ତୃଣମୂଳ କଂଗ୍ରେସ ଦୁର୍ନୀତିରେ ରେକର୍ଡ କରିଛି: ମୋଦି
ନୂଆଦିଲ୍ଲୀ,୨୧।୩: ପଶ୍ଚିମବଙ୍ଗରେ ମାର୍ଚ୍ଚ ୨୭ରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ କରାଯିବ। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଭୋଟରଙ୍କୁ ହାତେଇବା ପାଇଁ ଯୋଜନା କରାଯାଉଛି। ଏହି ମର୍ମରେ ଭାଜପା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର…
ଗୁରୁ କେଳୁଚରଣ ମହାମାତ୍ରଙ୍କ ଧର୍ମପତ୍ନୀଙ୍କ ବିୟୋଗ
ଭୁବନେଶ୍ୱର,୨୧।୩(ବ୍ୟୁରୋ): ପ୍ରଥମ ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଗୁରୁ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ଶନିବାର ରାତିରେ ତାଙ୍କ ବାସଭବନରେ ପରଲୋକ ଘଟିଛି। ଗତକିଛି ଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ…
୩ ଥର ଲ୍ୟାଣ୍ଡିଂ ଫେଲ୍: ମଝି ଆକାଶରେ ଭୟରେ କାନ୍ଦିଲେ ଯାତ୍ରୀ
ଜୈସଲମେର,୨୧।୩: ଅହମଦାବାଦାରୁ ଜୈସଲମେର ଆସିଥିବା ସ୍ପାଇସ୍ ଜେଟ୍ର ଏସ୍ଜି-୩୦୧୨ ବିମାନରେ ଲ୍ୟାଣ୍ଡିଂ ନ କରିପାରି ଦୀର୍ଘ ଘଣ୍ଟାଏ କାଳ ଆକାଶରେ ଘୂରି ବୁଲିିଛି। ଶନିବାର ମଧ୍ୟାହ୍ନରେ ଅହମଦାବାଦରୁ ଯାତ୍ରୀଙ୍କୁ ନେଇ ଉଡ଼ାଣ କରିଥିବା ବିମାନ ପ୍ରାୟ ଏକ ଘଣ୍ଟା ପରେ ଜୈସଲମେରରେ…
କରୋନା ଗ୍ରାଫ୍ ଟପିଲା ୪୩ ହଜାର: ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୯୭
ନୂଆଦିଲ୍ଲୀ,୨୧।୩: ଦେଶରେ କରୋନାର ଦ୍ୱିତୀୟ ସଂକ୍ରମଣ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୩ ହଜାର ୮୪୬ରେ ପହଞ୍ଚିଛି। ସେହିପରି ଏହି ସମୟ…
ଧରିତ୍ରୀ ଏକ ସାମାଜିକ ଆନ୍ଦୋଳନ
ଭୁବନେଶ୍ୱର, ୨୧।୩(ବ୍ୟୁରୋ) : ୧୯୭୪ରୁ ୪୭ ବର୍ଷ ଧରି ଆଗଧାଡ଼ିର ଗଣମାଧ୍ୟମ ଭାବେ ‘ଧରିତ୍ରୀ’ ଓଡ଼ିଶାରେ ବିଭିନ୍ନ ସାମାଜିକ, ରାଜନୈତିକ ଓ ଅର୍ଥନୈତିକ ପ୍ରସଙ୍ଗକୁ ନେଇ ଏକ ନିର୍ଦ୍ଦିଷ୍ଟ ମତ ପରିବେଷଣ କରିଆସୁଛି। ବର୍ତ୍ତମାନର ଆବଶ୍ୟକତାକୁ ଦେଖି ‘ଧରିତ୍ରୀ’ ନିଜକୁ ଏକ…
ଆମେରିକାରେ କମିଛନ୍ତି ବିଦେଶୀ ବିଦ୍ୟାର୍ଥୀ
ଓ୍ବାଶିଂଟନ୍, ୨୧ା୩: ଆମେରିକାରେ ୨୦୨୦ରେ ଅଧ୍ୟୟନ କରୁଥିବା ବାହାର ଦେଶର ଛାତ୍ରୀଛାତ୍ରଙ୍କ ସଂଖ୍ୟା ୨୦୧୯ଠାରୁ କମ୍ ରହିଛି। ଗତ ବର୍ଷ ସେଠାରେ ପଢ଼ୁଥିବା ବିଦେଶୀ ପିଲାଙ୍କ ମଧ୍ୟରୁ ୪୭ ପ୍ରତିଶତ କେବଳ ଭାରତ ଓ ଚାଇନାର ବୋଲି ଏକ ରିପୋର୍ଟରେ କୁହାଯାଇଛି।…
ଉତ୍ତରାଧିକାରୀ ବାଛିବାକୁ ସିଜେଆଇଙ୍କୁ ଦାୟିତ୍ୱ
ନୂଆଦିଲ୍ଲୀ,୨୧।୩ (ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍.ଏ. ବୋବ୍ଡେ ଆଉ ମାସେ ପରେ ଅବସର ନେବାକୁ ଯାଉଥିବାବେଳେ ପରବର୍ତ୍ତୀ ସିଜେଆଇ ନିଯୁକ୍ତି ଲାଗି ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଉତ୍ତରାଧିକାରୀଙ୍କ ନାମ ସୁପାରିସ କରିବା ଲାଗି ସରକାର ସିଜେଆଇ ବୋବ୍ଡେଙ୍କୁ…
ଜାପାନରେ ବଡ଼ ଭୂକମ୍ପ
ଟୋକିଓ,୨୧।୩ : ଜାପାନର ଉତ୍ତର-ପୂର୍ବ ଭାଗରେ ଶନିବାର ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୭.୨ ରେକର୍ଡ କରାଯାଇଛି। ଭୂକମ୍ପ ପରେ ସୁନାମି ସତର୍କ ସୂଚନା ଜାରି ହୋଇଛି। ୨୦୧୧ରେ ଉକ୍ତ ଅଞ୍ଚଳ ଭୂକମ୍ପ ଦ୍ୱାରା…
ଭାଜପା ବିଶ୍ୱର ବଡ଼ ଲୁଟେରା: ମମତା
କୋଲକାତା,୨୧।୩: ଭାଜପା ବିଶ୍ୱରେ ସବୁଠୁ ବଡ଼ ଲୁଟେରା ବୋଲି ଶନିବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସମାଲୋଚନା କରିବା ସହ ଏହି ଦଳକୁ ରାଜ୍ୟରେ କଦାପି ଶାସନ କରିବାକୁ ଦିଆଯିବ ନାହିଁ ବୋଲି କହିଛନ୍ତି। ପୂର୍ବ ମିଦନାପୁର ଜିଲାର ହଳଦିଆଠାରେ ଏକ…
ସୋନୁଙ୍କୁ ସ୍ପାଇସ୍ଜେଟ୍ର ସାଲ୍ୟୁଟ୍
ନୂଆଦିଲ୍ଲୀ: କରୋନା ସଙ୍କଟ କାଳରେ ଅସୁବିଧାରେ ପଡ଼ିଥିବା ଅନେକ ଲୋକଙ୍କୁ ସହାୟତାର ହାତ ବଢ଼ାଇ ଅଭିନେତା ସୋନୁ ସୁଦ୍ ଉଦାହରଣ ପାଲଟିଛନ୍ତି। ସୋନୁଙ୍କର ଏହି ମହନୀୟ ଉଦ୍ୟମ ଲାଗି ଘରୋଇ ଏୟାରଲାଇନ୍ସ ସ୍ପାଇସ୍ଜେଟ୍ ଏହାର ବୋଇଂ ୭୩୭ ବିମାନରେ ତାଙ୍କ ଫଟୋ…
ଅଢ଼େଇ ଫୁଟର ବରଙ୍କୁ ଏବେ ମିଳିଗଲା କନ୍ୟା, ଜାଣନ୍ତୁ କ’ଣ କରୁଛନ୍ତି ତାଙ୍କ ଜୀବନସାଥୀ
କିଛିଦିନ ଧରି ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚାରେ ଥିବା ଅଢ଼େଇ ଫୁଟର ବରଙ୍କ ପାଇଁ ଚାଲିଥିବା କନ୍ୟା ଖୋଜା ଅଭିଯାନରେ ଏବେ ପୂର୍ଣ୍ଣଚ୍ଛେଦ ପଡ଼ିଛି। କାରଣ ବରଙ୍କୁ ତାଙ୍କ ଜୀବନସାଥୀ ମିଳିଯାଇଛନ୍ତି। ଅଜିମ ମନ୍ସୁରୀ ନାମକ ୨ ଫୁଟ ୬ ଇଞ୍ଚର…
ଚାଇନା ଟିକା ନେଇଥିବା ଇମ୍ରାନଙ୍କୁ କରୋନା
ଇସ୍ଲାମାବାଦ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ସେ ଚାଇନା ଦ୍ୱାରା ପ୍ରସ୍ତୁତ କୋଭିଡ୍ ଟିକାର ପ୍ରଥମ ଡୋଜ୍ ନେଇଥିବାବେଳେ ସେହିଦିନ ହିଁ ତାଙ୍କ ଶରୀରରେ କରୋନା ଲକ୍ଷଣ ଦେଖାଦେଇଥିଲା। ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିବା ପରେ…
Archives


