Home

ସ୍ୟୁ ଚୀଙ୍କ ବିରୋଧରେ ଗୋପନୀୟତା ଉଲ୍ଲଂଘନ ମାମଲା

ନାପିତାଉ,୨।୪: ମ୍ୟାନ୍‌ମାରର କ୍ଷମତାଚ୍ୟୁତ ନେତ୍ରୀ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀ ଏବଂ ତାଙ୍କର ୪ ଜଣ ସହଯୋଗୀଙ୍କ ବିରୋଧରେ ସରକାରୀ ଗୋପନୀୟତା ଆଇନ ଉଲ୍ଲଂଘନ ମାମଲା ରୁଜୁ ହୋଇଥିବା ତାଙ୍କ ଓକିଲ ଗୁରୁବାର ସୂଚନା ଦେଇଛନ୍ତି। ୩ ସପ୍ତାହ ପୂର୍ବରୁ ୟାଙ୍ଗୁନ୍‌ର…

ବିଷ ପିଆଇ ୨ ପିଲାଙ୍କୁ ହତ୍ୟା ଘଟଣା: କନ୍ଦଲେଇ ଗାଁରେ ଚାଇଲ୍ଡ ଲାଇନ୍‌ର ତଦନ୍ତ

ଭୁବନେଶ୍ୱର,୨।୪(ବ୍ୟୁରୋ): ଜଣେ ମା’ ୩ ଶିଶୁଙ୍କୁ ବିଷ ପିଆଇବା ପରେ ନିଜେ ବିଷ ପିଇବା ଓ ୨ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିବା ଘଟଣାକୁ ନେଇ ଚାଇଲ୍ଡ ଲାଇନ୍‌ ତଦନ୍ତ ଆରମ୍ଭ କରିଛି। ଗୁରୁବାର ଏକ ଟିମ ଚନ୍ଦକା ଥାନା କନ୍ଦଲେଇ ଗାଁକୁ…

ବିବାଦରେ ଗ୍ରେଟାଙ୍କ ପ୍ରତିମୂର୍ତ୍ତି

ଲଣ୍ଡନ, ୨/୪: ସ୍ବିଡେନ ସାମାଜିକ କର୍ମୀ ତଥା ଜଳବାୟୁ କାର୍ଯ୍ୟକର୍ତ୍ତା ଗ୍ରେଟା ଥନବର୍ଗଙ୍କ ପ୍ରତିମୂର୍ତ୍ତି ବ୍ରିଟେନର ଓ୍ବିଞ୍ଚଷ୍ଟର ୟୁନିଭର୍ସିଟି ପରିସରରେ ସ୍ଥାପନ ହେବାକୁ ନେଇ ବିବାଦ ଦେଖାଦେଇଛି। ସ୍ଥିରତା ଏବଂ ପ୍ରତିବଦ୍ଧତାର ପ୍ରତିଫଳନ ଉଦ୍ଦେଶ୍ୟରେ ଗ୍ରେଟାଙ୍କ ପ୍ରତିମୂର୍ତ୍ତି ସ୍ଥାପିତ ହୋଇଥିବା ୟୁନିଭର୍ସିଟି…

ଜାତୀୟ ସ୍ତରରେ ପୁଣି ଚମକିଲେ ଓଡ଼ିଆ ଝିଅ: ‘ଇଣ୍ଡିଆ ନେକ୍ସଟ୍‌ ଟପ୍‌ ମଡେଲ’ରେ ମୁକୁଟ ପିନ୍ଧିଲେ ସୋନାଲୀ

ଭୁବନେଶ୍ୱର,୨।୪ (ବ୍ୟୁରୋ): ଜାତୀୟ ସ୍ତରରେ ଆଉଜଣେ ଓଡ଼ିଆ ଝିଅ ନିଜର ପ୍ରତିଭା ଦେଖାଇଛନ୍ତି। ‘ଇଣ୍ଡିଆ ନେକ୍ସଟ ଟପ୍‌ ମଡେଲ’ ପ୍ରତିଯୋଗିତାରେ ଭୁବନେଶ୍ୱରର ଝିଅ ସୋନାଲୀ ସାହୁ ଦ୍ୱିତୀୟ ରନର୍ସ ଅପ୍‌ ଟାଇଟଲ ହାସଲ କରି ଓଡ଼ିଶାର ଗୌରବ ବଢ଼ାଇଛନ୍ତି। ନୂଆଦିଲ୍ଲୀସ୍ଥିତ ଏକ…

ସାଇବର ଠକେଇ ରୋକିବାରେ ପୋଲିସ ବିଫଳ: ୨ମାସରେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ ସାଇବର ଠକେଇ ରୋକିବାରେ ରାଜ୍ୟ ପୋଲିସ ବିଫଳ ହୋଇଛି। କୌଣସି ଆଖିଦୃଶିଆ ପଦକ୍ଷେପ ନିଆଯାଉ ନ ଥିବାରୁ ସାଇବର ଠକମାନେ ସକ୍ରିୟ ହୋଇଉଠିଛନ୍ତି। ତଦନ୍ତରେ ବୈଷୟିକ ଜ୍ଞାନକୌଶଳର ଅଭାବ ଓ ଲୋକଙ୍କ ଅସଚେତନତାର ଫାଇଦା ଉଠାଉଛନ୍ତି ସେମାନେ। ୨…

ଉତ୍କଳ ବିଶ୍ୱବିଦ୍ୟାଳୟକୁ ବର୍ଷକର ଦରମା ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨।୪(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ଗୁରୁବାର ଓଡ଼ିଶା ଦିବସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ବର୍ଷକର ଦରମା ପ୍ରଦାନ କରିଛନ୍ତି। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଧର୍ମେନ୍ଦ୍ର ତାଙ୍କର ଦରମା ବାବଦ ଅର୍ଥ ପ୍ରଦାନ କରିଛନ୍ତି।…

