ସ୍ଥିତି ଅସମ୍ଭାଳ: ୪ ଦିନରେ ୧୬ ଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଗତ ୪ ଦିନ…
ଗଣ୍ଡାନାଳରେ ବିଆର୍ପିଏଲ୍ର ବିଷାକ୍ତ ବର୍ଜ୍ୟଜଳ ମିଶିବା ମାମଲା: ଏସ୍ପିସିବି ରିପୋର୍ଟକୁ ଅପେକ୍ଷା
ଯାଜପୁର ଅଫିସ,୯।୫: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳସ୍ଥିତ ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍ (ବିଆର୍ପିଏଲ୍୍)ର ବିଷାକ୍ତ ବର୍ଜ୍ୟଜଳ ଗଣ୍ଡାନାଳରେ ମିଶିବା ମାମଲାରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି) ଠାରୁ ଏନ୍ଜିଟି(ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ) ରିପୋର୍ଟ ତଲବ କରିଛନ୍ତି। ଏନ୍ଜିଟିର ଜୁଡିସିଆଲ…
ଯୁକ୍ତ୨ ଲାଗି ହୋଇପାରେ ପ୍ରବେଶିକା
ଭୁବନେଶ୍ୱର,୯।୫(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ମୂଲ୍ୟାୟନ ପଦ୍ଧତି ଚୂଡ଼ାନ୍ତ ହେବା ପରେ ଏବେ ଯୁକ୍ତ୨ ନାମଲେଖାକୁ ନେଇ ପ୍ରଶ୍ନ ଉଠିଲାଣି। କେମିତି ଓ କେଉଁ ଆଧାରରେ ନାମଲେଖା ହେବ ତାକୁ ନେଇ ଏବେ ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ଅଭିଭାବକଙ୍କ ମନରେ ଦ୍ୱନ୍ଦ୍ୱ…
‘ନେହେରୁ, ଗାନ୍ଧୀ ପରିବାର ପାଇଁ ଦେଶ ବଞ୍ଚିଛି’
ମୁମ୍ବାଇ, ୯ା୫: ଭାରତରେ କରୋନାର ଘାତକ ସଂକ୍ରମଣବେଳେ ବାହାର ଦେଶଗୁଡ଼ିକ ସହାୟତାର ହାତ ବଢ଼ାଇଛନ୍ତି। କିନ୍ତୁ ମୋଦି ସରକାର ଦିଲ୍ଲୀରେ ସେଣ୍ଟ୍ରାଲ ଭିଷ୍ଟା ନିର୍ମାଣ କାର୍ଯ୍ୟ ଜାରି ରଖିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ, ଇନ୍ଦିରା ଗାନ୍ଧୀ, ମନମୋହନ ସିଂଙ୍କୁ…
ଅଧିକ ସହାୟତା ପ୍ରତିଶ୍ରୁତି ଦେଲେ କମଲା ହାରିସ୍
ଓ୍ବାଶିଂଟନ୍୍, ୯ା୫: କରୋନା ମହାମାରୀରେ ଭାରତର ସହାୟତା ପାଇଁ ଆମେରିକା ଜୋ ବାଇଡେନ୍ ସରକାର ସଂକଳ୍ପବଦ୍ଧ। ଭାରତର କଲ୍ୟାଣ ଆମେରିକା ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ଆମେରିକା ଉପରାଷ୍ଟ୍ରପତି କମଲା ହାରସ୍ କହିଛନ୍ତି। ଭାରତରେ କରୋନା ତାଣ୍ଡବ ‘ହୃଦୟ ବିଦାରକ’ ବୋଲି…
୯ ଲକ୍ଷ ରୋଗୀଙ୍କୁ ଅକ୍ସିଜେନ ଦିଆଯାଇଛି: ହର୍ଷବର୍ଦ୍ଧନ
ନୂଆଦିଲ୍ଲୀ, ୯।୫(ପି.ଟି.): ଦେଶରେ ୧,୭୦,୮୪୧ କରୋନା ରୋଗୀଙ୍କୁ ଭେଣ୍ଟିଲେଟର ଯୋଗାଇ ଦିଆଯାଇଥିବାବେଳେ ୯,୦୨,୨୯୧ ଜଣଙ୍କୁ ଅକ୍ସିଜେନ୍ ଯୋଗାଇ ଦିଆଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଶନିବାର କହିଛନ୍ତି। ମନ୍ତ୍ରୀ ଗୋଷ୍ଠୀ ଭର୍ଚୁଆଲ ବୈଠକରେ ମହାମାରୀ ସ୍ଥିତିକୁ ନେଇ ହୋଇଥିବା ଆଲୋଚନାରେ ମନ୍ତ୍ରୀ…
ଆଜି ଆଉ ୧୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୧୮୦କୁ ବୃଦ୍ଧି
ଭୁବନେଶ୍ୱର,୯ା୫(ବ୍ୟୁରୋ): ଆଜି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଥିବା ବେଳେ ଗତକାଲିଠାରୁ ଆଜି ଅର୍ଥାତ୍ ରବିବାର ମୃତ୍ୟୁସଂଖ୍ୟା ମଧ୍ୟ କମିଛି। କରୋନା ରବିବାର ୧୯ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ଶେଷକୃତ୍ୟରେ ଯୋଗଦେଇ ୨୧ ଜଣଙ୍କ ଜୀବନ ଗଲା
ଜୟପୁର, ୯ା୫: ରାଜସ୍ଥାନର ସିକର ଜିଲାରେ ଜଣେ କରୋନା ମୃତକଙ୍କ ସତ୍କାର କାର୍ଯ୍ୟରେ ଯୋଗଦେଇଥିବା ୧୫୦ ଜଣଙ୍କ ମଧ୍ୟରୁ ୨୧ ଜଣଙ୍କ ମୃତ୍ୟୁ ଘଟିଛି। କେବଳ ଏପ୍ରିଲ ୧୫ରୁ ମେ ୫ ତାରିଖ ମଧ୍ୟରେ ସେମାନଙ୍କ ମଧ୍ୟରୁ କରୋନାରେ ସଂକ୍ରମିତ ହୋଇ…
ଆସାମ ମୁଖ୍ୟମନ୍ତ୍ରୀ ଦୌଡ଼ରେ ହିମନ୍ତ ଆଗରେ
ନୂଆଦିଲ୍ଲୀ, ୯।୫(ପି.ଟି.): ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ତାକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ଶନିବାର ଦୁଇ ମୁଖ୍ୟ ଦାବିଦାର ସର୍ବାନନ୍ଦ ସୋନୋଓ୍ବାଲ୍ ଏବଂ ହିମନ୍ତ ବିଶ୍ୱ ଶର୍ମା ନୂଆଦିଲ୍ଲୀରେ ଭାଜପା କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ ଭେଟିଛନ୍ତି। ସେମାନେ ଭାଜପା ରାଷ୍ଟ୍ରୀୟ…
ହସ୍ପିଟାଲରେ ଭର୍ତ୍ତି ପାଇଁ ପଜିଟିଭ୍ ରିପୋର୍ଟ ଜରୁରୀ ନୁହେଁ
ନୂଆଦିଲ୍ଲୀ, ୯।୫: ଦେଶରେ ଦୈନିକ ୪ ଲକ୍ଷରୁ ଊର୍ଦ୍ଧ୍ୱ କରୋନାରେ ସଂକ୍ରମିତ ହେଉଥିବାବେଳେ ସେମାନଙ୍କୁ ଚିକିତ୍ସା ଯୋଗାଇବାରେ ଦେଶର ସ୍ବାସ୍ଥ୍ୟସେବା ଭିତ୍ତିଭୂମି ପର୍ଯ୍ୟାପ୍ତ ହେଉନାହିଁ। କୋଭିଡ୍ କେୟାର ସେଣ୍ଟରରେ କରୋନା ରୋଗୀଙ୍କୁ ଭର୍ତ୍ତି କରିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର…
ଆଜି ରାଜ୍ୟରୁ ୧୦୬୩୫ କରୋନା ଆକ୍ରାନ୍ତ ଚିହ୍ନଟ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା
ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୧୦୬୩୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୩୪,୮୪୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…
ଚୂନ ଖଣିରେ ବିସ୍ଫୋରଣ: ୧୦ ମୃତ
କଡ଼ାପା, ୯।୫: ଆନ୍ଧ୍ରପ୍ରଦେଶର କଡାପାରେ ଥିବା ଏକ ଚୂନପଥର ଖଣିରେ ଶନିବାର ସକାଳେ ବିସ୍ଫୋରଣ ଘଟି ୧୦ ଶ୍ରମିକ ପ୍ରାଣ ହରାଇଛନ୍ତି। କଳସପାଡୁ ବ୍ଲକ୍ର ମାମିଲାପାଲେ ଗ୍ରାମରେ ଥିବା ଉକ୍ତ ଖଣିରେ ବିସ୍ଫୋରଣ ସମୟରେ ୪୦ ଶ୍ରମିକ କାର୍ଯ୍ୟରତ ଥିଲେ। ଶ୍ରମିକମାନଙ୍କ…

