ଫୁଙ୍କାଗଲା ୧୮ ହଜାର ବର୍ଷ ପୁରାତନ ଶଙ୍ଖ
ପ୍ୟାରିସ୍,୧୩।୨: ଫ୍ରାନ୍ସର ନାଚ୍ୟୁରାଲ ହିଷ୍ଟ୍ରି ମ୍ୟୁଜିୟମ୍ ଅଫ୍ ଟୋଉଲଉସ୍ରେ ରଖାଯାଇଥିବା ୧୮ ହଜାର ବର୍ଷ ପୁରାତନ ଶଙ୍ଖକୁ ଫୁଙ୍କା ଯାଇଛି। ଏହାକୁ ୧୯୩୧ରେ ପାଇରନିସ୍ ପାହାଡ଼ର ମାର୍ସୋଉଲାସ ଗୁମ୍ଫାରୁ ଗବେଷକ ପାଇଥିଲେ। ସେବେଠୋରୁ ଏହାକୁ ମ୍ୟୁଜିୟମ୍ରେ ରଖାଯାଇଥିଲା। ତେବେ ପ୍ରଥମ ଥର…
ଡୋଭାଲଙ୍କ କାର୍ଯ୍ୟାଳୟ ଉପରେ ଜୈଶ୍ର ନଜର: ଆଲର୍ଟରେ ସୁରକ୍ଷା ଏଜେନ୍ସି
ନୂଆଦିଲ୍ଲୀ,୧୩।୨: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍ ଡୋଭାଲଙ୍କ କାର୍ଯ୍ୟାଳୟ ଉପରେ ଜୈଶ୍-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନନଜର ରଖିଥିବା ଘଟଣାର ପର୍ଦ୍ଦାଫାଶ୍ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଦେଶରେ ସୁରକ୍ଷା ଏଜେନ୍ସିଙ୍କ ପାଇଁ ହାଇ ଆଲର୍ଟ ଜାରି କରାଯାଇଛି। କାର୍ଯ୍ୟାଳୟକୁ ରେକି କରାଯାଉଥିବା…
ଟିକା ପରେ ୮ ମାସ ରହିବ କୋଭିଡ୍ ଆଣ୍ଟିବଡି
ନୂଆଦିଲ୍ଲୀ, ୧୩।୨: କୋଭିଡ୍ ଟିକା ନେବା ପରେ ଶରୀରରେ ଆଣ୍ଟିବଡି ୮ ମାସ କିମ୍ବା ଏହାଠାରୁ ଅଧିକ ସମୟ ସକ୍ରିୟ ରହିବ ବୋଲି ଏମ୍ସ ନିର୍ଦ୍ଦେଶକ ରଣଦୀପ୍ ଗୁଲେରିଆ ଶୁକ୍ରବାର କହିଛନ୍ତି। ବୈଜ୍ଞାନିକମାନେ ଭାକ୍ସିନ୍ର ଦୀର୍ଘମିଆଦୀ ସୁରକ୍ଷା ଉପରେ ଅନୁଧ୍ୟାନ କରୁଛନ୍ତି।…
ଉତ୍ତେଜନା କମାଇପାରିବ ଆନ୍ତଃଜାତି ବିବାହ
ନୂଆଦିଲ୍ଲୀ, ୧୩।୨(ଆଇଏଏନ୍ଏସ୍): ଭିନ୍ନ ଜାତିରେ ବିବାହ ସମାଜରୁ ଜାତିପ୍ରଥା ଜନିତ ପ୍ରତିବନ୍ଧକ ଦୂର କରିବାର ଏକ ଉପାୟ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଜୀବନସାଥୀ ଚୟନ କରୁଥିବା ପୁଅଝିଅ ଶ୍ରେଣୀ ସମ୍ମାନ (କ୍ଲାସ୍ ଅନର) କିମ୍ବା ଗୋଷ୍ଠୀ ବିଚାର (ଗ୍ରୁପ୍ ଥିଙ୍କିଙ୍ଗ)ର ଅବଧାରଣାର…
