ବିପଦ ଉପରେ ବିପଦ: ସକାଳୁ ସକାଳୁ ଥରିଲା ଆସାମ…
ଗୁଆହାଟି,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ବିପଦ ଉପରେ ପୁଣି ବିପଦ ମାଡ଼ି ଆସିଲି। ଆସାମ ସୋନିତ୍ପୁରରେ ବୁଧବାର ୭ଟା ୫୧ରେ ଭୂକମ୍ପ ହୋଇଛି। ଏହାପରେ ଲଗାତାର ୫ ଥର ଭୂକମ୍ପ ହୋଇଛି। ଏହାର ତୀବ୍ରତା…
କରୋନାରେ ବାଜପେୟୀଙ୍କ ଭାଣିଜୀଙ୍କ ପରଲୋକ
ରାୟପୁର, ୨୮ା୪: କଂଗ୍ରେସ ନେତ୍ରୀ ତଥା ପୂର୍ବତନ ଏମ୍ପି କରୁଣା ଶୁକ୍ଳାଙ୍କ ମଙ୍ଗଳବାର ରାୟପୁରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଭାଣିଜୀ କରୁଣା କରୋନାରେ…
ରାଜ୍ୟରେ ଆଖି ବୁଜିଲେ ୧୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୦ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରୁ ପୁରୀ ଓ…
ବିପତ୍ତି ବେଳେ ବଦାନ୍ୟତା
କାନପୁର, ୨୮ା୪: ଆକାଉଣ୍ଟରେ ମାତ୍ର ୮୫୦ ଟଙ୍କା ଛାଡ଼ି ସେଥିରେ ରଖିଥିବା ସମସ୍ତ ୨ ଲକ୍ଷ ଟଙ୍କାକୁ କେରଳ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡ୍କୁ ଦାନ କରି ମଣିଷପଣିଆର ଉଦାହରଣ ସୃଷ୍ଟି କରିଛନ୍ତି ଉତ୍ତରପ୍ରଦେଶ କାନପୁରର ଜଣେ ବିଡ଼ି ଶ୍ରମିକ ଜନାର୍ଦ୍ଦନ। କେରଳ…
ବଙ୍ଗଳା ଛାଡ଼ୁନାହାନ୍ତି ଅରୁଣ ମିଶ୍ର
ନୂଆଦିଲ୍ଲୀ, ୨୮ା୪: ଅବସରର ପ୍ରାୟ ୭ ମାସ ପରେ ବି ସରକାରୀ ବଙ୍ଗଳା ଛାଡ଼ିନାହାନ୍ତି ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଅରୁଣ ମିଶ୍ର। ନୂଆଦିଲ୍ଲୀର ଆକବର ରୋଡ୍ସ୍ଥିତ ବଙ୍ଗଳାରେ ରହିବା ଅବଧିକୁ ଏପ୍ରିଲ ପର୍ଯ୍ୟନ୍ତ ବଢ଼ାଇବାକୁ ସେ ସୁପ୍ରିମକୋର୍ଟଙ୍କୁ ଅନୁରୋଧ କରିଛନ୍ତି।…
ଆଜି ରାଜ୍ୟରେ ରେକର୍ଡ ୮,୩୮୬ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ରେକର୍ଡ ୮୩୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
ହୃଦୟ ବିଦାରକ ସ୍ଥିତି
ନୂଆଦିଲ୍ଲୀ,୨୮ା୪: ରାଜନୈତିକ ରାଜଧାନୀ ଦିଲ୍ଲୀ ଓ ଆର୍ଥିକ ରାଜଧାନୀ ମୁମ୍ବାଇରେ ତାଲାବନ୍ଦ ହୋଇଛି। ଦୁଇ ବଡ଼ ସହରର ପ୍ରଶସ୍ତ ରାସ୍ତାଗୁଡ଼ିକରେ ସାଇରନ୍ ବଜାଇ ଆମ୍ବୁଲାନ୍ସ ଦୌଡ଼ୁଛି। ସଂକ୍ରମଣ ସୁନାମିରେ ସ୍ବାସ୍ଥ୍ୟ ଭିତ୍ତିଭୂମି ଧୋଇ ହୋଇଯାଇଛି। ହାତରେ ପର୍ଯ୍ୟାପ୍ତ ଭାକ୍ସିନ ନାହିଁ। ଅକ୍ସିଜେନ,…
ପୁଣି ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ୩ ହଜାର ଟପିଲା ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ୍ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଲଗାତାର ୭ ଦିନ ଧରି ଦେଶରେ…
ଲକ୍ଡାଉନ ସତ୍ତ୍ୱେ ଖେଳ ସମ୍ଭବ: ମୋର୍ଗାନ
ଅହମଦାବାଦ, ୨୮ା୪ (ପି.ଟି.)- କୋଭିଡ୍ ପାଇଁ ଲକ୍ଡାଉନ ସତ୍ତ୍ୱେ ଖେଳ ସମ୍ଭବ ବୋଲି କହିଛନ୍ତି ଇଂଲଣ୍ଡ ଓ କୋଲକାତା ନାଇଟ ରାଇଡର୍ସ ଅଧିନାୟକ ଇଅନ ମୋର୍ଗାନ। ଅତୀତରେ ବୁନ୍ଦେସ ଲିଗା ଓ ପ୍ରିମିୟର ଲିଗ୍ ଖେଳାଯାଇଛି। ବର୍ତ୍ତମାନ ଆଇପିଏଲ୍ ସେହି ମାର୍ଗରେ…
ଆଇପିଏଲ୍- ୧୪: ହାଇଦ୍ରାବାଦ ବିପକ୍ଷରେ ଚେନ୍ନାଇ ଫେଭରାଇଟ୍
ନୂଆଦିଲ୍ଲୀ,୨୮।୪(ପି.ଟି.): ରିଦିମ୍କୁ ଫେରିଥିବା ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୨୩ତମ ମ୍ୟାଚ୍ରେ ଡେଭିଡ୍ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ। ସ୍ଥାନୀୟ ଅରୁଣ ଜେଟ୍ଲି ଷ୍ଟାଡିୟମରେ ବୁଧବାର ଖେଳାଯିବାକୁ ଥିବା ଏହି ମ୍ୟାଚ୍ରେ…
ପରଲୋକରେ ବିଶିଷ୍ଟ ଲେଖକ ମନୋଜ ଦାସ
ଭୁବନେଶ୍ୱର,୨୭।୪ : ବିଶିଷ୍ଟ ଲେଖକ ମନୋଜ ଦାସଙ୍କର ମଙ୍ଗଳବାର ମୃତ୍ୟୁ ଘଟିଛି। ତାଙ୍କୁ ୮୭ ବର୍ଷ ହୋଇଥିଲା। ଦୀର୍ଘ ଦିନ ହେଲା ସେ ଅସୁସ୍ଥ ଥିଲେ। ପୁଡୁଚେରୀ ଆଶ୍ରମ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ପରଲୋକ ସମ୍ପର୍କରେ…
କରୋନାରେ ପ୍ରାଣ ହରାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଖୁଡୀ
ଅହମ୍ମଦାବାଦ,୨୭।୪: ସାରା ଦେଶରେ କରୋନାର ଦ୍ୱିତୀୟ ଲହର ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। କରୋନା ଅନେକ ଜୀବନ ନେଲାଣି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଖୁଡୀ ନର୍ମଦାବେନ ମୋଦି ସିଭିଲ ହସ୍ପିଟାଲରେ ମୃତ୍ୟୁ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା।…

