Home

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। କିନ୍ତୁ, ଯେତେବେଳେ ଚତୁର୍ଥ ଓଭରରେ ଆରନ ଜର୍ଜ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା ପରେ ଏହାକୁ ପ୍ରାୟତଃ ଅପରାଧୀକ ରଙ୍ଗ ଦିଆଯାଇଥାଏ। ବଳାତ୍କାରର ଅଭିଯୁକ୍ତ ଜଣେ ପୁରୁଷଙ୍କ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ନିଶାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ପୋଲିସ ନିଜ ଆଡୁ ମାମଲା…

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା ତାଙ୍କର ଏକ ବ୍ୟାଙ୍କ ଆକାଉଣ୍ଟରେ ଜମା ହୋଇଛି। ସେହି ଟଙ୍କା ଉଠାଇବା ପାଇଁ…

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା ଅଞ୍ଚଳରେ ଦିନକୁ ଦିନ ଚୋରାମଦ କାରବାର ବଢୁଥିବା ବେଳେ ସେମାନଙ୍କ ପରିବାର ନଷ୍ଟ…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB ମହିଳା ଦଳ ଦ୍ୱିତୀୟ ଥର ପାଇଁ ଟ୍ରଫି ଉଠାଇଛି। ଆରସିବିକୁ ସବୁ ମହଲରୁ…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି କରିଛନ୍ତି। ଟ୍ରମ୍ପ ଏହାକୁ ‘ଲମ୍ବା ଏବଂ ଅତ୍ୟନ୍ତ ସକାରାତ୍ମକ’ ଆଲୋଚନା ବୋଲି ବର୍ଣ୍ଣନା…

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶଟ୍‌ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଏହି ଅଗ୍ନିକାଣ୍ଡରେ ୧୨…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି। ଯେତେବେଳେ କୋର୍ଟ ମାମଲା ଶୁଣାଣି…

ଭାଙ୍ଗିଗଲାଣି ଶ୍ରେଣୀଗୃହ, ଗଛତଳେ ପଢୁଛନ୍ତି ପିଲା

କେସିଙ୍ଗା/ନର୍ଲା,୬ା୨(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା କେସିଙ୍ଗା ଓ ନର୍ଲା ବ୍ଲକ ସୀମାନ୍ତ ଅଞ୍ଚଳରେ ଅସ୍ଥାପତି ବିଦ୍ୟାଳୟକୁ ଶିକ୍ଷା ବିଭାଗ ସମେତ ନେତା ବିଧାୟକଙ୍କ ଦୃଷ୍ଟି ଗୋଚର ହେଉ ନ ଥିବାରୁ ସ୍କୁଲ ପରିବେଶ ସମେତ ଶ୍ରେଣୀ ଗୃହ ବିପଦସଙ୍କୁଳ ଅବସ୍ଥାରେ…

Ola Uber Rapido Strike: ଗୋଟିଏ ଦିନ ପରେ ଆଉ ବୁକ୍‌ କରିପାରିବେନି ଓଲା, ଉବର, ରାପିଡୋ! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୬।୧: ଓଲା, ଉବର ଏବଂ ରାପିଡୋ ଭଳି ଆପ-ଭିତ୍ତିକ ଚାଳକମାନେ ଆସନ୍ତାକାଲି, ଶନିବାର ଦେଶବ୍ୟାପୀ ଧର୍ମଘଟ କରିବେ। ଫେବୃଆରୀ ୭ରେ ଏହି ଦେଶବ୍ୟାପୀ ଧର୍ମଘଟ ଏହି ଆପ ବ୍ୟବହାର କରୁଥିବା ଯାତ୍ରୀମାନଙ୍କୁ ଅସୁବିଧାର ସମ୍ମୁଖୀନ କରିପାରେ। ଏହି ପ୍ରତିବାଦକୁ ‘ଅଲ ଇଣ୍ଡିଆ…

ଦୁଃସାହାସିକ ଖେଳ ପ୍ରଦର୍ଶନ କଲେ ଛାତ୍ରୀଛାତ୍ର: ବାହାରିଲା ବିରାଟ ଶୋଭାଯାତ୍ରା

ଦାରିଙ୍ଗବାଡି,୬।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ ଭାରତ ସ୍କାଉଟସ ଓ ଗାଇଡ଼ସର କ୍ୟାମ୍ପରୀର ଶୁକ୍ରବାର ହେଉଛି ଦିତୀୟ ଦିବସ। ଦ୍ୱିତୀୟ ଦିବସର ସକାଳ ୭ଟାରୁ ୪ ଶହରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?