ଟିକାଏତ୍ଙ୍କୁ ମହାପଞ୍ଚାୟତ ଭରସା
ଗାଜିଆବାଦ, ୧୩।୨(ପି.ଟି.): ନୂଆ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଗତବର୍ଷ ନଭେମ୍ବରରୁ ହଜାର ହଜାର ଚାଷୀ ଆନ୍ଦୋଳନ ଚଳାଇଥିବାବେଳେ ବିଭିନ୍ନ ରାଜ୍ୟରେ ମହାପଞ୍ଚାୟତର ଆୟୋଜନ କରାଯାଉଛି। ଆସନ୍ତା ରବିବାରଠାରୁ ହରିୟାଣା, ମହାରାଷ୍ଟ୍ର ଏବଂ ରାଜସ୍ଥାନରେ ୭ଟି କୃଷକ ମହାପଞ୍ଚାୟତର ଆୟୋଜନ…
ରାଜ୍ୟ ସଭାରୁ ଦିନେଶଙ୍କ ଇସ୍ତଫା
ନୂଆଦିଲ୍ଲୀ, ୧୩।୨: ତୃଣମୂଳ କଂଗ୍ରେସ (ଟିଏମ୍ସି) ଏମ୍ପି ଦିନେଶ ତ୍ରିବେଦୀ ଶୁକ୍ରବାର ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଫଳରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ପଶ୍ଚିମବଙ୍ଗରେ ଶାସକ ଦଳକୁ ଆଉ ଏକ ଧକ୍କା ଲାଗିଛି। ତାଙ୍କୁ ପାର୍ଲାମେଣ୍ଟକୁ ପଠାଇଥିବା ଟିଏମ୍ସିକୁ ଦିନେଶ…
ହିମସ୍ଖଳନରୁ ବିପଜ୍ଜନକ ହ୍ରଦ
ଡେରାଡୁନ୍, ୧୩।୨ : ଉତ୍ତରାଖଣ୍ଡର ଋଷିଗଙ୍ଗାରେ ଗ୍ଲେସିୟରର ଏକ ଅଂଶ ଭାଙ୍ଗିପଡ଼ି ଯେଉଁ ସ୍ଥାନରେ ମାଡ଼ ହୋଇଥିଲା ସେଠାରେ ଭୟଙ୍କର ହ୍ରଦ ସୃଷ୍ଟି ହୋଇଥିବା ସାଟେଲାଇଟ୍ ଚିତ୍ରରୁ ଦେଖିବାକୁ ମିଳିଛି। ଏହି ହ୍ରଦର ଆକାର ଫୁଟ୍ବଲ ଫିଲ୍ଡର ତିନିଗୁଣ ବୋଲି ଚିତ୍ରରୁ…
ବିବାଦରେ ଫେଣ୍ଟି ବ୍ୟୁଟି
ନୂଆଦିଲ୍ଲୀ,୧୩ା୨: ଦିଲ୍ଲୀରେ ଆନ୍ଦୋଳନରତ କୃଷକଙ୍କ ସମର୍ଥନରେ ଟୁଇଟ୍ କରିଥିବା ଅନ୍ତର୍ଜାତୀୟ ପପ୍ ଷ୍ଟାର ରିହାନା ଫେଣ୍ଟିଙ୍କ ପିଛା ଛାଡ଼ୁନାହିଁ ବିବାଦ। ରିହାନାଙ୍କ କସ୍ମେଟିକ୍ ବ୍ରାଣ୍ଡ୍ ‘ଫେଣ୍ଟି ବ୍ୟୁଟି’ ବିରୋଧରେ ଝାଡ଼ଖଣ୍ଡର କେତେଜଣ ବ୍ୟକ୍ତି ନୂଆଦିଲ୍ଲୀସ୍ଥିତ ଡିଏଲ୍ଏଫ୍ ପ୍ରୋମେନେଡ୍ ମଲ୍ ବାହାରେ ବିକ୍ଷୋଭ…
ସମଲିଙ୍ଗୀ ସମ୍ପର୍କ ବୈଧ
ଲୁଆଣ୍ଡା,୧୩ା୨: ଦକ୍ଷିଣ ଆଫ୍ରିକୀୟ ରାଷ୍ଟ୍ର ଆଙ୍ଗୋଲାରେ ସମଲିଙ୍ଗୀ ସମ୍ପର୍କକୁ ଅପରାଧ ମୁକ୍ତ କରାଯାଇଛି। ଏହାକୁ ବୈଧ କରିବା ଲାଗି ଦେଶରେ ପୂର୍ବ ପ୍ରଚଳିତ ଆଇନକୁ ଉଚ୍ଛେଦ କରି ଏକ ନୂଆ ଆଇନ ଅଣାଯାଇଛି। ସମଲିଙ୍ଗୀ ସମ୍ପର୍କକୁ ‘ପ୍ରକୃତି ବିରୋଧରେ ପାପ’ ବିବେଚନା…
ଆୟୋଜକ କମିଟି ଅଧ୍ୟକ୍ଷ ମୋରିିଙ୍କ ଇସ୍ତଫା
ଟୋକିଓ, ୧୩ା୨(ଏପି): ଟୋକିଓ ଅଲିମ୍ପିକ୍ସ ଆୟୋଜକ କମିଟି ମୁଖ୍ୟ ୟୋଶିରୋ ମୋରି ଶୁକ୍ରବାର ପଦବୀରୁ ଇସ୍ତଫା ଦେଇଛନ୍ତି। ‘ମହିଳାମାନେ ଅଧିକ କଥାବାର୍ତ୍ତା କରିଥାନ୍ତି’। ଏଭଳି ମହିଳା ବିରୋଧୀ ମନ୍ତବ୍ୟ ଦେଇ ସେ ବିବାଦୀୟ ହୋଇପଡ଼ିଥିଲେ। ମୋରିଙ୍କ ଉତ୍ତରାଧିକାରୀ ବାଛିବା ପାଇଁ ଶୁକ୍ରବାର…
୧୯କୁ ଘୁଞ୍ଚିଲା ଶୁଣାଣି
ନୂଆଦିଲ୍ଲୀ,୧୩ା୨(ପି.ଟି.): କୋଟିଆ ସୀମା ବିବାଦକୁ ନେଇ ଓଡ଼ିଶା ପକ୍ଷରୁ ଦାଏର ଅଦାଲତ ଅବମାନନା ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଆନ୍ଧ୍ର ପ୍ରଦେଶକୁ ଜବାବ ତଲବ କରିଛନ୍ତି। ତେବେ ଶନିବାର ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ଉପରେ ସର୍ବୋଚ୍ଚ ଅଦାଲତ…
ସାମାନ୍ୟ କଥାରେ ରାଗୁଛନ୍ତି କି? ଏହି ସହଜ ଉପାୟରେ ନିଜକୁ କରନ୍ତୁ ଶାନ୍ତ, ନଚେତ୍…
କ୍ରୋଧକୁ ଆୟତ୍ତ କରିବା ସାଧନା ଠାରୁ କିଛି କମ୍ ନୁହେଁ। କିଛି ଲୋକଙ୍କ ନାକ ଅଗରେ ରାଗ ଥାଏ। ଏହି ରାଗ ବହୁତ କ୍ଷତିରେ ମଧ୍ୟ ପକାଇଥାଏ। ଏହି ରାଗ ପାଇଁ ଘରର ପରିବେଶ ମଧ୍ୟ ବଦଳିଯାଇଥାଏ। ଏହା ପରିବାରର ସମସ୍ତ…
Archives


