟେଲ ରୁମ୍‌ରେ ଏକ ଭିଡିଓ କରି ସୋସିଆଲ…

ଘରେ ପରିବା ଧୋଉଛନ୍ତି ଏହି ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କରିସ୍ମା କପୁର ଆଜିକାଲି ଲାଇମଲାଇଟରୁ ଦୂରେଇ ରହିଛନ୍ତି। କିନ୍ତୁ ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ। କରିସ୍ମା ସୋସିଆଲ ମିଡିଆରେ ନିଜର ଫଟୋ ଏବଂ ଭିଡିଓ ଶେୟାର କରି ସବୁବେଳେ ପ୍ରଶଂସକଙ୍କ ସହ ଯୋଡିହୋଇ ରହିଥାନ୍ତି। ଏହି ସମୟରେ…

କରୋନା ଟିକା ନେବା ପରେ ଅମିତାଭ କହିଲେ ଏମିତି…

ମୁମ୍ବାଇ: ବିଗ୍‌-ବି ଅମିତାଭ ବଚ୍ଚନ ଶନିବାର କରୋନା ଟିକା ନେଇଛନ୍ତି। ଅଭିଷେକ ବଚ୍ଚନଙ୍କୁ ଛାଡ଼ି ପରିବାର ଅନ୍ୟ ସଦସ୍ୟମାନେ ବି ଏହି ଟିକା ନେଇଛନ୍ତି। ତେବେ ଟିକା ନେବା ପରେ ବିଗ୍‌-ବି ତାଙ୍କ ଅଭିଜ୍ଞତା ଲୋକଙ୍କ ସହ ଶେୟାର କରିଛନ୍ତି। ଏହି…

ବିଧାନସଭାରେ ପାରିତ ହେଲା ଓଡ଼ିଶା ଲୋକାୟୁକ୍ତ ସଂଶୋଧନ ବିଲ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): ବିଧାନସଭାରେ ଓଡ଼ିଶା ଲୋକାୟୁକ୍ତ ସଂଶୋଧନ ବିଲ୍‌ ପାରିତ ହୋଇଛି। ବିରୋଧୀଙ୍କ ହୋହଲ୍ଲା ଭିତରେ ବିଲ୍‌ ପାରିତ ହୋଇଥିବା ଜଣାପଡ଼ିଛି। ପୂର୍ବରୁ ଲୋକାୟୁକ୍ତରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷ ଓ ସଦସ୍ୟମାନେ ଓଡ଼ିଶା ସହ ସମଗ୍ର ଦେଶରେ ନିଯୁକ୍ତି ବ୍ୟବସ୍ଥା ଥିଲା। ଏଣିକି…

ବିଧାନସଭା ଇତିହାସରେ ପ୍ରଥମ: ବାଚସ୍ପତିଙ୍କୁ ଚପଲ ଫିଙ୍ଗିଲେ ବିରୋଧୀ

ଭୁବନେଶ୍ୱର,୩।୪(ବ୍ୟୁରୋ): ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିଛନ୍ତି ବିରୋଧୀ ଦଳର ବିଧାୟକ। ଶନିବାର ଏଭଳି ଏକ ଅଭାବନୀୟ ଦୃଶ୍ୟ ବିଧାନସଭାରେ ଦେଖିବାକୁ ମିଳିଛି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମୁଲତବୀ ପ୍ରସ୍ତାବ ଗ୍ରହଣ ନ କରିବା ଏବଂ ବିରୋଧୀ ଦଳ ନେତାଙ୍କୁ କହିବାକୁ…

ମଝି ଆକାଶରେ ଉଡ଼ି ସମ୍ପର୍କ ରଖିଲେ ପ୍ରେମୀଯୁଗଳ, ପରେ ଘଟିଲା ଏମିତି…

ପାରାଚ୍ୟୁଟ ସାହାଯ୍ୟରେ ଆକାଶରେ ଉଡ଼ିବା କଥା ସମସ୍ତେ ଜାଣନ୍ତି। ମାତ୍ର ଏଥର ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ପ୍ରେମୀଯୁଗଳ ମଝି ଆକାଶରେ ସମ୍ପର୍କ ରଖିବା ମହଙ୍ଗା ପଡ଼ିଛି। ଫଳରେ ଉଭୟଙ୍କୁ ଡାକ୍ତରଖାନା ଯିବାକୁ ପଡ଼ିଛି।…

ଆଉ ନାହାନ୍ତି ବଲିଉଡ୍‌ର ଏହି ପ୍ରସିଦ୍ଧ ଅଭିନେତା: ୨ ବର୍ଷ ହେବ କିଡ୍‌ନୀ ରୋଗରେ ଥିଲେ ଆକ୍ରାନ୍ତ

ବଲିଉଡ୍‌ରେ ଗୋଟିଏ ପରେ ଗୋଟିଏ ଖରାପ ଖବର ସାମ୍ନାକୁ ଆସିବାରେ ଲାଗିଛି। ଏବେ ଅଭିନେତା ତଥା ନିର୍ଦ୍ଦେଶକ ତାରିକ ଶାହାଙ୍କ ପରଲୋକ ଘଟିଛି। ମୁମ୍ବାଇର ଏକ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। ତେବେ ତାରିକ ବିଗତ ୨ ବର୍ଷ ହେବ କିଡ୍‌ନୀ…

ବ୍ୟାରିକେଟ୍‌ରେ ଫସିଗଲା ଶିଶୁକନ୍ୟାଙ୍କ ମୁଣ୍ଡ

ପୁରୀ ଅଫିସ,୩।୪: ଶ୍ରୀମନ୍ଦିର ସମ୍ମୁଖରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚପଲ ଷ୍ଟାଣ୍ଡ ବ୍ୟାରିକେଟରେ ଜଣେ ଶିଶୁକନ୍ୟା ଫସି ରହିଥିଲେ। ପୋଲିସ ଏବଂ ଅଗ୍ନିଶମ ବାହିନୀ ପକ୍ଷରୁ କଟରରେ ଲୁହାରଡ଼ କଟାଯିବା ପରେ ଶିଶୁଙ୍କୁ ଉଦ୍ଧାର କରାଯାଇଛି। ତେବେ ପରିବାର…

କୋଲକାତାରେ ବିକ୍ରି ହେଉଛି ଦିଦି ସନ୍ଦେଶ, ମୋଦି ମିଠାଇ

କୋଲକାତା,୩।୪: ପଶ୍ଚିମବଙ୍ଗ ନିର୍ବାଚନରେ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ନାନା ବାଦବିବାଦ ଦେଖାଦେଇଛି। ଏହି ନିର୍ବାଚନରେ ଜିତିବା ପାଇଁ ଟିଏମ୍‌ସି ଏବଂ ଭାଜପା କଠିନ ପରିଶ୍ରମ କରୁଛନ୍ତି। ମମତା ବାନାର୍ଜୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରସ୍ପର ପ୍ରତି ଆକ୍ଷେପ ପ୍ରତି ଆକ୍ଷେପ…

ରାତି ୧୦ରୁ ସକାଳ ୫ ଯାଏ ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର,୩।୪(ବ୍ୟୁରୋ): ବଢ଼ିବାରେ ଲାଗିଛି କରୋନାର ଲେଉଟାଣି ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟ ସରକାର ୧୦ଟି ଜିଲାରେ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri