ଫୋନ୍ରେ ଗପିବା ପଡ଼ିଲା ମହଙ୍ଗା: ଜଣଙ୍କୁ ୨ ଥର ଦେଲେ କରୋନା ଟିକା
କାନପୁର,୩।୪: ଭାରତରେ କରୋନାର ଦୋହରା ସଂକ୍ରମଣ ଆରମ୍ଭ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସାର୍ବଜନୀକ ଟିକାକରଣ ଅଭିଯାନ ମଧ୍ୟ ଜାରି ରହିଛି। ତେବେ ଉତ୍ତରପ୍ରଦେଶ ଲକ୍ଷ୍ନୌର ଦେହାତ ଅଞ୍ଚଳରେ ଜଣେ ଏଏନ୍ଏମ୍ ମୋବାଇଲ୍ରେ ଗପୁଥିବା ସମୟରେ ଭୁଲରେ ୨ ଥର କରୋନା…
୩୫ ବର୍ଷ ପୂର୍ବେ ୩ ପିଲାର ବାପାଙ୍କୁ ବିବାହ କରିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ: ବର୍ତ୍ତମାନ ପର୍ଯ୍ୟନ୍ତ ମିଳିନାହିଁ ସ୍ତ୍ରୀର ମାନ୍ୟତା
ବଲିଉଡ୍ର ଲୋକପ୍ରିୟ ଅଭିନେତ୍ରୀ ଜୟା ପ୍ରଦାଙ୍କୁ ଇତିମଧ୍ୟରେ ୫୯ ବର୍ଷ ହୋଇଛି। ୩ ଏପ୍ରିଲ, ୧୯୬୨ରେ ଆନ୍ଧ୍ରପ୍ରଦେଶରେ ସେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍ ସାଙ୍ଗକୁ ସେ ସାଉଥ୍ର ଅନେକ ସୁପରହିଟ୍ ଫିଲ୍ମରେ ମଧ୍ୟ କାମ କରିଛନ୍ତି। ତେବେ ଜୟାଙ୍କ ଜୀବନ ଅନେକ…
ଧର୍ମନିରପେକ୍ଷ-ସାମ୍ପ୍ରଦାୟିକ ରାଜନୀତି ଦେଶ ପାଇଁ କ୍ଷତିକାରକ: ମୋଦି
ଗୁଆହାଟି,୩।୪: ଦେଶର ବିକାଶ ପଥରେ ଧର୍ମନିରପେକ୍ଷ ଏବଂ ସାମ୍ପ୍ରଦାୟିକ ରାଜନୀତି ବାଧା ସୃଷ୍ଟି କରୁଛି। ଏଭଳି ରାଜନୀତି ଖେଳ ଦେଶ ପାଇଁ କ୍ଷତିକାରକ। ଭାଜପା ସରକାର ସବ୍କା ସାଥ୍-ସବ୍କା ବିକାଶ-ସବ୍କା ବିଶ୍ୱାସ ମନ୍ତ୍ର ଆଧାରରେ ବିଭିନ୍ନ ଯୋଜନା ପ୍ରଣୟନ କରି ସାଧାରଣ…
ବିବାହରେ ଏମିତି ଗାଉନ୍ ପିନ୍ଧି ଓ୍ବାଲର୍ଡ ରେକର୍ଡ କଲେ ଏହି କନ୍ୟା, ତିଆରି ହୋଇପାରିଥାନ୍ତା …
ସବୁ ଝିଅଙ୍କର ସ୍ବପ୍ନ ରହିଥାଏ, ସେମାନେ ନିଜ ବିବାହ ଦିନ କିପରି ସବୁଠାରୁ ସୁନ୍ଦର ଏବଂ ଭିନ୍ନ ଦେଖାଯିବେ। ଏଥିପାଇଁ ସେମାନେ ସବୁଠାରୁ ସୁନ୍ଦର ଏବଂ ଦାମୀ ପୋଷାକ ମଧ୍ୟ ପିନ୍ଧିଥାନ୍ତି। କିନ୍ତୁ ସାଇପ୍ରସ ଦେଶରେ ଜଣେ କନ୍ୟା ନିଜ ବିବାହରେ…
ଆର୍ସିବି ନୁହଁ କି ପଞ୍ଜାବ କିଙ୍ଗ୍ସ; ଏ ହେଉଛି ଆଇପିଏଲ୍ରେ ସବୁଠାରୁ ଅଧିକ ମ୍ୟାଚ୍ ହାରିଥିବା ଟିମ୍
ନୂଆଦିଲ୍ଲୀ,୩।୪: ଆଇପିଏଲ୍ ଇତିହାସରେ ଅନେକ ଲଜ୍ଜାଜନକ ରେକର୍ଡ ହୋଇଛି। ସେଥିରୁ ଗୋଟିଏ ହେଲା ସବୁଠାରୁ ଅଧିକ ଥର ମ୍ୟାଚ୍ ହାରିବାର ରେକର୍ଡ। ବିଶ୍ୱର ଏହି ବଡ଼ ଟୁର୍ନାମେଣ୍ଟରେ ଏପରି କରିଛି ଗତ ସଂସ୍କରଣରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଫାଇନାଲରେ ପହଞ୍ଚିଥିବା ଦିଲ୍ଲୀ…
ସୁଫରଫାଷ୍ଟ ଏକ୍ସପ୍ରେସ୍ର ବଗିରୁ ଇଞ୍ଜିନ୍ ହେଲା ଅଲଗା: ଯାତ୍ରୀ ଆତଙ୍କିତ
ଲକ୍ଷ୍ନୌ,୩।୪: ସପ୍ତକ୍ରାନ୍ତି ସୁଫରଫାଷ୍ଟ୍ ଏକ୍ସପ୍ରେସ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ଉତ୍ତରପ୍ରଦେଶର ଆନନ୍ଦବିହାରରୁ ବିହାରର ମୁଜାଫରପୁର ଯାଉଥିବା ଏକ୍ସପ୍ରେସ୍ ଶୁକ୍ରବାର ୧୦ଟା ୪୫ରେ ଲକ୍ଷ୍ନୌ ଷ୍ଟେଶନରେ ପହଞ୍ଚିଥିଲା। ୧୦ ମିନିଟ ରହିବା ପରେ ଏହା ଗନ୍ତବ୍ୟସ୍ଥଳ ଅଭିମୁଖେ ଯାତ୍ରା କରିଥିଲା। ତେବେ…
କବର ଦେବାକୁ ସ୍ଥାନର ଅଭାବ: ପୁରୁଣା କବରସ୍ତାନରୁ ବାହାର କରାଯାଉଛି କଙ୍କାଳ
ବ୍ରାସିଲିଆ,୩।୪: କରୋନା ଆତଙ୍କ ଥମିବାର ନା ଧରୁନି। ଦକ୍ଷିଣ ଆମେରିକାର ବ୍ରାଜିଲରେ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟୁଥିବା ଲୋକଙ୍କୁ କବର ଦେବାକୁ ସ୍ଥାନର ଅଭାବ ଦେଖାଦେଇଛି। ସ୍ଥାନୀୟ ସାଓ ପାଉଲୋ ସହରରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ତେଣୁ ପ୍ରଶାସନ…
ହସ୍ପିଟାଲରେ ଲାଗିଲା ନିଆଁ: ଭୟଭୀତ ନ ହୋଇ ହାର୍ଟ ସର୍ଜରୀ ଶେଷ କଲେ ଡାକ୍ତର
ମସ୍କୋ,୩।୪: ଡାକ୍ତର ଭଗବାନଙ୍କ ସଦୃଶ। ରୋଗୀଙ୍କ ଜୀବନ ବଞ୍ଚାଇବାରେ ସେମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ରୁଷିଆରେ ଏକ ହସ୍ପିଟାଲରେ ନିିଆଁ ଲାଗିଯାଇଥିଲା। ସେହି ସମୟରେ ହସ୍ପିଟାଲରେ ଜଣେ ରୋଗୀଙ୍କ ଓପନ ହାର୍ଟ ସର୍ଜରୀ ହେଉଥିଲା। ୮ ଜଣିଆ ଡାକ୍ତରୀଦଳ ରୋଗୀଙ୍କୁ ଛାଡ଼ି…
କରୋନା ଆତଙ୍କ: ୬୦୦ ବିଲ୍ଡିଂ ସିଲ୍
ମୁମ୍ବାଇ,୩।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସ୍ଥିତି ବେକାବୁ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଯୋଗୁ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ମୁମ୍ବାଇରେ ଇତିମଧ୍ୟରେ ୬୦୦ ବିଲ୍ଡିଂକୁ ସିଲ୍ କରାଯାଇଛି। ଯେଉଁସବୁ ବିଲ୍ଡିଂରେ କରୋନା ପଜିଟିଭ୍ ରହିଥିତ୍ବା…
ଗରିବଙ୍କୁ ସହାୟତାରେ ଆଦିତ୍ୟନାଥଙ୍କ ରେକର୍ଡ
ଲକ୍ଷ୍ନୌ,୩।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଗରିବଙ୍କୁ ଆର୍ଥିକ ସହାୟତା ପ୍ରଦାନ କ୍ଷେତ୍ରରେ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛନ୍ତି। ଅନ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ତୁଳନାରେ ଆଦିତ୍ୟନାଥ ଅଧିକ ପରିମାଣର ସହାୟତା ଯୋଗାଇ ଦେଇଛନ୍ତି। ଗତ ୪ ବର୍ଷ ମଧ୍ୟରେ ସେ ରାଜ୍ୟର…
ସାଢ଼େ ୬ ମାସ ପରେ କରୋନା ସ୍ଥିତି ଅଣାୟତ୍ତ: ଦିନକରେ ୮୯ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୩।୪: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଦେଶରେ ଲଗାତାର ଗତ ୨ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ…
ଜୀବନରୁ ଦୁଃଖ ଦୂର କରିବାକୁ ଚାହୁଁଛନ୍ତି କି? ଚାଣକ୍ୟନୀତିର ଏହି ଉପାୟକୁ ଅବଲମ୍ବନ କରନ୍ତୁ…
ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିରେ ସବୁ ସମସ୍ୟାର ସମାଧାନ ମିଳିଥାଏ। ଜୀବନର ପ୍ରତ୍ୟେକଟି ଚ୍ୟାଲେଞ୍ଜ ସହ ଲଢ଼ି ଜିତିବାକୁ ଏହା ପ୍ରେରଣା ଦେଇଥାଏ। ସେଥିରେ ଚାଣକ୍ୟ ଜୀବନରୁ ଦୁଃଖ ଦୂର କରି ସୁଖ ସମୃଦ୍ଧି ବୃଦ୍ଧି କରିବା ପାଇଁ ବର୍ଣ୍ଣନା କରିଛନ୍ତି। ଆସନ୍ତୁ…
Archives


