Home

ଓଡ଼ିଶାରେ ଜିଏସ୍‌ଟି ସଂଗ୍ରହ ୨୫% ବୃଦ୍ଧି

ନୂଆଦିଲ୍ଲୀ,୨।୪: ଚଳିତ ବର୍ଷ ମାର୍ଚ୍ଚରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସ୍ତରରେ ରହିଛି। ଏହି ମାସରେ ସାରା ଦେଶରେ ୧.୨୩ ଲକ୍ଷ କୋଟି ଟଙ୍କାର ଜିଏସ୍‌ଟି ଆଦାୟ ହୋଇଛି। ଜିଏସ୍‌ଟି ଲାଗୁ ହେବା ପରେ ମାର୍ଚ୍ଚ ୨୦୨୧ରେ ସର୍ବାଧିକ…

ଆଭ୍ୟନ୍ତରୀଣ ଓଡ଼ିଶାକୁ ନାହିଁ ନିସ୍ତାର: ୪୦ ଡିଗ୍ରୀ ଉପରେ ୧୫ ସହର

ଭୁବନେଶ୍ୱର,୨ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତତଲା ତାଓ୍ବାରେ ସାରା ଓଡ଼ିଶା ସିଝୁଛି। ପାରଦ ଉପରମୁହାଁ ହୋଇଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରକୁ ଡେଇଁଯାଉଛି। ସକାଳ ୯ଟାରୁ ଆରମ୍ଭ ହୋଇଯାଉଛି ପ୍ରଚଣ୍ଡ ତାତି। ବାହାରେ…

‘ଶାହାଙ୍କ କଥାରେ ଇସି’

ନନ୍ଦିଗ୍ରାମ,୨ା୪:ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ମତଦାନ ବାଧାପ୍ରାପ୍ତ ହୋଇଛି। କେତେକ ସ୍ଥାନରେ ହିଂସା ମଧ୍ୟ ଘଟିଛି। ଭାଜପା ଗୁଣ୍ଡାମାନେ ଭୋଟ ଗ୍ରହଣ ବେଳେ ଅଚଳାବସ୍ଥା ସୃଷ୍ଟି କରିଛନ୍ତି। ଗୁରୁବାର ସକାଳ ୭ଟାରୁ ମତଦାନ ଆରମ୍ଭ ହେବା ପରଠାରୁ ତୃଣମୂଳ କଂଗ୍ରେସ…

ସ୍ବତନ୍ତ୍ର ଓଡ଼ିଶାର ଦୃଢ଼ ସମର୍ଥକ ଥିଲେ ଗାନ୍ଧୀ: ନବୀନ

ଭୁବନେଶ୍ୱର (ବ୍ୟୁରୋ)/କଟକ ଅଫିସ,୨ା୪: ଅହିଂସାର ପୂଜାରୀ ଭାବେ ମହାତ୍ମା ଗାନ୍ଧୀ ସାରା ବିଶ୍ୱକୁ ନୂତନ ଦିଗ୍‌ଦର୍ଶନ ଦେଇଯାଇଛନ୍ତି। ଆଜିର ଦୁନିଆରେ ତା’ର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି। ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ୮ଥର ଓଡ଼ିଶା ଆସିଥିଲେ। ଓଡ଼ିଶାର ବିଭିନ୍ନ…

୩୪ଲକ୍ଷ ଚାଷୀଙ୍କୁ ୬୯୩.୯୪କୋଟି

ଭୁବନେଶ୍ୱର, ୨ା୪(ବ୍ୟୁରୋ):୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ କଲ୍ୟାଣ କାର୍ଯ୍ୟକ୍ରମ ଅନ୍ତର୍ଗତ ‘କାଳିଆ’ ଯୋଜନାରେ ୪ର୍ଥ ପର୍ଯ୍ୟାୟ ଅର୍ଥ ପ୍ରଦାନ କରିଛନ୍ତି। ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ୩୪ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ…

ଟି୨୦ ସିରିଜ୍‌: ନ୍ୟୁଜିଲାଣ୍ଡର କ୍ଲିନ୍‌ ସୁଇପ୍‌

ଅକଲାଣ୍ଡ,୨।୪(ଏପି): ବାଂଲାଦେଶ ବିପକ୍ଷ ବର୍ଷା ବାଧାପ୍ରାପ୍ତ ତୃତୀୟ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୬୫ ରନରେ ବିଜୟୀ ହୋଇଛି। ୩ଟି ଯାକ ମ୍ୟାଚ୍‌ ଜିତି ନ୍ୟୁଜିଲାଣ୍ଡ ସିରିଜ କ୍ଲିନ୍‌ସୁଇପ୍‌ କରିଛି। ବର୍ଷା ଯୋଗୁ ବିଳମ୍ବରେ ମ୍ୟାଚ୍‌ ଆରମ୍ଭ ହୋଇଥିଲା। ପାଖାପାଖି ୨ ଘଣ୍ଟା…

ଆୟାର ପୂରା ପାଉଣା ପାଇବେ

ଚେନ୍ନାଇ, ୨।୪-ଆହତ ସମସ୍ୟା ଯୋଗୁ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଶ୍ରେୟାସ ଆୟାର ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ଖେଳିପାରିବେ ନାହିଁ। ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ଅବସରରେ ସେ କାନ୍ଧରେ ଆଘାତ ପାଇଥିଲେ। ଚଳିତ ମାସ ୮ ତାରିଖରେ ତାଙ୍କ…

ଆଇପିଏଲ୍‌ରେ ସର୍ବାଧିକ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ପୁରସ୍କାର ଜିତିଥିବା ଖେଳାଳି କିଏ ଜାଣନ୍ତି କି

ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସଂସ୍କରଣ ୨୦୨୧ ଚେନ୍ନାଇରେ ଏପ୍ରିଲ ୯ରୁ ଆରମ୍ଭ ହେବ। ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିଅନ ତଥା ଆଇପିଏଲର ସଫଳତମ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ମଧ୍ୟରେ ହେବ। ଏହି ମ୍ୟାଚ ଆଇପିଏଲର ୧୪ତମ…

ଆଇପିଏଲ୍‌ ଖେଳିବେନି, ତଥାପି ପାଇବେ ପୁରା ପାଉଣା

ନୂଆଦିଲ୍ଲୀ,୧।୪: ଆହତ ସମସ୍ୟା ଯୋଗୁ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୧ରୁ ବାହାର ହୋଇଛନ୍ତି କ୍ରିକେଟର ଶ୍ରେୟାସ ଆୟାର। ସିଜନରେ ସେ ନ ଖେଳିଲେ ମଧ୍ୟ ପୁରା ପାଉଣା ପାଇବେ। ପୂର୍ବରୁ ତାଙ୍କୁ ୭ କୋଟି ଟଙ୍କା ଲେଖାଏ ମିଳୁଛି। ଏବେ ଖେଳାଳି ଜୀବନବୀମା…

ସ୍ବାମୀଙ୍କୁ ବାଧ୍ୟରେ ‘ବେବି’ ବୋଲି ଡାକୁଛନ୍ତି ସ୍ବିଡେନ୍‌ର ଏହି ମହିଳା, କାରଣ ଜାଣିଲେ…

ଭାରତୀୟ ସଂସ୍କୃତିରେ ମହିଳାମାନେ ସ୍ବାମୀଙ୍କ ନାମ ନ ଧରିବାର ପରମ୍ପରା ରହି ଆସିଥିଲା। ଅତ୍ୟାଧୁନିକ ସମୟରେ ଏହାକୁ କେହି ସେତେଟା ପାଳନ କରୁ ନ ଥିଲେ ହେଁ ପୁରୁଣା କାଳର କିଛି ବୟସ୍କ ମହିଳା ଏବେ ବି ସେଭଳି କରୁଛନ୍ତି। ହେଲେ…

ବିବାହର ଚାରି ବର୍ଷ ପରେ ସ୍ବାମୀଙ୍କଠାରୁ ଅଲଗା ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ, ପୋଷ୍ଟ ଲେଖି କହିଲେ…

ବମ୍ବେ: ଚାରି ବର୍ଷର ବିବାହ ପରେ ସ୍ବାମୀଙ୍କଠାରୁ ଅଲଗା ହୋଇଛନ୍ତି ଅଭିନେତ୍ରୀ କୀର୍ତ୍ତି କୁଲ୍ହାରୀ। ସୋସିଆଲ ମିଡିଆରେ ଲମ୍ବା ଚଉଡ଼ା ପୋଷ୍ଟ କରି ସେ ଏ ବିଷୟରେ ଜଣାଇଛନ୍ତି। ୨୦୧୬ରେ ସାହିଲ ସେହଗଲଙ୍କ ହାତ ଧରିଥିଲେ କୀର୍ତ୍ତି। ଏବେ ବିବାହ ବିଚ୍ଛେଦକୁ…

ରାଜଧାନୀ ଭୁବନେଶ୍ୱର ବିଶ୍ୱରେ ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବୁଧବାର ରେକର୍ଡ ଭାଙ୍ଗିଥିଲା ଭୁବନେଶ୍ୱର। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜଧାନୀ ଭୁବନେଶ୍ୱରକୁ ବିଶ୍ୱର ସବୁଠୁ ଉତ୍ତପ୍ତ ସହର ଭାବରେ ସ୍ଥାନିତ କରାଯାଇଛି। ବୁଧବାର ଭୁବନେଶ୍ୱରରେ ତାପମାତ୍ରା ସର୍ବାଧିକ ୪୪.୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri