Home

ଗାଈ ପେଟରୁ ବାହାରିଲା ୪୮ କିଲୋ ପ୍ଲାଷ୍ଟିକ୍‌

କୋଟା,୨୪।୩: ରାଜସ୍ଥାନର କୋଟା ସହରରେ ଏକ ହୃଦୟ ବିଦାରକ ମାମଲା ସାମ୍ନାକୁ ଆସିଛି। କୋଟା ଡିଭିଜନ ମୁଖ୍ୟାଳୟରେ ଅବସ୍ଥିତ ବହୁମୁଖୀ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ ପ୍ରାଣୀ ଚିକିତ୍ସକ ଅଖିଳେଶ ପାଣ୍ଡେଙ୍କ ଦ୍ୱାରା ଏକ ଗାଈର ପେଟ ଅପରେଶନ କରାଯାଇଛି। ଦୀର୍ଘ ୪…

ପ୍ରବଳ ବନ୍ୟା ମଧ୍ୟରେ ବିବାହ ବନ୍ଧନରେ ବାନ୍ଧିହେଲେ ବର-କନ୍ୟା: ଲିଫ୍ଟ ଦେଲା ହେଲିକପ୍ଟର

ବର୍ତ୍ତମାନ ଅଷ୍ଟ୍ରେଲିଆରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ସେଠାରେ ଅବସ୍ଥା ଅତ୍ୟନ୍ତ ଖରାପ ହୋଇପଡ଼ିଛି। ସେଠାରୁ ଏମିତି ଏକ ଖବର ଏବେ ସାମ୍ନାକୁ ଆସିଛି, ଯାହାକୁ କେହି ବିଶ୍ୱାସ ମଧ୍ୟ କରିପାରୁ ନାହାନ୍ତି। ଅଷ୍ଟ୍ରେଲିଆର ବନ୍ୟା ପରିସ୍ଥିତି ମଧ୍ୟ ଏକ…

ରାଜ୍ୟପାଳଙ୍କୁ ଭେଟିଲେ ଭାଜପା ନେତା

ମୁମ୍ବାଇ,୨୪।୩: ମହାରାଷ୍ଟ୍ରରେ ସଙ୍କଟ ଜାରି ରହିଛି। ଏପରିସ୍ଥଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌ଙ୍କ ନେତୃତ୍ୱରେ ଭାଜପା ନେତା ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଭାଜପା ପକ୍ଷରୁ ଦାବି କରାଯାଇଛି। ଦେବେନ୍ଦ୍ର…

ମାର୍ଚ୍ଚ ୨୫ରେ ଶେଷ ହେବ ବଜେଟ ଅଧିବେଶନ !

ନୂଆଦିଲ୍ଲୀ,୨୪।୩: ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ୪ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପାର୍ଲାମେଣ୍ଟର ବଜେଟ ଅଧିବେଶନ ସମୟ ପୂର୍ବରୁ ଶେଷ ହେବ। ଏହାକୁ ମାର୍ଚ୍ଚ ୨୫ରେ ଶେଷ କରାଯିବାର ସମ୍ଭାବନା ରହିଛି। ଏହା ଏପ୍ରିଲ୍‌…

ମନୁଷ୍ୟକୁ ବରବାଦ କରିପାରେ ଏହି ଛୋଟଛୋଟ ଭୁଲ: ଜାଣନ୍ତୁ କାହିଁକି ଏପରି କହିଛନ୍ତି ଚାଣକ୍ୟ

ଆଜି ବି ବେଶ୍‌ ଲୋକପ୍ରିୟ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ର। ଏହାକୁ ଭଲ ଭାବେ ବୁଝି ଜୀବନରେ ପ୍ରୟୋଗ କଲେ ଅନେକ ସମସ୍ୟାର ସମାଧାନ ସହଜରେ ହୋଇଯାଇଥାଏ। ନିଜର ନୀତିଶାସ୍ତ୍ରର ଏକ ଶ୍ଳୋକରେ ଚାଣକ୍ୟ ମନୁଷ୍ୟକୁ ବରବାଦ କଲାଭଳି ତଥା ସାରାଜୀବନ କଷ୍ଟ…

ମୋଟର ସାଇକେଲ ବୋମା ବିସ୍ଫୋରଣ: ୩ ମୃତ ୧୩ ଆହତ

କ୍ୱେଟା,୨୪।୩: ପାକିସ୍ତାନ ଆଫଗାନିସ୍ତାନ ସୀମାରେ ଥିବା କ୍ୱେଟାର ଚାମନ ଅଞ୍ଚଳରେ ଏକ ମୋଟର ସାଇକେଲ ବମୋ ବିସ୍ଫୋରଣରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୧୩ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି…

ରାସ୍ତାରେ ଜମିଥିବା ପାଣିରେ ଗାଧୋଇଲେ ବ୍ୟକ୍ତି: ପଛରେ ରହିଛି ଏହି କାରଣ

ଇଣ୍ଡୋନେସିଆର ଏକ ରାସ୍ତାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତି ରାସ୍ତାରେ ଜମିଥିବା ପାଣିରେ ବସି ଗାଧୋଉଥିବାର ଦେଖିବାକୁ ମିଳୁଛି। ଏହାକୁ ଦେଖିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଉଛନ୍ତି ମଧ୍ୟ। ମାତ୍ର ଏହି ବ୍ୟକ୍ତି…

ପ୍ରସିଦ୍ଧଙ୍କ ପାଇଁ ଅନ୍‌ଲକି କୋହଲି

ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଦୁନିଆର ସବୁଠାରୁ ଫିଟ କ୍ରିକେଟ ମଧ୍ୟରୁ ଅନ୍ୟତମ। ଏଥିସହ ସେ ହେଉଛନ୍ତି ଏକମାତ୍ର ଖେଳାଳି ଯିଏ ହାରାହାରି ୫୦ରୁ ଅଧିକ ପ୍ରତ୍ୟେକ ଫର୍ମାଟରେ ରନ ସ୍କୋର କରିଛନ୍ତି, କିନ୍ତୁ ଫିଲ୍ଡର ଭାବରେ ତାଙ୍କର ସ୍ତର…

ପଡ଼ିଆରେ ନାଚିଲେ କୋହଲି, ରୋହିତ

ଆଇପିଏଲ ୨୦୨୧ର ଗୀତ ପ୍ରକାଶ ପାଇଛି। ‘ଇଣ୍ଡିଆ କା ଆପ୍‌ନା ମନ୍ତ୍ର’ ନାମକ ଏହି ଗୀତ ଏକ ମିନିଟ ତିରିଶ ସେକେଣ୍ଡର ହୋଇଛି। ଆନ୍ଥେମର ଭିଡିଓ ଆଇପିଏଲର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରଯାଇଛି। ଏହା ସହିତ କ୍ୟାପସନରେ ଲେଖାଯାଇଛି ଯେ…

ଦିନକରେ ୪୭ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୪।୩: ଦେଶରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛିି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୭ ହଜାର ୨୬୨ରେ ପହଞ୍ଚିଛି। ସେହିପରି ଏହି…

ବେଆଇନ ଗୋଚାଲାଣକୁ କେନ୍ଦ୍ରକରି ୨ ଗୋଷ୍ଠୀ ମୁହାଁମୁହିଁ, ୨ କଣ୍ଟେନର ଜବତ

ଭଦ୍ରକ ଅଫିସ, ୨୪।୩: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ-ରାଣୀତାଲ ନିକଟରେ ବୁଧବାର ବେଆଇନ ଗୋଚାଳଣକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଛି। ଏସ୍କାର୍ଟ ପାର୍ଟିଙ୍କ ଆକ୍ରମଣରେ ୩ ଜଣ ଗୋରକ୍ଷକ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ୧୬…

୩ଥର ମ୍ୟାଟ୍ରିକ୍‌ ଫେଲ୍‌ ହୋଇଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌: ସରକାରୀ ଚାକିରି ଛାଡି ଧରିଥିଲେ ବ୍ୟାଟ୍‌‌

ଭାରତୀୟ କ୍ରିକେଟ୍‌ ଖେଳାଳି କ୍ରୁନାଲ ପାଣ୍ଡ୍ୟା ଆସି ୩୦ ବର୍ଷରେ ପଦାର୍ପଣ କରିଛନ୍ତି। ମାର୍ଚ୍ଚ ୨୪, ୧୯୯୧ରେ ସେ ଗୁଜରାଟର ବରୋଦାରେ ଜନ୍ମଗ୍ରହଣ କରିଥିଲେ। ବରୋଦା ଦଳର ଅଧିନାୟକ ୩୦ ବର୍ଷୀୟ କ୍ରୁନାଲ ଭାରତର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri