Home

ଏପ୍ରିଲ୍‌ ୨୯ ସନ୍ଧ୍ୟାରୁ ଲକ୍‌ଡାଉନ୍‌…

ପଣଜୀ,୨୮।୪: ଦେଶରେ କରୋନା ସଂକ୍ରମଣ ବଢୁଥିବାରୁ କେତେକ ରାଜ୍ୟରେ ଲକ୍‌ଡାଉନ୍‌ ଏବଂ କର୍ଫ୍ୟୁ ଘୋଷଣା କରାଯାଇଛି। ଏପରିସ୍ଥଳେ ଗୋଆରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ୬ ଦିନିଆ ଲକ୍‌ଡାଉନ୍‌ ଜାରି ସମ୍ପର୍କରେ ବୁଧବାର ଘୋଷଣା କରିଛନ୍ତି। ଏପ୍ରିଲ୍‌ ୨୯…

ପଞ୍ଚାୟତ ନିର୍ବାଚନ ଦାୟିତ୍ୱରେ ଥିବା ୧୩୫ ଶିକ୍ଷକଙ୍କ ମୃତ୍ୟୁ: ହାଇକୋର୍ଟଙ୍କ ପ୍ରଶ୍ନ ଏଥିପାଇଁ ଦାୟୀ କିଏ

ଲକ୍ଷ୍ନୌ,୨୮।୪: ଉତ୍ତର ପ୍ରଦେଶରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। କରୋନା ସଙ୍କଟ ମଧ୍ୟରେ ପଞ୍ଚାୟତ ନିର୍ବାଚନ ଦାୟିତ୍ୱରେ ଥିବା ୧୩୫ ଶିକ୍ଷକଙ୍କ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ଶିକ୍ଷକଙ୍କ ମୃତ୍ୟୁକୁ ନେଇ ଇହ୍ଲାବାଦ୍‌ ହାଇକୋର୍ଟ ରାଜ୍ୟ ନିର୍ବାଚନ କମିଶନଙ୍କୁ…

କୋଟିଏ ଟଙ୍କାରୁ ଗୋଟିଏ ଜୀବନ ମୂଲ୍ୟବାନ: ସୋନୁ ସୁଦ

ମୁମ୍ବାଇ: ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି। ଟୁଇଟରରେ ସୋନୁ ଖୁବ୍‌ ଆକ୍ଟିଭ୍‌ ରହୁଛନ୍ତି। ଯେଉଁ ଲୋକ ଅସୁବିଧାରେ ପଡ଼ି ତାଙ୍କ ସହାୟତା ମାଗୁଛନ୍ତି ସେ ସଙ୍ଗେ ସଙ୍ଗେ…

ବୟଫ୍ରେଣ୍ଡ୍‌ଙ୍କ ସହିତ ମୋବାଇଲ୍‌ରେ କଥା ହେବାରୁ ମିଳିଲା ଏଭଳି ଦଣ୍ଡ…

କାବୁଲ,୨୮।୪: ମୋବାଇଲରେ ବୟଫ୍ରେଣ୍ଡ୍‌ଙ୍କ ସହିତ କଥା ହେବା ଜଣେ ଯୁବତୀଙ୍କୁ ମହଙ୍ଗା ପଡ଼ିଛି। ତାଙ୍କୁ ଜନଗହଳିପୂର୍ଣ୍ଣ ସ୍ଥାନରେ ସର୍ବସମ୍ମୁଖରେ ୪୦ ଥର ଚାବୁକ୍‌ମାଡ଼ ହୋଇଛି। ଏଭଳି ଘଟଣା ଆଫଗାନିସ୍ତାନରେ ଘଟିଛି। ଆମେରିକା ସୈନ୍ୟଙ୍କ ସ୍ବଦେଶ ଫେରିବା ଘୋଷଣା ପରେପରେ ଦେଶରେ ପୁଣି…

ସିଙ୍କି ସାହିକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କଲା ପ୍ରଶାସନ

ପାରଳାଖେମୁଣ୍ଡି,୨୮।୪(ଡି.ଏନ୍‌.ଏ.): ଭୟଙ୍କର ରୂପ ନେଇ ପୁଣି ଥରେ ଫେରିଛି କରୋନା। ଦେଶ ତଥା ରାଜ୍ୟରେ ପ୍ରତିଦିନ ସଂକ୍ରମଣ ମାମଲା ରେକର୍ଡ ଭାଙ୍ଗୁଛି। ଆଜି ପୁଣି ଗଜପତିରେ ୯୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍‌ ୪୯୪୭ରେ ପହଞ୍ଚିଛି। ଦ୍ୱିତୀୟ…

ଏହି ପ୍ରସିଦ୍ଧ ଅଭିନେତା ଗିରଫ

ଲୁଧିୟାନା,୨୮।୪: କରୋନା ଗାଇଡଲାଇନର ଉଲ୍ଲଂଘନ ଅଭିଯୋଗରେ ଅଭିନେତା ଜିମି ଶେରଗିଲଙ୍କୁ ବୁଧବାର ପଞ୍ଜାବର ଲୁଧିଆନାରେ ଗିରଫ କରାଯାଇଛି। ଏହାପୂର୍ବରୁ ମଙ୍ଗଳବାର ସେ ଫିଲ୍ମର ଶୁଟିଂ କରିବା ଅଭିଯୋଗରେ ତାଙ୍କୁ ଅଟକା ଯାଇଥିଲା। ଅଭିଯୋଗ ହୋଇଛି ଯେ ଜିମି ଶୁଟିଂ ସମୟରେ ସାମାଜିକ…

ପୁରୀରେ ଆରମ୍ଭ ହେବ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ

ପୁରୀ ଅଫିସ,୨୮।୪: ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେବାରେ ଲାଗିଲାଣି। ଏହାକୁ ଦୃଷ୍ଟିରେ ରଖି କରୋନା ଆକ୍ରାନ୍ତଙ୍କ ପାଇଁ ପୁରୀରେ ଆରମ୍ଭ ହେବାକୁ ଯାଉଛି ସ୍ବତନ୍ତ୍ର ବ୍ୟବସ୍ଥା। ପୁରୀରେ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ହେବ। ଏହି…

ସ୍ବାମୀଙ୍କୁ ନପୁଂସକ ଔଷଧ ଦେଉଛନ୍ତି ଏହି ଦେଶର ମହିଳା…

ବେଜିଂ,୨୮।୪: ସ୍ବାମୀଙ୍କ ଅଜାଣତରେ ସ୍ତ୍ରୀ ତାଙ୍କୁ ନପୁଂସକ ଔଷଧ ଦେଉଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ଚାଇନାର କେତେକ ମହିଳା ଗୁପ୍ତରେ ଏଭଳି କରୁଛନ୍ତି। ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ସ୍ବାମୀ ଯେଭଳି ଅନ୍ୟ କୌଣସି ମହିଳାଙ୍କ…

ସ୍ତ୍ରୀଙ୍କ ମୃତଦେହକୁ ସାଇକେଲରେ ବୋହି ନେଇ କଲେ ଅନ୍ତିମ ସଂସ୍କାର: ଗାଁ ଲୋକେ ଘରେ ଲୁଚିଲେ…

ଲକ୍ଷ୍ନୌ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଅସମ୍ଭାଳ ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ ଭୟରେ କେତେକ ଲୋକଙ୍କ ମଧ୍ୟରେ ମାନବିକତା ନ ଥିବା ଭଳି ମନେ ହେଉଛି। ଏଭଳି ଏକ ଘଟଣା ଉତ୍ତରପ୍ରଦେଶ ଜୋନ୍‌ପୁରରେ ଘଟିଛି। ସ୍ଥାନୀୟ ମଣ୍ଡିୟାହୁଂ…

ସୋସିଆଲ ମିଡିଆରେ ଏକ୍ସ ବୟଫ୍ରେଣ୍ଡ୍‌ କଲେ ବ୍ଲକ, ରାଗିକି ମହିଳା ନେଲେ ଅଜବ ପଦକ୍ଷେପ; ଆଉ ତା’ ପରେ…

ଲଣ୍ଡନ,୨୮।୪: ଜଣେ ମହିଳାଙ୍କୁ ତାଙ୍କ ଏକ୍ସ ବୟଫ୍ରେଣ୍ଡ ସୋସିଆଲ ମିଡିଆରେ ବ୍ଲକ କରିବାରୁ ମହିଳା ରାଗିକି ଅଜବ ପଦକ୍ଷେପ ନେଇଛନ୍ତି। ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ମହିଳା ଜଣଙ୍କ ରାଗି କି ନିଆଁବାଣ ହୋଇ ଏମିତି କାଣ୍ଡ ଘଟାଇଲେ ଯେ ତାଙ୍କୁ…

ଏଭଳି ଲୋକଙ୍କ ସହିତ ୧ ମିନିଟ୍‌ ରହିଲେ ବି ହୋଇଯିବ କରୋନା…

ନୂଆଦିଲ୍ଲୀ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣ ତୀବ୍ର ବେଗରେ ବ୍ୟାପୁଥିବାରୁ ଏହାକୁ ରୋକିବା ଅସମ୍ଭବ ହୋଇପଡ଼ିଛି। ଏପରିସ୍ଥଳେ ଦିଲ୍ଲୀ ଏମ୍ସ୍‌ର ନିର୍ଦ୍ଦେଶକ ଡ. ରଣଦୀପ୍‌ ଗୁଲେରିଆ କହିଛନ୍ତି ଯେ, ଆକ୍ରାନ୍ତଙ୍କ ସହିତ ୧…

ସତର୍କ ରୁହନ୍ତୁ, ଆର୍‌ଟି-ପିସିଆର୍‌ ରିପୋର୍ଟ ନେଗେଟିଭ୍‌ ହେଲେ ବି ହେବ କରୋନା ସଂକ୍ରମଣ…

ନୂଆଦିଲ୍ଲୀ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। କରୋନା ଭୂତାଣୁ ସଂକ୍ରମଣ ରୋକିବା କଷ୍ଟକର ହୋଇପଡ଼ିଛି। ଏପରିସ୍ଥଳେ ଦିଲ୍ଲୀ ଏମ୍ସ୍‌ର ନିର୍ଦ୍ଦେଶକ ଡ. ରଣଦୀପ୍‌ ଗୁଲେରିଆ କହିଛନ୍ତି ଯେ, କରୋନାର ନୂଆ ଷ୍ଟ୍ରେନ୍‌ ଆର୍‌ଟି-ପିସିଆର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?