Home

ଟାଇମ୍ସ୍‌ ରିପୋର୍ଟ ନେଇ ଭାରତ ସରକାରଙ୍କ ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଖ୍ୟାତି ସମ୍ପନ୍ନ ଅନ୍ତର୍ଜାତୀୟ ପତ୍ରିକା ଟାଇମ୍ସ୍‌ରେ ପ୍ରକାଶିତ ଏକ ସର୍ଭେ ରିପୋର୍ଟ ନେଇ ଭାରତ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଜଳବାୟୁ ପରିବର୍ତ୍ତନର ପ୍ରଭାବ…

ଲୋକଙ୍କ ଜୀବନ ଯାଉ ପଛେ, ସରକାରଙ୍କ ଜିଏସ୍‌ଟି ରହୁ: ରାହୁଲ…

ନୂଆଦିଲ୍ଲୀ,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। କରୋନା ଭାକ୍ସିନ୍‌ ଦାମ୍‌ ନେଇ କିଛି ଦିନ ତଳେ ବେଶ୍‌ ସରଗରମ ଚର୍ଚ୍ଚା ହୋଇଥିଲା। ଏବେ ଭାକ୍ସିନ୍‌ ଉପରେ ଲାଗୁ ହେଉଥିବା ଜିଏସ୍‌ଟି ନେଇ…

କଙ୍ଗନା କରୋନା ପଜିଟିଭ୍‌…

ମୁମ୍ବାଇ,୮।୫: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଏଭଳି ହେବ ବୋଲି ତାଙ୍କର ଆଶା ନ ଥିଲା। କରୋନା ଭୂତାଣୁ ତାଙ୍କ…

ଭାକ୍ସିନ୍‌ ବୋହିନେବ ଡ୍ରୋନ୍‌: ମିଳିଲା ମଞ୍ଜୁରୀ…

ହାଇଦ୍ରାବାଦ୍‌,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ରଚିିଛି। ଏପରିସ୍ଥଳେ ଭାକ୍ସିନ୍‌ ଯୋଗାଣ କାର୍ଯ୍ୟ ଡ୍ରୋନ୍‌ ଦ୍ୱାରା କରାଯିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସ୍ବୀକୃତି ପ୍ରଦାନ କରାଯାଇଛି। ତେଲଙ୍ଗାନାରେ ଏଭଳି ଭାକ୍ସିନ୍‌ ଯୋଗାଣ କରାଯିବ…

ତୃତୀୟ ଲହର ଲାଗି ଯୋଜନାବଦ୍ଧ ଲଢ଼େଇ ଅପରିହାର୍ଯ୍ୟ…

ନୂଆଦିଲ୍ଲୀ,୮।୫: ଦେଶରେ କରୋନାର ତାଣ୍ଡବ ଜାରି ରହିଛି। ଦ୍ୱିତୀୟ ଲହରର ତାଣ୍ଡବ ଦେଶରୁ ନ ଯାଉଣୁ ଏବେ ତୃତୀୟ ଲହର ଆସିବା ନେଇ ସତର୍କ ସୂଚନା ଜାରି କରିଛନ୍ତି ବୈଜ୍ଞାନିକ। କଡ଼ା ପଦକ୍ଷେପ ଗ୍ରହଣ କରି ତୃତୀୟ ଲହର ସହିତ ଲଢ଼େଇ…

ମେ’ ୨୪ ପର୍ଯ୍ୟନ୍ତ ଲକ୍‌ଡାଉନ୍‌…

ଚେନ୍ନାଇ,୮।୫: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତାମିଲନାଡୁରେ ୨ ସପ୍ତାହ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ମେ’୧୦ରୁ ୨୪ ପର୍ଯ୍ୟନ୍ତ ରାଜ୍ୟରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଜାରି ରହିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ତେଜରାତି ଦୋକାନ ସମେତ ଅନ୍ୟ ଖାଦ୍ୟ…

ପୁଣି ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ମୃତ୍ୟୁ ସଂଖ୍ୟା ୪୦୦୦ ଟପିଲା…

ନୂଆଦିଲ୍ଲୀ,୮।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା…

ଏସ୍‌ଏନ୍‌ଏଲ୍‌ ବିବାଦରେ ମସ୍କ

ଓ୍ବାଶିଂଟନ,୮ା୫: ଆମେରିକାର ଏନ୍‌ବିସି ‘ସଟର୍ଡେ ନାଇଟ୍‌ ଲାଇଭ୍‌’ (ଏସ୍‌ଏନ୍‌ଏଲ୍‌)ରେ ପ୍ରସାରିତ ବିଳମ୍ବିତ ରାତି ଟିଭି କମେଡି ଶୋ’ ମଚ୍‌ ଏଡୋ ଏବାଉଟ ନଥିଂ ଏହାର ୪୬ତମ ସିଜନ୍‌ରେ ବିବାଦ ଘେରକୁ ଆସିଛି। ସ୍ପେସେକ୍ସ-ଟେସ୍‌ଲା ସିଇଓ ତଥା ଅରବପତି ଏଲନ୍‌ ମସ୍କ ନିକଟରେ…

ଶେଷନାରାୟଣ ସିଂଙ୍କ ପରଲୋକ

ନୋଏଡ଼ା, ୮।୫: ବର୍ଷୀୟାନ ସାମ୍ବାଦିକ ସ୍ତମ୍ଭକାର ତଥା ରାଜନୈତିକ ବିଶ୍ଳେଷକ ଶେଷନାରାୟଣ ସିଂଙ୍କର ଉତ୍ତରପ୍ରଦେଶ ଗ୍ରେଟର ନୋଇଡ଼ାସ୍ଥିତ ଏକ ସରକାରୀ ହସ୍ପିଟାଲରେ ଶୁକ୍ରବାର ପରଲୋକ ହୋଇଯାଇଛି। ତାଙ୍କୁ ୭୦ ବର୍ଷ ହୋଇଥିଲା। କରୋନାରେ ଆକ୍ରାନ୍ତ ହୋଇ ସେ ଗଭର୍ନମେଣ୍ଟ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌…

ଏନ୍‌.ରାଙ୍ଗାସ୍ବାମୀ ପଣ୍ଡିଚେରୀ ମୁଖ୍ୟମନ୍ତ୍ରୀ

ପଣ୍ଡିଚେରୀ, ୮।୫(ଆଇଏଏନ୍‌ଏସ୍‌): ଅଖିଳ ଭାରତ ଏନ୍‌ଆର୍‌ କଂଗ୍ରେସ (ଏଆଇଏନ୍‌ଆର୍‌ସି)ର ପ୍ରତିଷ୍ଠାତା ନେତା ଏନ୍‌. ରାଙ୍ଗାସ୍ବାମୀ ଶୁକ୍ରବାର ଚତୁର୍ଥ ଥର ପାଇଁ ପଣ୍ଡିଚେରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଉପରାଜ୍ୟପାଳ ତାମିଲସାଇ ସୌନ୍ଦରରାଜନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ…

ଦ୍ୱିତୀୟ ଡୋଜ୍‌ ଗ୍ରହୀତାଙ୍କୁ ଅଗ୍ରାଧିକାର ଦିଅ

ନୂଆଦିଲ୍ଲୀ,୮ା୫: ଦେଶରେ କରୋନା ଭାକ୍ସିନ ନିଅଣ୍ଟ ହୋଇଥିବାବେଳେ ଦ୍ୱିତୀୟ ଡୋଜ୍‌ ଟିକା ନେବାକୁ ଥିବା ଗ୍ରହୀତାଙ୍କୁ ଅଗ୍ରାଧିକାର ଦେବା ପାଇଁ ଶୁକ୍ରବାର ରାଜ୍ୟଗୁଡ଼ିକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏହାସହ କେନ୍ଦ୍ରୀୟ କୋଟାରୁ ମିଳୁଥିବା ଟିକାକୁ ୭୦:୩୦ ଅନୁପାତରେ ଦ୍ୱିତୀୟ ଓ…

ଦୃଷ୍ଟିଶକ୍ତି ହରାଇଲେଣି ୧୪ ଜଣ

ନୂଆଦିଲ୍ଲୀ/ସୁରଟ, ୮।୫: କରୋନା ମହାମାରୀରୁ ଆରୋଗ୍ୟ ହେବା ପରେ ସଂକ୍ରମିତଙ୍କଠାରେ ବ୍ଲାକ୍‌ ଫଙ୍ଗସ୍‌ ବା ମୁକୋରମାଇକୋସିସ୍‌ ଭଳି ମାରାତ୍ମକ ରୋଗର ଲକ୍ଷଣ ଦେଖିବାକୁ ମିଳିଛି। ଦିଲ୍ଲୀ ଓ ଗୁଜରାଟରେ ଦେଖାଦେଇଥିବା ଏହି ରୋଗରେ ଗତ ୧୫ ଦିନ ମଧ୍ୟରେ ୧୪ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?