Home

ଦିଦିଙ୍କୁ ଫୋନ୍‌ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୫(ବ୍ୟୁରୋ): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସର ବିପୁଳ ବିଜୟ ପରେ ମମତା ବାନାର୍ଜୀଙ୍କୁ ଫୋନ୍‌ କରି ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋମବାର ସକାଳେ ଦିଦିଙ୍କୁ ଫୋନ୍‌ କରିଥିଲେ ନବୀନ। ମୋଟ୍‌ ୨୯୪ଟି ଆସନ ବିଶିଷ୍ଟ ପଶ୍ଚିମବଙ୍ଗ ବିଧାନସଭାରୁ…

ଆଇପିଏଲ୍‌ରେ ବଡ଼ ଝଟ୍‌କା: ସ୍ଥଗିତ ହୋଇପାରେ ଆଜିର ମ୍ୟାଚ୍‌

ନୂଆଦିଲ୍ଲୀ,୩।୫: ଆଜି ଖେଳାଯିବାକୁ ଥିବା କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଆଇପିଏଲର ୩୦ତମ ମ୍ୟାଚ ସ୍ଥଗିତ ହୋଇପାରେ। କେକେଆରର ଅନେକ ଖେଳାଳି ଜ୍ୱରରେ ପୀଡିତ ଅଛନ୍ତି। ଦୁଇ ଖେଳାଳିଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଛି। ଗଣମାଧ୍ୟମ…

ପିପିଲି ଉପନିର୍ବାଚନ: ଆଜିଠୁ ବାଲଟ୍‌ ମତଦାନ ଆରମ୍ଭ

ଭୁବନେଶ୍ୱର,୩।୫(ବ୍ୟୁରୋ): ଆସନ୍ତା ୧୬ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ସେନେଇ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ସୋମବାରଠାରୁ ବାଲଟ୍‌ ମତଦାନ ଆରମ୍ଭ ହୋଇଛି। ଘରଘର ବୁଲି ବାଲଟ୍‌ ସଂଗ୍ରହ କରିବେ ପୋଲିଂ ପାର୍ଟି। ୮୦ ବର୍ଷରୁ ଅଧିକ ଏବଂ ଦିବ୍ୟାଙ୍ଗମାନଙ୍କଠାରୁ ଏହି…

ପଶ୍ଚିମବଙ୍ଗରେ ‘ଖେଳ ହେଲା’ କହିଲେ ଏହି ଅଭିନେତ୍ରୀ

କୋଲକାତା,୩।୫: ପଶ୍ଚିମବଙ୍ଗ, କେରଳ, ତାମିଲନାଡୁ, ଆସାମ ଏବଂ ପୁଡୁଚେରୀରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ତେବେ ଏହିସବୁ ରାଜ୍ୟରେ କିଏ ସରକାର ଗଢ଼ିବେ ସେନେଇ ଲୋକେ ବେଶ୍‌ ଉତ୍ସାହର ସହ ଚାହିଁଛନ୍ତି। ସବୁଠୁ ଚର୍ଚ୍ଚାରେ ଥିଲା ପଶ୍ଚିବମଙ୍ଗ ନିର୍ବାଚନ। କାରଣ ଏଠାରେ…

ପ୍ରଥମଥର ମୁଖ୍ୟମନ୍ତ୍ରୀ ସିଂହାସନରେ ବସିବେ ଷ୍ଟାଲିନ୍‌: ୭ରେ ନେବେ ଶପଥ

ଚେନ୍ନାଇ,୩।୫: ଡିଏମକେ ସଭାପତି ଏମ.କେ ଷ୍ଟାଲିନ ଆସନ୍ତା ମେ ୭ରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ସେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ସିଂହାସନରେ ବସିବେ। ଏହାପୂର୍ବରୁ ରବିବାର ଷଷ୍ଠ ଥର ତାମିଲନାଡୁର ଶାସନ କରିବାକୁ ତାଙ୍କ ଦଳକୁ…

ଜିଲାପାଳଙ୍କୁ ଦାଦାଗିରି ପଡିଲା ମହଙ୍ଗା

ଅଗରତାଲା,୩।୫: କୋଭିଡ ନିୟମକୁ ପାଳନ କରିବା ଆଳରେ ପଶ୍ଚିମ ତ୍ରିପୁରା ଜିଲାପାଳ ଦାଦାଗିରି କରିବା ତାଙ୍କୁ ମହଙ୍ଗା ପଡିଛି। ଜିଲାପାଳ ଶୈଳେଶ କୁମାର ଯାଦବ ବିବାହ ମଣ୍ଡପରେ ପଶି ବର, ପଣ୍ଡିତ ଏବଂ ଅତିଥିଙ୍କ ସହ ଦୁର୍ବବ୍ୟବହାର କରିବା ଘଟଣାରେ ତାଙ୍କୁ…

୧୦୮ ବର୍ଷରେ ଭାରତୀୟ ସିନେମା: ପ୍ରଥମ ଫିଲ୍ମ ବିଷୟରେ ରୋଚକ ତଥ୍ୟ ଜାଣନ୍ତୁ

ଆଜି ହିନ୍ଦୀ ସିନେମାକୁ ଆଜି ୧୦୮ ବର୍ଷ ପୂରିଛି। ପ୍ରଥମ ଭାରତୀୟ ଫିଚର ଚଳଚ୍ଚିତ୍ର ରାଜା ହରିଶ୍ଚନ୍ଦ୍ର ୧୯୧୩ ମସିହାରେ ଆଜିର ଦିନରେ ମୁକ୍ତିଲାଭ କରିଥିଲା। ସେବେଠାରୁ ସିନେମାରେ ଅନେକ ପରିବର୍ତ୍ତନ ଆସିଛି। ଲଣ୍ଡନରୁ ଫେରିବା ପରେ ଦାଦା ସାହେବ ଫାଲକେ…

କୋଭିଡ୍‌ ପରିଚାଳନାରେ ଡାକ୍ତରୀ ଛାତ୍ରଙ୍କୁ ନିୟୋଜିତ କଲେ ସରକାର

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବଢ଼ି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବ୍ରେକ୍‌ ଲାଗୁନି। ତେବେ ଏହାର ମୁକାବିଲା ଓ ପରିଚାଳନାରେ ରାଜ୍ୟ ସରକାର ଡାକ୍ତରୀ ଛାତ୍ରୀଛାତ୍ରଙ୍କୁ ନିୟୋଜିତ କରିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

ଆଇପିଏଲ୍‌ ଇତିହାସରେ ତୃତୀୟଥର ଘଟିଲା ଏମିତି ଘଟଣା

ଆଇପିଏଲ ଇତିହାସରେ ଅନେକ ନିଆରା ଘଟଣା ଘଟିଛି, ଯେତେବେଳେ ବ୍ୟାଟ୍ସମ୍ୟାନ୍‌ ୯୯ ରନରେ ଆଉଟ୍‌ ହୋଇଛନ୍ତି ଏବଂ ମାତ୍ର ଗୋଟିଏ ରନ୍‌ ପାଇଁ ଶତକରୁ ବଞ୍ଚିତ ହୋଇଛନ୍ତି। ଆଇପିଏଲରେ ବିରାଟ କୋହଲି ହେଉଛନ୍ତି ପ୍ରଥମ ବ୍ୟାଟ୍ସମ୍ୟାନ ଯିଏକି ୯୯ ରନରେ ଅରାଉଟ୍‌…

ସୂର୍ଯ୍ୟଙ୍କ ତୃତୀୟ ମନ୍ଦିର

ଓଡ଼ିଶାର ଉପାସନା ଧାରା ପ୍ରାଚୀନକାଳରୁ ସାଂସ୍କୃତିକ ସଂହତିର ମାଧ୍ୟମ ହୋଇ ରହିଆସିଛି। ଆମର ମହାଜନମାନେ ଶ୍ରୀବିଷ୍ଣୁଙ୍କର ଚାରି ଆୟୁଧକୁ ନେଇ ଚାରୋଟି କ୍ଷେତ୍ର କରିଥିଲେ। ଏହି ଚାରି କ୍ଷେତ୍ରରେ ବିଷ୍ଣୁ, ଶିବ, ଦେବୀ ଓ ସୂର୍ଯ୍ୟଙ୍କର ଉପାସନା ପ୍ରଚଳିତ ଥିଲା। ଚାରି…

ଛୁଟିରେ ଥାଇ ପଦୋନ୍ନତି

କଟକ ଅଫିସ,୩।୫: ରାଜ୍ୟ ପୋଲିସ ବିଭାଗ ବିଭିନ୍ନ ସମୟରେ ନିଜସ୍ବ କାର୍ଯ୍ୟଶୈଳୀକୁ ନେଇ ସମାଲୋଚନା ଘେରକୁ ଆସିଛି। କେତେବେଳେ ପୋଲିସ କର୍ମଚାରୀ ନିଜ କ୍ଷମତାର ଦୂରୁପଯୋଗ କରି ତ ଆଉ କେବେ ଅପରାଧ ସହ ଯୋଡ଼ି ହେବା ଯୋଗୁ ଖାକିରେ ଦାଗ…

କୋଭିଡ୍‌ ନିୟନ୍ତ୍ରଣ ଲାଗି ୧୩ କଣ୍ଟ୍ରୋଲରୁମ୍‌

ଖୋର୍ଦ୍ଧା ଅଫିସ,୩।୫: ଖୋର୍ଦ୍ଧା ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ଉପରମୁହଁା ରହିଛି କରୋନା ଗ୍ରାଫ। କୋଭିଡ୍‌ ନିୟନ୍ତ୍ରଣ ଲାଗି ସରକାର ନାଇଟ କର୍ଫ୍ୟୁ, ସପ୍ତାହାନ୍ତ ଶଟ୍‌ଡାଉନ ପରେ ଏବେ ୧୪ଦିନିଆ ଲକ୍‌ଡାଉନ ନିଷ୍ପତ୍ତି ନେଇଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?