ଆସାମରେ ଭାଜପାର ୧୦ ସଙ୍କଳ୍ପ: ୩୦ ଲକ୍ଷ ପରିବାରଙ୍କୁ ମାସକୁ ୩ ହଜାର
ଗୁଆହାଟି,୨୩।୩: ଆସାମରେ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏନେଇ ଭାଜପା ପକ୍ଷରୁ ନିର୍ବାଚନ ଇସ୍ତାହାର ପ୍ରକାଶ ପାଇଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ, କେନ୍ଦ୍ରୀୟ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ପ୍ରମୁଖଙ୍କ ଉପସ୍ଥିତିରେ ଇସ୍ତାହାର ଘୋଷଣା…
ଶୁଭେନ୍ଦୁଙ୍କ ଶରଣରେ ଅପରାଧୀ: ଟିଏମ୍ସି
କୋଲକାତା,୨୩।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ମାଚ୍ଚ ୨୭ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ରାଜ୍ୟରେ ଭାଜପା ଏବଂ ତୃଣମୂଳ କଂଗ୍ରେସ(ଟିଏମ୍ସି) ମଧ୍ୟରେ…
ଦ୍ୱାଦଶ ଶ୍ରେଣୀ ଫେଲ୍ ହେବାରୁ ଘର ଛାଡି ମୁମ୍ବାଇ ପଳାଇ ଆସିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଆଜି ତାଙ୍କର ୩୪ତମ ଜନ୍ମଦିନ ପାଳନ କରୁଛନ୍ତି। ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ କଙ୍ଗନା ଏକ ବଡ଼ ଉପହାର ଗ୍ରହଣ କରିଛନ୍ତ। ଚଳଚ୍ଚିତ୍ର ‘ମଣିକର୍ଣ୍ଣିକା’ ଏବଂ ‘ପଙ୍ଗା’ ପାଇଁ ତାଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି।…
ଇସ୍ରାଏଲ୍ ନିର୍ବାଚନ: ନେତାନ୍ୟାହୁଙ୍କ ପାଇଁ କଡ଼ା ପରୀକ୍ଷା
ଜେରୁଜେଲମ୍,୨୩।୩: ମଙ୍ଗଳବାର ଇସ୍ରାଏଲ୍ରେ ୨ ବର୍ଷ ମଧ୍ୟରେ ଚତୁର୍ଥ ଥର ପାଇଁ ନିର୍ବାଚନ ହେଉଛି। ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ପାଇଁ ଏହା କଡ଼ା ପରୀକ୍ଷା ନେଇ ଆସିଛି। ନିର୍ବାଚନ ପୂର୍ବରୁ ଦେଶର ବିଭିନ୍ନ ଅଞ୍ଚଳରେ ନେତାନ୍ୟାହୁଙ୍କ ବିରୋଧରେ ପ୍ରଦର୍ଶନ କରାଯାଇଛିି। ତେଣୁ…
୭ ବର୍ଷରେ ୮୦୦ ଯବାନ କରିଛନ୍ତି ଆତ୍ମହତ୍ୟା
ନୂଆଦିଲ୍ଲୀ,୨୩।୩: ଗତ ୭ ବର୍ଷ ମଧ୍ୟରେ ଭାରତୀୟ ସେନାର ୮୦୦ ଯବାନ ଆତ୍ମହତ୍ୟା କରିଛନ୍ତି। ୨୦୧୪ଠାରୁ ବର୍ତ୍ତମାନ ସୁଦ୍ଧା ସ୍ଥଳସେନା, ବାୟୁସେନା ଏବଂ ନୌସେନାର ଯବାନଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବୃତ୍ତି ବୃଦ୍ଧି ପାଉଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। କେନ୍ଦ୍ର ସରକାରଙ୍କ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୧୩ ଜଣଙ୍କ ଜୀବନ
ଗ୍ବାଲିୟର୍,୨୩।୩: ମଧ୍ୟପ୍ରଦେଶର ଗ୍ବାଲିୟରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଗ୍ବାଲିୟରର ପୁରୁଣା କ୍ୟାଣ୍ଟନମେଣ୍ଟ ପୋଲିସ ଷ୍ଟେଶନ ଅଞ୍ଚଳରେ ମଙ୍ଗଳବାର ସକାଳେ ବସ ଏବଂ ଅଟୋ ମଧ୍ୟରେ ପ୍ରବଳ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା…
୧୭.୩୭ କୋଟି ଟଙ୍କାରେ ବିକ୍ରି ହେଲା ପ୍ରଥମ ଟୁଇଟ୍
ନ୍ୟୁୟର୍କ,୨୩।୩: ଟୁଇଟର୍ ସିଇଓ ଜ୍ୟାକ ଦୋର୍ସିଙ୍କ ପ୍ରଥମ ଟ୍ବିଟ୍ ୧୭.୩୭ କୋଟି ଟଙ୍କାରେ ନିଲାମ ହୋଇଛି। ଏହି ପରିମାଣକୁ ବିଟକଏନ କୁ ଦାନ କରିଛନ୍ତି। ଏହାକୁ ଏକ ବୈଷୟିକ କମ୍ପାନୀ ବ୍ରିଜ ଓରାକଲର ସିଇଓ ସିନା ଏସ୍ତାଭି କିଣିଛନ୍ତି। ଏହି ଟୁଇଟ…
ମତଦାନର ୭୨ ଘଣ୍ଟା ପୂର୍ବରୁ ବାଇକ୍ ରାଲି ବନ୍ଦ
ନୂଆଦିଲ୍ଲୀ,୨୩।୩ (ପି.ଟି.): ନିର୍ବାଚନ ହେବାକୁ ଥିବା ସମସ୍ତ ଆସନରେ ମତଦାନର ୭୨ ଘଣ୍ଟା ପୂର୍ବରୁ ବାଇକ୍ ରାଲିକୁ ନିର୍ବାଚନ କମିଶନ ନିଷିଦ୍ଧ କରିଛନ୍ତି। ଅର୍ଥାତ୍ ଭୋଟଦାନ ଦିନ ଏବଂ ଏହାର ପୂର୍ବ ୩ ଦିନ କୌଣସି ବାଇକ୍ ରାଲି ଆୟୋଜନ କରାଯାଇପାରିବ…
ନାଇଜର ସୀମାରେ ଆକ୍ରମଣ, ୪୦ ମୃତ
ନିଆମେ, ୨୩ା୩: ନାଇଜରର ତାହୋଆ ଅଞ୍ଚଳରେ ଏକ ସଶସ୍ତ୍ର ଆକ୍ରମଣ ଯୋଗୁ ୪୦ ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ସେନା ଓ ଆକ୍ରମଣକାରୀ ମୁହାଁମୁହିଁ ହୋଇଥିଲେ। ସମ୍ପ୍ରତି ରାଷ୍ଟ୍ରପତି ନିର୍ବାଚନ ପରେ ନାଇଜରରେ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା। ମହମ୍ମଦ ବେଜୋମ ରାଷ୍ଟ୍ରପତି…
ଶେଖ୍ ମୁଜିବୁର ରହମାନ, ସୁଲତାନ କାବୁସ୍ ପାଇବେ ଗାନ୍ଧୀ ଶାନ୍ତି ପୁରସ୍କାର
ନୂଆଦିଲ୍ଲୀ,୨୩।୩: ବାଂଲାଦେଶର ରାଷ୍ଟ୍ରପିତା କୁହାଯାଉଥିବା ଶେଖ୍ ମୁଜିବୁର ରହମାନଙ୍କୁ ଗାନ୍ଧୀ ଶାନ୍ତି ପୁରସ୍କାର ପ୍ରଦାନ କରାଯିବ। କରୋନା ମହାମାରୀ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ପ୍ରଥମ ବିଦେଶ ଗସ୍ତରେ ବାଂଲାଦେଶ ଯିବାକୁ ଥିବାବେଳେ ଏହା ପୂର୍ବରୁ ସରକାର ଏଭଳି ନିଷ୍ପତ୍ତି…
କୋଲେଷ୍ଟରଲକୁ ସନ୍ତୁଳିତ ରଖେ ଅମୃତଭଣ୍ଡା
ଅମୃତଭଣ୍ଡା ଖାଇଲେ ତାହା ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ କହିବା ବାହୁଲ୍ୟ। ଏଥିରେ ଏପରି ତତ୍ତ୍ୱ ରହିଛି ଯାହା ଶରୀର ଭିତରେ କୋଲେଷ୍ଟରଲକୁ ସନ୍ତୁଳିତ ରଖିଥାଏ। କେବଳ ସେତିିକି ନୁହେଁ, ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ଏହା ବେଶ୍ ସହାୟକ ହୋଇଥାଏ।…
ବିଆର୍ପିଏଲ୍ ଏକ ସଙ୍ଗମ
ଯାଜପୁର ଅଫିସ,୨୩ା୩: ଶିଳ୍ପାଞ୍ଚଳ ଦ୍ୱାରା ରାଜ୍ୟରେ ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ରାଜ୍ୟ ସରକାର କହି ଆସୁଛନ୍ତି। ଏଭଳି ସମ୍ଭାବନାକୁ ଦୃଷ୍ଟିରେ ରଖି ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ନିକଟବର୍ତ୍ତୀ ବାସିନ୍ଦା ଶିଳ୍ପ…
Archives


