Home

ସହର ମଧ୍ୟକୁ ଅବାଧରେ ପ୍ରବେଶ କରୁଛନ୍ତି ପ୍ରବାସୀ, ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଗଞ୍ଜାମ,୭।୫(ଡି.ଏନ୍‌.ଏ.): ଗଞ୍ଜାମରେ ବର୍ତ୍ତମାନ କରୋନା ସ୍ଥିତି ଅଣାୟତ ହୋଇପଡ଼ିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କିନ୍ତୁ ଗତବର୍ଷ ଭଳି ଗଞ୍ଜାମ ସହର ମୁଖ୍ୟ…

ଆଉ ନାହାନ୍ତି ବନରାଜ ଭାଟିଆ

ହିନ୍ଦୁସ୍ତାନୀ ଏବଂ ପାଶ୍ଚାତ୍ୟ ଶାସ୍ତ୍ରୀୟ ସଙ୍ଗୀତର ଜଣାଶୁଣା ସଙ୍ଗୀତଜ୍ଞ ବନରାଜ ଭାଟିଆଙ୍କ ଶୁକ୍ରବାର ସକାଳେ ମୁମ୍ବାଇସ୍ଥିତ ତାଙ୍କ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲେ। ଭାଟିଆ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ପାଞ୍ଚ ବର୍ଷ ସଙ୍ଗୀତ ରିଡର୍‌ ଭାବେ…

ଶ୍ମଶାନରେ ଡ୍ୟୁଟି କରୁଛନ୍ତି ଏହି ପୋଲିସ ଅଧିକାରୀ, ବର୍ତ୍ତମାନ ସୁଦ୍ଧା ୧୧୦୦ ମୃତଦେହ କଲେଣି ସଂସ୍କାର

ନୂଆଦିଲ୍ଲୀ,୭।୫: ବର୍ତ୍ତମାନ ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ଲୋକେ ଖୁବ୍‌ ତୀବ୍ର ବେଗରେ ସଂକ୍ରମିତ ହେଉଛନ୍ତି। ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରି ସ୍ଥିତିରେ ଦିଲ୍ଲୀ ପୋଲିସର ଜଣେ ଏଏସ୍‌ଆଇଙ୍କ କାମ ବର୍ତ୍ତମାନ ଚର୍ଚ୍ଚାରେ ରହିଛି। ଆଜିର ଏହି…

ବିଶ୍ୱ ରେକର୍ଡ କଲେ ୧୦ ବର୍ଷର ଝିଅ

ଇଣ୍ଟରନେଟ ଏବଂ ଟେକ୍ନୋଲୋଜିର ଏହି ଯୁଗରେ ପିଲାମାନେ ବହୁତ ପ୍ରତିଭାଶାଳୀ ହୋଇପାରିଛନ୍ତି। ଏହାର ସଦ୍ୟତମ ଉଦାହରଣ ହେଉଛି ୧୦ ବର୍ଷୀୟା ଝିଅ ସାରା ଛିପା। ସାରା ରାଜସ୍ଥାନର ଭିଲୱାରାର ମୂଳ ବାସିନ୍ଦା। ଗତ ମେ ୨ ରେ ସେ ୧୯୫ଟି ଦେଶର…

କରୋନାରେ ଆଶୁ ଗର୍ଗଙ୍କ ପରଲୋକ

ନୂଆଦିଲ୍ଲୀ,୭।୬: କରୋନା ଯୋଗୁ ଦେଶରେ ଅନେକ ବଡ଼ ବଡ଼ ସେଲିବ୍ରିଟିଙ୍କ ପରଲୋକ ଘଟିଛି। ଏହି କ୍ରମରେ ଶୁକ୍ରବାର ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ ରେଜିଷ୍ଟ୍ରାର୍‌ ଜେନେରାଲ ଆଶୁ ଗର୍ଗଙ୍କ ଜୀବନ ନେଇଛି କରୋନା। ପ୍ରଶାସନିକ ସିଭିଲ୍‌ ଜଜ୍‌ ଶିରିଶ ଅଗ୍ରଓ୍ବାଲ ଏନେଇ ସୂଚନା…

ମହାନଦୀ ଜଳ ବିବାଦ ମାମଲା ଶୁଣାଣି ସ୍ଥଗିତ

କଟକ ଅଫିସ,୭।୫: ଆସନ୍ତାକାଲି ଅର୍ଥାତ୍‌ ଶନିବାର ହେବାକୁ ଥିବା ମହାନଦୀ ଜଳ ବିବାଦ ମାମଲା ଶୁଣାଣିକୁ ସ୍ଥଗିତ ରଖାଯାଇଛି। ଏନେଇ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ରେଜିଷ୍ଟ୍ରାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ନୋଟିସରେ ଉଲ୍ଲେଖ କରାଯାଇଛି, ବର୍ତ୍ତମାନ କୋଭିଡ୍‌ ସଂକ୍ରମଣ ପାଇଁ…

