Home

ଦଣ୍ଡକାଳୀଙ୍କ ୧୮ଦିନିଆ ଦଣ୍ଡଯାତ୍ରା ଆରମ୍ଭ

ବୁଗୁଡ଼ା ୨୯।୩ (ଡି.ଏନ୍‌ .ଏ.): ଜିଲା ପ୍ରଶାସନ ଜାରି କରିଥିବା କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ, ବୁଗୁଡ଼ା ବ୍ଲକ ଅଧୀନ ଭାମଶ୍ୟାଳି ଗ୍ରାମର ମା’ ଦଣ୍ଡକାଳୀଙ୍କ ୧୮ଦିନିଆ ଦଣ୍ଡଯାତ୍ରା ରବିବାର ଆରମ୍ଭ ହୋଇଛି। ସ୍ପଳ୍ପ ମାନସିକଧାରୀ ଦଣ୍ଡୁଆଙ୍କୁ ନେଇ ଏହି ଯାତ୍ରା ଆରମ୍ଭ…

ମହିଳାଙ୍କ ଠାରୁ ସୁନା ଚେନ୍‌ ଛଡ଼ାଇନେଲେ ଦୁର୍ବୃତ୍ତ, ଛୁରାମାଡ଼ରେ ଜଣେ ଗୁରୁତର

ବାଲେଶ୍ୱର ଅଫିସ,୨୯।୩: ବାଲେଶ୍ୱର ସହର ସିନେମା ଛକ ନିକଟସ୍ଥ ପ୍ରଜାପିତା ବ୍ରହ୍ମକୁମାରୀ ଆଶ୍ରମ ସମ୍ମୁଖରେ ଜଣେ ମହିଳା ସୋମବାର ପ୍ରାତଃ ଭ୍ରମଣ ପାଇଁ ଆସିଥିଲେ। ଏହି ସମୟରେ ଜଣେ ଯୁବକ ତାଙ୍କ ବେକରୁ ସୁନାହାର ଛଡ଼େଇ ନେଇ ପଳାଇଥିଲେ। ମହିଳାଜଣଙ୍କ ପାଟି…

୬ କୋଟିର ଏହି ବିଳାସପୂର୍ଣ୍ଣ କାର କିଣିଲେ ପ୍ରଭାସ!

ହୋଲି ଅବସରରେ ‘ବାହୁବଳୀ’ ଅଭିନେତା ପ୍ରଭାସଙ୍କର କିଛି ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଧୂମ୍‌ ମଚାଇବାରେ ଲାଗିଛି। ଶୁଣିବାକୁ ମିଳୁଛି ଯେ, ପ୍ରଭାସ ଲମ୍ବୋର୍ଗିନି ଆଭେଣ୍ଟାଡୋର ରୋଡଷ୍ଟର କାର କିଣିଛନ୍ତି। ଏହି କାରର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ…

ହେଲିକପ୍ଟର ଦୁର୍ଘଟଣା: ୫ ମୃତ

ଆଞ୍ଚୋରେଜ୍‌,୨୯।୩: ଆମେରିକାର ଆଲାସ୍କା ରାଜ୍ୟରେ ଏକ ହେଲିକପ୍ଟର ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଆଞ୍ଚୋରେଜ୍‌ର ଉତ୍ତରପୂର୍ବରେ ଥିବା କ୍ନିକ୍‌ ଗ୍ଲାସିୟର…

ବିଡ଼ିସି ବୈଠକରେ ଆତଙ୍କବାଦୀ ଆକ୍ରମଣ: ପିଏସ୍‌ଓ ଶହୀଦ୍‌, ଜଣେ କାଉନସିଲରଙ୍କ ମୃତ୍ୟୁ

ଶ୍ରୀନଗର,୨୯।୩: ଜମ୍ମୁ-କଶ୍ମୀରର ସୋପୋରରେ ବିଡ଼ିସି ବୈଠକରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଜଣେ ପିଏସ୍‌ଓ ଶହୀଦ ହୋଇଥିବାବେଳେ ଜଣେ କାଉସିଲରଙ୍କର ମୃତ୍ୟୁ ଘଟିଛି। ପିଏସ୍‌ଓଙ୍କ ନାମ ମୁସ୍ତାକ ଅହମ୍ମଦ ବୋଲି କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଏହି…

ସଚିନ୍‌, ୟୁସୁଫ୍‌ଙ୍କ ପରେ ଏହି କ୍ରିକେଟର ହେଲେ କରୋନା ପଜିଟିଭ

ନୂଆଦିଲ୍ଲି, ୨୯।୩: ଭାରତର ମହାନ କ୍ରିକେଟର ସଚିନ ତେନ୍ଦୁଲକର ଏବଂ ଅଲରାଉଣ୍ଡର ୟୁସୁଫ୍‌ ପଠାନଙ୍କ ପରେ ଆଉ ଜଣେ କ୍ରିକେଟର କରୋନା ସଂକ୍ରମିତ ହୋଇଛନ୍ତି। ସେ ହେଲେ ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଏସ୍‌ ବଦ୍ରିନାଥ। ଏ ନେଇ ବଦ୍ରିନାଥ ନିଜେ ଟୁଇଟ…

ହାତଯୋଡି ମୁଣ୍ଡ ନୁଆଁଇଲେ ହାର୍ଦ୍ଦିକ ପାଣ୍ଡ୍ୟା: କାରଣ ଜାଣିଲେ…

ପୁଣେ, ୨୯।୩: ଭାରତ ବିପକ୍ଷ ତୃତୀୟ ଦିନିକିଆରେ ବେନ ଷ୍ଟୋକ୍‌ସ ୩୯ ବଲରେ ୩୫ ରନ୍‌ କରି ଟି ନଟରାଜନଙ୍କ ବଲରେ ଆଉଟ ହୋଇଥିଲେ। ଏହି ସମୟରେ ହାର୍ଦ୍ଦିକ ପାଣ୍ଡ୍ୟା ହାତଯୋଡି ପଡ଼ିଆରେ ନତମସ୍ତକ ହୋଇ ସମସ୍ତ ଖେଳାଳିଙ୍କୁ କ୍ଷମା ମାଗିଥିଲେ।…

ସି-୬୦ କମାଣ୍ଡୋଙ୍କୁ ସଫଳତା: ଗଡ଼ିଲା ୫ ମାଓବାଦୀଙ୍କ ମୁଣ୍ଡ

ଗଡ଼ଚିରୋଲି,୨୯।୩: ମହାରାଷ୍ଟ୍ରର ଗଡ଼ଚିରୋଲି ଜିଲାର ଖେଡ଼ା ଅଞ୍ଚଳରେ ସି-୬୦ କମାଣ୍ଡୋଙ୍କୁ ସର୍ଚ୍ଚ ଅପରେଶନ୍‌ରେ ବଡ଼ ସଫଳତା ମିଳିଛି। ସ୍ଥାନୀୟ ଖୋବ୍ରା ମେଢ଼ା ଜଙ୍ଗଲରେ ମାଓବାଦୀମାନେ ସି-୬୦ କମାଣ୍ଡୋଙ୍କ ଉପରେ ଆକ୍ରମଣ କରିଥିଲେ। ଏହାର ଜବାବରେ କମାଣ୍ଡୋଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା।…

ଆଖିବୁଜିଲେ ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ଜଲାଲ ଆଦେନି

ଭୁବନେଶ୍ୱର, ୨୯।୩(ବ୍ୟୁରୋ): ଓଡ଼ିଶା ଫିଲ୍ମ ଇଣ୍ଡଷ୍ଟ୍ରିର ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ଜଲାଲ ଆଦେନିଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ଆଦେନିଙ୍କର କଟକ ବାସଭବନରେ ହୃଦ୍‌ଘାତରେ ପରଲୋକ ଘଟିଥିବା ତାଙ୍କ…

ସ୍କୁଟିରେ ମିନି ସ୍କୁଲ

ସାଗର,୨୯।୩: କରୋନା ସଂକ୍ରମଣ ଯୋଗୁ ଦେଶର ବହୁ ଅଞ୍ଚଳରେ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରହିଛି। ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବା ପାଇଁ ମଧ୍ୟପ୍ରଦେଶ ସାଗର ଜିଲାରେ ସ୍କୁଲ ଶିକ୍ଷୟତ୍ରୀ ଚନ୍ଦ୍ରା ଶ୍ରୀବାସ୍ତବ ନିଜ ସ୍କୁଟିକୁ ମୋବାଇଲ୍‌…

ବନ୍ଦ ହେବନି ସରକାରୀ ସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର, ୨୯।୩(ବ୍ୟୁରୋ): ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ କରୋନା ହୋଇନି। ଯାହା ହୋଇଛି ଘରୋଇ ଶିକ୍ଷାନୁଷ୍ଠାନରେ। ତେଣୁ ନବମ ଏବଂ ଏକାଦଶ କ୍ଲାସ ବନ୍ଦ ହେବ ନାହିଁ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତ। ଏନେଇ ମନ୍ତ୍ରୀ କହିଛନ୍ତି,…

ପାରାଦୀପ ବନ୍ଦରରେ ଲାଗିଲା ଜାହାଜ: ୧୫ କରୋନା ପଜିଟିଭ, ୨ ଗୁରୁତର

ପାରାଦୀପ,୨୯।୩(ସ୍ବ:ପ୍ର.): ପାରାଦୀପ ବନ୍ଦରକୁ ଆସିଥିବା ଏମ୍‌ଭି ଏପିଜେ କାୟର୍ସ ନାମକ ପଣ୍ୟବାହୀ ଜାହାଜରେ ଥିବା ୨୮ଜଣ ନାବିକଙ୍କ ମଧ୍ୟରୁ ୧୫ ଜଣଙ୍କ ଠାରେ କରୋନା ଭୂତାଣୁ ଥିବା ଜଣାପଡିଛି। ପରେ ସମସ୍ତ ଆକ୍ରାନ୍ତଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri