Home

ବୋଲ ମାନୁନି କରୋନା: ଆଜି ବି ୮ହଜାର ପାର୍‌ କଲା ସଂକ୍ରମିତଙ୍କ ସଂଖ୍ୟା; କେବଳ ଖୋର୍ଦ୍ଧାରୁ ୧,୨୭୫

ଭୁବନେଶ୍ୱର,୨।୫(ବ୍ୟୁରୋ): ରାଜ୍ୟରେ ବେକାବୁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୦୧୫ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫୬୮ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୪୪୭ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ…

ଭାରତରେ ଲକ୍‌ଡାଉନ୍‌ ଜାରି ହେବା ଜରୁରୀ: ଟାସ୍କ୍‌ଫୋର୍ସ

ନୂଆଦିଲ୍ଲୀ,୨।୫: ଭାରତରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ମୃତ୍ୟୁ ସଂଖ୍ୟା ସହିତ ସମତାଳରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଦେଶର ବିଭିନ୍ନ ଶ୍ମଶାନରେ ଚିତା ଲିଭିବାର ନାଁ ଧରୁନି। ଏପରିସ୍ଥଳେ କରୋନା ପାଇଁ ଗଠିତ ହୋଇଥିବା ଜାତୀୟ ଟାସ୍କ୍‌ଫୋର୍ସ…

ଏକଦା ଦିଲ୍ଲୀରେ ମାଡ଼ ଖାଇଥିଲେ ଶାହାରୁଖ: ସ୍ତ୍ରୀ ଗୌରୀଙ୍କୁ ଆଜି ବି କୁହନ୍ତି ଭାଉଜ, କାରଣ ଜାଣିଲେ..

ବମ୍ବେ: ସଂଘର୍ଷର ଅନ୍ୟନାମ ସଫଳତା। ଜୀବନରେ ଯିଏ ସଂଘର୍ଷ କରିଛି ସେ ଦିନେ ନା ଦିନେ ସଫଳତାର ସ୍ବାଦ ଚାଖିଛି। ସେଭଳି ଜଣେ ବଲିଉଡ ସୁପରଷ୍ଟାର ହେଲେ ଶାହରୁଖ ଖାନ୍‌। ସେ କିଙ୍ଗ ଖାନ୍‌, ରୋମାନ୍ସ କିଙ୍ଗ ଭାବେ ପ୍ରଶଂସକଙ୍କ ଗହଣରେ…

ପଶ୍ଚିମବଙ୍ଗରେ ଦିଦି-କେରଳରେ ଲେଫ୍ଟ ଆଗରେ…

କୋଲକାତା/ଥିରଭାନନ୍ତପୁରମ୍‌,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଭୋଟ ଗଣତି ରବିବାର ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ ଭୋଟଗଣନାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ତୃଣମୂଳ, କଂଗ୍ରେସ ଆଗୁଆ ରହିଛି। ତୃଣମୂଳ ୧୨୩ଟି ଆସନରେ ଏବଂ ଭାଜପା ୧୧୬ ଆସନରେ ଆଗୁଆ ରହିଛନ୍ତି। ପଶ୍ଚିମବଙ୍ଗରେ ତୃଣମୂଳ…

ଆଇପିଏଲ୍‌ ଆସି ଫସିଲେ ଅଷ୍ଟ୍ରେଲିୟ ଖେଳାଳି! ଦେଶକୁ ଫେରିଲେ ଜରିମାନା ସହ ହୋଇପାରେ ଜେଲ

ନୂଆଦିଲ୍ଲୀ,୧।୫: ଭାରତରେ କୋଭିଡ-୧୯ର ଦ୍ୱିତୀୟ ଲହର ଯୋଗୁ ଉପୁଜିଥିବା ଭୟଙ୍କର ସ୍ଥିତିକୁ ଦେଖି ଆଇପିଏଲ୍‌ ଅଧାରୁ ଛାଡ଼ି ସ୍ବଦେଶ ଫେରିଛନ୍ତି କିଛି ବିଦେଶୀ ଖେଳାଳି। ହେଲେ ଅଷ୍ଟ୍ରେଲିଆ ଖେଳାଳି ଏଭଳି ନିଷ୍ପତ୍ତି ଲାଗି ଏବେ ଅଡ଼ୁଆରେ ପଡ଼ିପାରନ୍ତି। କାରଣ ଏହା ପୂର୍ବାପେକ୍ଷା…

ନଦୀ କୂଳରେ ଥାଇ ମଧ୍ୟ ପାଣି ପାଇଁ ହନ୍ତସନ୍ତ

ଗୁଡଭେଲା,୨ା୫(ଡି.ଏନ.ଏ.): ତୁଷୁରା ସହରଟି ନଦୀ କୂଳରେ ଥାଇ ମଧ୍ୟ ପିଇବା ପାଇଁ ସହରବାସୀ ହନ୍ତସନ୍ତ ହେଉଛନ୍ତି। ସହରକୁ ସ୍ଥାନୀୟ ସୋନଗଡ ନଦୀରୁ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାଣି ପାଇପ ମାଧ୍ୟମରେ ଯୋଗାଣ ହୋଇଥାଏ। ଏବେ ଉକ୍ତ ନଦୀରେ ପାଣି ନ ଥିବାରୁ…

୧୦୦ ଫୁଟ ଉପରୁ ହଠାତ୍‌ ଖସିପଡ଼ିଲା ବାଲକୋନି, ତଳେ ଥିଲେ ମହିଳା; ଆଉ ତା’ ପରେ…

ସେଣ୍ଟପିଟର୍ସବର୍ଗ,୨।୫: ରୁଷିଆର ଏକ ବହୁତଳ ପ୍ରାସାଦର ବାଲକୋନି ଖସିପଡ଼ିଛି। ଠିକ୍‌ ଏହି ସମୟରେ ତଳେ ଠିଆ ହୋଇଥିବା ଦୁଇ ମହିଳା ପ୍ରାଣ ବିକଳରେ ଦୌଡ଼ିଥିଲେ। ସିସିଟିଭିରେ କଏଦର ହୋଇଥିବା ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି। ଭିଡଓରେ…

ବୋଲ୍ଡ ଲୁକ୍‌ରେ ନଜର ଆସିଲେ ଏହି ଅଭିନେତ୍ରୀ

ମୁମ୍ବାଇ: କରୋନା ସମୟରେ ସେଲିବ୍ରିଟିଙ୍କ ପାଇଁ ମାଳଦ୍ୱୀପ ସବୁଠୁ ଉତ୍ତମ ସ୍ଥାନ ପାଲଟିଛି। ଗତ ବର୍ଷକ ମଧ୍ୟରେ ଅନେକ ଅଭିନେତ୍ରୀ, ଅଭିନେତା ମାଳଦ୍ୱୀପରେ ଛୁଟି ମନାଇ ଫେରିଛନ୍ତି। କିଛି କିଛି କଳାକାର ଦୁଇ ଦୁଇଥର ମଧ୍ୟ ଏଠାକୁ ଯାଇସାରିଲେଣି। ଏଠାକୁ ଯାଉଥିବା…

କରୋନାରେ ଜିଲା ସରପଞ୍ଚ ମହାସଂଘ ସାଧାରଣ ସମ୍ପାଦକଙ୍କ ମୃତ୍ୟୁ

କୁଆଁରମୁଣ୍ଡା,୧।୫(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ସରପଞ୍ଚ ମହାସଂଘ ସାଧାରଣ ସମ୍ପାଦକ ତଥା କୁଆଁରମୁଣ୍ଡା ବ୍ଲକ ସରପଞ୍ଚ ସଂଘର ସଭାପତି ସ୍ଥାନୀୟ ଦଲକି ପଞ୍ଚାୟତ ସରପଞ୍ଚ ଓସ୍କାର କୁମାର କିଣ୍ଡୋ (୪୫)ଙ୍କର ଶୁକ୍ରବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଯାଇଛି। ଗତ ୨…

ସପ୍ତାହାନ୍ତ ଶଟଡାଉନ: ଶୂନ୍‌ସାନ ଦେବଗଡ଼ ସହର

ଦେବଗଡ଼,୧।୫(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ଉଦ୍ଦେଶ୍ୟରେ ସରକାରଙ୍କ ପକ୍ଷରୁ ଘୋଷିତ ୨ ଦିନିଆ ସପ୍ତାହାନ୍ତ ଶଟଡାଉନ ପରିପ୍ରେକ୍ଷୀରେ ଶନିବାର ଦେବଗଡ଼ ସହର ଶୂନ୍‌ଶାନ ରହିଛି। ଶନିବାର ସକାଳେ ଅଳ୍ପ ସମୟ ପର୍ଯ୍ୟନ୍ତ ଦେବଗଡ଼ ପୌରାଞ୍ଚଳରେ କେବଳ କ୍ଷୀର ଦୋକାନଗୁଡିକ ଖୋଲା ରହିଥିଲା।…

କୋଭିଡ୍‌ ଟେଷ୍ଟ ପାଇଁ ତୁଷୁରା ଚିକିତ୍ସାଳୟରେ ଭିଡ: ରହୁନି ସାମାଜିକ ଦୂରତା

ଗୁଡଭେଲା,୧।୫(ଡି.ଏନ.ଏ ): ବଲାଙ୍ଗୀର ଜିଲା ତୁଷୁରା ଏନ.ଏ.ସି ଅଞ୍ଚଳରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବାବେଳେ ତୁଷୁରା ଚିକିତ୍ସାଳୟରେ କୋଭିଡ୍‌ ଟେଷ୍ଟ ପାଇଁ ଭିଡ ଦେଖିବାକୁ ମିଳିଛି। ଅନ୍ୟ ପକ୍ଷରେ ସହରରେ ଲୋକଙ୍କୁ ଜ୍ବର ଓ ଥଣ୍ଡା ହୋଇଥିଲେ…

ପ୍ରିୟଙ୍କାଙ୍କ ଅଭିଯୋଗ: ‘ଉତ୍ତରପ୍ରଦେଶରେ ନିର୍ବାଚନ ଡ୍ୟୁଟି କରିଥିବା ପ୍ରାୟ ୭୦୦ ଶିକ୍ଷକ ମୃତ’

ନୂଆଦିଲ୍ଲୀ,୧।୫: କଂଗ୍ରେସର ସାଧାରଣ ସମ୍ପାଦକ ତଥା ଉତ୍ତରପ୍ରଦେଶ ପ୍ରଭାରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶନିବାର କେନ୍ଦ୍ର ସରକାରଙ୍କୁ କଟାକ୍ଷ କରିଛନ୍ତି। କରୋନା ମହାମାରୀର ଚିନ୍ତାଜନକ ପରିସ୍ଥିତିରେ ସରକାର ସତ୍ୟକୁ ଦମନ କରୁଥିବା ନେଇ ସେ ଅଭିଯୋଗ କରି କହିଛନ୍ତି, ରାଜ୍ୟରେ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?