ଖୁସି ଖବର: ପୁଣି ଆସୁଛି ପବ୍‌ଜୀ

ନୂଆଦିଲ୍ଲୀ,୭।୫: ଭାରତରେ ପବ୍‌ଜୀ ଗେମ୍‌ ବହୁ ଲୋକପ୍ରିୟ। ମାତ୍ର ସୁରକ୍ଷା ଦୃଷ୍ଟିରୁ ଏହାକୁ ଗତବର୍ଷ ବ୍ୟାନ୍‌ କରାଯାଇଥିଲା। ଫଳରେ ଏହାର ପ୍ରଶଂସକମାନେ ନିରାଶ ହୋଇଥିଲେ। ବର୍ତ୍ତମାନ ପବ୍‌ଜୀର ପ୍ରଶଂସକମାନଙ୍କ ପାଇଁ ଖୁସି ଖବର। ପବ୍‌ଜୀ ଗେମ୍‌ର ନିର୍ମାଣକାରୀ କମ୍ପାନୀ ‘କ୍ରାଫ୍ଟନ’ ପ୍ରସ୍ତୁତି…

ବର-କନ୍ୟାଙ୍କ ସହ ସେଲ୍‌ଫି ନେଉଥିଲେ କରୋନା ସଂକ୍ରମିତ: ପରେ ଘଟିଲା ଏମିତି

ଭୋପାଳ,୭।୫: ସାରା ଦେଶରେ କରୋନାର ଦ୍ୱିତୀୟ ଲହର ଆତଙ୍କ ଖେଳାଇଦେଇଛି। ସଂକ୍ରମଣ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟା ସହ ବଢିବାରେ ଲାଗିଛି। ଏହାସତ୍ତ୍ୱେ କିଛି ଲୋକ ସଚେତନ ନ ହୋଇ ବଜାର ଘାଟରେ ଭିଡ ଜମାଉଛନ୍ତି। ମଧ୍ୟପ୍ରଦେଶରେ ଏମିତି ଏକ ମାମଲା…

ମନୋଜ ଭୂମିରେ ଏକ ବିରଳ ଘଟଣା

ପ୍ରଣମ୍ୟ ମନୋଜ ଦାସଙ୍କ ସୁଦୀର୍ଘ ୮୭ବର୍ଷର ଜୀବନଯାତ୍ରାରେ ଅସଂଖ୍ୟ ଅକଳ୍ପନୀୟ ଚମକପ୍ରଦ ଘଟଣା ଘଟିଥିଲେ ବି ତାଙ୍କ ପୁଣ୍ୟ ଜନ୍ମଭୂମି ଭୋଗରାଇ ମାଟି ଯାହା ମନୋଜଭୂମି ଭାବରେ ଲୋକେ ସମ୍ବୋଧିତ କରନ୍ତି, ସେହିଠାରେ ଏକ ବିରଳ ଘଟଣା ଘଟିଥିଲା। ସେଇ ଘଟଣା…

‘ଓଟ’ ପିଠିରେ ଶୀତଳ ସନ୍ଧ୍ୟା

ଆଜି ଯଦି ଜଣେ ଛାତ୍ରକୁ ଇଂଲିଶ୍‌ରେ ଅନୁବାଦ କରିବା ନିମନ୍ତେ ଏମନ୍ତ ବାକ୍ୟଟିଏ ଦିଆଯିବ – ଯଥା: ”ଦେବକୀଙ୍କ ଅଷ୍ଟମ ସନ୍ତାନ ହେବ କଂସର ନିଧନକାରୀ-ହେଲା ଆକାଶବାଣୀ“-ତେବେ ସେ ହୁଏତ ଲେଖିବ, ”ଦି ଏଇଟିଥ୍‌ ଇସ୍ୟୁ ଅଫ୍‌ ଦେବକୀ ଉଡ୍‌ ବି…

ମନ କଥା ନୁହେଁ, କାମ କଥା କୁହନ୍ତୁ ମୋଦି

ରାଞ୍ଚି,୭।୫: ଦେଶରେ କରୋନା ସ୍ଥିତି ଖରାପ ହେଉଥିବାରୁ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବଳ ଫୋନରେ ତାଙ୍କ ସହ କରୋନାର ସ୍ଥିତି ବିଷୟରେ କଥା ହୋଇଥିଲେ।…

ଉତ୍କଳୀୟ ଐତିହ୍ୟର ଏକ ବିସ୍ମୃତ ବିଭୂତି

ବର୍ଷ ପରେ ବର୍ଷ ଓଡ଼ିଶାର ଜନସାଧାରଣ ତଥା ପ୍ରବାସୀ ଓଡ଼ିଆମାନେ ଭାରତବର୍ଷର ବିଭିନ୍ନ ସହର, ନଗରରେ ତଥା ଦେଶ ବାହାରେ ମଧ୍ୟ ଉତ୍କଳ ଦିବସ ପାଳନ କରିଆସୁଛନ୍ତି। ଏଭଳି ସମାବେଶରେ ସାଂସ୍କୃତିକ, ସାମାଜିକ ଏବଂ ମନସ୍ତାତ୍ତ୍ୱିକ ଗୁରୁତ୍ୱ ପ୍ରଭୂତ, କହିବାବାହୁଲ୍ୟ। ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?