ହାଲ୍‌ ସହରାଞ୍ଚଳ ଜଙ୍ଗଲରେ ପୁଣି ବ୍ୟାପିଲା

ସୁନାବେଡ଼ା,୨।୪(ସ୍ବ. ପ୍ର.): ସୁନାବେଡ଼ା ହାଲ୍‌ ନିକଟବର୍ତ୍ତୀ ଅଞ୍ଚଳରେ ଅନେକ ଜଙ୍ଗଲ ରହିଛି। ଏହିସବୁ ଜଙ୍ଗଲରେ ବିଭିନ୍ନ ସମୟରେ ନିଆଁ ଲାଗିବା ଏବେ ପ୍ରଶାସନ ପାଇଁ ଚିନ୍ତାର ବିଷୟ ହୋଇଛି। ବୁଧବାର ହାଲ୍‌ର ଆର୍‌ ଜୋନ୍‌ରେ ଥିବା ଜଙ୍ଗଲରେ ନିଆଁ ଲାଗିଥିବା ବେଳେ…

ପାରାଦୀପ ବନ୍ଦରର ଲଗାତର ୪ର୍ଥ ରେକର୍ଡ

ପାରାଦୀପ,୨।୪(ସ୍ବ.ପ୍ର.): ପାରାଦୀପ ବନ୍ଦର ୨୦୨୦-୨୧ ଆର୍ଥତ୍କ ବର୍ଷରେ ୧୧୪.୫୫ ମିଲିୟନ ଟନ୍‌ ପଣ୍ୟ କାରବାର କରିଛି। ଲଗାତର ୪ର୍ଥ ଆର୍ଥିକ ବର୍ଷରେ ୧୦୦ ମିଲିୟନ ଟନ୍‌ରୁ ଊର୍ଦ୍ଧ୍ୱ ପଣ୍ୟ କାରବାର କରିବାର ରେକର୍ଡ ହାସଲ କରିଛି ବୋଲି ଗୁରୁବାର ଏକ ଖବରଦାତା…

ଭୂତଳ ଜଳ ସ୍ଥିତି ସଙ୍ଗିନ

ଭୁବନେଶ୍ୱର,୨।୪(ବ୍ୟୁରୋ):ରାଜ୍ୟରେ ତାତି ବଢ଼ିଚାଲିଛି। ପ୍ରତ୍ୟେକ ବର୍ଷ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଏକ ଶୁଷ୍କ ପରିବେଶ ସୃଷ୍ଟି କରୁଛି। ବିଭିନ୍ନ ଜିଲାରେ ଜଳକଷ୍ଟ ଦେଖାଦେଉଛି। ଆବଶ୍ୟକ ପରିମାଣ ବର୍ଷା ନ ହେବା ଓ ଜଳାଶୟ ଲୋପ ପାଇଯାଉଥିବା କାରଣରୁ ଭୂତଳ ଜଳ ତଳକୁ…

ଲିଙ୍ଗଗତ ଅସମାନତା: ୧୪୦ ତମ ସ୍ଥାନକୁ ଖସିଲା ଭାରତ

ନୂଆଦିଲ୍ଲୀ, ୨ା୪:ବିଶ୍ୱ ଅର୍ଥନୈତିକ ଫୋରମ୍‌(ଡବ୍ଲ୍ୟୁଇଏଫ୍‌)ର ବୈଶ୍ୱିକ ଲିଙ୍ଗଗତ ଅସମାନତା ରିପୋର୍ଟରେ ଭାରତ ଖରାପ ପ୍ରଦର୍ଶନ କରିଛି। ଏହି ସୂଚକାଙ୍କରେ ଭାରତ ୨୮ଟି ସ୍ଥାନ ତଳକୁ ଖସି ୧୪୦ ନମ୍ବରରେ ପହଞ୍ଚିଛି। ୧୫୬ଟି ଦେଶକୁ ନେଇ ଏହି ରିପୋର୍ଟ ପ୍ରସ୍ତୁତ ହୋଇଥିବାବେଳେ ଦକ୍ଷିଣ…

ମା’ ହେବେ ବଲିଉଡ୍‌ର ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ଦିଆ ର୍ମିଜା ପ୍ରଥମ ଥର ପାଇଁ ମା’ ହେବାକୁ ଯାଉଛନ୍ତି। ମାଳଦ୍ୱୀପରୁ ଏକ ଫଟୋ ପୋଷ୍ଟ କରି ଦିୟା ପ୍ରଶଂସକଙ୍କୁ ଏହି ବଡ ଖୁସି ଖବର ଦେଇଛନ୍ତି। ଗତ ଫେବୃଆରୀରେ ବୈଭବ ରେଖୀଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ଆଜିକାଲି…

ସେଦିନ ଭାରତୀୟ କ୍ରିକେଟରଙ୍କ ଆଖିରେ ଥିଲା ଲୁହ

ଏପ୍ରିଲ ୨, ୨୦୧୧ ଭାରତୀୟ କ୍ରିକେଟ୍‌ ଇତିହାସରେ ଏକ ସ୍ମରଣୀୟ ଦିନ। ଏହି ଦିନ ଭାରତ ଦ୍ୱିତୀୟଥର ବିଶ୍ୱବିଜୟୀ ହେବାରେ ସୌଭାଗ୍ୟ ହାସଲ କରିଥିଲା। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଶ୍ରୀଲଙ୍କାକୁ ପରାସ୍ତ କରି ଦୀର୍ଘ ୨୮ ବର୍ଷ ପରେ ମହେନ୍ଦ୍ର ସିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri