Home

‘ଭାରତ-ଆମେରିକା ମଧ୍ୟରେ ପୁନଃ ପ୍ରତିଷ୍ଠା ହେବ ରଣନୈତିକ ଉର୍ଜା ସମ୍ପର୍କ’

ଭୁବନେଶ୍ୱର, ୩୧ା୩(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଆମେରିକାର ନୂଆ ଊର୍ଜା ସଚିବ ଜେନିଫର ଗ୍ରାନ୍‌ହୋଲମଙ୍କ ମଧ୍ୟରେ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସରେ ଏକ ପ୍ରାରମ୍ଭିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଧର୍ମେନ୍ଦ୍ର ଗ୍ରାନ୍‌ହୋଲମଙ୍କୁ ନୂଆ ପଦରେ ଅବସ୍ଥାପିତ ପାଇଁ ଅଭିନନ୍ଦନ…

ପରୀକ୍ଷାମୂଳକ ଭାବେ ଗଡ଼ିଲା ବିଦ୍ୟୁତ୍‌ ଟ୍ରେନ୍‌

ନୟାଗଡ଼ ଅଫିସ,୩୧।୩: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ପରୀକ୍ଷାମୂଳକ ଭାବେ ବିଦ୍ୟୁତ୍‌ ଟ୍ରେନ ଚଳାଚଳ କରିଛି। ମଙ୍ଗଳବାର ପୂର୍ବାହ୍ନ ୯ଟାରେ ଖୋର୍ଦ୍ଧା ରୋଡ଼(ଜଟଣୀ)ରୁ ବାହାରିଥିବା ଏହି ଟ୍ରେନ ନୟାଗଡ଼ରେ ମଧ୍ୟାହ୍ନ ୧୨ଟା ୧୫ରେ ପହଞ୍ଚିଥିଲା। ପରେ ସେହି ଟ୍ରେନ ୧୨.୪୫ଟାରେ ନୟାଗଡ଼ ଟାଉନ ଷ୍ଟେଶନ…

ପେଟ୍ରୋଲ ୨୨, ଡିଜେଲ ୨୬ ପଇସା ହ୍ରାସ

ଭୁବନେଶ୍ୱର,୩୧।୩: ଗୋଟିଏ ସପ୍ତାହ ମଧ୍ୟରେ ଲଗାତର ତୃତୀୟ ଥର ଲାଗି ତେଲ ଦର ହ୍ରାସ ହୋଇଛି। ମଙ୍ଗଳବାର ପେଟ୍ରୋଲ ୨୨ ପଇସା ଏବଂ ଡିଜେଲ ଦର ୨୬ ପଇସା କମିଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ଦର ୯୧.୨୮ ଟଙ୍କା…

ବନ୍ୟା ବିପନ୍ନଙ୍କ ଚୁଡ଼ା ପୋଡ଼ାଗଲା

ବରୀ,୩୧ା୩(ଡି.ଏନ.ଏ.): ଯାଜପୁର ଜିଲାର ବରୀ ବ୍ଲକ ଏକ ବନ୍ୟା ବାତ୍ୟା ପ୍ରଭାବିତ ଅଞ୍ଚଳ। ବିଭିନ୍ନ ସମୟରେ ଏଠି ପ୍ରାକୃତିକ ବିପର୍ଯ୍ୟୟ ଆସି ଲୋକଙ୍କର କ୍ଷତି କରିଥାଏ। ସେହି ଅନୁସାରେ ସରକାରଙ୍କ ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଚୁଡ଼ାଗୁଡ଼ ମହଜୁଦ ରଖାଯାଇଥାଏ।…

ଖାଇବା ତେଲ ମହଙ୍ଗା, ବଢୁଛି ଭେଜାଲ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ତେଲ ଭେଜାଲ, ଘିଅ ଭେଜାଲ, ମସଲା ଭେଜାଲ, କୋଲ୍ଡଡ୍ରିଙ୍କ୍ସ ଭେଜାଲ। ଅପମିଶ୍ରଣକାରୀ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଭିତିରିଆ ସମ୍ପର୍କ ରହିଛି। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ଜଗତପୁରଠାରୁ ଆରମ୍ଭ କରି ଚନ୍ଦକା, ଜଟଣୀ ଶିଳ୍ପାଞ୍ଚଳରେ ହଜାର କୁଇଣ୍ଟାଲ ତେଲ…

ଦଣ୍ଡ ପରିବର୍ତ୍ତେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

କେନ୍ଦ୍ରାପଡ଼ା ଅଫିସ, ୩୧ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ରବିବାର ‘ମନ୍‌ କି ବାତ୍‌’ରେ ଆପୱା (ଆକସନ ଫର ପ୍ରୋଟେକ୍ସନ ଅଫ୍‌ ୱାଇଲ୍ଡ ଆନିମଲସ୍‌) ସଂସ୍ଥାକୁ ପ୍ରଶଂସା କରିଥିଲେ। ଏହାର ନିର୍ଦ୍ଦେଶକ ବିଜୟ କବି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବଡକୋଟଠାରେ…

୨୦୪୧ ସୁଦ୍ଧା ଭୁବନେଶ୍ୱର-କଟକ ମେଟ୍ରୋ ରେଳ ପରିକଳ୍ପନା ନାହିଁ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ଆସନ୍ତା ୨୦ ବର୍ଷ ଅର୍ଥାତ୍‌ ୨୦୪୧ ଯାଏ କଟକ ଓ ଭୁବନେଶ୍ୱର ସୁଦ୍ଧା ମେଟ୍ରୋ ଟ୍ରେନ୍‌ର ପରିକଳ୍ପନା ନାହିଁ। ଆବଶ୍ୟକ ଜନସଂଖ୍ୟା ନ ଥିବାରୁ ବର୍ତ୍ତମାନ ପରିସ୍ଥିତିରେ ମେଟ୍ରୋ ରେଳସେବା ଆରମ୍ଭ ହୋଇପାରିବ ନାହିଁ। ଗୃହ ନିର୍ମାଣ ଓ ନଗର…

ପିପିଲି ଉପନିର୍ବାଚନ: ସରିଲା ନାମାଙ୍କନ

ପୁରୀ ଅଫିସ/ପିପିଲି(ସ୍ବ.ପ୍ର.),୩୧ା୩: ପିପିଲି ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ମଙ୍ଗଳବାର ଶେଷ ହୋଇଛି। ଶେଷ ଦିନରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ସମେତ ୧୨ଜଣ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏଥିସହିତ ସର୍ବମୋଟ ୧୫ଜଣ ନାମାଙ୍କନ ପତ୍ର ଦାଖଲ କରିଥିବା…

ଟିକା: ହାଇରିସ୍କ ଗ୍ରୁପ୍‌କୁ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ରାଜ୍ୟରେ ଏପ୍ରିଲ ୧ରୁ ୪୫ ବର୍ଷରୁ ଅଧିକ ବୟସର ଲୋକଙ୍କୁ କୋଭିଡ୍‌ ଟିକା ପ୍ରଦାନ କରାଯିବ। ଏହି ଟିକାକରଣରେ ହାଇରିସ୍କ ଗ୍ରୁପ୍‌ ଯଥା ରାସ୍ତାକଡ଼ ଦୋକାନୀ, ମାଛ ଓ ମାଂସ ବିକ୍ରେତା, ଅଟୋ ଓ ବସ୍‌ ଡ୍ରାଇଭର, ସ୍କୁଲ…

ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ଲାଗିଲା ଝଟ୍‌କା: ବାଦ୍‌ ପଡ଼ିଲେ ଏହିସବୁ ଖେଳାଳି

ନୂଆଦିଲ୍ଲୀ,୩୧।୩: ପୁଣି ଦେଶରେ କରୋନା ମାମଲା ବୃଦ୍ଧି ପାଉଥିବାବେଳେ ବିସିସିଆଇ ୧୪ତମ ଆଇପିଏଲ ଆୟୋଜନ କରୁଛି । ଏହି ଟୁର୍ନାମେଣ୍ଟ ଏପ୍ରିଲ ୯ରୁ ମେ ୩୦ ପର୍ଯ୍ୟନ୍ତ ଖେଳାଯିବ। ସମସ୍ତ ମ୍ୟାଚ ଅହମଦାବାଦ, ବେଙ୍ଗାଲୁରୁ, ଚେନ୍ନାଇ, ଦିଲ୍ଲୀ, ମୁମ୍ବାଇ ଏବଂ କୋଲକାତାରେ…

ଘରକୁ ଘର ବୁଲି ଭାକ୍ସିନ ଦେବାର ସମୟ ଆସିନାହିଁ

ନୂଆଦିଲ୍ଲୀ, ୩୦।୩ : ଘରକୁ ଘର ବୁଲି ଏବେ କୋଭିଡ୍‌-୧୯ ଭାକ୍ସିନ ଦିଆଯାଇ ପାରିବ ନାହିଁ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ତେବେ କରୋନାର ଦ୍ୱିତୀୟ ଲହରରେ ସବୁଠୁ ଅଧିକ ପ୍ରଭାବିତ ରାଜ୍ୟ ମହାରାଷ୍ଟ୍ର ସରକାରଙ୍କ ପକ୍ଷରୁ ଏ ନେଇ…

ଅଭିନେତାଙ୍କୁ ବାନ୍ଧିଲା ଏନ୍‌ସିବି

ବମ୍ବେ: ଏନ୍‌ସିବି ପଞ୍ଝାରେ ଆଉ ଜଣେ ଅଭିନେତା। ଡ୍ରଗ୍ସ ସମ୍ବନ୍ଧୀତ ମାମଲାରେ ଛନ୍ଦି ହୋଇଛନ୍ତି ଏଜାଜ୍‌ ଖାନ୍‌। ରାଜସ୍ଥାନରୁ ମୁମ୍ବାଇ ଫେରିବା ପରେ ମଙ୍ଗଳବାର ଏନ୍‌ସିବି ତାଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ପୂର୍ବରୁ ବଲିଉଡ୍‌ ଡ୍ରଗ୍ସ ମାମଲାରେ ଶାଦାବ ବାଟାଟା ଗିରଫ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri