Home

ସିଏମ୍‌ସିର ନୂଆ ଗାଇଡ୍‌ଲାଇନ୍‌: ବିବାହ ଉତ୍ସବରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ ଲୋକଙ୍କୁ ଅନୁମତି

କଟକ ଅଫିସ, ୩।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନୂଆ ଗାଇଡ୍‌ଲାଇନ୍‌ ଜାରି କରିଥିଲା। ତେବେ ଶନିବାର କଟକ ମହାନଗର ନିଗମ (ସିଏମ୍‌ସି) ନୂଆ ମାର୍ଗଦର୍ଶିକା ଜାରି…

ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିବା ଘଟଣା: ବିଧାୟକ, ବିରୋଧୀ ଦଳ ଉପନେତାଙ୍କ ଗିରଫ ଦାବି

ଦିଗପହଣ୍ଡି,୩।୪(ଡି.ଏନ୍‌.ଏ.): ବିଧାନସଭା ପରିସରରେ ବାଚସ୍ପତିଙ୍କୁ ଚପଲ ଫିଙ୍ଗିବା ଘଟଣା ଓଡ଼ିଶା ବିଧାନସଭା ଇତିହାସରେ ପ୍ରଥମ ଘଟଣା। ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିଧାନସଭା ପୋଡିୟମ ଉପରକୁ…

ଲାଇଭ୍‌ ରିପୋଟିଂ ସମୟରେ ଖବରଦାତାଙ୍କ ସହ ଏମିତି କଲା କୁକୁର: ଭିଡିଓ ଦେଖିଲେ..

ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓଟି ଲାଇଭ୍‌ ରିପୋଟିଂ ସମୟର। ଏଥିରେ ଜଣେ ମହିଳା ଖବରଦାତାଙ୍କୁ ଏକ କୁକୁର ଆକ୍ରମଣ କରି ତାଙ୍କଠାରୁ ମାଇକ୍‌ ଛଡ଼ାଇ ନେଇ ପଳାଇଯାଉଥିବା ଦେଖିବାକୁ ମିଳୁଛି। ଏହି…

ଦିଲ୍ଲୀ କ୍ୟାପିଟଲ୍ସ୍‌କୁ ଝଟ୍‌କା: ଅକ୍ଷର ପଟେଲ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟଲ୍ସ୍‌ କ୍ରିକେଟ ଟିମ୍‌କୁ ବଡ଼ ଝଟ୍‌କା ଲାଗିଛି। ୨୦୨୧ ଆଇପିଏଲ୍‌ ଆରମ୍ଭ ହେବାର କିଛି ଦିନ ପୂର୍ବରୁ ଦଳର ଷ୍ଟାର ଅଲରାଉଣ୍ଡର ଅକ୍ଷର ପଟେଲଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଚେନ୍ନାଇ ସୁପର କିଙ୍ଗସ୍‌ ଏବଂ…

ଶୋପିଆନ୍‌ରେ ସର୍ଚ୍ଚ ଅପରେଶନ୍‌

ଶ୍ରୀନଗର,୩।୪: ଜମ୍ମୁ-କଶ୍ମୀର ଶୋପିଆନ୍‌ର ହେରାପୋରା ଅଞ୍ଚଳର ଜଙ୍ଗଲ ମଧ୍ୟରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଏଠାରେ ଥିବା ଏକ ଘରେ ୪-୫ ଜଣ ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ…

ଫାରୁକ୍‌ ଅବଦୁଲ୍ଲା ହସ୍ପିଟାଲରେ ଭର୍ତ୍ତି

ଶ୍ରୀନଗର,୩।୪: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସ୍‌ର ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମାର୍ଚ୍ଚ ୩୦ରେ ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ଏହାପରେ ଫାରୁକ୍‌ ହୋମ୍‌ ହାଇସୋଲେଶନରେ ଥିଲେ। ତେବେ ସ୍ବାସ୍ଥ୍ୟାବସ୍ଥା ଅଧିକ…

ଇଂଲଣ୍ଡର ଏହି ଖେଳାଳିଙ୍କ ଖୁଲାସା: ପ୍ରଥମ ଟେଷ୍ଟ ସମୟରେ କୋହଲି ଚେତାଇ କହିଥିଲେ…

ଲଣ୍ଡନ,୩।୪: ଇଂଲଣ୍ଡ ବ୍ୟାଟ୍ସମ୍ୟାନ୍‌ ଓଲି ପୋପ୍‌ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ନେଇ ଏକ ବଡ଼ ଖୁଲାସା କରିଛନ୍ତି। ଚାରି ମ୍ୟାଚ୍‌ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ସମୟରେ କୋହଲି ତାଙ୍କୁ ଚେତାଇ ଏହାପରେ ଆଉ ଫ୍ଲାଟ ପିଚ୍‌ ଉପଲବ୍ଧ ହେବ…

ମାଟି ତଳେ ୫୦ ଘଣ୍ଟା ରହିଲେ ୟୁଟ୍ୟୁବର

ଓ୍ବାଶିଂଟନ,୩।୪: ୟୁଟ୍ୟୁବ୍‌ରେ ପ୍ରତିଦିନ ନୂଆ ନୂଆ ଘଟଣା ସମ୍ପର୍କରେ ଭିଡ଼ିଓ ଅପଲୋଡ୍‌ ହେଉଛି। ସମ୍ପ୍ରତି ଆମେରିକାର ଜଣେ ୟୁଟ୍ୟୁବର ମାଟି ତଳେ କଫିନ୍‌ରେ ୫୦ ଘଣ୍ଟା ରହିଥିବାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସେ ହେଉଛନ୍ତି ଖ୍ୟାତି ସମ୍ପନ୍ନ…

ଫେରିଲା କଟକଣା: କଳାହାଣ୍ଡି-ଫୁଲବାଣୀର ୩ ସ୍ଥାନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭବାନୀପାଟଣା(ଡି.ଏନ୍‌.ଏ.)/ଫୁଲବାଣୀ ଅଫିସ,୩।୪: ରାଜ୍ୟରେ ଚିନ୍ତା ବଢ଼ାଇଲାଣି କରୋନାର ଲେଉଟାଣି ସଂକ୍ରମଣ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ କଟକଣା ଜରୁରୀ ହୋଇପଡ଼ିଲାଣି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟର ୨ ଜିଲାର ୩ ସ୍ଥାନକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରାଯାଇଛି। କଳାହାଣ୍ଡି ଜିଲା…

ଫୋନ୍‌ରେ ଗପିବା ପଡ଼ିଲା ମହଙ୍ଗା: ଜଣଙ୍କୁ ୨ ଥର ଦେଲେ କରୋନା ଟିକା

କାନପୁର,୩।୪: ଭାରତରେ କରୋନାର ଦୋହରା ସଂକ୍ରମଣ ଆରମ୍ଭ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସାର୍ବଜନୀକ ଟିକାକରଣ ଅଭିଯାନ ମଧ୍ୟ ଜାରି ରହିଛି। ତେବେ ଉତ୍ତରପ୍ରଦେଶ ଲକ୍ଷ୍ନୌର ଦେହାତ ଅଞ୍ଚଳରେ ଜଣେ ଏଏନ୍‌ଏମ୍‌ ମୋବାଇଲ୍‌ରେ ଗପୁଥିବା ସମୟରେ ଭୁଲରେ ୨ ଥର କରୋନା…

୩୫ ବର୍ଷ ପୂର୍ବେ ୩ ପିଲାର ବାପାଙ୍କୁ ବିବାହ କରିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ: ବର୍ତ୍ତମାନ ପର୍ଯ୍ୟନ୍ତ ମିଳିନାହିଁ ସ୍ତ୍ରୀର ମାନ୍ୟତା

ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ଜୟା ପ୍ରଦାଙ୍କୁ ଇତିମଧ୍ୟରେ ୫୯ ବର୍ଷ ହୋଇଛି। ୩ ଏପ୍ରିଲ, ୧୯୬୨ରେ ଆନ୍ଧ୍ରପ୍ରଦେଶରେ ସେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ ସାଙ୍ଗକୁ ସେ ସାଉଥ୍‌ର ଅନେକ ସୁପରହିଟ୍‌ ଫିଲ୍ମରେ ମଧ୍ୟ କାମ କରିଛନ୍ତି। ତେବେ ଜୟାଙ୍କ ଜୀବନ ଅନେକ…

ଧର୍ମନିରପେକ୍ଷ-ସାମ୍ପ୍ରଦାୟିକ ରାଜନୀତି ଦେଶ ପାଇଁ କ୍ଷତିକାରକ: ମୋଦି

ଗୁଆହାଟି,୩।୪: ଦେଶର ବିକାଶ ପଥରେ ଧର୍ମନିରପେକ୍ଷ ଏବଂ ସାମ୍ପ୍ରଦାୟିକ ରାଜନୀତି ବାଧା ସୃଷ୍ଟି କରୁଛି। ଏଭଳି ରାଜନୀତି ଖେଳ ଦେଶ ପାଇଁ କ୍ଷତିକାରକ। ଭାଜପା ସରକାର ସବ୍‌କା ସାଥ୍‌-ସବ୍‌କା ବିକାଶ-ସବ୍‌କା ବିଶ୍ୱାସ ମନ୍ତ୍ର ଆଧାରରେ ବିଭିନ୍ନ ଯୋଜନା ପ୍ରଣୟନ କରି ସାଧାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri