ସାରାଙ୍କର ହେଲା ଅସ୍ତ୍ରୋପଚାର, ପ୍ରଶଂସକଙ୍କୁ କହିଲେ ଏମିତି…
ବଲିଉଡ୍ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। କେତେବେଳେ ସେ ନିଜ ଫିଲ୍ମ ପାଇଁ ତ ଆଉ କେତେବେଳେ ସୋସିଆଲ ମିଡିଆରେ ପୋଷ୍ଟକୁ ନେଇ। ଏଥର ସେ ଏକ ଭିଡିଓ ପାଇଁ…
ଇଲ୍କୁ ଗିଳୁଛି ମାଛ, ଦେଖନ୍ତୁ ପୂରା ଭିଡିଓ
ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ ହେଉଛି, ଯାହାକୁ ଲୋକେ ଖୁବ୍ ପସନ୍ଦ କରିଛନ୍ତି। ଭିଡିଓରେ ଏକ ମାଛ ଗୋଟିଏ ବଡ଼ ଇଲ୍କୁ ଗିଳୁଛି। ଲୋକେ ଭିଡିଓ ଦେଖି ବିଶ୍ୱାସ କରିପାରୁନାହାନ୍ତି ମାଛ କିପରି ଏତେବଡ଼ ଇଲ୍କୁ ଖାଇପାରିବ? ଭାରତୀୟ…
ଏହି ଅଭିଜ୍ଞ ଖେଳାଳିଙ୍କୁ କିଣିପାରେ ଚେନ୍ନାଇ ସୁପର କିଙ୍ଗ୍ସ, ଧୋନୀଙ୍କୁ ମିଳିବ…
ନୂଆଦିଲ୍ଲୀ,୧୧।୨: କିଛିଦିନରେ ଆରମ୍ଭ ହେବ ଆଇପିଏଲ୍୨୦୨୧ ପାଇଁ ନିଲାମୀ ପ୍ରକ୍ରିୟା। ଫେବୃୟାରୀ ୧୮ରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ର ୧୪ତମ ସିଜନ୍ ପାଇଁ ଖେଳାଳିଙ୍କ ନିଲାମ ପ୍ରକ୍ରିୟା ଆୟୋଜନ କରାଯିବ। ଟିମ୍ରୁ ବାହାର ହୋଇଥିବା ଖେଳାଳିମାନେ ଏଥିରେ ଉପଲବ୍ସ ରହିବେ। ସେମାନଙ୍କ ମଧ୍ୟରୁ…
ଏହି ଫୁଲକୁ ଭାରତରେ ପ୍ରତିଦିନ ପସନ୍ଦ କରୁଛନ୍ତି ୯୦ ଲକ୍ଷରୁ ଅଧିକ ଲୋକ, ଜାଣନ୍ତୁ ଏହାର ସ୍ବତନ୍ତ୍ରତା
ଏମିତି ଏକ ଫୁଲ ଅଛି, ଯାହାକୁ ଲୋକେ ଆଜିକାଲି ବହୁତ ପସନ୍ଦ କରୁଛନ୍ତି। ବିଶେଷକରି ଭାରତରେ ଏହି ଫୁଲକୁ ପ୍ରତିଦିନ ପ୍ରାୟ ୯୦ ଲକ୍ଷ ଲୋକ ପସନ୍ଦ କରୁଛନ୍ତି। ନ୍ୟୁୟର୍କ ଏଷ୍ଟରର ଓ୍ବିକିପିଡିଆ ଫଟୋ ଭାରତୀୟକୁ ବହୁତ ପସନ୍ଦ ଆସୁଛି। ଏହା…
୧୪ ବର୍ଷର ଟେଷ୍ଟ କ୍ୟାରିୟରରେ ଏଭଳି କରିପାରି ନ ଥିଲେ ଧୋନୀ, ହେଲେ ପନ୍ତ କଲେ ରେକର୍ଡ
ଚେନ୍ନାଇ,୧୧।୨: ଭାରତୀୟ କ୍ରିକେଟ ଟିମ୍ ଅଷ୍ଟ୍ରେଲିଆରେ ସିରିଜ୍ ଜିତିବାରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ଉଇକେଟକିପର ରିଷଭ ପନ୍ତଙ୍କୁ ଏମ୍ଏସ୍ ଧୋନୀଙ୍କ ଉତ୍ତରାଧିକାରୀ ବୋଲି କୁହାଯାଉଛି। ବ୍ୟାଟିଂଠାରୁ ଆରମ୍ଭ କରି ଉଇକେଟ ପଛରେ ଭୂମିକାକୁ ସେ ବେଶ ଭଲ ଭାବେ ତୁଲାଉଛନ୍ତି। ଖୁବ୍…
ପୀଡ଼ିତାଙ୍କୁ ବିବାହ ପାଇଁ ରାଜି ହେଲେ ବଳାତ୍କାର ଅଭିଯୁକ୍ତ: ଦଣ୍ଡମୁକ୍ତ କଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୧୧।୨: ପୀଡ଼ିତାଙ୍କୁ ବିବାହ କରିବା ପାଇଁ ରାଜି ହେବାପରେ ଜଣେ ବଳାତ୍କାର ଅଭିଯୁକ୍ତଙ୍କ୍ୁ ବୁଧବାର ସୁପ୍ରିମ୍କୋର୍ଟ ଦଣ୍ଡମୁକ୍ତ କରିଛନ୍ତି। ତେବେ ୬ ମାସ ମଧ୍ୟରେ ପୀଡ଼ିତାଙ୍କୁ ବିବାହ କରିବାକୁ ପଡ଼ିବ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ତାଗିଦ କରିଛନ୍ତି। ପ୍ରଧାନ ବିଚାରପତି ଶରଦ…
ଜୀବନ ସଂଗ୍ରାମ ଜାରି: ଟନେଲରେ ପଶିଲା ପାଣି
ଡେରାଡୁନ୍,୧୧।୨: ତପୋବନ ଟନେଲରେ ୩୦ ଜଣ ପାଖାପାଖି ଶ୍ରମିକ ଅଟକି ରହିଥିବା ଅନୁମାନ କରାଯାଉଛି। ସେମାନେ ବର୍ତ୍ତମାନ ପର୍ଯ୍ୟନ୍ତ ଜୀବିତ ରହିଛନ୍ତି କି ତାହା ଅଜଣା। ଉଦ୍ଧାରକାରୀ ଦଳ ଜୀବନ ସହିତ ସଂଗ୍ରାମ କରୁଥିବା ଶ୍ରମିକଙ୍କୁ ବଞ୍ଚାଇବା ଉଦ୍ୟମ ଜାରି ରଖିଛନ୍ତି।…
ବିଏସ୍ଏଫ୍ ହାତରେ ପାକିସ୍ତାନୀ ପାରା
ଜୈସଲମେର,୧୧।୨: ରାଜସ୍ଥାନର ଜୈସଲମେର ଜିଲାରେ ଏକ ପାକିସ୍ତାନୀ ପାରା ବିଏସ୍ଏଫ୍ ହାତରେ ଧରା ପଡ଼ିଛି। ପାକିସ୍ତାନର ସୀମାବର୍ତ୍ତୀ ଅଞ୍ଚଳରେ ପାରାଟିକୁ ଏକ ଗଛ ବୁଦାରେ ବସିଥିବା ସମୟରେ ବିଏସ୍ଏଫ୍ର ୧୮-ବି ବାଟାଲିଅନ ଯବାନ ଧରିଛନ୍ତି। ପାରାଟିର ଦୁଇ ଗୋଡ଼ରେ ଟ୍ୟାଗ୍ ଲଗାଯାଇଛି।…
କଳା ରଙ୍ଗର ଶାଢ଼ିରେ ଟିନାଙ୍କୁ ଦେଖି ହୃଦୟ ଦେଇ ବସିଥିଲେ ଅମ୍ବାନୀ ପରିବାରର ଏହି ଦାୟଦ, ହେଲେ ନିଜର କରିବା…
ବମ୍ବେ: ବ୍ୟବସାୟୀ ପରିବାରର ହୋଇଥିଲେ ହେଁ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିଲେ ଅନିଲ ଅମ୍ବାନୀ। ଏକ ବିବାହରେ ଅତିଥି ଭାବେ ଯୋଗ ଦେଇଥିଲେ ଟିନା। କଳା ରଙ୍ଗର ଶାଢ଼ି ପିନ୍ଧିଥିଲେ ସେ। ପ୍ରଥମ ଦେଖାରେ ଟିନାଙ୍କୁ ପସନ୍ଦ କରିଥିଲେ ଅନିଲ। ଏହାପରେ ଆମେରିକାରେ…
ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ପ୍ରତୀକ ଧାରଣା
ଭଦ୍ରକ ଅଫିସ,୧୧।୨: ଗୁରୁବାର ବିରୋଧୀ ଦଳ ଉପନେତା ତଥା ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ବାସଗୃହ ସମ୍ମୁଖରେ ପ୍ରତୀକ ଧାରଣା ଦିଆଯାଇଛି। ଏହି ଧାରଣା ଆଗାମୀ ଦିନରେ ଜିଲାର ଅନ୍ୟ ବିଧାୟକଙ୍କ ବାସଗୃହ ସମ୍ମୁଖରେ ଦିଆଯିବ ବୋଲି କୁହାଯାଇଛି। ଜିଲାବାସୀଙ୍କ ବୃହତ…
ବିବାହିତ ସତ୍ତ୍ୱେ ଏହି ଲୋକପ୍ରିୟ ଅଭିନେତ୍ରୀଙ୍କୁ ଭଲପାଇ ବସିଥିଲେ କୁମାର ସାନୁ, ହେଲେ…
ବମ୍ବେ: ନବେ ଦଶକରେ ଯେଉଁ କେତେଜଣ ଗାୟକ ନିଜର ସୁମଧୁର କଣ୍ଠକୁ ନେଇ ଏବେ ବି ଶ୍ରୋତାଙ୍କ ମନରେ ଘର କରି ରହିଛନ୍ତି, ସେମାନଙ୍କ ମଧ୍ୟରୁ କୁମାର ସାନୁ ଅନ୍ୟତମ। ସେ ବିଗତ ଦିନରେ ନିଜର ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ…
ଭୁଜାଲି ଚୋଟରେ ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର
ଭୁବନେଶ୍ୱର,୧୧।୨(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଝରଣାସାହି ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳା ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ସୂଚନାଯୋଗ୍ୟ, ଝାଡ଼ଖଣ୍ଡ ଅଞ୍ଚଳର ଛୋଟୁଲାଲ ବେଶ୍ରା,…
Archives


