Home

ଓଡ଼ିଶାରେ ପହଞ୍ଚିଲେ ଉପରାଷ୍ଟ୍ରପତି

ଭୁବନେଶ୍ୱର,୨।୪(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଶୁକ୍ରବାର ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ମଧ୍ୟରେ ରାଜଭବନ ଯାଇଛନ୍ତି। ସେଠାରେ ମଧ୍ୟାହ୍ନଭୋଜନ କରିବେ। ଅପରାହ୍ନ ୪.୪୫ ମିନିଟ୍‌ରେ ରାଜଭବନରୁ ବାହାରି ସଡ଼କପଥରେ…

ଭାଜପା ପ୍ରାର୍ଥୀଙ୍କ କାର୍‌ରେ ଇଭିଏମ୍‌: ଟାର୍ଗେଟ କଲେ ପ୍ରିୟଙ୍କା

ଦିସପୁର,୨।୪: ଆସାମ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନର କିଛି ଘଣ୍ଟା ପରେ ଗୁରୁବାର ସୋସିଆଲ ମିଡିଆରେ ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ପଥରକଣ୍ଡିର ଭାଜପା ପ୍ରାର୍ଥୀ କୃଷ୍ଣେନ୍ଦୁ ପାଲଙ୍କ କାରରେ ଏକ ଇଲେକ୍ଟ୍ରୋନିକ ଭୋଟିଂ ମେସିନ (ଇଭିଏମ)…

ଆଜି ରାଜ୍ୟରେ ୪୦୦ ପାର୍‌ କଲା କରୋନା

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୪୬୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୭୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ରୋଷେଇ ବେଳେ ଫାଟିଗଲା ଗ୍ୟାସ୍‌ ଟାଙ୍କି

ପାଟଣା,୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମର ବଡ଼ଦାଣ୍ଡ ସାହିରେ ଏକ ବଡ଼ ଧରଣର ଦୁର୍ଘଟଣାରୁ ପ୍ରଭାତ ରଣାଙ୍କ ପରିବାର ଅଳ୍ପକେ ବର୍ତ୍ତିଯାଇଛନ୍ତି। ଗୁରବାର ରାତି ପ୍ରାୟ ୮ଟାରେ ପ୍ରଭାତଙ୍କ ସ୍ତ୍ରୀ ଚିନ୍ମୟୀ ରଣା ରୋଷେଇ କରୁଥିବା ବେଳେ ହଠାତ୍‌…

ବିବାହ ପରେ ଅଭିନୟ ଛାଡ଼ିବାକୁ ଚାହୁଁଥିଲେ ଅନୁଷ୍କା: ଭାଇରାଲ ହେଉଛି ପୁରୁଣା ଭିଡିଓ

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା କ୍ରିକେଟର ବିରାଟ କୋହଲିଙ୍କ ସହ ତାଙ୍କର ଦାମ୍ପତ୍ୟ ଜୀବନକୁ ବହୁତ ଉପଭୋଗ କରୁଛନ୍ତି। ଏବେ ସେ ମା’ ହୋଇସାରିଛନ୍ତି। ଏହାରି ମଧ୍ୟରେ ସେ ପୁଣିଥରେ ନିଜ କାମକୁ ଫେରିଛନ୍ତି। ଖୁବ୍‌ଶୀଘ୍ର ତାଙ୍କୁ ଫିଲ୍ମରେ ମଧ୍ୟ ଦେଖିବାକୁ…

ସଚିନ ତେନ୍ଦୁଲକର ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୨।୪: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ହସ୍ପିଟାଲରେ ଭର୍ତ୍ତି। ନିକଟରେ କରୋନା ସଂକ୍ରମିତ ହୋଇଥିବା ସଚିନ ନିଜେ ଏନେଇ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶରେ ହସ୍ପିଟାଲରେ ଭର୍ତ୍ତି ହୋଇଛିି। ଖୁବ୍‌ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରିବି ବୋଲି ସଚିନ କହିଛନ୍ତି।…

ଷ୍ଟାଲିନଙ୍କ ଜ୍ୱାଇଁ ଘରେ ଆୟକର ବିଭାଗ ପକ୍ଷରୁ ଚଢାଉ

ଚେନ୍ନାଇ,୨।୪: ତାମିଲନାଡୁରେ ବିଧାନସଭା ନିର୍ବାଚନ ପୂର୍ବରୁ ଡିଏମକେ ନେତାଙ୍କ ସମ୍ପର୍କୀୟଙ୍କ ଘରେ ଆୟକର ବିଭାଗ ଚଢାଉ କରିଛି। ଡିଏମକେ ମୁଖ୍ୟ ଏମ.କେ ଷ୍ଟାଲିନଙ୍କ ଜ୍ୱାଇଁ ସବରିସନଙ୍କ ଘର, ଫାର୍ମ ହାଉସ ସମେତ ଅନ୍ୟାନ୍ୟ ସ୍ଥାନରେ ଏକକାଳୀନ ଚଢାଉ କରିଛି ଆୟକର ବିଭାଗ।…

ସମସ୍ୟାରେ ଶତାୟୁ ଶିକ୍ଷାନୁଷ୍ଠାନ

ଢେଙ୍କାନାଳ ଅଫିସ,୨।୪: ଢେଙ୍କାନାଳର ଶତାୟୁ ଶିକ୍ଷାନୁଷ୍ଠାନ ବ୍ରଜନାଥ ବଡଜେନା ଉଚ୍ଚ ବିଦ୍ୟାଳୟ (ବି.ବି ହାଇସ୍କୁଲ) ସମ୍ପ୍ରତି ସମସ୍ୟା ଭିତରେ ଗତି କରୁଛି। ଏହି ଐତିହ୍ୟସମ୍ପନ୍ନ ପୁରାତନ ଶିକ୍ଷାନୁଷ୍ଠାନରେ ୫ମାସ ହେଲା ସ୍ଥାୟୀ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଛି। ୬ଷ୍ଠରୁ ୮ମ…

ପାଣି ପାଇଁ ଡହଳବିକଳ

ରାଜକନିକା,୨।୪(ଡି.ଏନ.ଏ): ରାଜକନିକା ବ୍ଲକର ଅବଦୁଲପୁର ଗାଁରେ ପାନୀୟ ଜଳ ସଙ୍କଟ ଉତ୍କଟ ରୂପ ଧାରଣା କରିଛି। ଲୋକ ପାଣି ପାଇଁ ଡହଳବିକଳ ହେଉଛନ୍ତି। ଗାଁରେ ଥିବା ସଚଳ ନଳକୂପଟି ଭାଙ୍ଗି ଯିବାରୁ ଲୋକେ ପାନୀୟ ଜଳ ପାଇଁ ହଇରାଣ ହେଉଛନ୍ତି। ବହୁ…

ରାସ୍ତା ମଝିରେ ଜଳିଗଲା କାର୍‌

ବାଉଁଶୁଣୀ,୨।୪(ଡି.ଏନ୍‌.ଏ.): ଶୁକ୍ରବାର ସକାଳେ ବୌଦ୍ଧ ଜିଲା ମନମୁଣ୍ଡା କଣ୍ଟାମାଳ ରାସ୍ତାର କପାସିରା ଛକ ନିକଟ ରାସ୍ତା କଡ଼ରେ ଗୋଟିଏ କାର୍‌ରେ ନିଆଁ ଜଳୁଥିବା ଦେଖିବାକୁ ମିଳିଥିଲା।ଲୋକେ ଦମକଳ ବାହିନୀକୁ ଖବର ଦେବା ପରେ ନିଆଁକୁ ଆୟତ୍ତ କରାଯାଇଥିଲା l ମିଳିଥିବା ସୂଚନା…

ଆଇସିସି ନେଲା ବଡ଼ ନିଷ୍ପତ୍ତି: କ୍ରିକେଟର୍‌ ଏହି ୩ ନିୟମରେ ହେଲା ପରିବର୍ତ୍ତନ

ଭାରତ ଏବଂ ଇଂଲଣ୍ଡ ସିରିଜ ସମୟରେ ଅମ୍ପାୟାରଙ୍କ କଲ ଉପରେ ଅନେକ ପ୍ରଶ୍ନ ଉଠିଥିଲା। ଏହି ଡିଆରଏସ୍‌ର ନିୟମକୁ ପୁନର୍ବିଚାର କରିବାକୁ ଦାବି ଉଠିଥିଲା। ଅନ୍ତର୍ଜାତୀୟ କ୍ରିକେଟ ବୋର୍ଡ(ଆଇସିସି) ଏକ ବୈଠକ ଡକାଇ ଏହି ପ୍ରସଙ୍ଗରେ ଆଲୋଚନା କରିଥିଲା ଏବଂ ଶେଷରେ…

ଚତୁର୍ଥୀ ରାତିରେ ସ୍ବାମୀଙ୍କ ଉଡିଗଲା ହୋସ୍‌: ରାତି ୧୨ରେ ଶ୍ୱଶୁରଙ୍କୁ ଲଗାଇଲେ ଫୋନ୍‌

ଭୋପାଳ,୨।୪: ମଧ୍ୟପ୍ରଦେଶର ଶିବପୁରୀରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଶ୍ୱଶୁର ଘର ନାଁରେ ବିବାହ ପ୍ରତାରଣା ଅଭିଯୋଗ ଆଣିଛନ୍ତି ଜଣେ ବ୍ୟକ୍ତି। ସେ ଅଭିଯୋଗରେ କହିଛନ୍ତି ଯେ ସେ ଦୁଇ ବର୍ଷ ପୂର୍ବେ ବିବାହ କରିଥିବା ଝିଅ ଜଣେ କିନ୍ନର।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri