Home

ସ୍ଥାୟୀ କମିଶନ ପ୍ରକ୍ରିୟା ଭେଦଭାବପୂର୍ଣ୍ଣ: ରିଭ୍ୟୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୫।୩: ଭାରତୀୟ ସେନାରେ ସ୍ଥାୟୀ କମିଶନ ପ୍ରକ୍ରିୟାରେ ପାତରଅନ୍ତର କରାଯାଉଥିବା ନେଇ ସୁପ୍ରିମ୍‌କୋର୍ଟ ଗୁରୁବାର ଗୁରତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହା ଭେଦଭାବପୂର୍ଣ୍ଣ ବୋଲି କୋର୍ଟ କହିଛନ୍ତି। ମହିଳାଙ୍କୁ ସ୍ଥାୟୀ କମିଶନ ପ୍ରଦାନ ପ୍ରସଙ୍ଗର ରିଭ୍ୟୁ କରିବା ସହିତ ୨ ମାସ ମଧ୍ୟରେ…

ଜିମ୍‌ ସେଣ୍ଟରରେ ଓ୍ବାର୍କଆଉଟ୍‌ କରୁଥିଲେ ବ୍ୟକ୍ତି, ଏମିତି କିଛି ଦୃଶ୍ୟ ଦେଖି ଲୋକେ କହିଲେ…

ସୋସିଆଲ ମିଡିଆରେ ଏବେ ଏକ ମଜାଳିଆ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଜଣେ ବ୍ୟକ୍ତି ଜିମ୍‌ ସେଣ୍ଟରରେ ଓ୍ବାର୍କଆଉଟ୍‌ କରୁଥିବା ନଜର ଆସିଛନ୍ତି। ଏଥିରେ ବ୍ୟକ୍ତିଙ୍କ ଗୋଡ଼ ଏକ କୁକୁଡ଼ା ଗୋଡ଼ ପରି ଦେଖାଯାଉଛି। ଯାହା ଦେଖି ଲୋକେ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି।…

କେରଳରେ ଅଧିକ ଶିକ୍ଷିତ ଥିବାରୁ ଭାଜପାକୁ ମିଳୁନି ଭୋଟ

ଥିରୁଭାନନ୍ତପୁରମ୍‌‌,୨୫।୩: କେରଳରେ ଏପ୍ରିଲ୍‌ ୬ରେ ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟର ୧୪୦ ଆସନ ବିଶିଷ୍ଟ ବିଧାନସଭାରେ ଭାଜପା ପାଖରେ ଜଣେ ମାତ୍ର ବିଧାୟକ ରହିଛନ୍ତି। ସେ ହେଉଛନ୍ତି ଓ. ରାଜଗୋପାଳ। ଏବେ ସେ ଏକ ସାକ୍ଷାତ୍‌କାରରେ ଦେଇଥିବା…

ଟିକା ନେଲେ ସଲମାନ

ଦେଶରେ କରୋନା ପ୍ରକୋପ ଧୀରେ ଧୀରେ ବଢୁଛି। ଏହାକୁ ଦୃଷ୍ଟିରେ ରଖି ବଲିଉଡ୍‌ ଷ୍ଟାର୍‌ମାନେ କରୋନା ଟିକା ନେଉଥିବାର ନଜର ଆସିଛନ୍ତି। ଏଥିରେ ସାମିଲ ହୋଇଛନ୍ତି ଦବଙ୍ଗ ଷ୍ଟାର ସଲମାନ ଖାନ। ସେ କରୋନା ଟିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ଏନେଇ…

ପତଳା ଅଣ୍ଟା ଦେଖାଇବାକୁ ଏମିତି ଚ୍ୟାଲେଞ୍ଜ ଦେଲେ ଏହି ଅଭିନେତ୍ରୀ, ଏବେ ହେଉଛନ୍ତି ଟ୍ରୋଲ

କୁହାଯାଏ, ଚାଇନାରେ ନିଜସ୍ବ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ରହିଛି ଏବଂ ଏଠାରେ ବିଭିନ୍ନ ସ୍ତରରେ ପ୍ରତିବନ୍ଧକ ବି ରହିଛି। ମାତ୍ର ଏଥିମଧ୍ୟରେ କିଛି ଲୋକ ଅଛନ୍ତି, ଯେଉଁମାନେ ଅଜବ ଧରଣର ଚ୍ୟାଲେଞ୍ଜ କରନ୍ତି ଏବଂ ଅନ୍ୟମାନଙ୍କୁ ଏମିତି କରିବା ପାଇଁ ଚ୍ୟାଲେଞ୍ଜ…

୨୦ ଭାରତୀୟ ଧୀବରଙ୍କୁ ଗିରଫ କଲା ଶ୍ରୀଲଙ୍କା

ରାମେଶ୍ୱରମ୍‌,୨୫।୩: ଭାରତୀୟ ସାମୁଦ୍ରିକ ସୀମା ବାହାରେ ମାଛ ଧରୁଥିବା ଅଭିଯୋଗରେ ୨୦ ଧୀବରଙ୍କୁ ଶ୍ରୀଲଙ୍କା ନୌସେନା ପକ୍ଷରୁ ଗିରଫ କରାଯାଇଛି। ଭାରତୀୟ ଧୀବରମାନେ ମାଛ ଧରା ପାଇଁ ବ୍ୟବହାର କରୁଥିବା ୨ଟି ବୋଟ ଏବଂ ଜାଲକୁ ଜବତ କରାଯାଇଛି। ଧୀବରମାନେ ରାମେଶ୍ୱରମ୍‌…

ଆଜି ରାଜ୍ୟରେ ୨୦୦ ପାର୍‌ କଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୨୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯,୪୬୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…

ଓଲଟିଲା ସେନା ଜିପ୍ସି: ୩ ଯବାନ ଜୀବନ୍ତ ଦଗ୍ଧ

ଶ୍ରୀଗଙ୍ଗାନଗର,୨୫।୩: ରାଜସ୍ଥାନର ଶ୍ରୀଗଙ୍ଗନଗର ଜିଲାରେ ଭାରତ ପାକିସ୍ତାନ ଅନ୍ତର୍ଜାତୀୟ ସୀମା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର-ଗୁରୁବାର ବିଳମ୍ବିତ ରାତ୍ରରେ ଭାରତୀୟ ସେନାର ଏକ ଜିପ୍ସି ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗି ଯାଇଛି। ଏହି ଘଟଣାରେ ଜିପ୍ସିରେ ଥିବା…

ଜେଇଇ (ମେନ୍‌) ପରୀକ୍ଷା ଫଳ ପ୍ରକାଶିତ: ଓଡ଼ିଶାରୁ ଦେବାଶିଷ ଟପ୍ପର

ଭୁବନେଶ୍ୱର,୨୫।୩: ପରୀକ୍ଷା ଶେଷ ହେବାର ମାତ୍ର ୬ ଦିନ ମଧ୍ୟରେ ଜେଇଇ ମେନ(ମାର୍ଚ୍ଚ ସେସନ)ର ରେଜଲ୍ଟ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ପକ୍ଷରୁ ପ୍ରକାଶ ପାଇଛି। ଏହି ସେସନରେ ମୋଟ ୧୩ ଜଣ ଶିକ୍ଷାର୍ଥୀ ଶତ ପ୍ରତିଶତ ମାର୍କ ରଖିଛନ୍ତି। ସେହିପରି ଓ…

ବସ୍‌ଷ୍ଟାଣ୍ଡ୍‌ରେ ଜଳି ଗଲା ୭ ବସ୍‌

ଦାମୋହ,୨୫।୩: ମଧ୍ୟପ୍ରଦେଶ ଦାମୋହରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବସ୍‌ଷ୍ଟାଣ୍ଡ୍‌ରେ ନିଆଁ ଲାଗି ୭ଟି ବସ୍‌ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଗୁରୁବାର ଭୋର୍‌ ସମୟରେ ହଠାତ୍‌ ବସ୍‌ ଜଳୁଥିବା ଦେଖି ସ୍ଥାନୀୟ ଅଞ୍ଚଳର ଜଣେ ଚା’ ଦୋକାନୀ ଇମ୍ରାନ୍‌ ଖାଁ…

ମାର୍ଚ୍ଚ ୨୬ ଭାରତ ବନ୍ଦ: ଅଣ୍ଟା ଭିଡ଼ିଲା କୃଷକ ମୋର୍ଚ୍ଚା

ନୂଆଦିଲ୍ଲୀ,୨୫।୩: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। କୃଷକ ମୋର୍ଚ୍ଚା ପକ୍ଷରୁ ମାର୍ଚ୍ଚ ୨୬ରେ ଭାରତ ବନ୍ଦ ଡାକରା ଦିଆଯାଇଛି। କୃଷକ ମୋର୍ଚ୍ଚାକୁ ବ୍ୟବସାୟୀ ସଂଗଠନ, ଟ୍ରେଡ୍‌ ୟୁନିଅନ ଏବଂ ରେଳଓ୍ବେ…

ନିଆଁ ଲଗାଉଥିବାବେଳେ ଜଳିଗଲେ ବୃଦ୍ଧା

ପାଟଣା ,୨୫/୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାନ୍ତ ଅଞ୍ଚଳ ଡୁମୁରିଆ ପଞ୍ଚାୟତ କୋଠାଘର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୭୦ ବର୍ଷୀୟା ବୃଦ୍ଧା ନିଆଁରେ ଜଳି ଜୀବନ୍ତ ଦଗ୍ଧ ହୋଇଛନ୍ତି । ମୃତ ବୃଦ୍ଧା ଜଣକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri